• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Jual Oram
ବିଜେଡି ପ୍ରାର୍ଥୀ ବର୍ଷାଙ୍କ ଉପରେ ଜୁଏଲଙ୍କ ଡାଇରେକ୍ଟ ଆଟାକ୍

ବର୍ଷା ସିଂ ବରିହା ନୁହେଁ, ବର୍ଷା ବଳିୟାର ସିଂ । ବିଜେଡି ପ୍ରାର୍ଥୀ ବର୍ଷା ଆଦିବାସୀ ନୁହଁନ୍ତି କହି କଡ଼ା ସମାଲୋଚନା କରିଛନ୍ତି ବିଜେପି ଆଦିବାସୀ ନେତା ତଥା ସୁନ୍ଦରଗଡ ସାଂସଦ ଜୁଏଲ୍ ..

Padmapur Bypoll
ଜାତି ସମୀକରଣକୁ ନେଇ ସରଗରମ ପଦ୍ମପୁର ପଲିଟିକ୍ସ

ତିନି ଦିନ ପରେ ନିଜ ବିଧାୟକ ବାଛିବାକୁ ଯାଉଥିବା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ଏବେ ଜୋର୍ ଧରିଛି ଜାତି ରାଜନୀତି..

  • Thursday, 01 December 2022
Corona Report
କୋଭିଡ୍ ନେଇଛି କେତେ ଜୀବନ ? ଖୋଲୁଛି ରାଜ୍ୟ ସରକାରଙ୍କ ମିଛ ମୁଖା କହିଲେ ବିରୋଧୀ

ରାଜ୍ୟ ସରକାରଙ୍କ ତଥ୍ୟକୁ ମାନିବାକୁ ବିରୋଧୀ ନାରାଜ । ଶ୍ୱେତପତ୍ର ଆଣିବାକୁ ବିଜେପିର ଦାବି । ରାଜ୍ୟ ସରକାରଙ୍କୁ କଂଗ୍ରେସ ବି କଲା ଟାର୍ଗେଟ୍ ।

Padmapur Bypoll
ରାଜ୍ୟରେ ପଶିଲା କାଷ୍ଟ ପଲିଟିକ୍ସ ! ଫୋକସ୍‌ରେ ବିଂଝାଲ୍-ସହରା-କୁଲତା-ମେହେର-ତେଲି ସମାଜ

ବିଜେଡିର ଦାବି ଶଙ୍ଖକୁ ଯିବ ୭୦ ପ୍ରତିଶତ ଜାତି ଭୋଟ୍ । ଜାତି ରାଜନୀତି କାର୍ଡ ଖେଳୁଥିବା କହି ବର୍ଷିଲେ ବିରୋଧୀ ।

Jual Oram
ବର୍ଷା ସିଂ ବରିହା ନୁହେଁ, ବର୍ଷା ବଳିୟାର ସିଂ ! ଜୁଏଲଙ୍କ ଡାଇରେକ୍ଟ ଆଟାକ୍

ବାହା ପରେ କେମିତି ଆଦିବାସୀ ହେଲେ ବର୍ଷା ? ଯେ ଜାତିର ନୁହେଁ, ସେ ପାର୍ଟିର କେମିତି ହେବେ ପ୍ରଶ୍ନ କଲେ ଜୁଏଲ ।

Jual Oram
ବିଜେଡି ପ୍ରାର୍ଥୀ ବର୍ଷା ବରିହାଙ୍କୁ ନେଇ ଜୁଏଲଙ୍କ କଡ଼ା ମନ୍ତବ୍ୟ, ଶୁଣନ୍ତୁ...

ଆମ ଜାତିର ବୋଲି ଆମେ ଜାଣିନୁ, ଆମେ ତ ଜାତି ଭୋଜି ଖାଇନୁ । ଯିଏ ଜାତିର ନୁହେଁ, ସେ ପାର୍ଟିର ନୁହେଁ; ଯିଏ ପାର୍ଟିର ନୁହେଁ, ସେ ମାଟିର ନୁହେଁ ।

Covid 19
କୋଭିଡରେ ୨୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ, ବିରୋଧୀ କହିଲେ ତଥ୍ୟ ଲୁଚାଇଥିଲେ ସରକାର

୨୦୨୦ରୁ ଏଯାବତ୍ କୋଭିଡ୍ ନେଇଛି ୨୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ। ତେବେ ଆଜି ପର୍ଯ୍ୟନ୍ତ ସରକାର କାହିଁକି ତଥ୍ୟ ଲୁଚାଇଥିଲେ ବୋଲି ବିରୋଧୀ ପ୍ରଶ୍ନ କରିଛନ୍ତି।

Padampur Bypoll
‘ମାଛ ତେଲରେ ମାଛ ଭାଜି ବାହାବା ନେଉଛନ୍ତି’ ! ନବୀନ ସରକାର ଉପରେ ପୁଣି ବର୍ଷିଲେ ଧର୍ମେନ୍ଦ୍ର

୨୨ ବର୍ଷ ଶାସନରେ ରହି ଦେବାଳିଆ ହୋଇଗଲାଣି ବିଜେଡି ସରକାର । ଏ ଅପାରଗ ସରକାର ମୁଣ୍ଡରେ ଆଉ କିଛି ନୂଆ ବୁଦ୍ଧି ଜୁଟୁନଥିବାରୁ କେନ୍ଦ୍ରର ଯୋଜନାକୁ ନିଜର କରି ଲୋକଙ୍କ ପାଖରେ ପହଞ୍ଚୁଛନ୍ତି ନବୀନ ପଟ୍ଟନାୟକ । ମାଛ ତେଲରେ ମାଛ ଭାଜି ବାହାବା ନେଉଛନ୍ତି । ପଦ୍ମପୁର ନିର୍ବାଚନୀ ମୈଦାନରେ ଆଜି ଲଗତର ଦ୍ୱିତୀୟ ଦିନ ପାଇଁ ପ୍ରଚାର କରି ରାଜ୍ୟ ସରକାରଙ୍କୁ ପୁଣି ଟାର୍ଗେଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

Padampur Bypoll
ପଦ୍ମପୁରରେ ନିର୍ଣ୍ଣାୟକ ହେବ କି କଂଗ୍ରେସ ଭୋଟ୍ ?

ବିଜେଡି ନା ବିଜେପି, କାହାକୁ ମିଳିବ ଫାଇଦା? ନିଜ ପଟକୁ ନେବା ଲାଗି ଉଭୟ ଦଳର ସ୍ୱତନ୍ତ୍ର ଷ୍ଟ୍ରାଟେଜି

Padampur Bypoll
‘ମାଛ ତେଲରେ ମାଛ ଭାଜି ବାହାବା ନେଉଛନ୍ତି’ ! ନବୀନ ସରକାର ଉପରେ ପୁଣି ବର୍ଷିଲେ ଧର୍ମେନ୍ଦ୍ର

ଦେବାଳିଆ ଓ ଅପାରଗ ସରକାର କହି ଧର୍ମେନ୍ଦ୍ରଙ୍କ ଟାର୍ଗେଟ୍

Padampur Bypoll
ପଦ୍ମପୁରରେ ନିର୍ଣ୍ଣାୟକ ହେବ କି କଂଗ୍ରେସ ଭୋଟ୍ ?

ବିଜେଡି ନା ବିଜେପି, କାହାକୁ ମିଳିବ ଫାଇଦା? ନିଜ ପଟକୁ ନେବା ଲାଗି ଉଭୟ ଦଳର ସ୍ୱତନ୍ତ୍ର ଷ୍ଟ୍ରାଟେଜି

Again GST Raid In Poll Bound Padampur
ରାତି ଅଧରେ ରେଡ୍‌ କଲେ, ହେଲେ ଖାଲି ହାତରେ ଫେରିଲେ...

ଗତକାଲି ବିଳମ୍ବିତ ରାତିରେ ପଦ୍ମପୁରର ଜଣେ ଠିକାଦାରଙ୍କ ଘର ଯାଞ୍ଚ ହୋଇଛି। ରେଡ୍ ପରେ କିଛି ବି ହାତରେ ଲାଗି ନଥିବା ଜଣାପଡ଼ିଛି।

Infighting in Padampur BJD leaves party in splits - OTV report
ପଦ୍ମପୁରରେ ବିଜେଡିକୁ ମହଙ୍ଗା ପଡିପାରେ ଗୋଷ୍ଠୀ କନ୍ଦଳ !

ବରିହାପାଲିର ଏକ ସଭାରେ ବରିହା ଗୋଷ୍ଠୀ ମହେନ୍ଦ୍ରଙ୍କୁ ମଂଚରୁ ଓହ୍ଲାଇ ଦେଇଥିବା ଖବର ଚର୍ଚ୍ଚା ସୃଷ୍ଟି କରିଥିଲା।

Padampur bypoll
ପଦ୍ମପୁରରେ ରେଡ୍‌ ରାଜନୀତି: ଜିଏସ୍‌ଟି ଅଧିକାରୀ ପାଇଲେ କଣ ?

ନିର୍ବାଚନ ପୂର୍ବରୁ ଏ ଅତର୍କିତ ଚଢାଉକୁ ନେଇ ଜୋର ଧରିଛି ରାଜ୍ୟ ରାଜନୀତି।

Padampur politics
ନବୀନଙ୍କୁ ଧର୍ମେନ୍ଦ୍ରଙ୍କ ପ୍ରଶ୍ନ, ଆପଣ କଣ ହିଟଲର ?

ପୁରାସଭାରେ ପ୍ରଦୀପ ଓରଫ କୁନା ପୁରୋହିତଙ୍କ ପୂର୍ବ କାମକୁ ବେସ୍ ବଖାଣିବା ସହ ସେ ହିଁ ସବୁଠାରୁ ଯୋଗ୍ୟ ପ୍ରାର୍ଥୀ ବୋଲି ଦର୍ଶାଇଥିଲେ ଧର୍ମେନ୍ଦ୍ର। 

Pratap Sarangi
ନନାଙ୍କ ସହ ଖଣ୍ଡା ଯୁଦ୍ଧ

ମଲା.. ନନାଙ୍କର କଣ ରାଜନୀତି ଶତ୍ରୁ କମ୍ ଥିଲେ ଯେ, ସେ ପଲିଟିକାଲ୍ ଛାଡ଼ି ନନପଲଟିକାଲ୍ ସାଙ୍ଗେ ଲଢିଲେ..

Special story
ଅପହୃତ ବିଜେପି ନେତା ଉଦ୍ଧାର ! ଶରୀରରେ ଲାଗିଛି ଆଘାତ

ବନ୍ଧୁକ ମୁନରେ ବିଜେପି ନେତାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା ।

Teachers Protest
୨ୟ ଦିନରେ ବି ଗର୍ଜିଲେ ପ୍ରାଥମିକ ଶିକ୍ଷକ, ପଦ୍ମପୁରରେ ପାନେ ଚଖାଇବାକୁ ଚେତାବନୀ

କଂପିଲା ବିଧାନସଭା, ବିରୋଧୀଙ୍କ ନିଶାନାରେ ରାଜ୍ୟ ସରକାର ।

IT GST Raid
ରେଡ୍‌ ରାଜନୀତି ! BJD ନେତାଙ୍କ ଘରେ IT, BJP ନେତାଙ୍କ ଦୋକାନରେ GST ରେଡ୍

୩ ନେତା ଦିବଙ୍ଗତ ବିଜୟ ବରିହାଙ୍କ ଅନୁଗତ ଥିବା ଚର୍ଚ୍ଚା । ଆୟକର ବିଭାଗ ରେଡ୍‌ରୁ କଣ ପାଇଛି, ତାହା ଅସ୍ପଷ୍ଟ ।

Padmapur politics
ପଦ୍ମପୁର ଉପନିର୍ବାଚନ: ବଢୁଛି ଚର୍ଚ୍ଚା...ଦଳ ନୁହେଁ ଦୁଇ କଳ କରୁଛନ୍ତି ଫାଇଟ୍‌..!

ପାଇକମାଲ, ଝାରବନ୍ଧରେ ଥିବା କିଛି ବ୍ୟବସାୟ ପ୍ରତିଷ୍ଠାନରେ ମଧ୍ୟ GST ରେଡ୍ କରାଯାଇଛି । ଉପନିର୍ବାଚନ ବେଳେ ଅଚାନକ ଏଭଳି ରେଡ୍‌ କାହିଁକି ବୋଲି ଲୋକଙ୍କ ମନରେ ପ୍ରଶ୍ନ ।

BJP MP Pratap Sarangi's Vehicle Checking At Padmapur
ନିର୍ବାଚନ ପ୍ରଚାର ପାଇଁ ଯାଉଥିବା ବେଳେ ପୁଣି ପ୍ରତାପ ଷଡ଼ଙ୍ଗୀଙ୍କ ଗାଡ଼ି ଚେକିଂ

ପୁଣି ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ଗାଡ଼ିକୁ ଚେକିଂ କରାଯାଇଛି। ପଦ୍ମପୁର ଅଭିମୁଖେ ଉପନିର୍ବାଚନ ପ୍ରଚାର ପାଇଁ ଯିବାବେଳେ ତାଙ୍କ ଗାଡ଼ିକୁ ଚେକିଂ କରାଯାଇଥିଲା।

Central Team Raids In Padampur
ପଦ୍ମପୁରରେ ୩ ବିଜେଡି କର୍ମୀଙ୍କ ଘରେ ରେଡ୍ !

ପଦ୍ମପୁରରେ ୩ ବିଜେଡି କର୍ମୀଙ୍କ ଘରେ ରେଡ୍ ହୋଇଥିବା ଜଣାପଡ଼ିଛି। ଆଜି ସକାଳୁ ସକାଳୁ କେନ୍ଦ୍ରୀୟ ଟିମ୍ ପକ୍ଷରୁ ଏହି ରେଡ୍ ଚାଲିଥିବା ସୂଚନା ମିଳିଛି।

Unknown Person Secretly Clicked Photos Of Two Union Ministers
ଭୋଜନ ସମୟରେ କେନ୍ଦ୍ରମନ୍ତ୍ରୀଙ୍କ ଫଟୋ ଉଠାଯିବା ପଛର ରହସ୍ୟ କ’ଣ ? କାହିଁକି ଖସି ପଳାଇଲେ ଏହି ବ୍ୟକ୍ତି...

ବରଗଡ଼ ସୋହେଲାରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କ ଫଟୋ ଉଠାଯିବାର ରହସ୍ୟ କ’ଣ ?  କେଉଁ କାରଣ ପାଇଁ ସେମାନଙ୍କର ଫଟୋ ଉଠାଯାଉଥିଲା ?  କେନ୍ଦ୍ରମନ୍ତ୍ରୀଙ୍କ କ୍ୟାମ୍ପରେ ଗୁଇନ୍ଦାଗିରି କରାଯାଉଥିଲା କି ? 

Special story
ପଦ୍ମପୁର ପଶାପାଲିରେ ରେଳ ଆଉ କୃଷି ବୀମା ଗୋଟି ! କ୍ୟାମ୍ପେନ ବେଳେ ରାଜ୍ୟ ସରକାରଙ୍କୁ ଜୋରଦାର ଟାର୍ଗେଟ

ପଦ୍ମପୁର ଉପନିର୍ବାଚନ ପ୍ରଚାର ବେଳେ ରାଜ୍ୟ ସରକାରଙ୍କୁ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଖୋଲା ଚ୍ୟାଲେଞ୍ଜ୍ ।

Ashwini Vaishnaw
‘କାଲି ଜାଗା ଦେଲେ, ପହରଦିନ କାମ ଆରମ୍ଭ ହେବ’

ବରଗଡ଼ରୁ ନୂଆପଡ଼ା ନୂଆ ରେଳ ଲାଇନ୍ ନେଇ ସରକାରଙ୍କୁ ଟାର୍ଗେଟ୍ କଲେ ରେଳମନ୍ତ୍ରୀ ଅଶ୍ୱିନୀ