ବିଜେପି ସମର୍ଥନରେ ମୁଖ୍ୟମନ୍ତ୍ରୀ ହେବେ ଏକନାଥ ସିନ୍ଦେ
ଆଜି ସନ୍ଧ୍ୟାରେ ବିଜେପିର ବରିଷ୍ଠ ନେତା ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ
ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି ଦେବେନ୍ଦ୍ର ଫଡନାଭିସ ।
ବିଭିନ୍ନ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କୁ ଘେରିବା ଓ ତୃଣମୂଳସ୍ତରେ ସଙ୍ଗଠନ ମଜବୁତ୍ କରିବା ଫୋକସରେ ରହିଛି।
ଉଦ୍ଧବ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ଝଟକା ପରେ ମୁଖ୍ୟମନ୍ତ୍ରୀ ପଦରୁ ବିଦାୟ ନେଲେ ଉଦ୍ଧବ।
ରାଜ୍ୟ ସରକାରଙ୍କ ବିରୁଦ୍ଧରେ ବିଜେପିର ଯୁଦ୍ଧଂଦେହୀ: ଦୁର୍ନୀତିରୁ ଆଇନଶୃଙ୍ଖଳା, ବିଭିନ୍ନ ପ୍ରସଙ୍ଗକୁ ନେଇ ଜନ ଆନ୍ଦୋଳନ କରିବ ଦଳ
ଆସନ୍ତା ଗୁରୁବାର ମହାରାଷ୍ଟ୍ରରେ ଉଦ୍ଧବ ସରକାରର ଭାଗ୍ୟ ନିର୍ଦ୍ଧାରଣ । ଗୁରୁବାର ବହୁମତ ସାବ୍ୟସ୍ତ ଲାଗି ନିର୍ଦ୍ଦେଶ ଦେଇଛନ୍ତି ରାଜ୍ୟପାଳ ।
ଏକାନଥ ସିନ୍ଧେଙ୍କ ଗୋଷ୍ଠୀ ମୁମ୍ବାଇ ଆସି ରାଜ୍ୟପାଳଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ରାଜ୍ୟପାଳଙ୍କୁ ଭେଟି ସେ ଉଦ୍ଧବ ସରକାରଙ୍କଠାରୁ ବିଧିବଦ୍ଧ ଭାବେ ସମର୍ଥନ ପ୍ରତ୍ୟାହାର କରିବେ ବୋଲି କୁହାଯାଉଛି ।
ଆସନ୍ତାକାଲି ବସିବ ରାଜ୍ୟ କାଯର୍ୟକାରିଣୀ ବୈଠକ
ମହଙ୍ଗା ପଡୁଛି କି ଠାକରେ ପରିବାର ପାଇଁ କିଙ୍ଗ୍ ମେକରରୁ କିଙ୍ଗ୍ ହେବା? ଆଗରୁ ବାଲା ସାହେବ ଠାକରେ କିଙ୍ଗ୍ ମେକର ହୋଇ ଅନେକ ସରକାର ଗଢିଛନ୍ତି ଆଉ ଭାଙ୍ଗିଛନ୍ତି। ହେଲେ ଉଦ୍ଧବ କିନ୍ତୁ ପୂରା ଓଲଟା। ମୁଖ୍ୟମନ୍ତ୍ରୀ ପଦ ପାଇଁ ଭିନ୍ନ ଭିନ୍ନ ବିଚାରଧାରା ଥିବା ଦଳ ସହ ମିଶି ଗଢିଥିଲେ ସରକାର। ଯାହା ଫଳରେ ଏବେ ଭଗ୍ନର ଦ୍ୱାରଦେଶରେ ଶିବସେନା।
ସାଧାରଣ ନିର୍ବାଚନ ପାଇଁ ହାତରେ ମାତ୍ର ଆଉ ଦୁଇ ବର୍ଷ । ତେଣୁ ରାଷ୍ଟ୍ରପତି ନିର୍ବାଚନ ଲଢ଼େଇ ଜୋରଦାର୍ ହେବ ବୋଲି କୁହାଯାଉଛି ।
ଶିକ୍ଷୟିତ୍ରୀରୁ ରାଜନୀତିକୁ ଆସିଥିଲେ ଦ୍ରୌପଦୀ । ସେ ରାଇରଙ୍ଗପୁରର କାଉନସିଲର୍ ଭାବେ ରାଜନୀତିର କ୍ୟାରିୟର ଆରମ୍ଭ କରି ଏବେ ରାଇସିନା ହିଲ୍ସର ରାଷ୍ଟ୍ରପତି ଭବନର ନିକଟ ହେଲେଣି ।
କେଉଁ ପଇସାରେ ସେ ଇଟାଲୀ ଗସ୍ତ କରିଥିଲେ ? ଯଦି ସରକାରୀ ପଇସାରେ ଯାଇଥିଲେ, ତେବେ କଣ ଉପଲବ୍ଧି କଲେ ବୋଲି ବିଜେପି ବିଧାୟକ ଜୟନାରାୟଣ ମିଶ୍ର ପ୍ରଶ୍ନ କରିଛନ୍ତି ।
ବିଦ୍ରୋହୀଙ୍କୁ ସୁରକ୍ଷା ଯୋଗାଇ ଦେବାକୁ ଠାକରେ ସରକାରଙ୍କୁ ନିର୍ଦ୍ଦେଶ
ଶିବସେନା ସାଂସଦ ସଞ୍ଜୟ ରାଉତଙ୍କୁ ଝଟକା ।
ରାଷ୍ଟ୍ରପତି ପ୍ରାର୍ଥୀ ଯଶଓ୍ବନ୍ତ ସିହ୍ନାଙ୍କୁ TRSର ସମର୍ଥନ
NDAର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁଙ୍କ ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଥା ହୋଇଛନ୍ତି। ଓଡ଼ିଶାର ସବୁ ଭୋଟ୍ ତାଙ୍କୁ ମିଳିବା ପାଇଁ ଆମେ କାର୍ଯ୍ୟ ଜାରି ରଖିବୁ ବୋଲି ନବୀନ ଟ୍ୱିଟରରେ ଉଲ୍ଲେଖ କରିଛନ୍ତି।
ପଞ୍ଜାବ ଉପନିର୍ବାଚନରେ ୭ ହଜାର ଭୋଟ୍ରେ ଆପ୍ର ଗୁରମେଲ ସିଂହଙ୍କୁ ପରାସ୍ତ କରିଛନ୍ତି ଅକାଳି ଦଳର ପ୍ରାର୍ଥୀ ସିମରନଜିତ୍। ସେହିପରି ଉତ୍ତରପ୍ରଦେଶର ରାମପୁର ଓ ଆଜମଗଡ଼ ଆସନରେ ବିଜେପିର ବାଜିମାତ୍ ।
ସୁପ୍ରିମ କୋର୍ଟରେ ପହଞ୍ଚିଲା ମହାରାଷ୍ଟ୍ର କ୍ଷମତା ଲଢେଇ । ବିଦ୍ରୋହୀ ବିଧାୟକ ଗୋଷ୍ଠୀ ପକ୍ଷରୁ ସୁପ୍ରିମକୋର୍ଟରେ ଦୁଇ ଦୁଇଟି ଆବେଦନ କରାଯାଇଛି ।
ଗୌହାଟୀ ହୋଟେଲରେ ପୁଣି ଶକ୍ତି ପ୍ରଦର୍ଶନ
ଆଗାମୀ ରାଷ୍ଟ୍ରପତି ନିର୍ବାଚନରେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରେପଦୀ ମୁର୍ମୁ ଏବଂ ମିଳିତ ବିରୋଧୀ ପ୍ରାର୍ଥୀ ଯଶୋବନ୍ତ ସିହ୍ନାଙ୍କ ମଧ୍ୟରେ ହେବ ଲଢ଼େଇ
ସବୁଠି ଏବେ ଗୋଟିଏ ଚର୍ଚ୍ଚା ରାଗିଛନ୍ତି ମୋକିମ୍! ହେଲେ କାହିଁକି। ଏ ପ୍ରଶ୍ନର ଉତ୍ତର ଦେବା ପାଇଁ ଅଛନ୍ତି କଂଗ୍ରେସ ବିଧାୟକ ମହମ୍ମଦ ମୋକିମ୍। ଖୁଲମଖୋଲା ଦେଲେ ଏମିତି ଉତ୍ତର...
ରାଷ୍ଟ୍ରପତି ନିର୍ବାଚନରେ ମାଟିର ଝିଅ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ କରିବେ ନାହିଁ ବୋଲି କହିଲେ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ।
ବିଧାୟକଙ୍କ ଘର ଆଗରେ କମାଣ୍ଡୋଙ୍କ ସହ ପୋଲିସ କର୍ମୀ ମୁତୟନ କରାଯାଇଛି
ଆମ ଦଳରେ ୨୨ ବିଧାୟକ, ଅଧିକାଂଶ ବରିଷ୍ଠ ଓ ଅଭିଜ୍ଞ । ସେମାନଙ୍କ ମଧ୍ୟରୁ ଯାହାକୁ ବିରୋଧୀଦଳ ନେତା କଲେ ଚଳିବ ବୋଲି କହିଛନ୍ତି କୁସୁମ ଟେଟେ ।