ବିଜେପିର ୯, ଶିବସେନାର ୯ ମନ୍ତ୍ରୀ କ୍ୟାବିନେଟରେ ସାମିଲ୍
ତେଜସ୍ୱୀଙ୍କ ସହ ମିଶି ସରକାର ଗଢ଼ିବାକୁ ସଜବାଜ
ନୂଆ କ୍ୟାବିନେଟର ଶପଥ ଗ୍ରହଣ ପାଇଁ ହୋଇଛି ବ୍ୟାପକ ପ୍ରସ୍ତୁତି
ଦଳୀୟ, ସାମାଜିକ ଓ ଅନ୍ୟାନ୍ୟ କାର୍ଯ୍ୟକ୍ରମରେ ସାମିଲ ଥିଲେ ଶାହ । ଅମିତ ଶାହଙ୍କ ଗସ୍ତକୁ ନେଇ ଦଳୀୟ କର୍ମୀଙ୍କ ମଧ୍ୟରେ ଉତ୍ସାହ ।
ପୂରା ଓଡ଼ିଶା ଖଣିଜ ସଂପଦରେ ଭରପୂର ରହିଛି । ତେଣୁ ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ ମୁଁ ଦେଖିପାରୁଛି ।
ଓଡ଼ିଶା ଗସ୍ତରେ ଆସିଥିଲେ ଶାହ । କଟକରେ ଏକ ଖବରକାଗଜର ବାର୍ଷିକୋତ୍ସବରେ ଯୋଗଦେଇଥିଲେ ଶାହ । ସେଠାରୁ ଆସିବା ପରେ ମୋଦି @୨୦-ଡ୍ରିମ୍ସ ମିଟ୍ ଡେଲିଭରି ପୁସ୍ତକର ଲୋକାର୍ପଣରେ ସାମିଲ ହୋଇଥିଲେ ।
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ ପାଇଁ ରାଜ୍ୟ ବିଜେପି ଟିମ୍ ମନରେ ଢେର୍ ଉତ୍ସାହ...ଶ୍ରୀ ଶାହଙ୍କୁ ସ୍ୱାଗତ ପାଇଁ ସବୁ ପ୍ରକାର ପ୍ରସ୍ତୁତି ସରିଛି।
'ଜୟ ଜଗନ୍ନାଥ' କହି ନିଜର ଅଭିଭାଷଣ ଆରମ୍ଭ କଲେ କେନ୍ଦ୍ର ଗୃହମନ୍ତ୍ରୀ
‘ଓଡ଼ିଶା ଖଣିଜ ସମ୍ପଦରେ ଭରପୂର ରହିଛି। ଓଡ଼ିଶାର ଉଜ୍ଜ୍ୱଳ ଭବିଷ୍ୟତ ମୁଁ ଦେଖିପାରୁଛି’ ବୋଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହା କହିଛନ୍ତି।
କଟକ ଇନ୍ଡୋର ଷ୍ଟାଡିୟମରେ ଆୟୋଜିତ ପ୍ରଜାତନ୍ତ୍ରର ୭୫ତମ ପ୍ରତିଷ୍ଠା ଦିବସ ଉତ୍ସବରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଗୋଟିଏ ମଞ୍ଚରେ ଦେଖିବାକୁ ମିଳିଛି।
କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଆଗମନରେ ରାଜ୍ୟର କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ବିମାନବନ୍ଦରକୁ ଯିବା କଥା। ହେଲେ ରାଜ୍ୟ ଗୃହ ରାଷ୍ଟ୍ରମନ୍ତ୍ରୀ, ପୋଲିସ୍ ଡିଜି କିମ୍ବା ଗୃହ ସଚିବ କେହି ବି ଯାଇନଥିଲେ।
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଗତ ରାତିରେ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଏଥିପାଇଁ ଚଳଚଞ୍ଚଳ ହୋଇପଡ଼ିଛି ବିଜେପି ଶିବିର।
ସ୍ୱାଗତ ପାଇଁ ପାରମ୍ପରିକ ନୃତ୍ୟଗୀତରେ ଦୁଲୁକୁଥିଲା ଏୟାରପୋର୍ଟ।
ଅଣରାଜନୈତିକ କାର୍ଯ୍ୟକ୍ରମ ଏବେ କଡା ରାଜନୈତିକ ପରିବେଶ ଭିତରେ କଟକରେ ହେବାକୁ ଯାଉଛି।
ଟେଲିକମ୍, ରେଲୱେ ଓ ବ୍ୟାଙ୍କିଙ୍ଗ୍ କ୍ଷେତ୍ରରେ ଓଡ଼ିଶା ପ୍ରତି ସ୍ୱତନ୍ତ୍ର ଧ୍ୟାନ ଲାଗି ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ରାଜ୍ୟ ବିଜେପିକୁ ଶାହ ଦେଇପାରନ୍ତି ଟାସ୍କ
ସଂସଦର ଉଭୟ ଗୃହର ନିର୍ବାଚିତ ଓ ମନୋନୀତ ସଦସ୍ୟଙ୍କୁ ମିଶାଇ ମୋଟ୍ ୭୮୮ ଜଣ ଉପରାଷ୍ଟ୍ରପତି ନିର୍ବାଚନରେ ସାମିଲ ହେବେ । ଭୋଟିଂ ପରେ ସାଙ୍ଗେ ସାଙ୍ଗେ ଗଣତି କରାଯିବ ।
ନୂଆଦିଲ୍ଲୀରେ କଂଗ୍ରେସ ପକ୍ଷରୁ ଜୋରଦାର ଆନ୍ଦୋଳନ, ଦିଲ୍ଲୀ ପୋଲିସ ଅନୁମତି ନ ଦେବାରୁ କଂଗ୍ରେସର ଅସନ୍ତୋଷ
୩ ମାସରେ ଖର୍ଚ୍ଚ ହେଲାଣି ୧୨ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା । ଭିତ୍ତିଭୂମି ସବଳ ନକରି ପ୍ରଚାର ପ୍ରସାର ଜୋର୍ କହିଲେ ବିରୋଧୀ । ସରକାରଙ୍କ ପ୍ରଚାର ପ୍ରସାର ନୁହେଁ, ସଚେତନତା ବଢ଼ାଉଛନ୍ତି କହିଲେ ମନ୍ତ୍ରୀ ।
ରାଜ୍ୟ ବିକାଶ ଲାଗି ସହଯୋଗ ଲୋଡ଼ିଲେ ବିଧାୟକ । ଭବ୍ୟ ରାଷ୍ଟ୍ରପତି ଭବନ ବୁଲି ଦେଖିବା ସହ ଦେଶର ପ୍ରଥମ ନାଗରିକଙ୍କ ସହ ଉଠାଇଲେ ଫଟୋ ।
ରାଷ୍ଟ୍ରପତି ଭବନରେ ଓଡ଼ିଶାର ବିଧାୟକମାନେ ରାଷ୍ଟ୍ରପତିଙ୍କୁ ସାକ୍ଷାତ କରିଛନ୍ତି। ରାଷ୍ଟ୍ରପତି ଭାବେ ଦ୍ରୌପଦୀ ମୁର୍ମୁ ନିର୍ବାଚିତ ହେବା ପରେ ପ୍ରଥମ ଥର ପାଇଁ ଏତେ ନିକଟରୁ ତାଙ୍କୁ ଦେଖି ସମସ୍ତେ ଖୁସିରେ ବିଭୋର ହୋଇଛନ୍ତି।
୨୦୧୩-୧୪ରୁ ୨୦୧୭-୧୮ ମଧ୍ୟରେ ରାଜ୍ୟରେ ୪୮୫ଟି ବୃକ୍ଷରୋପଣ କାର୍ଯ୍ୟକ୍ରମରୁ ୧୯୧ଟି ସଂପୂର୍ଣ୍ଣ ବିଫଳ ହୋଇଛି । ଏଥିପାଇଁ ୧୩ କୋଟି ୧୭ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇଥିଲେ ବି କିଛି ଲାଭ ମିଳିନାହିଁ ।
ସରକାରୀ ଖାତାରୁ କୁଆଡ଼େ ଗଲା ଦେଓମାଳି ? ରାଜସ୍ୱ କି ଜଙ୍ଗଲ ବିଭାଗ ଖାତାରେ ନାହିଁ ରେକର୍ଡ । ବିଧାନସଭାରେ ପର୍ଯ୍ୟଟନ ମନ୍ତ୍ରୀଙ୍କ ତଥ୍ୟରୁ ବିବାଦ ।
ସୀତାରମଣ ଗୃହରେ ବିଶିଷ୍ଟ ଅର୍ଥନୀତିଜ୍ଞ ରଘୁରାମ ରାଜନଙ୍କ ମନ୍ତବ୍ୟକୁ ଗୃହରେ ପଢ଼ି ଶୁଣାଇଥିଲେ।