ପଦ ଛାଡ଼ିବାକୁ ରୋକଠୋକ୍ ମନା କଲେ ବ୍ରିଜଭୂଷଣ । ବହିଷ୍କାର ଦାବିରେ ଅଟଳ ଦେଶର ଟପ୍ କୁସ୍ତି ଯୋଦ୍ଧା ।
ପୂର୍ବରୁ ସାଲୁଜା-ଜିଲ୍ଲାପାଳ, କେଭି-ବିଡିଓ ତୁତୁ ମେମେ ହୋଇଥିଲେ । ଏହା ଲୋକ ପ୍ରତିନିଧିଙ୍କୁ ଆବଶ୍ୟକ ଗୁରୁତ୍ୱ ଦିଆନଯିବାର ଫଳ ବୋଲି କହିଲେ ପୂର୍ବତନ ପ୍ରଶାସକ ।
BRS ଫୋକସ୍ରେ ଚାଷୀ ଭୋଟ୍ । ହାଇଦ୍ରାବାଦରୁ ଆନ୍ଦୋଳନ ପରିଚାଳନା ହେଉଥିବା ପରୋକ୍ଷରେ ସ୍ୱୀକାର ।
ଗତ ୨୦୨୨ ଗଣତନ୍ତ୍ର ଦିବସରେ ମଧ୍ୟ ସଫେଇ କର୍ମଚାରୀ, ଶ୍ରମିକ, ନିର୍ମାଣ ଶ୍ରମିକ ଏବଂ ଅଟୋ ଚାଳକଙ୍କୁ ନିମନ୍ତ୍ରଣ କରାଯାଇଥିଲା ।
ନିଶାର ଅନ୍ଧକାରରୁ ଆଣି ଯୁବଗୋଷ୍ଠୀଙ୍କୁ ଆଲୋକର ଦିଶା ଦେଖାଉଥିବା ସଂସ୍ଥା ‘ନିୟୁ-ଲାଇଫ୍’ ନେଇଥିବା ନିଆରା ପ୍ରୟାସ ଏବେ ଚର୍ଚ୍ଚାରେ। ନିଶାର ନାଗଫାସରୁ ମୁକୁଳି ପୁନଃ ସାଧାରଣ ଜୀବନକୁ ଫେରିଥିବା କିଛି ଯୁବଗୋଷ୍ଠୀଙ୍କୁ ଆତ୍ମନିର୍ଭରଶୀଳର ମହାନ ଉଦ୍ଦେଶ୍ୟରେ ସଂସ୍ଥା ଆରମ୍ଭ କରିଛି ‘ହର୍ ଘର୍ ହକିଷ୍ଟିକ୍’ ଅଭିଯାନ।
ଏତେ ଥଣ୍ଡାରେ ରାହୁଲ କେମିତି ବିନା ଜ୍ୟାକେଟ୍ରେ ବୁଲୁଛନ୍ତି ତାହା ସମସ୍ତଙ୍କ ମନରେ ପ୍ରଶ୍ନ ଥିଲା ।
ବୈଠକର ସ୍ଥାନ ପରିବର୍ତ୍ତନକୁ ନେଇ ବର୍ଷିଲେ, ସାଂସଦ ବୈଠକରେ ପହଞ୍ଚିବା ବେଳେ ଅନୁପସ୍ଥିତ ଥିଲେ ଜିଲ୍ଲାପାଳ
ବିରୋଧୀ କହିଲେ ଚାଷୀ ମାରଣରେ ମାତିଛନ୍ତି ରାଜ୍ୟ ସରକାର । ଏ ସରକାର ଅମଳରେ ମଣ୍ଡିରୁ ଧାନ ସଂଗ୍ରହ ଠିକ୍ ଭାବେ ଚାଲିଛି କହିଲା ବିଜେଡି ।
ସମ୍ଭାବ୍ୟ ତାଲିକାରେ ଗୁରୁତର ଗଡ଼ବଡ଼ ଅଭିଯୋଗ । ଆନ୍ଦୋଳନ ପାଇଁ ସଜବାଜ ହେଉଛି ରାଜ୍ୟ ବିଜେପି ।
କରୋନା ମହାମାରୀ ସମୟରେ ହଜାର ହଜାର ଭୋକିଲା ଶ୍ରମିକ ନିଜ ପିଲାଛୁଆମାନଙ୍କୁ ଧରି ଶହ ଶହ କିଲୋମିଟର ଚାଲୁଥିବାର ଦେଖାଯାଇଥିଲା। ଅନେକଙ୍କ ମୃତ୍ୟୁ ମଧ୍ୟ ହୋଇଥିଲା। ଯଦି କେହି ଖାଦ୍ୟାଭାବରୁ ମୃତ୍ୟୁମୁଖରେ ପଡ଼େ ତେବେ କୁହାଯିବ ଯେ ସ୍ୱାଧୀନତାର ୭୫ବର୍ଷ ପରେ ମଧ୍ୟ ଦୁର୍ଭାଗ୍ୟ ଆମ ପିଛା ଛାଡୁ ନାହିଁ।
କେସିଆରଙ୍କ ଆହ୍ୱାନରେ ଏକାଠି ହେଲେ ବିଭିନ୍ନ ଦଳର ନେତା
୪ ବର୍ଷ ହେଲା ଇ-ଡେସପାଚ୍ ଅଚଳ। ଅନ୍ଲାଇନ୍ରେ ପଠାଯାଉନି ବିଭାଗୀୟ ଚିଠି। ଏବେବି ଚାଲିଛି ହାତରେ ଫାଇଲ ଦେବା ନେବା କାମ। ଏଥିରୁ ମୁକ୍ତି ପାଇନି ଆଇଟି ବିଭାଗ।
ଜାତୀୟ କାର୍ଯ୍ୟକାରିଣୀରେ ପ୍ରଧାନମନ୍ତ୍ରୀଙ୍କ ଗୁରୁମନ୍ତ୍ର
ଅନେକ ଗସିପ୍ ଚାଲୁଛି, ତଥାପି ମୋ ଫୋକସରେ ଗ୍ରହ୍ମଗିରି: ଉପାସନା ମହାପାତ୍ର
ପ୍ରବଳ ପାଟିତୁଣ୍ଡ ସହ ଉଭୟ ପକ୍ଷ ମଧ୍ୟରେ ହୋଇଥିଲା ଯୁକ୍ତିତର୍କ ସ୍ଥିତି ଏମିତି ହେଲା ଯେ, ଶେଷରେ ପୋଲିସକୁ ଡାକିବାକୁ ପଡିଥିଲା।
କୋଭିଡ୍ ସମୟରେ ନଡ୍ଡାଙ୍କ ଆହ୍ବାନରେ ବିଜେପି କାର୍ଯ୍ୟକର୍ତ୍ତା ଦେଶରେ ଅତୁଳନୀୟ ସେବା ଯୋଗାଇଛନ୍ତି।
କଂଗ୍ରେସ ଉପରେ ଅସନ୍ତୋଷ ଝାଡ଼ିଲେ ସତ୍ୟ।
କାର୍ଯ୍ୟକାଳ ବୃଦ୍ଧି ନେଇ ଗୃହ ମନ୍ତ୍ରୀ ଅମିତ ଶାହା ସୂଚନା ଦେଇଛନ୍ତି।
ବିଜୁ ପଟ୍ଟନାୟକଙ୍କ ଜୀବନ ଓ ସ୍ମୃତି ସହ ଜଡିତ ଡାକୋଟା ବିମାନ ।
ପଞ୍ଚାୟତରେ ଝୁଲିଲା ପିଏମ୍ ଆବାସ ଲିଷ୍ଟ । ଯୋଗ୍ୟଙ୍କୁ ନଦେଲେ ନବୀନ ନିବାସ ଘେରିବାକୁ ବିଜେପିର ଚେତାବନୀ ।
୨ ଦିନିଆ ରାଷ୍ଟ୍ରୀୟ କାର୍ଯ୍ୟକାରିଣୀରେ ମାନସ ମନ୍ଥନ । ୯ ରାଜ୍ୟରେ ବିଧାନସଭା ଭୋଟ୍ ପାଇଁ କାର୍ଯ୍ୟକର୍ତ୍ତାଙ୍କୁ ମନ୍ତ୍ର ।
୭ ଦିନ ଭିତରେ ୨ ଜଣ କୋରାପୁଟିଆ ନେତାଙ୍କ କେସିଆର ପ୍ରୀତିକୁ ନେଇ ଏବେ ସବୁଠି ଚର୍ଚ୍ଚା ।
ପୂର୍ବ ଭଳି ପରିସ୍ଥିତି କଲେ ପରିଣାମ ଭୟଙ୍କର ହେବ ବୋଲି ଚେତାବନୀ ଦେଇଛି ବିଜେପି।
୨୪ ନିର୍ବାଚନରେ ଟକ୍କର ବି ଜୋରଦାର ହୋଇପାରେ ବୋଲି ଆଶା କରାଯାଉଛି।
ଲୋକେ ପାଇବେ ତ କେନ୍ଦ୍ରୀୟ ଅନୁଦାନ ପ୍ରାପ୍ତ ଘର ? ରାଜ୍ୟ ସରକାର ସ୍ୱଚ୍ଛତା ବଜାୟ ରଖିବେ ତ ?