ହତ୍ୟାର ୧୬ ଦିନ ପରେ ବି ମୋଟିଭ୍ ଆସିନି ସାମ୍ନାକୁ ।
ତାରା ବାହିନପତି...ଲୋକେ ଡାକନ୍ତି ଭାଲୁଭାଇନା...ସବୁ ବେଳେ ବିନ୍ଦାସ୍ ଆଉ ରୋମାଣ୍ଟିକ୍।
୧୬ରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ଦେବ ବିଜେପି
ଆସନ୍ତା ୨୦୨୪ ସାଧାରଣ ନିର୍ବାଚନ ଲାଗି ବିଜେପି ସହ ପ୍ରତିଦ୍ୱନ୍ଦ୍ୱିତା କଲାବାଲା କେହି ନାହାନ୍ତି । ନ୍ୟୁଜ୍ ଏଜେନ୍ସି ANIକୁ ଦେଇଥିବା ଏକ ସ୍ୱତନ୍ତ୍ର ସାକ୍ଷାତକାରରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହା କହିଛନ୍ତି।
ରାଜ୍ୟରେ ଥମୁନି ଚାଉଳ ରାଜନୀତି । ମାଗଣାରେ ଚାଉଳ ବଣ୍ଟନ ପକ୍ରିୟା ଜାରି ଥିବାବେଳେ ମୁହାଁମୁହିଁ ବିଜେଡି-ବିଜେପି । କେନ୍ଦ୍ର ସରକାର ମାଗଣାରେ ଚାଉଳ ଦେବା ଆରମ୍ଭ କରିଥିବାରୁ କାଳେ ବିଜେପି ମାଇଲେଜ୍ ନେଇଯିବ ତାକୁ କାଉଣ୍ଟର କରିବାକୁ ବାଟ କାଢିଛି ବିଜେଡି । ଆଉ ପଞ୍ଚାୟତରୁ ରାଜ୍ୟସ୍ତର ପର୍ଯ୍ୟନ୍ତ ଦେଇଛି ୩ ଦିନିଆ ଆନ୍ଦୋଳନର ଡାକରା
ଉଁ ବିଜେଡି ସରକାରରେ ଦିନେ ମୁଖ୍ୟ ଶାସନ ସଚିବ ଓ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ସଚିବ ଥିଲେ । ସେହି ବିଜୟ ପଟ୍ଟନାୟକ ଏବେ ସରକାରଙ୍କ ବିରୋଧରେ ଶାଣିତ କରିଛନ୍ତି ସ୍ୱର । କଂଗ୍ରେସରୁ ରାଜନୈତିକ କ୍ୟାରିୟର ଆରମ୍ଭ କରିଥିବା ବିଜୟ ପଟ୍ଟନାୟକ ଆଜି ଭୁବନେଶ୍ୱରରେ ପହଞ୍ଚିବା ପରେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କୁ ନିଶାନା କରିଛନ୍ତି । ସାମ୍ବାଦିକ ସମ୍ମିଳନୀ କରି ପ୍ରଥମେ ଥାର୍ଡ ଫ୍ଲୋର୍ ଉପରେ ବର୍ଷିଥିଲେ ବିଜୟ । ରାଜ୍ୟରେ ଚାଲିଥିବା ଅମଲା ଶାସନର ଗୁମର ଖୋଲି ସେ କହିଛନ୍ତି, ବ୍ୟବସ୍ଥାରେ ପରିବର୍ତ୍ତନର ଆବଶ୍ୟକତା ଅଛି । ମୁଖ୍ୟମନ୍ତ୍ରୀ ପୂର୍ବଭଳି କାମ କରୁନଥିବା କଥାକୁ ପୁଣି ଦୋହରାଇଥିଲେ ।
୧୪ ଦିନିଆ ଖୋଳତାଡ଼ ପରେ ପୁଣି ଜେଲ ଗଲା ଗୋପାଳ ।
ମାଗଣା ଚାଉଳ ବଣ୍ଟନ ପ୍ରକ୍ରିୟା ବେଳେ ମୁହାଁମୁହିଁ ବିଜେଡି-ବିଜେପି । କେନ୍ଦ୍ର ବିରୋଧରେ କାଲିଠୁ ବିଜେଡିର ତିନିଦିନିଆ ଆନ୍ଦୋଳନ ।
ଦିଲ୍ଲୀରେ ହାତ ଧରି ଓଡ଼ିଶାରେ ପହଞ୍ଚିଲେ ବିଜୟ ପଟ୍ଟନାୟକ । ରାଜ୍ୟ ସରକାରଙ୍କ ଉପରେ ପ୍ରବଳ ବର୍ଷିଲେ କଂଗ୍ରେସ ନେତା ବିଜୟ ।
ଜେଏନୟୁ ପ୍ରଫେସରଙ୍କୁ ଆକ୍ରମଣ ନେଇ ଚର୍ଚ୍ଚାରେ ବାଣୀବିହାର ।
ଏଭଳି ରୁଦ୍ଧଦ୍ୱାର ଶାସନ ବ୍ୟବସ୍ଥାରେ ପରିବର୍ତ୍ତନ ନିହାତି ଜରୁରୀ ।’
ରୁଦ୍ଧଦ୍ୱାର ବ୍ୟବସ୍ଥାରେ ପରିବର୍ତ୍ତନ ଜରୁରୀ
ଅନ୍ୟଦାବି ନେଇ ବିଜେପି କର୍ପୋରେଟରମାନେ ମଧ୍ୟ ହୋହାଲ୍ଲା କରିଥିବା ଦେଖିବାକୁ ମିଳିଥିଲା ।
ବିଜୟ ସିଧା ସଳଖ କହିଛନ୍ତି ‘ନବ ଦାସଙ୍କୁ ବୋଧ ହୁଏ ସେ ASI ମାରିନି’ । କିଏ ମାରିଛି, କ୍ରାଇମବ୍ରାଞ୍ଚ ସତ୍ୟତା ଉନ୍ମୋଚନ କରିବା ଦରକାର ।
ପଂଚାୟତରେ ବିଜେଡି ଓ ଜିଲ୍ଲା ସ୍ତରରେ ବିଜେପି କରିବ ଆନ୍ଦୋଳନ । ୧୪ରୁ ୧୬ ଯାଏଁ ଚାଲିବ ହାଇଭୋଲେଟେଜ୍ ପଲିଟିକାଲ୍ ସୋ ।
OHRC ସଦସ୍ୟ ପଦରୁ ଜଷ୍ଟିସ ରଘୁବୀର ଦାସଙ୍କ ଇସ୍ତଫା । ଜଷ୍ଟିସ ଶତ୍ରୁଘନ ପୂଜାହାରୀ OHRC ଅଧ୍ୟକ୍ଷ ନିଯୁକ୍ତ ।
ବିଜେପି କହିଛି ମୋଦି ମାଗଣା ଚାଉଳ ଦେଉଥିବା କଥା ବିଜେଡିର ହଜମ ହେଉ ନାହିଁ।
ବଲାଙ୍ଗିର ଜିଲ୍ଲାରେ ବଢୁଛି ଆଇନଶୃଙ୍ଖଳା ପରିସ୍ଥିତି
ମିଡ୍ ନାଇଟ୍ ଅପରେସନ୍ ପରଠୁ ବିଜୟଙ୍କ ଉପରେ ବଢ଼ିଥିଲା ନବୀନଙ୍କ ଭରସା।
ନଦୀପଠାରୁ ବାଲି ଚୋରାଚାଲାଣ ଦ୍ୱାରା ପରିବେଶ ସନ୍ତୁଳନକୁ ପ୍ରଭାବିତ କରିବାର ଆଶଙ୍କା ରହିଛି। ମୁହାଣରୁ ବାଲି ଖନନ ଫଳରେ ନଦୀ ତା’ର ଗତିପଥ ବଦଳାଇ ଗାଆଁ ଓ ଜମିବାଡି ମୁହାଁ ହେବାର ସମ୍ଭାବନା ରହିଛି। ଆଇନ କାନୁନ ଉପରେ ଡୋଜର୍ ଚଳାଇ କୋଟି କୋଟି ଟଙ୍କାର ବାଲି କାରବାର କରୁଥିବା ଏମାନେ କିଏ ? ଏମାନଙ୍କ ପଛରେ କେଉଁ ଶକ୍ତି ରହିଛି?
ବ୍ୟକ୍ତିର ଉନ୍ନତି ପାଇଁ ସାମାଜିକ, ଆର୍ଥିକ ଉନ୍ନତି ସହ ଆଧ୍ୟାତ୍ମିକ ବିକାଶ ଜରୁରୀ ।
ପୂର୍ବରୁ କିଛି କଂଗ୍ରେସ କର୍ମୀଙ୍କ ସହ ତାଙ୍କ ବସା ଉଠା କରିବା ନେଇ ଦେଖାଯିବା ପରେ ଏହି ଚର୍ଚ୍ଚା ଆରମ୍ଭ ହୋଇଥିଲା ।
ମୁଖ୍ୟମନ୍ତ୍ରୀଙ୍କ ଉପରେ ବିରୋଧୀ ଠୋ-ଠୋ ହୋଇ ହସିବା ସହ ଗୃହରେ ହଙ୍ଗାମା କରିଥିଲେ ।
ନବଙ୍କୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି...କାନ୍ଦୁଛି ପୂରା ପରିବାର। ଯେବେ ବାପା-ମାଆଙ୍କ ଆଖି ସାମ୍ନାରେ ପୁଅ ଚାଲିଯାଏ, ସେତେବେଳେ ବାପା-ମାଆଙ୍କୁ କେତେ କଷ୍ଟ ହୁଏ? ତାହାକୁ କହିବା ଶବ୍ଦ ଆମ ପାଖରେ ନାହିଁ। ସେପଟେ ନବଙ୍କ ସଭାରେ ପାୱାର ସୋ' ଦେଖାଇଛି ବିଜେଡି ବୋଲି ଅଭିଯୋଗ କରିଛନ୍ତି ବିରୋଧୀ
ପୋଷ୍ଟର ଲଗାଇଥିବା ବ୍ୟକ୍ତିଙ୍କ ବିରୋଧରେ ଚାଉଳିଆଗଞ୍ଜ ଥାନାରେ ଏତଲା ଦିଆଯାଇଛି ।