ପଦ୍ମପୁରରେ ରେଳ ପ୍ରକଳ୍ପ ନେଇ କେନ୍ଦ୍ର ସରକାରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିଶାନା କରିଛନ୍ତି। ପ୍ରକଳ୍ପ ନେଇ ଡିପିଆର୍ କରିଛନ୍ତି କି କେନ୍ଦ୍ର ସରକାର ? ଏଭଳି ପ୍ରଶ୍ନ କରିଛନ୍ତି ମୁଖ୍ୟମନ୍ତ୍ରୀ।
ପ୍ରଚାର ଅବସରରେ ରାଜ୍ୟ ସରକାର, ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଅପରାଜିତା ।
ପାଇକମାଳ ଓ ଝାରବନ୍ଧରେ ଜନସଭାରେ ଯୋଗ ଦେଇ ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରୁଛନ୍ତି ନବୀନ ।
ପଦ୍ମପୁରରୁ ନବୀନଙ୍କୁ ଟାର୍ଗେଟ୍ କଲେ ସୁରେଶ ପୂଜାରୀ। ୫ରେ ଭୋଟର ଛାଡିବେ ବ୍ରହ୍ମାସ୍ତ୍ର...ଟଳମଳ ହେବ ନବୀନ ବାବୁଙ୍କ ସିଂହାସନ। କେନ୍ଦ୍ର କୋଟି କୋଟି ଟଙ୍କା ଦେଉଛି, ରାଜ୍ୟ ସରକାର ସବୁ ଖାଇଦେଉଛି ।
ପଦ୍ମପୁରରୁ ନବୀନଙ୍କୁ ଟାର୍ଗେଟ୍ କଲେ ସୁରେଶ ପୂଜାରୀ। ୫ରେ ଭୋଟର ଛାଡିବେ ବ୍ରହ୍ମାସ୍ତ୍ର...ଟଳମଳ ହେବ ନବୀନ ବାବୁଙ୍କ ସିଂହାସନ। କେନ୍ଦ୍ର କୋଟି କୋଟି ଟଙ୍କା ଦେଉଛି, ରାଜ୍ୟ ସରକାର ସବୁ ଖାଇଦେଉଛି...ସୁଶାନ୍ତ କହିଲେ..
ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ମାଗିବେ ଭୋଟ
ବର୍ଷା ସିଂ ବରିହା ନୁହେଁ, ବର୍ଷା ବଳିୟାର ସିଂ । ବିଜେଡି ପ୍ରାର୍ଥୀ ବର୍ଷା ଆଦିବାସୀ ନୁହଁନ୍ତି କହି କଡ଼ା ସମାଲୋଚନା କରିଛନ୍ତି ବିଜେପି ଆଦିବାସୀ ନେତା ତଥା ସୁନ୍ଦରଗଡ ସାଂସଦ ଜୁଏଲ୍ ..
ତିନି ଦିନ ପରେ ନିଜ ବିଧାୟକ ବାଛିବାକୁ ଯାଉଥିବା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ଏବେ ଜୋର୍ ଧରିଛି ଜାତି ରାଜନୀତି..
ରାଜ୍ୟ ସରକାରଙ୍କ ତଥ୍ୟକୁ ମାନିବାକୁ ବିରୋଧୀ ନାରାଜ । ଶ୍ୱେତପତ୍ର ଆଣିବାକୁ ବିଜେପିର ଦାବି । ରାଜ୍ୟ ସରକାରଙ୍କୁ କଂଗ୍ରେସ ବି କଲା ଟାର୍ଗେଟ୍ ।
ବିଜେଡିର ଦାବି ଶଙ୍ଖକୁ ଯିବ ୭୦ ପ୍ରତିଶତ ଜାତି ଭୋଟ୍ । ଜାତି ରାଜନୀତି କାର୍ଡ ଖେଳୁଥିବା କହି ବର୍ଷିଲେ ବିରୋଧୀ ।
ବାହା ପରେ କେମିତି ଆଦିବାସୀ ହେଲେ ବର୍ଷା ? ଯେ ଜାତିର ନୁହେଁ, ସେ ପାର୍ଟିର କେମିତି ହେବେ ପ୍ରଶ୍ନ କଲେ ଜୁଏଲ ।
ଆମ ଜାତିର ବୋଲି ଆମେ ଜାଣିନୁ, ଆମେ ତ ଜାତି ଭୋଜି ଖାଇନୁ । ଯିଏ ଜାତିର ନୁହେଁ, ସେ ପାର୍ଟିର ନୁହେଁ; ଯିଏ ପାର୍ଟିର ନୁହେଁ, ସେ ମାଟିର ନୁହେଁ ।
୨୦୨୦ରୁ ଏଯାବତ୍ କୋଭିଡ୍ ନେଇଛି ୨୦ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ। ତେବେ ଆଜି ପର୍ଯ୍ୟନ୍ତ ସରକାର କାହିଁକି ତଥ୍ୟ ଲୁଚାଇଥିଲେ ବୋଲି ବିରୋଧୀ ପ୍ରଶ୍ନ କରିଛନ୍ତି।
୨୨ ବର୍ଷ ଶାସନରେ ରହି ଦେବାଳିଆ ହୋଇଗଲାଣି ବିଜେଡି ସରକାର । ଏ ଅପାରଗ ସରକାର ମୁଣ୍ଡରେ ଆଉ କିଛି ନୂଆ ବୁଦ୍ଧି ଜୁଟୁନଥିବାରୁ କେନ୍ଦ୍ରର ଯୋଜନାକୁ ନିଜର କରି ଲୋକଙ୍କ ପାଖରେ ପହଞ୍ଚୁଛନ୍ତି ନବୀନ ପଟ୍ଟନାୟକ । ମାଛ ତେଲରେ ମାଛ ଭାଜି ବାହାବା ନେଉଛନ୍ତି । ପଦ୍ମପୁର ନିର୍ବାଚନୀ ମୈଦାନରେ ଆଜି ଲଗତର ଦ୍ୱିତୀୟ ଦିନ ପାଇଁ ପ୍ରଚାର କରି ରାଜ୍ୟ ସରକାରଙ୍କୁ ପୁଣି ଟାର୍ଗେଟ୍ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ବିଜେଡି ନା ବିଜେପି, କାହାକୁ ମିଳିବ ଫାଇଦା? ନିଜ ପଟକୁ ନେବା ଲାଗି ଉଭୟ ଦଳର ସ୍ୱତନ୍ତ୍ର ଷ୍ଟ୍ରାଟେଜି
ଦେବାଳିଆ ଓ ଅପାରଗ ସରକାର କହି ଧର୍ମେନ୍ଦ୍ରଙ୍କ ଟାର୍ଗେଟ୍
ବିଜେଡି ନା ବିଜେପି, କାହାକୁ ମିଳିବ ଫାଇଦା? ନିଜ ପଟକୁ ନେବା ଲାଗି ଉଭୟ ଦଳର ସ୍ୱତନ୍ତ୍ର ଷ୍ଟ୍ରାଟେଜି
ଗତକାଲି ବିଳମ୍ବିତ ରାତିରେ ପଦ୍ମପୁରର ଜଣେ ଠିକାଦାରଙ୍କ ଘର ଯାଞ୍ଚ ହୋଇଛି। ରେଡ୍ ପରେ କିଛି ବି ହାତରେ ଲାଗି ନଥିବା ଜଣାପଡ଼ିଛି।
ବରିହାପାଲିର ଏକ ସଭାରେ ବରିହା ଗୋଷ୍ଠୀ ମହେନ୍ଦ୍ରଙ୍କୁ ମଂଚରୁ ଓହ୍ଲାଇ ଦେଇଥିବା ଖବର ଚର୍ଚ୍ଚା ସୃଷ୍ଟି କରିଥିଲା।
ନିର୍ବାଚନ ପୂର୍ବରୁ ଏ ଅତର୍କିତ ଚଢାଉକୁ ନେଇ ଜୋର ଧରିଛି ରାଜ୍ୟ ରାଜନୀତି।
ପୁରାସଭାରେ ପ୍ରଦୀପ ଓରଫ କୁନା ପୁରୋହିତଙ୍କ ପୂର୍ବ କାମକୁ ବେସ୍ ବଖାଣିବା ସହ ସେ ହିଁ ସବୁଠାରୁ ଯୋଗ୍ୟ ପ୍ରାର୍ଥୀ ବୋଲି ଦର୍ଶାଇଥିଲେ ଧର୍ମେନ୍ଦ୍ର।
ମଲା.. ନନାଙ୍କର କଣ ରାଜନୀତି ଶତ୍ରୁ କମ୍ ଥିଲେ ଯେ, ସେ ପଲିଟିକାଲ୍ ଛାଡ଼ି ନନପଲଟିକାଲ୍ ସାଙ୍ଗେ ଲଢିଲେ..
ବନ୍ଧୁକ ମୁନରେ ବିଜେପି ନେତାଙ୍କୁ ଅପହରଣ କରାଯାଇଥିବା ଅଭିଯୋଗ ହୋଇଥିଲା ।
କଂପିଲା ବିଧାନସଭା, ବିରୋଧୀଙ୍କ ନିଶାନାରେ ରାଜ୍ୟ ସରକାର ।
୩ ନେତା ଦିବଙ୍ଗତ ବିଜୟ ବରିହାଙ୍କ ଅନୁଗତ ଥିବା ଚର୍ଚ୍ଚା । ଆୟକର ବିଭାଗ ରେଡ୍ରୁ କଣ ପାଇଛି, ତାହା ଅସ୍ପଷ୍ଟ ।