ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ତାଙ୍କ ଇସ୍ତଫା ଘୋଷଣା କରିଛନ୍ତି ଏବଂ ଜନସାଧାରଣଙ୍କଠାରୁ ଏକ ନୂଆ ଜନାଦେଶ ମାଗିଛନ୍ତି। ସୁପ୍ରିମକୋର୍ଟରୁ ଜାମିନ ପାଇବା ପରେ ଏହି ନିଷ୍ପତ୍ତି ନେଇଛନ୍ତି କେଜ୍ରିୱାଲ।
ଆଜି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆମ୍ ଆଦମୀ ପାର୍ଟିର ଫାୟାରବ୍ରାଣ୍ଡ୍ ନେତ୍ରୀ ଆତିଶି ମାର୍ଲେନା। ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଆତିଶି।
ଗତକାଲି ନିଲମ୍ବିତ ଥାନା ଅଧିକାରୀ ଦୀନକୃଷ୍ଣ ମିଶ୍ରଙ୍କ ସହ ଅନ୍ୟ ପୋଲିସ କର୍ମଚାରୀଙ୍କୁ ଦିନ ତମାମ କ୍ରାଇମବ୍ରାଞ୍ଚ ଟିମ୍ ଜେରା କରିଥିବା ସୂଚନା ମିଳିଛି।
ମୋହନ ସରକାରର ୧୦୦ ଦିନ ପୂର୍ତ୍ତି ଅବସରରେ ଆଜି ପୁରୀରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ପରେ ଆସନ୍ତାକାଲିଠୁ ଜିଲ୍ଲାସ୍ତରରେ ମଧ୍ୟ ଦଳ ଏହି ଉତ୍ସବ ପାଳନ କରିବ।
ସଂକଳ୍ପ ପତ୍ରରେ ଲୋକଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ପୂରା କରିଛୁ, କରିବୁ ମଧ୍ୟ । ସରକାରର ପ୍ରଥମ ଦିନରେ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରି ଦ୍ବାର ଖୋଲିବା ସହ ରତ୍ନଭଣ୍ଡାର ଖୋଲି ଗଣତି ମଣତି ପାଇଁ ପ୍ରକ୍ରିୟା ଆରମ୍ଭ କଲୁ ।
ଶୀଲା ଦିକ୍ଷୀତ ଓ ସୁଷମା ସ୍ୱରାଜଙ୍କ ପରେ ଦିଲ୍ଲୀର ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ହୋଇଛନ୍ତି ଆତିଶି । ପୂର୍ବରୁ ଶିକ୍ଷା, ପୂର୍ତ୍ତ, ସଂସ୍କୃତି ଓ ପର୍ଯ୍ୟଟନ ଭଳି ଗୁରୁତ୍ୱପୂର୍ଣ୍ଣ ବିଭାଗ ସମ୍ଭାଳିଛନ୍ତି ।
ପ୍ୟାନେଲ ଡାଇରେକ୍ଟ ଡ୍ରାଇଭ ବ୍ୟବସ୍ଥା ଗ୍ରହଣ କରାଯାଇଥିବା ବେଳେ, ସେଥିରେ ପ୍ୟାନେଲ ରହିବ ନାହିଁ । ତେଣୁ ସେଥିରେ କିଛି ଗଡ଼ବଡ଼ି କରାଯାଇ ପାରିବନି ।
ମୁଖ୍ୟମନ୍ତ୍ରୀ କହିଲେ ସ୍ୱାବଲମ୍ବୀ ହେବେ ରାଜ୍ୟର ମହିଳା । ସବୁ ଯୋଗ୍ୟ ଯେପରି ପାଇବେ, ତାକୁ ଗୁରୁତ୍ବ ଦିଆଯିବ କହିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
ଦିଲ୍ଲୀ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେଜରିୱାଲ । ଆତିଶୀ ମର୍ଲେନା ହେବେ ଦିଲ୍ଲୀର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ।
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି। ଭୁବନେଶ୍ବର ଏୟାରପୋର୍ଟରେ ପହଞ୍ଚିଲେ ମୋଦି । ଆଜି ନିଜ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ।
ମୋଦିଙ୍କ ପାଇଁ ହୋଇଛି ସ୍ୱତନ୍ତ୍ର ବ୍ୟବସ୍ଥା, ନୂଆ ରୂପ ଦିଆଯାଉଛି ଗାଁର ଭାଗବତ ଟୁଙ୍ଗୀ ଘର । ତା ସହ ହିତାଧିକାରୀଙ୍କ ଘର ଆଗରେ ଲେଖା ଚାଲିଛି ଆବାସ ସମ୍ବନ୍ଧୀୟ ବିବରଣୀ ।
ବିଲ୍ ପାଇଁ ମହାଭାରତ! ସରଗରମ ପାରାଦୀପ ରାଜନୀତି।
ତେଜିଲା ପାରାଦୀପ ରାଜନୀତି । ଜାଣିଶୁଣି ବିଲ୍ ବନ୍ଦ କଲେ ନିଆଁ ଜଳିବା ନେଇ ଶଙ୍ଖ ଦଳର ଚେତାବନୀ ।
ଆସନ୍ତାକାଲି ସୁଭଦ୍ରା ଯୋଜନାର ଶୁଭାରମ୍ଭ ପାଇଁ ଭୁବନେଶ୍ବରରେ ପହଞ୍ଚିବା ପରେ ଲତା କହିଛନ୍ତି, ବିଜେପି ଯେଉଁ ପ୍ରତିଶ୍ରୁତି ଦେଇଥିଲା ତାକୁ ପୂରଣ କରୁଛି ।
ଥାନାରେ ପହଞ୍ଚିଲା ପାରାଦୀପ ବିଜେଡି କଳି । ବିଜେଡି ନଗର ସଭାପତି ତଥା ପୌରାଧ୍ୟକ୍ଷ ବସନ୍ତ ବିଶ୍ୱାଳଙ୍କ ନାଁରେ ଏତଲା ଦେଲେ ପୂର୍ବତନ ବିଧାୟକ ସମ୍ବିତ ରାଉତରାୟଙ୍କ ସମର୍ଥକ ମାନସ ବିଶ୍ୱାଳ।
ବିଜେଡି ପିଛା ଛାଡୁନି ଗୋଷ୍ଠୀ କନ୍ଦଳ। ଦଳପତି ସଂଗଠନ ସଜାଡିବା କାମ ଆରମ୍ଭ କରିଥିବାବେଳେ ବଢୁଥିବା ବିବାଦ ମୁଣ୍ଡ ବିନ୍ଧା ବଢାଇଦେଇଛି।
ବିଜେଡି ପିଛା ଛାଡୁନି ଗୋଷ୍ଠୀ କନ୍ଦଳ। ଦଳପତି ସଂଗଠନ ସଜାଡିବା କାମ ଆରମ୍ଭ କରିଥିବାବେଳେ ବଢୁଥିବା ବିବାଦ ମୁଣ୍ଡ ବିନ୍ଧା ବଢାଇଦେଇଛି।
ବ୍ରଜରାଜନଗରରେ ପହଞ୍ଚି ସେ ପ୍ରଥମେ ରାମଚଣ୍ଡୀ ମନ୍ଦିର ଓ ପରେ ଦୁର୍ଗା ମନ୍ଦିରକୁ ଯାଇ ମା' ଙ୍କ ଦର୍ଶନ କରିଥିଲେ। ପରେ ଦଳର ସଦସ୍ୟତା ଅଭିଯାନ କାର୍ଯ୍ୟକ୍ରମରେ ସାମିଲ୍ ହୋଇଥିଲେ।
ଜଣେ ହେଉଛନ୍ତି ପାଣ୍ଡିଆନ ସାହେବ ଆଉ ଜଣେ ହେଉଛନ୍ତି ବବି ସାହେବ। ଉଭୟେ ଥିଲେ ବିଜେଡି ସରକାରର ଦୁଇ ନୟନ। ତେବେ ମୋହନ ସରକାରରେ ଦୁଇ ନୟନ କିଏ, ତାହା ଏଯାଏଁ ଜଣାପଡ଼ିନି।
ପରାଜିତ ପ୍ରାର୍ଥୀଙ୍କ ୩୦ଟି ମିଥ୍ୟା ସତ୍ୟପାଠ ମାମଲା । ଭୁଲ୍ ତଥ୍ୟ, ଶିକ୍ଷାଗତ ଯୋଗ୍ୟତା ଓ ଜାତି ପ୍ରମାଣପତ୍ରକୁ ନେଇ କେଶ୍ ।
ବିଜେଡି ବିଧାୟକଙ୍କ ବିରୋଧରେ ସର୍ବାଧିକ ମାମଲା ଦାୟର ହୋଇଛି।
ଏମାନଙ୍କ ମଧ୍ୟରେ ରହିଛନ୍ତି ପୂର୍ବତନ ମନ୍ତ୍ରୀ ପ୍ରଦୀପ କୁମାର ଅମାତ, ଅମର ପ୍ରସାଦ ଶତପଥୀ, ଦେବୀ ପ୍ରସାଦ ମିଶ୍ର, ରଜନୀକାନ୍ତ ସିଂ, ପ୍ରେମାନନ୍ଦ ନାୟକ, ପ୍ରୀତିରଞ୍ଜନ ଘଡାଇ, ରିତା ସାହୁ ଓ ସୁରେଶ ରାଉତରାୟଙ୍କ ଭଳି ନେତା।
ଆଲର୍ଟ ସତ୍ତ୍ୱେ କ୍ୱାର୍ଟର ନପାଇ ଗେଷ୍ଟ ହାଉସରେ ରହୁଛନ୍ତି ବହୁ ମନ୍ତ୍ରୀ-MLA । ତୁରନ୍ତ କ୍ବାର୍ଟର ଖାଲି କରିବାକୁ ପୂର୍ବତନ ବିଧାୟକଙ୍କୁ ଜିଏ ନୋଟିସ୍ ।
ଆମେରିକା ରାଜନୀତିରେ ଓଡ଼ିଆ ପୁଅ ସମୟ ସାହୁ । କମଳା ହାରିସଙ୍କ ପାଇଁ ନିର୍ବାଚନୀ ପ୍ରଚାର କରୁଛନ୍ତି ସମୟ । ରାୟଗଡ଼ା ବାସିନ୍ଦା ମାନସ ସାହୁଙ୍କ ପୁଅ ସମୟ ।
ସାଙ୍ଗଠନିକ ବୈଠକକୁ ସମ୍ବିତ ରାଉତରାୟଙ୍କୁ ଡକାହେଲାନି । ପାରାଦୀପ ନଗର ବିଜେଡି ସଭାପତି ବସନ୍ତ ବିଶ୍ବାଳଙ୍କ ଅଧ୍ୟକ୍ଷତାରେ ବୈଠକ ।