• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Ex-Odisha chief secy Bijay Patnaik joins Congress, targets BJD govt
ବିଜେଡି ବଦଳରେ ବିଜୟ କାହିଁକି ବାଛିଲେ କଂଗ୍ରେସକୁ ?

ମିଡ୍ ନାଇଟ୍ ଅପରେସନ୍ ପରଠୁ ବିଜୟଙ୍କ ଉପରେ ବଢ଼ିଥିଲା ନବୀନଙ୍କ ଭରସା।

Who is behind the sand smuggling
କୋଟି କୋଟି ଟଙ୍କାର ବାଲି ଚୋରାଚାଲାଣ ପଛରେ ରହିଛି କାହାର ହାତ…

ନଦୀପଠାରୁ ବାଲି ଚୋରାଚାଲାଣ ଦ୍ୱାରା ପରିବେଶ ସନ୍ତୁଳନକୁ ପ୍ରଭାବିତ କରିବାର ଆଶଙ୍କା ରହିଛି। ମୁହାଣରୁ ବାଲି ଖନନ ଫଳରେ ନଦୀ ତା’ର ଗତିପଥ ବଦଳାଇ ଗାଆଁ ଓ ଜମିବାଡି ମୁହାଁ ହେବାର ସମ୍ଭାବନା ରହିଛି। ଆଇନ କାନୁନ ଉପରେ ଡୋଜର୍‌ ଚଳାଇ କୋଟି କୋଟି ଟଙ୍କାର ବାଲି କାରବାର କରୁଥିବା ଏମାନେ କିଏ ? ଏମାନଙ୍କ ପଛରେ କେଉଁ ଶକ୍ତି ରହିଛି?

President Droupadi Murmu
ରାଷ୍ଟ୍ରପତି ଦୌପଦୀ ମୁର୍ମୁ ବଖାଣିଲେ ଅନୁଭୂତି, ଶୁଣନ୍ତୁ...

ବ୍ୟକ୍ତିର ଉନ୍ନତି ପାଇଁ ସାମାଜିକ, ଆର୍ଥିକ ଉନ୍ନତି ସହ ଆଧ୍ୟାତ୍ମିକ ବିକାଶ ଜରୁରୀ ।

Bijay Pattnaik
କଂଗ୍ରେସରେ ସାମିଲ ହେଲେ ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ

ପୂର୍ବରୁ କିଛି କଂଗ୍ରେସ କର୍ମୀଙ୍କ ସହ ତାଙ୍କ ବସା ଉଠା କରିବା ନେଇ ଦେଖାଯିବା ପରେ ଏହି ଚର୍ଚ୍ଚା ଆରମ୍ଭ ହୋଇଥିଲା ।

Ashok Gehlot
ମୁଖ୍ୟମନ୍ତ୍ରୀ ଗେହଲଟ୍‌ଙ୍କ ବଡ଼ ଭୁଲ୍, ବିରୋଧୀ କହିଲେ ଏହା ଗଣତନ୍ତ୍ରର ଅପମାନ

ମୁଖ୍ୟମନ୍ତ୍ରୀଙ୍କ ଉପରେ ବିରୋଧୀ ଠୋ-ଠୋ ହୋଇ ହସିବା ସହ ଗୃହରେ ହଙ୍ଗାମା କରିଥିଲେ ।

Naba Das
ଶ୍ରଦ୍ଧାଞ୍ଜଳୀ ସଭାରେ ଯୋଗ ଦେଲେ, ହେଲେ କିଛି କହିଲେନି ନବୀନ

ନବଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି...କାନ୍ଦୁଛି ପୂରା ପରିବାର। ଯେବେ ବାପା-ମାଆଙ୍କ ଆଖି ସାମ୍ନାରେ ପୁଅ ଚାଲିଯାଏ, ସେତେବେଳେ ବାପା-ମାଆଙ୍କୁ କେତେ କଷ୍ଟ ହୁଏ? ତାହାକୁ କହିବା ଶବ୍ଦ ଆମ ପାଖରେ ନାହିଁ। ସେପଟେ ନବଙ୍କ ସଭାରେ ପାୱାର ସୋ' ଦେଖାଇଛି ବିଜେଡି ବୋଲି ଅଭିଯୋଗ କରିଛନ୍ତି ବିରୋଧୀ

Poster Of Pravat Biswal
ପୂର୍ବତନ ବିଜେଡି ବିଧାୟକ ପ୍ରଭାତ ବିଶ୍ୱାଳଙ୍କ ନାଁରେ ଏମିତିକା ପୋଷ୍ଟର ମାରିଲା କିଏ ?

ପୋଷ୍ଟର ଲଗାଇଥିବା ବ୍ୟକ୍ତିଙ୍କ ବିରୋଧରେ ଚାଉଳିଆଗଞ୍ଜ ଥାନାରେ ଏତଲା ଦିଆଯାଇଛି ।

Narendra Modi
ପୁଣି ବିରୋଧୀ କଂଗ୍ରେସକୁ କଡ଼ା ସମାଲୋଚନା କଲେ ମୋଦି

ହେଲେ ଦୀର୍ଘ ୪୦ ବର୍ଷ ହେଲା ସେମାନେ କିଛି କରିନଥିଲେ । ହେଲେ ଆମେ ଦେଶର ଲୋକଙ୍କ ଇଚ୍ଛାକୁ ଲକ୍ଷ ରଖି କଠିନ ପରିଶ୍ରମ ଜାରି ରଖିଛୁ ।

Bothra
ସରକାରଙ୍କ ପାଇଁ ବୋଥ୍ରାଙ୍କ ଛବି ଅଡୁଆ?

ଏଯାଏଁ ମନ୍ତ୍ରୀଙ୍କ ହତ୍ୟାର କାରଣ ଜଣାପଡିନଥିବାରୁ ରାଜନୈତିକ ମହଲରେ ଝଡ ସୃଷ୍ଟି ହେଲାଣି। ଗୁଳି କିଏ ମାରିଛି ତାହା କାହାକୁ ଅଛପା ନୁହେଁ । ବନ୍ଧୁକ ବି ଜବତ ହୋଇସାରିଛି। ହେଲେ ହତ୍ୟାକାଣ୍ଡର ମୋଟିଭ୍ ଖୋଜି ପାଉନି କ୍ରାଇମବ୍ରାଂଚ। ୭ ଦିନ ଧରି ଗୋପାଳକୁ ମାରଥନ୍ ଜେରା ପରେ ବି ସେହି ଗୋପାଳ ପାଖରେ ଅଟକି ରହିଛି ତଦନ୍ତ।

Late Minister Naba Das Daughter Crying
ଷ୍ଟେଜ୍ ଉପରେ କାନ୍ଦିଲେ ନବଙ୍କ ଝିଅ, କହିଲେ- ‘କେବେ ଭାବି ନଥିଲି ବାପାଙ୍କ ନାଁ ପୂର୍ବରୁ ସ୍ୱର୍ଗତଃ ଲାଗିବ’

ସବୁଦିନ ପାଇଁ ନବ ଦାସଙ୍କୁ ହରାଇ ଖାଲି ପରିବାର ଦୁଃଖରେ ଭାଙ୍ଗି ପଡ଼ି ନାହାନ୍ତି ବରଂ ଝାରଗସୁଗୁଡ଼ାବାସୀଙ୍କ ଆଖିରେ ମଧ୍ୟ ଲୁହ ଦେଖିବାକୁ ମିଳିଛି। ଶ୍ରଦ୍ଧାଞ୍ଜଳି ସଭାରେ ନବଙ୍କ ଝିଅ, ପୁଅ, ସ୍ତ୍ରୀ ଓ ପରିବାର ସଦସ୍ୟଙ୍କ ଆଖିରେ ଲୁହ ଦେଖିବାକୁ ମିଳିଥିଲା।

BJP leader Pradip Purohits exclusive statement
ମୁଖ୍ୟମନ୍ତ୍ରୀ ପଦ ଲାଳସା ପାଇଁ ନବଙ୍କୁ ହତ୍ୟା କରାଗଲା: ପ୍ରଦୀପ ପୁରୋହିତ

ମନ୍ତ୍ରୀ ନବ ଦାସଙ୍କୁ କାହିଁକି ହତ୍ୟା କଲା ଗୋପାଳ ଦାସ, ସେନେଇ ବିଭିନ୍ନ କଥା ସାମ୍ନାକୁ ଆସୁଥିବା ବେଳେ ଓଟିଭିକୁ ସାଂଘାତିକ ତଥ୍ୟ ଦେଇଛନ୍ତି ବିଜେପି ନେତା ପ୍ରଦୀପ ପୁରୋହିତ। ମୁଖ୍ୟମନ୍ତ୍ରୀ ପଦ ଲାଳସା ପାଇଁ ନବଙ୍କୁ ହତ୍ୟା କରାଗଲା ବୋଲି କହିଛନ୍ତି ପ୍ରଦୀପ ପୁରୋହିତ ।

  • Wednesday, 08 February 2023
BJP leader Pradip Purohit's exclusive statement
ମୁଖ୍ୟମନ୍ତ୍ରୀ ପଦ ଲାଳସା ପାଇଁ ନବଙ୍କୁ ହତ୍ୟା କରାଗଲା: ପ୍ରଦୀପ ପୁରୋହିତ

CM ପଦ ପାଇଁ ଶନି ମନ୍ଦିର ପୂଜା କଥା ଲିକ୍ ହେବାରୁ ନବଙ୍କୁ ହଟାଗଲା ବୋଲି ସେ କହିଛନ୍ତି।

Narendra Modi
ଆଟାକିଂ ମୋଡ୍‌କୁ ଫେରିଲେ ମୋଦି, ସଂସଦରେ କଂଗ୍ରେସକୁ ପ୍ରବଳ ଧୋଇଲେ

ଡିଫେନ୍ସ ଡିଲ୍, ହେଲିକପ୍ଟର ଘୋଟାଲା ସାରା ଦେଶକୁ ନିନ୍ଦିତ କଲା ।

Bijay Pattnaik
ପୂର୍ବତନ ମୁଖ୍ୟ ଶାସନ ସଚିବ ବିଜୟ ପଟ୍ଟନାୟକ କଂଗ୍ରେସରେ ହେବେ ସାମିଲ !

୨୦୧୦ ମସିହା ସେପ୍ଟେମ୍ବର ମାସରେ ରାଜ୍ୟର ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ନେଇଥିଲେ ।

BJD
ବିଜେଡି ସଭାରେ ଉଡ଼ିଲା ଖଲିପତ୍ର...ଡାଲିହାଣ୍ଡିରେ ମୁହଁ ମାରିଲା ଷଣ୍ଢ

ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦିନ ୧୦ ଟାରୁ ୧୧ ଟା ମଧ୍ୟରେ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ସମୟ ଧାର୍ଯ୍ୟ କରାଯାଇଥିବା ବେଳେ ଦୁଇ ଘଣ୍ଟା ବିଳମ୍ବରେ ସଭା କାର୍ଯ୍ୟ ଆରମ୍ଭ ହୋଇଥିଲା । ଦୀର୍ଘ ସମୟ ତଳେ ବସି ବସି ବିରକ୍ତ ହୋଇଥିବା ମହିଳା ମାନେ ସଭା କାର୍ଯ୍ୟ ଆରମ୍ଭ ହେବାର କିଛି ସମୟ ପରେ ଉଠି ଚାଲି ଯାଇଥିଲେ । ୧୪ଶହ ଅଟୋରେ ଯେଉଁ ମହିଳାମାନେ ଆସିଥିଲେ ସେମାନେ ଖାଇବାକୁ ବି ପାଇଲେନି।

Naba Das Murder
ଗୋପାଳକୁ ଜେରା କରି କଣ ପାଇଲା କ୍ରାଇମବ୍ରାଂଚ୍‌?

ଗୋପାଳକୁ ଜେରା କରି କଣ ପାଇଲା କ୍ରାଇମବ୍ରାଂଚ୍‌? ଏତେ ଦିନ ଗଲାଣି ତଦନ୍ତର ସତ ସାମ୍ନାକୁ କାହିଁକି ଆସୁନି?

  • Tuesday, 07 February 2023
 BJP accuses investing officer
ଅରୁଣ ବ୍ରୋଥା ଜଣେ ପ୍ରମାଣ ନଷ୍ଟକାରୀ ଅଧିକାରୀ: ବିଜେପି

ଗୋପାଳକୁ ଜେରା ବେଳେ କଣ ସବୁ ତଥ୍ୟ ପାଇଛି କ୍ରାଇମବ୍ରାଂଚ ?

NaveenPatnaik
ମୁଖ୍ୟମନ୍ତ୍ରୀଙ୍କ ସୁରକ୍ଷାକୁ ନେଇ ସନ୍ଦେହ କଲେଣି ବିଜେଡି ନେତା !

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଜ ପାଖରେ ଗୃହ ବିଭାଗ ରଖିଛନ୍ତି। ଆଜି କି କାଲି ନୁହେଁ ବରଂ ବର୍ଷବର୍ଷ ଧରି ଗୃହ ବିଭାଗ ପରି ଗୁରୁତ୍ୱପୂର୍ଣ୍ଣ ବିଭାଗକୁ ନିଜ ପାଖରେ ରଖିଛନ୍ତି ନବୀନ। କିନ୍ତୁ ରାଜ୍ୟର ଜଣେ କ୍ୟାବିନେଟ୍‌ ତଥା ଟାଣୁଆ ମନ୍ତ୍ରୀଙ୍କୁ ଏମିତି ଭାବରେ ହତ୍ୟା କରାଯାଇଥିବାରୁ ସମସ୍ତଙ୍କ ମନରେ ପଶିଲାଣି ଛନକା

BJD concern over jharsuguda bypoll
ନବ ଦାସଙ୍କ ଦଶାହ ଯାଇନି, ହେଲେ ବିଜେଡିକୁ ଘାରିଲାଣି ଉପନିର୍ବାଚନ ଭୋଟ ଚିନ୍ତା

କୌଣସି ସମୟରେ ଉପନିର୍ବାଚନ ହେବ। ଏହାର ଦାୟିତ୍ୱ ଆପଣଙ୍କୁ ନେବାକୁ ପଡ଼ିବ। ବିଜୟ ତ ନିଶ୍ଚିତ କିନ୍ତୁ କେତେ ପରିମାଣରେ ଭୋଟ୍‌ ଜିତିବୁ, ଏ ଦାୟିତ୍ୱ ଆପଣଙ୍କର। ବିଜେଡି ବିଧାୟକ ସାରଦା ପ୍ରସାଦ ନାୟକଙ୍କ ଏ ମନ୍ତବ୍ୟକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା ।

  • Monday, 06 February 2023
  • BJP
  • BJD
Naba Das
ନବ ଦାସ ହତ୍ୟା: ସାମ୍ରାଜ୍ୟ ଅକ୍ତିଆର ପାଇଁ ସାଂଘାତିକ ଷଡ଼ଯନ୍ତ୍ର, ହତ୍ୟା ପଛରେ ବିଜେଡିର ଉପକୂଳିଆ ନେତାଙ୍କ ହାତ !

ନବ ଦାସ ହତ୍ୟା ପଛରେ ହୋଇଛି କି ଟପ୍ ଲେବେଲ୍ ରାଜନୈତିକ ଷଡ଼ଯନ୍ତ୍ର ? ଏହା ଏକ ବିଜନେସ୍-ପଲିଟିକାଲ୍ ମର୍ଡର ନୁହେଁ ତ ? ଗୋପାଳ ଦାସଙ୍କୁ ମୋହରା କରି ନବଙ୍କୁ ରାସ୍ତାରୁ ହଟାଯାଇଛି କି ? ପାୱାରଫୁଲ୍ ମନ୍ତ୍ରୀ ନବ ଦାସ ହତ୍ୟା ଘଟଣାକୁ ୯ ଦିନ ହେଲା । ହେଲେ ଏଯାଏଁ ଖୋଲିନି ମର୍ଡର ପ୍ଲଟ୍‌ର ଗୁମର । ଗୋଟିଏ ପଟେ କ୍ରାଇମ୍ ବ୍ରାଂଚ ତଦନ୍ତକୁ ନେଇ ସନ୍ଦେହ ବଢୁଥିବା ବେଳେ ଅନ୍ୟପଟେ ଏହି ମାମଲାକୁ ନେଇ ରାଜନୀତି ବି ସରଗମ ।

  • Monday, 06 February 2023
  • BJP
  • BJD
Naba Das
ନବ ଦାସ ହତ୍ୟା: ସାମ୍ରାଜ୍ୟ ଅକ୍ତିଆର ପାଇଁ ସାଂଘାତିକ ଷଡ଼ଯନ୍ତ୍ର, ହତ୍ୟା ପଛରେ ବିଜେଡିର ଉପକୂଳିଆ ନେତାଙ୍କ ହାତ !

କଂଗ୍ରେସ ବି କହିଲା ହତ୍ୟା ପଛରେ ପଲିଟିକାଲ୍ ଲିଙ୍କ । ତଦନ୍ତ ପରେ ସବୁ ସ୍ପଷ୍ଟ ହେବ କହିଲା ବିଜେଡି ।

BJD concern over jharsuguda bypoll
ନବ ଦାସଙ୍କ ଦଶାହ ଯାଇନି, ହେଲେ ବିଜେଡିକୁ ଘାରିଲାଣି ଉପନିର୍ବାଚନ ଭୋଟ ଚିନ୍ତା

ନବଙ୍କ ପରେ କିଏ ହେବ ତାଙ୍କ ରାଜୈନତିକ ଉତ୍ତରାଧୀକାରୀ? ଝିଅ ଦିପାଳୀ ଦାସ ନା ପୁଅ ବିଶାଳ।

Naba Murder Case
‘ନବଙ୍କ ମୃତ୍ୟୁ ପଛରେ ଉପକୂଳିଆ ବିଜେଡି ନେତା !!’

ନବଙ୍କ ମୃତ୍ୟୁ ପରେ ସୁବାସ ଦେଇଥିବା ମନ୍ତବ୍ୟକୁ ନେଇ ଏବେ ସରଗରମ ରାଜନୀତି। ସାମ୍ବାଦିକଙ୍କ ପ୍ରଶ୍ନରେ ସିଧାସିଧା ଉପକୂଳିଆ ନେତାଙ୍କ ପାଇଁ ନବଙ୍କ ମୃତ୍ୟୁ ହୋଇଥିବା କହିଛନ୍ତି ବିଜେପି ବିଧାୟକ। ଅବଶ୍ୟ କାହାର ନାଁ ସେ ସ୍ପଷ୍ଟ କରିନଥିଲେ ବି ଦଳର ପ୍ରଭାବଶାଳୀ ନେତା ହତ୍ୟାକାଣ୍ଡରେ ସାମିଲ ଅଛନ୍ତି ବୋଲି କହିଥିଲେ।

Big Jolt To BJD Leader Rabindra Jena
ବିଜେଡି ନେତା ରବୀନ୍ଦ୍ର ଜେନାଙ୍କୁ ବଡ଼ ଝଟ୍‌କା

ବିଜେଡି ନେତା ତଥା ପୂର୍ବତନ ସାଂସଦ ରବୀନ୍ଦ୍ର ଜେନାଙ୍କ ପାଇଁ ବଢ଼ିଲା ଅଡୁଆ। ସିସୋର ଚିଟ୍‌ଫଣ୍ଡ ଲିଙ୍କ୍ ମାମଲାରେ ଖାରଜ ଆବେଦନକୁ ହାଇକୋର୍ଟ ଅଗ୍ରାହ୍ୟ କରିଛନ୍ତି।