ଦ୍ୱିତୀୟ ଥର ପାଇଁ ଉପ-ମୁଖ୍ୟମନ୍ତ୍ରୀ ହେଲେ ତେଜସ୍ୱୀ ଯାଦବ । ବିହାରରେ ମହାମେଣ୍ଟ ସରକାରର ଦ୍ୱିତୀୟ ପାଳି, ରେକର୍ଡ ୮ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ
ଓଡ଼ିଶା ସହିତ ପଶ୍ଚିମବଙ୍ଗ ଓ ତେଲେଙ୍ଗାନାର ପ୍ରଭାରୀ ଦାୟିତ୍ୱ ସମ୍ଭାଳିବେ ସୁନୀଲ ବଂଶଲ ।
ଜଟଣୀ ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ସୁରେଶ ରାଉତରାୟଙ୍କର ଆଜି ଜନ୍ମଦିନ। ୭୯ ବର୍ଷରେ ଆଜି ସେ ପାଦ ଥାପିଛନ୍ତି। ସୁରଙ୍କ ଜନ୍ମଦିନରେ ତାଙ୍କ ବାସଭବନ ପହଞ୍ଚି ଅଭିନନ୍ଦନ ଜଣାଇଛନ୍ତି ପ୍ରଂଶସକ ଓ କଂଗ୍ରେସ କର୍ମୀ।
ଅଷ୍ଟମ ଥର ପାଇଁ ମୁଖ୍ୟମନ୍ତ୍ରୀ ହେଲେ ନୀତୀଶ କୁମାର
‘ସେଦିନର ଘଟଣା ପାଇଁ ଅନୁତପ୍ତ ନୁହେଁ, ତାହା ବିଜେପିର ଷଡ଼ଯନ୍ତ୍ର ଥିଲା ’ । ନିଲମ୍ବନ ଓ ବହିଷ୍କାର ହେଲେ ମଧ୍ୟ ବିଜେଡ଼ିରେ ଅଛି କହିଲେ ବିଜେଡି ବିଧାୟକ ।
ମାର୍ଚ୍ଚ ୨୦୦୦ରେ ପ୍ରଥମ ଥର ପାଇଁ ଶପଥ ନେଇଥିଲେ ନୀତୀଶ ।
୨୦୦୦ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇଥିଲେ ନୀତୀଶ
ବିହାରରେ ନୂଆ ମହାମେଣ୍ଟ ସରକାର
ଆରଜେଡି ପକ୍ଷରୁ ଟୁଇଟ ମାଧ୍ୟମରେ ସୂଚନା ଦିଆଯାଇଛି ।
ମେଣ୍ଟ ନେତା ନିର୍ବାଚିତ ପରେ ରାଜ୍ୟପାଳଙ୍କୁ ଭେଟି ସରକାର ଗଠନ ଦାବି । ବିଜେପି କହିଲା ଧୋକା, ବୁଦ୍ଧି ଶିଖାଇବେ ଜନତା ।
୨୦୨୪ ସାଧାରଣ ନିର୍ବାଚନ ପୂର୍ବରୁ ବିହାରରେ ବିଜେପିକୁ କାହିଁକି ଝଟ୍କା ଦେଲେ ରାଜନୀତି ଧୂରନ୍ଦର ନୀତିଶ କୁମାର ? ରାଜନୀତି ବିଶ୍ଲେଷକଙ୍କ ମତରେ ବିଜେପିଠାରୁ ଜେଡିୟୁ ହଠାତ ଦୂରେଇ ଯିବା ପଛରେ ଏକାଧିକ କାରଣ ଦାୟୀ..
କଟକରେ ଅଛେଦିନ୍ର ନାରା । ଭୁବନେଶ୍ୱରରେ ସରକାର ଗଢ଼ିବାର ଦମ୍ଭୋକ୍ତି ଆଉ ପାର୍ଟି ଅଫିସ୍ରେ ରାଜ୍ୟ ବିଜେପି ନେତାଙ୍କୁ ଟ୍ୟୁସନ୍ । କିଛି ଏଭଳି ଥିଲା ଅମିତ ଶାହଙ୍କ ଓଡ଼ିଶା ଗସ୍ତ ।
ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କଲେ ।
ନୀତିଶଙ୍କ ସହ ମିଶି ସରକାର ଗଢ଼ିବା ପାଇଁ ତେଜସ୍ୱୀ ଯାଦବ ସର୍ତ୍ତ ରଖିଥିବା ସୂଚନା ମିଳିଛି ।
ନୂଆ ସରକାର ଗଢ଼ିବା ନେଇ ରାଜ୍ୟପାଳଙ୍କୁ ଭେଟିବେ ନୀତିଶ
ବିଜେପିର ୯, ଶିବସେନାର ୯ ମନ୍ତ୍ରୀ କ୍ୟାବିନେଟରେ ସାମିଲ୍
ତେଜସ୍ୱୀଙ୍କ ସହ ମିଶି ସରକାର ଗଢ଼ିବାକୁ ସଜବାଜ
ନୂଆ କ୍ୟାବିନେଟର ଶପଥ ଗ୍ରହଣ ପାଇଁ ହୋଇଛି ବ୍ୟାପକ ପ୍ରସ୍ତୁତି
ଦଳୀୟ, ସାମାଜିକ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ଥିଲେ ଶାହ । ଅମିତ ଶାହଙ୍କ ଗସ୍ତକୁ ନେଇ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ।
ପୂରା ଓଡ଼ିଶା ଖଣିଜ ସଂପଦରେ ଭରପୂର ରହିଛି । ତେଣୁ ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ ମୁଁ ଦେଖିପାରୁଛି ।
ଓଡ଼ିଶା ଗସ୍ତରେ ଆସିଥିଲେ ଶାହ । କଟକରେ ଏକ ଖବରକାଗଜର ବାର୍ଷିକୋତ୍ସବରେ ଯୋଗଦେଇଥିଲେ ଶାହ । ସେଠାରୁ ଆସିବା ପରେ ମୋଦି @୨୦-ଡ୍ରିମ୍ସ ମିଟ୍ ଡେଲିଭରି ପୁସ୍ତକର ଲୋକାର୍ପଣରେ ସାମିଲ ହୋଇଥିଲେ ।
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ପାଇଁ ରାଜ୍ୟ ବିଜେପି ଟିମ୍ ମନରେ ଢେର୍ ଉତ୍ସାହ...ଶ୍ରୀ ଶାହଙ୍କୁ ସ୍ୱାଗତ ପାଇଁ ସବୁ ପ୍ରକାର ପ୍ରସ୍ତୁତି ସରିଛି।
'ଜୟ ଜଗନ୍ନାଥ' କହି ନିଜର ଅଭିଭାଷଣ ଆରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ
‘ଓଡ଼ିଶା ଖଣିଜ ସମ୍ପଦରେ ଭରପୂର ରହିଛି। ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ ମୁଁ ଦେଖିପାରୁଛି’ ବୋଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହା କହିଛନ୍ତି।
କଟକ ଇନ୍ଡୋର ଷ୍ଟାଡିୟମରେ ଆୟୋଜିତ ପ୍ରଜାତନ୍ତ୍ରର ୭୫ତମ ପ୍ରତିଷ୍ଠା ଦିବସ ଉତ୍ସବରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୋଟିଏ ମଞ୍ଚରେ ଦେଖିବାକୁ ମିଳିଛି।