ବିଭିନ୍ନ ରାଜ୍ୟର ରାଜ୍ୟପାଳ ଦାୟିତ୍ୱ ତୁଲାଇଛନ୍ତି ମାର୍ଗାରେଟା ଆଲଭା
“ ମୋ ଦେହ ଖରାପ ହେଲା...ମତେ ବେଲ୍ ମିଳିପାରିବ ଯଦି ଜେଲରେ ଭଲ ଚିକିତ୍ସା ବ୍ୟବସ୍ଥା ନଥିବ। ହେଲେ ମୋ ସ୍ତ୍ରୀ, ପୁଅ କି ଝିଅର ଦେହ ଖରାପ ହେଲେ ମତେ କାହିଁକି ବେଲ୍ ମିଳିବ?” କିନ୍ତୁ କିଣାବିକାରେ ଫସିଗଲେ ମମିତାଙ୍କ ପରିବାର...ଶୁଣନ୍ତୁ ଏନେଇ କଣ କହୁଛନ୍ତି କଂଗ୍ରେସ ବିଧାୟକ ଦଳର ନେତା ନରସିଂହ ମିଶ୍ର
ଆସନ୍ତାକାଲି ହେବ ରାଷ୍ଟ୍ରପତି ନିର୍ବାଚନ । ଏନ୍ଡ଼ିଏ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସପକ୍ଷରେ ସଂଖ୍ୟା ...
ବିଜେପି ସଂସଦୀୟ ବୋର୍ଡ ବୈଠକରେ ନିଷ୍ପତ୍ତି
ମହାରାଷ୍ଟ୍ର ରାଜନୀତିକୁ ନେଇ ଏବେ ସବୁଠି ଚର୍ଚ୍ଚା। ସଜସଜ ମୁଖ୍ୟମନ୍ତ୍ରୀ ହୋଇଥିବା ସିନ୍ଦେ ନିଜ ଦଳ ଓ ନେତାଙ୍କ ଉପରେ ଯେପରି ବିଶ୍ୱାସ ରଖିଛନ୍ତି, ତାହାକୁ ନେଇ ଏବେ ରାଜନୈତିକ ମହଲରେ ଝଡ଼ ସୃଷ୍ଟି ହେଲାଣି ।
ବିଜୟ ଶଙ୍କର ଖୋଲାମେଲାରେ ବୁଲୁଥିଲେ ମଧ୍ୟ ପୋଲିସ ତାଙ୍କୁ ଜାଣିଶୁଣି ଗିରଫ କରୁନଥିବା ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରାଜକିଶୋର ବେହେରା ଅଭିଯୋଗ କରିଛନ୍ତି ।
ଏକ ପ୍ରଶ୍ନର ଉତ୍ତର ରଖି ମତ ରଖିଲେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ । ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩୦୫ ଜଣ ଶିଶୁ ରାସ୍ତା କଡ଼ରେ ରହୁଛନ୍ତି ।
ରତ୍ନଭଣ୍ଡାର ସ୍ଥିତି ଅତ୍ୟନ୍ତ ଶୋଚନୀୟ ଥିବାରୁ ଗଜପତି ମହାରାଜା ଦିବ୍ୟସିଂହ ଦେବ ବି କ୍ଷୋଭ ପ୍ରକାଶ କରିବା ସହ ଶୀଘ୍ର ମରାମତି ଓ ଅଳଙ୍କାର ଗଣତି ପାଇଁ ପୂର୍ବରୁ କରିଥିଲେ ଅପିଲ୍ ।
ଗୃହରେ ଉଠିଲା ରାଜ୍ୟ ସୀମା ସୁରକ୍ଷା ପ୍ରସଙ୍ଗ । ବିଧାନସଭାର ଶୂନ୍ୟକାଳରେ ଉଠିଲା ରାଜ୍ୟର ସୀମା ସୁରକ୍ଷା ପ୍ରସଙ୍ଗ ।
କୋଣାର୍କ ଜମିଜମା ସମସ୍ୟା ଓ ସ୍ୱାସ୍ଥ୍ୟସେବା ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ଅପରାଜିତା....
ସହିଦନଗର ଥାନାରେ ଏତଲା ଦେଲେ ଜୀବନ ରାଉତ । ବିଜେପିର ବହୁ ନେତାଙ୍କ ସହ ଆସି ଦେଲେ ଏତଲା ।
ରାଜ୍ୟ ସରକାରଙ୍କ ପାଖରେ ଏଭଳି ଘଟଣାର ଦୃଷ୍ଟିଗୋଚର ହୋଇନି । ବିଧାନସଭାରେ ଉତ୍ତର ରଖିଲେ ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ ।
ଗୃହରେ ପ୍ରଶ୍ନୋତ୍ତରରେ କହିଲେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ । ଅନଗୁଳ, ବାଲେଶ୍ୱର, ଗଂଜାମ, ଯାଜପୁର, ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ଜମି ଚିହ୍ନଟ ସରିଛି ।
ଭଦ୍ରକ, ରାଉରକେଲା, କେନ୍ଦୁଝରରେ ବି ତୀବ୍ର ହୋଇଛି ପ୍ରତିବାଦର ସ୍ୱର । ସବୁଠି ଗୋଟିଏ ଦାବି, ଅଶାଳୀନ ମନ୍ତବ୍ୟ ପାଇଁ କ୍ଷମା ମାଗ ନଚେତ୍ ଆଗକୁ ତୀବ୍ର ହେବ ଆନ୍ଦୋଳନ ।
ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ତାଙ୍କ ଗର୍ଲଫ୍ରେଣ୍ଡ୍ ଆଣିଥିବା ସେକ୍ସ ରାକେଟ୍ କାରବାର ଅଭିଯୋଗର କ୍ରାଇମବ୍ରାଞ୍ଚ ତଦନ୍ତ କରିପାରେ। ଜଗତସିଂହପୁର ଏସ୍ପି ଘଟଣାର ତଦନ୍ତ ଲାଗି କ୍ରାଇମବ୍ରାଞ୍ଚକୁ ଚିଠି ଲେଖିଛନ୍ତି।
ଆଦିବାସୀ ମହିଳାଙ୍କୁ ଚିତ୍ରକୋଣ୍ଡା ଏସ୍ଡିପିଓ ଅଂଶୁମାନ ଦ୍ୱିବେଦୀ ମାଡ଼ ମାରିବା ଘଟଣାକୁ ନେଇ ବିଧାନସଭା ହୁଲ୍ସ୍ତୁଲ୍ ହୋଇଛି। ଆଜି ଗୃହରେ କଂଗ୍ରେସ ଏହି ପ୍ରସଙ୍ଗ ଉଠାଇଥିଲା।
ବିରୋଧୀ ଦଳ ଯେଉଁ ପ୍ରସଙ୍ଗ ଉଠାଇବେ, ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ।
ଏନଡିଏ ରାଷ୍ଟ୍ରପତି ପ୍ରାର୍ଥୀଙ୍କୁ ସମର୍ଥନ କରିପାରେ ଶିବସେନା
ଅମିତ ଶାହଙ୍କ ଉପରେ ଆଧାରିତ ପୁସ୍ତକରେ ତାଙ୍କର କାର୍ଯ୍ୟଦକ୍ଷତା ଓ ସଫଳତା ନେଇ ବହୁତ କିଛି ଲେଖାଯାଇଛି । କେବଳ ଭାରତୀୟ ଜନତା ପାର୍ଟିର ସଦସ୍ୟ ନୁହଁନ୍ତି ଅନ୍ୟ ଦଳର ନେତା ଓ କର୍ମୀ ମଧ୍ୟ ଏହି ବହି ପଢ଼ିବା ଆବଶ୍ୟକ । ଏ କଥା କହିଛନ୍ତି ବିଜେଡି ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ।
କରୋନା ପଜିଟିଭ୍ ଚିହ୍ନଟ ହେବାରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି ହେବାକୁ ପଡିଥିଲା । ତେଣୁ ସେ ଇଡିକୁ ୪ ସପ୍ତାହର ସମୟ ମାଗିଥିଲେ । ଏହି ସମୟ ୨୨ ଜୁଲାଇରେ ଶେଷ ହେବାକୁ ଯାଉଛି ।
ବିଜେଡି ସମେତ ସମର୍ଥନ କରୁଥିବା ଅନ୍ୟ ଦଳକୁ ବି ଅପିଲ
ସମର୍ଥନ ଯୋଗାଡ଼ରେ NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଜନ୍ମ ମାଟି ଓ଼ଡିଶାରେ ବିଜେପି ଓ ବିଜେଡିର ଭବ୍ୟ ସ୍ୱାଗତ ।
ଆତତାୟୀ ଗୁଳିମାଡ଼ରେ ସିଞ୍ଜୋ ଆବେଙ୍କ ପରଲୋକ । ଆବେଙ୍କ ନିଧନରେ ମର୍ମାହତ-ନରେନ୍ଦ୍ର ମୋଦି ।
ଦ୍ରୌପଦୀଙ୍କ ଭୁବନେଶ୍ୱର ଗସ୍ତ ଅବସରରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମକୁ ସମ୍ବୋଧିତ ବେଳେ ମୁଖ୍ୟମନ୍ତ୍ରୀ ନବୀନ ଏବଂ ବିଜେଡି ବିଧାୟକ-ସାଂସଦଙ୍କ ଠାରୁ ଔପଚାରିକତା ଦୃଷ୍ଟିରୁ ସମର୍ଥନ ଲୋଡ଼ିଛନ୍ତି ।
ଓଡ଼ିଶା ଆସିଛନ୍ତି NDA ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ । ଦ୍ରୌପଦୀଙ୍କ ସ୍ୱାଗତ ପାଇଁ ଭବ୍ୟ ଆୟୋଜନା କରାଯାଇଥିଲା । ଦେଖନ୍ତୁ କିଛି ଝଲକ...