• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Odisha BJP
ବଦଳିବେ ରାଜ୍ୟ ବିରୋଧୀଦଳ ନେତା, ରେସ୍‌ରେ ଜୟନାରାୟଣ-ମୋହନ-ସୁବାଷ

ସାଧାରଣ ନିର୍ବାଚନ ପାଇଁ ହାତରେ ମାତ୍ର ଆଉ ଦୁଇ ବର୍ଷ । ତେଣୁ ରାଷ୍ଟ୍ରପତି ନିର୍ବାଚନ ଲଢ଼େଇ ଜୋରଦାର୍ ହେବ ବୋଲି କୁହାଯାଉଛି ।

Draupadi Murmu
ଓଟିଭି ପ୍ରଭାବ; ଦୀର୍ଘ ବର୍ଷ ପରେ ଦ୍ରୌପଦୀଙ୍କ ଗାଁକୁ ସଂଯୋଗ ହେଲା ବିଦ୍ୟୁତ୍, ଜଳିଲା ବଲ୍

ଶିକ୍ଷୟିତ୍ରୀରୁ ରାଜନୀତିକୁ ଆସିଥିଲେ ଦ୍ରୌପଦୀ । ସେ ରାଇରଙ୍ଗପୁରର କାଉନସିଲର୍ ଭାବେ ରାଜନୀତିର କ୍ୟାରିୟର ଆରମ୍ଭ କରି ଏବେ ରାଇସିନା ହିଲ୍ସର ରାଷ୍ଟ୍ରପତି ଭବନର ନିକଟ ହେଲେଣି ।

jayanarayana mishra
ଜୟନାରାୟଣଙ୍କ ଡାଇରେକ୍ଟ ଆଟାକ୍ ! ‘କାହିଁକି ପୋପ୍‌ଙ୍କୁ ଭେଟିଲେ ନବୀନ, କ’ଣ ଥିଲା ଆବଶ୍ୟକ ?’

କେଉଁ ପଇସାରେ ସେ ଇଟାଲୀ ଗସ୍ତ କରିଥିଲେ ? ଯଦି ସରକାରୀ ପଇସାରେ ଯାଇଥିଲେ, ତେବେ କଣ ଉପଲବ୍ଧି କଲେ ବୋଲି ବିଜେପି ବିଧାୟକ ଜୟନାରାୟଣ ମିଶ୍ର ପ୍ରଶ୍ନ କରିଛନ୍ତି ।

Special story
ସୁପ୍ରିମକୋର୍ଟରୁ ସିନ୍ଧେ କ୍ୟାମ୍ପକୁ ଆଶ୍ୱସ୍ତି : ଜୁଲାଇ ୧୧ ସୁଦ୍ଧା ଅଯୋଗ୍ୟ ଘୋଷିତ ହେବେନି ବିଦ୍ରୋହୀ

ବିଦ୍ରୋହୀଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ଠାକରେ ସରକାରଙ୍କୁ ନିର୍ଦ୍ଦେଶ

Sanjay Raut
ଶିବସେନା ସାଂସଦ ସଞ୍ଜୟ ରାଉତଙ୍କୁ ସମନ କଲା ଇଡି

ଶିବସେନା ସାଂସଦ ସଞ୍ଜୟ ରାଉତଙ୍କୁ ଝଟକା ।

Yashwant Sinha
ରାଷ୍ଟ୍ରପତି ନିର୍ବାଚନ ଲାଗି ପ୍ରାର୍ଥିପତ୍ର ଦାଖଲ କରିବେ ଯଶୱନ୍ତ ସିହ୍ନା

ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ TRSର ସମର୍ଥନ

CM Naveen Patnaik Talks With NDA Presidential Candidate Draupadi Murmu
ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

NDAର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି। ଓଡ଼ିଶାର ସବୁ ଭୋଟ୍‌ ତାଙ୍କୁ ମିଳିବା ପାଇଁ ଆମେ କାର୍ଯ୍ୟ ଜାରି ରଖିବୁ ବୋଲି ନବୀନ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି।

Bypoll results 2022 highlights: Major wins for BJP in UP, Tripura; AAP suffers upset in Punjab
ପଞ୍ଜାବ ଲୋକସଭା ଉପ ନିର୍ବାଚନରେ ଆପ୍‌କୁ ଝଟକା; ୟୁପିର ରାମପୁର ଓ ଆଜମଗଡ଼ରେ ବିଜେପିର ବାଜିମାତ୍

ପଞ୍ଜାବ ଉପନିର୍ବାଚନରେ ୭ ହଜାର ଭୋଟ୍‌ରେ ଆପ୍‌ର ଗୁରମେଲ ସିଂହଙ୍କୁ ପରାସ୍ତ କରିଛନ୍ତି ଅକାଳି ଦଳର ପ୍ରାର୍ଥୀ ସିମରନଜିତ୍। ସେହିପରି ଉତ୍ତରପ୍ରଦେଶର ରାମପୁର ଓ ଆଜମଗଡ଼ ଆସନରେ ବିଜେପିର ବାଜିମାତ୍ ।

Maharashtra Political Crisis: Eknath Shinde group moves Supreme Court
ସୁପ୍ରିମ୍‌କୋର୍ଟରେ ମହାରାଷ୍ଟ୍ର ମହାସଂଗ୍ରାମ; ବିଦ୍ରୋହୀ ସିନ୍ଦେ ଗୋଷ୍ଠୀଙ୍କ ପକ୍ଷରୁ ଦୁଇଟି ପିଟିସନ୍ ଦାଖଲ

ସୁପ୍ରିମ କୋର୍ଟରେ ପହଞ୍ଚିଲା ମହାରାଷ୍ଟ୍ର କ୍ଷମତା ଲଢେଇ । ବିଦ୍ରୋହୀ ବିଧାୟକ ଗୋଷ୍ଠୀ ପକ୍ଷରୁ ସୁପ୍ରିମକୋର୍ଟରେ ଦୁଇ ଦୁଇଟି ଆବେଦନ କରାଯାଇଛି ।

Special story | Race between Draupadi Murmu & Yashwant Sinha for Raisina hill begins
ନିର୍ବାଚନ ମଇଦାନରେ ଦ୍ରେପଦୀ ଯଶୋବନ୍ତ ଲଢ଼େଇ

ଆଗାମୀ ରାଷ୍ଟ୍ରପତି ନିର୍ବାଚନରେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରେପଦୀ ମୁର୍ମୁ ଏବଂ ମିଳିତ ବିରୋଧୀ ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କ ମଧ୍ୟରେ ହେବ ଲଢ଼େଇ

Khola Katha Cong MLA Md Moquim explains why he had to skip New Delhi meeting
ମହମ୍ମଦ ମୋକିମଙ୍କ ମନ ଉଣା କାହିଁକି? ରୁଷିଛନ୍ତି କି...

ସବୁଠି ଏବେ ଗୋଟିଏ ଚର୍ଚ୍ଚା ରାଗିଛନ୍ତି ମୋକିମ୍! ହେଲେ କାହିଁକି। ଏ ପ୍ରଶ୍ନର ଉତ୍ତର ଦେବା ପାଇଁ ଅଛନ୍ତି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍। ଖୁଲମଖୋଲା ଦେଲେ ଏମିତି ଉତ୍ତର...

Sura Routray takes u turn, says Odisha Congress will support Yashwant Sinha
କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ୟୁ ଟର୍ଣ୍ଣ; ମାଟିର ଝିଅ ଦ୍ରୌପଦୀଙ୍କୁ ଦେବେନି ଭୋଟ୍

ରାଷ୍ଟ୍ରପତି ନିର୍ବାଚନରେ ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବେ ନାହିଁ ବୋଲି କହିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ।

Y-Plus Security
୧୫ ଜଣ ଶିବସେନା ବିଧାୟକଙ୍କୁ ଓ୍ୱାଇ ପ୍ଲସ ସୁରକ୍ଷା ପ୍ରଦାନ କଲା କେନ୍ଦ୍ର

ବିଧାୟକଙ୍କ ଘର ଆଗରେ କମାଣ୍ଡୋଙ୍କ ସହ ପୋଲିସ କର୍ମୀ ମୁତୟନ କରାଯାଇଛି

Kusum tete
ବିଧାନସଭା ପୂର୍ବରୁ ବଦଳିବେ ବିରୋଧୀ ଦଳ ନେତା

ଆମ ଦଳରେ ୨୨ ବିଧାୟକ, ଅଧିକାଂଶ ବରିଷ୍ଠ ଓ ଅଭିଜ୍ଞ । ସେମାନଙ୍କ ମଧ୍ୟରୁ ଯାହାକୁ ବିରୋଧୀଦଳ ନେତା କଲେ ଚଳିବ ବୋଲି କହିଛନ୍ତି କୁସୁମ ଟେଟେ ।

Uddhav Thakrey
ବିଦ୍ରୋହୀଙ୍କୁ ପାରିଲେନି ଉଦ୍ଧବ ! ଏବେ ନୂଆ ଫର୍ମୁଲା ନେଇ ମଇଦାନକୁ ଓହ୍ଲାଇଲେ ପତ୍ନୀ

ସରକାରକୁ ବଞ୍ଚାଇ କିଭଳି ସଙ୍କଟର ସମାଧାନ କରାଯିବ ସେନେଇ ଠାକରେଙ୍କ ନେତ୍ୱତ୍ୱରେ ବସୁଛି ଘନଘନ ବୈଠକ ।

Sura Routray
‘ମୁଁ ୯୯ ପ୍ରତିଶତ ଦ୍ରୌପଦୀଙ୍କୁ ସମର୍ଥନ କରୁଛି, ହେଲେ...’

ନରସିଂହଙ୍କ ବୟାନର ଦିନକ ପରେ ସୁର କହିଛନ୍ତି ଦ୍ରୌପଦୀଙ୍କୁ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ କରିବାକୁ ସେ ସୋନିଆଙ୍କୁ ପରାମର୍ଶ ଦେଲେ ।

Draupadi Murmu
ଦ୍ରୌପଦୀଙ୍କୁ ମାୟାବତୀଙ୍କ ସମର୍ଥନ ଘୋଷଣା, ଦଳ ନୁହେଁ ଆଭିମୁଖ୍ୟକୁ କଲେ ପ୍ରଶଂସା

ମାୟାବତୀ ସିଧାସଳଖ ଦ୍ରୌପଦୀଙ୍କୁ ସମର୍ଥନ କରିବେ କହିଛନ୍ତି । ବିଜେପି କିମ୍ବା NDAକୁ ନୁହେଁ ଦଳର ଆଭିମୁଖ୍ୟ ପାଇଁ ସମର୍ଥନ କରୁଥିବା ଘୋଷଣା କରିଛନ୍ତି ମାୟାବତୀ ।

uddhav thackeray
ମହାରାଷ୍ଟ୍ର ସଙ୍କଟ ! କର୍ପୋରେଟରଙ୍କ ସହ କଥା ହେଲେ ଉଦ୍ଧବ, ସେପଟେ ବଢ଼ୁଛି ବିଦ୍ରୋହୀଙ୍କ ବଳ

କଂଗ୍ରେସ ଓ ଏନସିପି ସମର୍ଥନ କରୁଥିବା ବେଳେ ନିଜ ଦଳ ପଛରୁ ଛୁରୀମାଡ କରିଛନ୍ତି ବୋଲି ଉଦ୍ଧବ କହିଛନ୍ତି ।

Draupadi Murmu Nominated as President
ଦ୍ରୌପଦୀ ଏନ୍‌ଡିଏଏର ରାଷ୍ଟ୍ରପତି ପ୍ରାର୍ଥୀ ହେବା ପରେ ସମର୍ଥନ ବଢିବାରେ ଲାଗିଛି

ରାଷ୍ଟ୍ରପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ରାଇରଙ୍ଗପୁରରୁ ରାଇସିନା ହିଲ୍ସ ଯିବା ପାଇଁ ପ୍ରସ୍ତୁତ ହେଉଛନ୍ତି ଦ୍ରୌପଦୀ ମୁର୍ମୁ। ଆଜି ସଂସଦ ଭବନରେ ନିଜ ସମର୍ଥକଙ୍କ ସହ ପହଞ୍ଚିଥିଲେ ଦ୍ରୌପଦୀ।

Special story
ମହାରାଷ୍ଟ୍ରରେ ରାଜନୈତିକ ହଟଚମଟ ଜାରି : ଉଦ୍ଧବ କହିଲେ ଶେଷ ଯାଏଁ ଲଢିବି

ଦଳୀୟ ନେତୃତ୍ୱ ବିରୁଦ୍ଧରେ ବିଦ୍ରୋହ ଘୋଷଣା କରିଥିବା ଏକନାଥ ସିନ୍ଦେଙ୍କର ବଢିବାରେ ଲାଗିଛି ବଳ

Draupadi Murmu
ନାମାଙ୍କନ ଦାଖଲ କଲେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ, ରାଜନାଥ ସିଂହ, ନିତିନ ଗଡ଼କରୀ, ବିଜେପି ରାଷ୍ଟ୍ରିୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଉପସ୍ଥିତିରେ ନାମାଙ୍କନ ଦାଖଲ କଲେ ଦ୍ରିପଦୀ ।

  • Friday, 24 June 2022
Draupadi Murmu
ସଂସଦରେ ପହଞ୍ଚିଲେ ଦ୍ରୌପଦୀ, ପ୍ରସ୍ତାବକ ରହିବେ BJD- YSR କଂଗ୍ରେସ-JDU

କଡ଼ା ସୁରକ୍ଷା ମଧ୍ୟରେ ଓଡ଼ିଶା ଭବନରୁ ଯାଇ ସଂସଦ ଭବନରେ ପହଞ୍ଚିଛନ୍ତି ଦ୍ରୌପଦୀ । ସହଯୋଗୀ ଦଳଙ୍କ ଉପସ୍ଥିତିରେ ଦାଖଲ କରିବେ ନାମାଙ୍କନ ।

VV Giri
ଆଉ ଜଣେ ଓଡ଼ିଶା ଜନ୍ମିତ ରାଷ୍ଟ୍ରପତି, ଏବେ ବି ତାଙ୍କ ନାଁରେ ଚାଲିଛି ସ୍କୁଲ-ମାର୍କେଟ୍

୧୯୮୦ରୁ ତାଙ୍କର ଦେହାବସାନ ହୋଇଥିଲେ ବି ବ୍ରହ୍ମପୁରରେ ତାଙ୍କର ସ୍ମୃତି ରହିଯାଇଛି । ଭି.ଭି ଗିରିଙ୍କ ବାସଭବନରେ ଚାଲିଛି ଗାର୍ଲସ ହାଇସ୍କୁଲ ।  ତାଙ୍କ ନାଁରେ ବ୍ରହ୍ମପୁରରେ ରାସ୍ତା ଓ ମାର୍କେଟକୁ ନାମିତ କରାଯାଇଛି ।

  • Friday, 24 June 2022