ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡଚଣାରେ ବାଣ ମାରିବାର ଚାରିଦିନ ପରେ, ଚିହିଁକି ଉଠିଲେ ବିଜେଡି ନେତା……
ନିର୍ବାଚନ ଜିତିବା ପରେ ବିଜେପି ତରଫରୁ ରାହୁଲ ଗାନ୍ଧିଙ୍କ ବାସଭବନକୁ ଏକ କିଲୋ ଜଲେବି ପାର୍ସଲ କରାଯାଇଛି। କଟାକ୍ଷ କରି ବିଜେପି କହିଛି, ରାହୁଲଙ୍କ ଘରକୁ ପଠାଇବା ପାଇଁ ଏକ କିଲୋ ଜଲେବି ଅନଲାଇନ୍ ଅର୍ଡର କରାଯାଇଛି।
ହରିୟାଣା ନିର୍ବାଚନ ଫଳାଫଳ ପରେ ଜଲେବିକୁ ନେଇ ଚର୍ଚ୍ଚା । କୁହାଯାଉଛି- ଜଲେବି ଖାଇଲେ ରାହୁଲ, ହେଲେ ସ୍ୱାଦ ନେଇଗଲା ବିଜେପି । ହରିୟାଣାରେ ବିଜେପିର ଜବରଦସ୍ତ ବିଜୟ ପରେ ସୋସିଆଲ୍ ମିଡିଆରେ ଟ୍ରେଣ୍ଡ କରୁଛି ହାସ୍ ଟ୍ୟାଗ୍ ଜଲେବି ।
ଏହି ବିଜୟ ସହ ଜମ୍ମୁ-କାଶ୍ମୀରର ମୁଖ୍ୟମନ୍ତ୍ରୀ ଚେହେରା ବି ଏକପ୍ରକାର ସ୍ପଷ୍ଟ । ନ୍ୟାସନାଲ କନଫରେନ୍ସ ମୁଖ୍ୟ ଫାରୁକ୍ ଅବଦୁଲ୍ଲା ଘୋଷଣା କରିଛନ୍ତି, ତାଙ୍କ ପୁଅ ଓମାର୍ ଅବଦୁଲ୍ଲା ବନିବେ ନେକ୍ସଟ ସିଏମ୍ ।
ହରିୟାଣାରେ ବିଜେପି, ଜାମ୍ମୁ-କାଶ୍ମୀରରେ କଂଗ୍ରେସ-ଏନସି ମେଣ୍ଟ। ଏକଜିଟ୍ ପୋଲ୍ ଆକଳନର ସଂପୂର୍ଣ୍ଣ ବିପରୀତ ଆସିଛି ଏକଜାଟ୍ ପୋଲ ଗଣତିର ଫଳ। ସବୁଠୁ ଆଶ୍ଚର୍ଯ୍ୟଜନକ ଫଳ ଆସିଛି ହରିୟାଣାରେ।
ଯୁବକଙ୍କୁ ବି କଂଗ୍ରେସ ଉସୁକାଇଥିଲା, ହେଲେ ସେମାନେ କଂଗ୍ରେସକୁ ଉଚିତ୍ ଶିକ୍ଷା ଦେଲେ । ଆଜିର ଫଳାଫଳରୁ ସ୍ପଷ୍ଟ ହୋଇଛି, କଂଗ୍ରେସ ଏବେ ପରଜୀବୀ ପାର୍ଟି ।
ଏହି ବିଜୟ ସହ ଜମ୍ମୁ-କାଶ୍ମୀରର ମୁଖ୍ୟମନ୍ତ୍ରୀ ଚେହେରା ବି ଏକପ୍ରକାର ସ୍ପଷ୍ଟ । ନ୍ୟାସନାଲ କନଫରେନ୍ସ ମୁଖ୍ୟ ଫାରୁକ୍ ଅବଦୁଲ୍ଲା ଘୋଷଣା କରିଛନ୍ତି, ତାଙ୍କ ପୁଅ ଓମାର୍ ଅବଦୁଲ୍ଲା ବନିବେ ନେକ୍ସଟ ସିଏମ୍ ।
ହରିୟାଣାରେ ବିଜେପି, ଜାମ୍ମୁ-କାଶ୍ମୀରରେ କଂଗ୍ରେସ-ଏନସି ମେଣ୍ଟ। ଏକଜିଟ୍ ପୋଲ୍ ଆକଳନର ସଂପୂର୍ଣ୍ଣ ବିପରୀତ ଆସିଛି ଏକଜାଟ୍ ପୋଲ ଗଣତିର ଫଳ। ସବୁଠୁ ଆଶ୍ଚର୍ଯ୍ୟଜନକ ଫଳ ଆସିଛି ହରିୟାଣାରେ।
ହରିୟାଣା ନିର୍ବାଚନ ଫଳାଫଳ ପରେ ଜଲେବିକୁ ନେଇ ଚର୍ଚ୍ଚା । କୁହାଯାଉଛି- ଜଲେବି ଖାଇଲେ ରାହୁଲ, ହେଲେ ସ୍ୱାଦ ନେଇଗଲା ବିଜେପି । ହରିୟାଣାରେ ବିଜେପିର ଜବରଦସ୍ତ ବିଜୟ ପରେ ସୋସିଆଲ୍ ମିଡିଆରେ ଟ୍ରେଣ୍ଡ କରୁଛି ହାସ୍ ଟ୍ୟାଗ୍ ଜଲେବି ।
ଜମ୍ମୁ-କଶ୍ମୀରରେ ଗୋଟିଏ ଦଶନ୍ଧି ପରେ ଭୋଟ୍ ହୋଇଛି । ଜମ୍ମୁ-କଶ୍ମୀର ବିଧାନସଭାର ୯୦ଟି ଆସନରେ ହୋଇଥିବା ଭୋଟ୍ ଗଣତି ହେଉଛି।
ଜମ୍ମୁ-କଶ୍ମୀର ଏବଂ ହରିୟାଣା ବିଧାନସଭାର ୯୦ ଲେଖାଏଁ ଆସନରେ ହୋଇଥିବା ଭୋଟ୍ ଗଣତି ହେଉଛି। ନିର୍ବାଚନ ଫଳ ଜାଣିବା ପାଇଁ ସମସ୍ତଙ୍କ ମଧ୍ୟରେ ତୀବ୍ର ଉତ୍କଣ୍ଠା ।
ଆଜି ଆସିବ ହରିୟାଣା ଓ ଜାମ୍ମୁ କାଶ୍ମୀର ବିଧାନସଭା ନିର୍ବାଚନ ଫଳାଫଳ । ଦୁଇ ରାଜ୍ୟରେ କିଏ ଗଢିବ ସରକାର ? ହରିୟାଣାରେ ହାଟ୍ରିକ୍ ମାରିବ ବିଜେପିର ନା କମ୍ ବ୍ୟାକ୍ କରିବ କଂଗ୍ରେସ ?
ଖାଲି ବୟାନ ଦେଇନାହାନ୍ତି, ବିଜେଡି ଓ କଂଗ୍ରେସ କିପରି ମିଳିତ ଭାବେ ଅଛନ୍ତି ତାର ତଥ୍ୟ ଭିତ୍ତିକ ପ୍ରମାଣ ବି ରଖିଛନ୍ତି।
ବିଜେପି ବିଧାୟକ ଅଶ୍ବିନୀ ଷଡ଼ଙ୍ଗୀଙ୍କ ବୟାନ । ବିଜେଡିକୁ ଚଳାଉଛି ଦିଲ୍ଲୀ କଂଗ୍ରେସ ।
ବିଜେଡିକୁ ଦିଲ୍ଲୀ କଂଗ୍ରେସ ଚଳାଉଛି ଓ ରାଜ୍ୟରେ କଂଗ୍ରେସକୁ ଚଳାଉଛି ବିଜେଡି । ବିଜେପି ବିଧାୟକ ଅଶ୍ୱିନୀ ଷଡଙ୍ଗୀଙ୍କ ଏଭଳି ବୟାନ ପରେ ତେଜିଛି ରାଜନୀତି ।
ପିଆଜ ଦେଖିଲେ ଝରୁଛି ଲୁହ। ସରକାରଙ୍କ ଭୁଲ୍ ନିଷ୍ପତ୍ତି ପାଇଁ ହନ୍ତସନ୍ତ ଖାଉଟି । କୁଆଡ଼େ ଗଲା ଆଳୁ ଓ ପିଆଜ ମିଶନ୍। ଅତ୍ୟାବଶ୍ୟକ ସାମଗ୍ରୀର ଦର କାହିଁକି ହେଉଛି ଆକାଶ ଛୁଆଁ...।
ଇଣ୍ଡିମେଣ୍ଟ ଆଡ଼କୁ ଢଳୁଛି କି ବିଜେଡି ? ହରିୟାଣା,ଜମ୍ମୁ-କାଶ୍ମୀର ଏକଜିଟ୍ ପୋଲ ପରେ ପରେ ବଢ଼ିଲା ଚର୍ଚ୍ଚା । କଂଗ୍ରେସ ଓ ରାହୁଲଙ୍କୁ ବିଜେଡି ନେତାଙ୍କ ଭୁରି ଭୁରି ପ୍ରଶଂସା ପରେ ଚର୍ଚ୍ଚା । ଦେବାଶିଷ କହିଲେ, ନିଷ୍ପତ୍ତି ନେବ ଦଳ । ବିଜେପି କହିଲା, କିଛି ପ୍ରଭାବ ପଡ଼ିବନି ।
ହରିୟାଣା ଏବଂ ଜାମ୍ମୁ-କାଶ୍ମୀର ଏକଜିଟ୍ ପୋଲ୍ ରେ କଂଗ୍ରେସ୍ କ୍ଷମତାକୁ ଫେରୁଥିବା ବହୁ ସଂସ୍ଥା ଆକଳନ କରିବା ପରେ ଓଡ଼ିଶା ରାଜନୀତିରେ ହଲଚଲ୍ ।
ମହାରାଷ୍ଟ୍ର ନିର୍ବାଚନ ଇଣ୍ଡିଆ ମେଣ୍ଟ ସପକ୍ଷରେ ଯିବା ସଙ୍କେତ । ଦୁଇ ରାଜ୍ୟରେ କଂଗ୍ରେସ ସରକାର କରିବା ନେଇ କଂଗ୍ରେସର ଦୃଢୋକ୍ତି ।
ଘନେଇଲା ରାଜନୀତି। ରାଜ୍ୟପାଳ ରଘୁବର ଦାସ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଭେଟଘାଟକୁ ନେଇ ତେଜିଲା ରାଜନୈତିକ ବିବାଦ।
ଘନେଇଲା ରାଜନୀତି। ରାଜ୍ୟପାଳ ରଘୁବର ଦାସ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଭେଟଘାଟକୁ ନେଇ ତେଜିଲା ରାଜନୈତିକ ବିବାଦ।
ବିଜେଡି ନେତା ନୃସିଂହ ସାହୁ କହିଛନ୍ତି ପ୍ରଥମରୁ ହିଁ ରାଜଭବନ ରାଜନୀତିର ପେଣ୍ଠସ୍ଥଳୀ ପାଲଟିଛି। ଓଡ଼ିଶା ରାଜନୀତିରେ ଆଗରୁ ଏଭଳି କେବେ ଦେଖାଯାଇ ନଥିଲା।
ରାଜ୍ୟରେ ବିଜେପି ସରକାରକୁ ୪ ଜଣ ଚଲାଉଛନ୍ତି । କିଛି ଏଭଳି କହି ବିବାଦକୁ ଟାଣି ହୋଇ ଆସିଛନ୍ତି ବିଜେଡିର ବରିଷ୍ଠ ବିଧାୟକ ତଥା ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ ।
ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁଙ୍କ ଓଡ଼ିଶା ଗସ୍ତକୁ ନେଇ ଗଣମାଧ୍ୟମରେ କିଛି ରାଜନେତାଙ୍କ ଭୁଲ ମନ୍ତବ୍ୟର ଜବାବ ରଖିଛି ପୂର୍ବତନ ଉପରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ।
ଆଜି ହରିୟାଣାରେ ବିଧାନସଭା ନିର୍ବାଚନ । ୯୦ ବିଧାନସଭା ଆସନ ପାଇଁ ଆଜି ଭୋଟ ଗ୍ରହଣ ହେଉଛି ।