ବିରୋଧ ପ୍ରଦର୍ଶନ ମଧ୍ୟରେ ଭିଡ଼କୁ ନିୟନ୍ତ୍ରଣ କରିବା ପାଇଁ ଦିଲ୍ଲୀ ପୋଲିସ ପାଣି ମାଡ଼ କରିଛି ।
୩ ବର୍ଷ ତଳେ କେନ୍ଦ୍ର ସରକାର ବିଭିନ୍ନ ପେସାଦାର ବ୍ୟକ୍ତିଙ୍କୁ ଯୁଗ୍ମ ସଚିବ ପଦରେ ନିଯୁକ୍ତି ଲାଗି ଲାଟେରାଲ୍ ଏଣ୍ଟ୍ରି ବ୍ୟବସ୍ଥା ପ୍ରଚଳନ କରିଥିଲେ।
ଗତକାଲି ମୁଖ୍ୟମନ୍ତ୍ରୀଙ୍କ ଏକାକୀ ବିଜ୍ଞାପନ ନେଇ ଟାର୍ଗେଟ କରିଥିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।
ବିଜେପି କହିଛି ଏହା ସରକାରଙ୍କ ଓବିସି ପ୍ରତି ବୈମାତୃକ ମନୋଭାବ।
ବିଜ୍ଞାପନରେ ପ୍ରଧାନମନ୍ତ୍ରୀଙ୍କ ଫଟୋ ନଥିବାରୁ ବର୍ଷିଲା ବିଜେପି
ଭୁବନେଶ୍ୱରରୁ ରାଉରକେଲାକୁ ବିମାନ ଶୁଭାରମ୍ଭ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଫଟୋ ନରହିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ।
ବିଜେପି ପଚାରିଛି ଯେ, ସଂଖ୍ୟା ଯଦି ଆପ୍ ସପକ୍ଷରେ ଅଛି, ତେବେ ସେମାନେ ଭୟଭୀତ କାହିଁକି?
ରାଉରକେଲା ବିର୍ସା ମୁଣ୍ଡା ଷ୍ଟାଡିୟମର କେବଳ ନିର୍ମାଣ ଖର୍ଚ୍ଚ ନୁହେଁ, ଏହାର ଆୟତନକୁ ନେଇ ମଧ୍ୟ କାଲିଠୁ ଆରମ୍ଭ ହୋଇଛି ବିବାଦ।
ଦେଶରେ ଚାଲିଛି ଅପମାନଜନକ ଓ ଅଭଦ୍ରୋଚିତ ବୟାନର ଖେଳ। ସେ ସାଧୁ ସନ୍ଥ ହୁଅନ୍ତୁ କି ରାଜନେତା ସମସ୍ତଙ୍କ ମୁହଁରୁ ଏଭଳି ଭାଷା ଶୁଣାଯାଉଛି। ନିଜକୁ ଜଣେ ସାଧୁ କହୁଥିବା ବାବା ରାମଦେବ ମଧ୍ୟ ଏଥିରୁ ମୁକ୍ତି ପାଇ ନାହାନ୍ତି। ହେଲେ ଏମିତି ବୟାନ କାହିଁକି…
ସୁର ଖୁଆଇ ଦେଲେଣି.. ଶରତ ଭାଇ ବି ଖୁଆଇଦେଲେଣି.., ମୋ ନଜର ଲାଗିଯିବ ଲୋ...
ମାଗଣା ଚାଉଳକୁ ନେଇ ସରଗରମ ହୋଇଛି ରାଜନୀତି.. କିଏ ଚାଉଳ ଦେଇ ଗରିବଙ୍କ ମନ କିଣିବ ତାକୁ ନେଇ ଚାଲିଛି ଟଣାଓଟରା..ଏସବୁ ଭିତରେ ଚାଉଳ ରାଜନୀତିର ରଙ୍ଗ କଣ ହେବ ଦେଖନ୍ତୁ ସ୍ପେଶାଲ ରିପୋର୍ଟରେ..
ଜାନୁଆରୀରୁ ଆରମ୍ଭ ହୋଇ ଚାରି ମାସ ପର୍ଯ୍ୟନ୍ତ ଚାଲିବ । ଜାନୁଆରୀ ୨୩ରୁ ଏପ୍ରିଲ୍ ୨୩ ପର୍ଯ୍ୟନ୍ତ ଏହି ଯୋଜନା ଲାଗୁ ହେବ ।
ମୋଦିଙ୍କ ମାଗଣା ଚାଉଳ ବଣ୍ଟନ ପରେ ନବୀନଙ୍କ ଚାଉଳ ରାଜନୀତି ଶେଷ ହୋଇଯାଇଛି।
ଆଗାମୀ ବର୍ଷକ ମଧ୍ୟରେ ସରିବ ରାମ ମନ୍ଦିର କାମ ।
ବିଜେଡିକୁ ଘାରିଛି ନିର୍ବାଚନୀ ବର୍ଷରେ ବିଜେପି ଫାଇଦା ନେଇଯିବା ଡର ।
ଅଙ୍ଗନବାଡ଼ି କର୍ମୀଙ୍କ ଆନ୍ଦୋଳନ ସାମୟିକ ସ୍ଥଗିତ । ମୁଖ୍ୟ ଶାସନ ସଚିବଙ୍କ ସହ ସଂଘର ଆଲୋଚନା ।
ସବୁ ବୁଥ୍ରେ ସଂଗଠନ ମଜଭୁତ ଉପରେ ବି ଜୋର୍ । ସରକାର ଚଳାଉଛି କିଏ ? ନଡ୍ଡାଙ୍କ ପ୍ରଶ୍ନ ଲୋକଙ୍କ ପାଖେ ପହଞ୍ଚାଇବାକୁ ହେବ ପ୍ରୟାସ ।
ମାସିକ ମୁଣ୍ଡପିଛା ମିଳିବ ୫ କେଜି ଚାଉଳ, ଖର୍ଚ୍ଚ ହେବ ୧୮୫ କୋଟି । ମୋଦି ଚାଉଳ ବନାମ ନବୀନ ଚାଉଳକୁ ନେଇ ତେଜିଲା ରାଜନୀତି ।
ଢେଙ୍କାନାଳ ଜିଲ୍ଲାରେ ବଡ ଧରଣର ନକଲି ମଦ କାରଖାନା ଠାବ ହୋଇଛି। ଏହି ଘଟଣାରେ ସମ୍ପୃକ୍ତି ଅଭିଯୋଗରେ ପୋଲିସ୍ ବିଜେଡି ନେତାଙ୍କ ସମେତ ୩ ଜଣଙ୍କୁ ଗିରଫ କରିଛି।
ସାମାନ୍ୟ ସୁସ୍ଥ ହେବା ପରେ ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କୁ ଡିସ୍ଚାର୍ଜ କରାଯିବା ସହ ଭୁବନେଶ୍ୱର ଏମ୍ସକୁ ରେଫର୍ କରାଯାଇଛି।
ମେଡିକାଲରେ ଷଡଙ୍ଗୀଙ୍କ ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରିଛନ୍ତି ଜଣେ ପ୍ରଫେସରଙ୍କ ସମେତ ସିଡିଏମଓ ଏବଂ ଏଡିଏମଓ ।
ବିଜେଡି ପ୍ରତିଷ୍ଠା ଦିବସରେ ଭର୍ତ୍ତୁହରିଙ୍କ ଅନୁପସ୍ଥିତିକୁ ନେଇ କଳ୍ପନାଜଳ୍ପନା ।
୨୪ ନିର୍ବାଚନରେ ୧୬ ଲୋକସଭା ସିଟ୍ ଜିତିବାକୁ ବିଜେପିର ଲକ୍ଷ୍ୟ ।
CMIE ସର୍ଭେ ରିପୋର୍ଟରେ ଆସିଛି ଗୋଲାପି ତଥ୍ୟ । ବିରୋଧୀ କହିଲେ ପ୍ରାୟୋଜିତ ରିପୋର୍ଟ, ଜବାବ ରଖିଲା ବିଜେଡି ।
ଏମିତି ଏକ ଭିଡିଓ ମଧ୍ୟ ଭାଇରାଲ ହେବାରେ ଲାଗିଛି ।