ନବଙ୍କ କାକା ଓ ସମର୍ଥକମାନେ ଏହି ହତ୍ୟାକାଣ୍ଡ ପଛରେ ଷଡ଼ଯନ୍ତ୍ର ଥିବା ଅଭିଯୋଗ କରିଛନ୍ତି ।
ଅନ୍ତିମ ଦର୍ଶନ ସାଙ୍ଗକୁ ଶ୍ରଦ୍ଧାଞ୍ଜଳି ଜଣାଇବାକୁ ଅସମ୍ଭବ ଭିଡ଼ ଲଗାଇଥିଲେ ସମର୍ଥକ ଓ ଶୁଭେଚ୍ଛୁ ।
ନବଙ୍କ ରବିବାର ଦିନ ଗସ୍ତ ବେଳେ SOP ପାଳନ କରାଯାଇଥିଲା କି ନାହିଁ, ତ୍ରୁଟି କେଉଁଠି ରହିଲା, ତାହା ସାମ୍ନାକୁ ଆସିବା ଜରୁରୀ ।
ଝାରସୁଗୁଡ଼ା ଜିଲ୍ଲା ଖେରୁଆଲ ଶ୍ମଶାନରେ ଆଜି ମନ୍ତ୍ରୀ ନବ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ନବ ଦାସଙ୍କ ପୁଅ ବିଶାଲ ଦାସ ମୁଖାଗ୍ନି ଦେଇଥିଲେ।
ମନ୍ତ୍ରୀ ନବ ଦାସଙ୍କ ମୃତ୍ୟୁ ପରେ ନିରଞ୍ଜନ ପୂଜାରୀଙ୍କୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଦାୟିତ୍ୱ ମିଳିଛି।
ଅନ୍ତିମ ଦର୍ଶନ ପାଇଁ ବିଭିନ୍ନ ଦଳର ରାଜନେତା ତଥା ସାଧାରଣ ଜନତା ସରବାହାଲ ସ୍ଥିତ ବାସଭବନରେ ପହଞ୍ଚିଛନ୍ତି
ହେଲେ ପ୍ରଶ୍ନ ଉଠୁଛି, ଜଣେ ମାନସିକ ରୋଗୀଙ୍କୁ କେମିତି ଦିଆଯାଇଥିଲା ଫାଣ୍ଡି ଦାୟିତ୍ୱ ?
ସ୍ୱାମୀଙ୍କୁ ହରାଇ କୋହ ସମ୍ଭରଣ କରିପାରୁ ନାହାନ୍ତି ନବ ଦାସଙ୍କ ପତ୍ନୀ । ମାଆକୁ ବୁଝାଉଛି ପୁଅ ।
ସରକାରୀ ଭାବେ ହେବନି କୌଣସି ପ୍ରକାର ମନୋରଞ୍ଜନ କାର୍ଯ୍ୟକ୍ରମ
ରାଜ୍ୟ ରାଜନୀତିରେ ପ୍ରଭାବଶାଳୀ ନେତା । ଝାରସୁଗୁଡ଼ା ଜିଲ୍ଲାରେ ନବଙ୍କ ଥିଲା ଦବଦବା ।
ନବଙ୍କ ସହ ପୂର୍ବ ଶତ୍ରୁତା ନା ରହିଛି ଅନ୍ୟ କିଛି ରହସ୍ୟ ? କାହିଁକି ଏତେ ବଡ଼ ଦୁଃସାହସ କଲେ ASI ଗୋପାଳ ?
ପୂର୍ବରୁ ପୋଲିସ କେବେ ବି ନେତାଙ୍କୁ ଗୁଳି କରି ହତ୍ୟା କରିଥିବା ନଜିର ନାହିଁ ।
ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଝାରସୁଗୁଡ଼ା ଜିଲ୍ଲା ଗାନ୍ଧି ଛକରେ ଦୁର୍ବୃତ୍ତ ଆଜି ଗୁଳିମାଡ଼ କରିଛନ୍ତି। ତାଙ୍କ ଛାତିରେ ଗୁଳି ବାଜିଥିବା ସୂଚନା ମିଳିଛି।
ଗୁଳିମାଡ଼ରେ ମନ୍ତ୍ରୀ ନବ ଦାସଙ୍କ ସମେତ ଆଉ ଜଣେ ବ୍ୟକ୍ତି ଆହତ ହୋଇଥିବା ସୂଚନା ମିଳିଛି। ଗୁଳିମାଡ଼ ବେଳର ଛାତିଥରା ଦୃଶ୍ୟ ଏବେ ସାମ୍ନାକୁ ଆସିଛି।
ମନ୍ତ୍ରୀ ନବ ଦାସଙ୍କୁ କିଏ ଗୁଳିମାଡ଼ କରିଛି ତାହା ଜଣାପଡ଼ିଛି। ଜଣେ ପୋଲିସ ମନ୍ତ୍ରୀଙ୍କୁ ଗୁଳି କରିଛନ୍ତି।
ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳିମାଡ଼ ହୋଇଥିବା ସୂଚନା ମିଳିଛି। ଝାରସୁଗୁଡ଼ା ଜିଲ୍ଲା ଗାନ୍ଧି ଛକରେ ଗୁଳିମାଡ଼ କରିଛନ୍ତି ଦୁର୍ବୃତ୍ତ।
ବଢିଛି ୩ ପଲିଟିକାଲ୍ ପାର୍ଟିଙ୍କ ଟେନ୍ସନ୍, ଅକଳରେ ବିଜେଡି । ୨୦୨୪ରେ ରାଜନୈତିକ ସମୀକରଣ ବଦଳିବା ସମୀକ୍ଷକଙ୍କ ଅନୁମାନ ।
ବହୁ ଚାଷୀ ସଙ୍ଗଠନ ସଦସ୍ୟ ଓ ସମାଜସେବୀ BRSରେ ସାମିଲ, ଆଦିବାସୀ ଓ ତେଲୁଗୁ ଭୋଟରଙ୍କ ଉପରେ BRS ନଜର
ଆଗାମୀ ୨୦୨୪ ସାଧାରଣ ନିର୍ବାଚନ ପାଇଁ ଓଡିଶାର ପ୍ରମୁଖ ଦଳଗୁଡିକ ନିଜ ରଣନୀତି ଆରମ୍ଭ କରିସାରିଦେଇଥିବା ବେଳେ ବିଆର୍ଏସ୍କୁ ନେଇ ରାଜନୈତିକ ଉଷ୍ମତା ସୃଷ୍ଟି ହୋଇଛି। ବିଜେଡିକୁ ଟକ୍କର ଦେବା ପାଇଁ ବିଜେପି ‘କେନ୍ଦ୍ର ଶକ୍ତି’କୁ ଧରି ଓଡିଶାର ବିଭିନ୍ନ ପ୍ରସଙ୍ଗରେ ଲୋକବଳ ମଜଭୁତ କରିବାରେ ଲାଗିଛି।
ଆବାସ୍ ଲିଷ୍ଟ ତ୍ରୁଟିକୁ ନେଇ ରାଜ୍ୟବ୍ୟାପୀ ଗ୍ରାମସଭାରେ ଝଡ଼ । ସାରା ବଲାଙ୍ଗିର ଜିଲ୍ଲାରେ ବର୍ଜନ ହେଲା ଗ୍ରାମସଭା ।
ନବୀନଙ୍କୁ ଅଲ୍ ପାର୍ଟି ପ୍ରେସିଡେଣ୍ଟ କହି ବର୍ଷିଲେ ଶିଶିର ଗମାଙ୍ଗୋ ।
ନିଜ ବୋହୂର ବିବାହ କରାଇଲେ ଢେଙ୍କାନାଳର ପୂର୍ବତନ ବିଧାୟକ ନବୀନ ନନ୍ଦ। ବୋହୂ ମଧୁସ୍ମିତାଙ୍କୁ ଦ୍ୱିତୀୟ ବିବାହ କରାଇଛନ୍ତି ନବୀନ ନନ୍ଦ।
ବିଜେପି ଛାଡ଼ିଲେ ଗିରିଧର ଗମାଙ୍ଗ ଓ ଶିଶିର ଗମାଙ୍ଗ। ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ହେଉଛନ୍ତି ଗିରିଧର ଗମାଙ୍ଗ ଓ ତାଙ୍କ ପୁଅ ହେଉଛନ୍ତି ଶିଶିର ଗମାଙ୍ଗ।
ସବୁ ଜିଲ୍ଲାରେ ନିୟୋଜନ ପ୍ରତିଶ୍ରୁତି ସତ୍ତ୍ୱେ ଗଂଜାମରେ ଦାଦନ ଦୁଃଖ । ମାସକ ଭିତରେ ସୁରତରେ ତିନି ଦାଦନ ଶ୍ରମିକଙ୍କ ମୃତ୍ୟୁ ।
କମିଶନି ବ୍ୟବସ୍ଥାର ଗୁମର ଖୋଲିବାକୁ ନେଇ ବଢିଲା ଅଡୁଆ । ରାଜ୍ୟ ସରକାରଙ୍କ ଅଡୁଆ ବଢାଇଲେ ଗୃହ ରାଷ୍ଟ୍ରମନ୍ତ୍ରୀ ତୁଷାରକାନ୍ତି ।