AICC ପକ୍ଷରୁ ରାଜ୍ୟର ୯ କଂଗ୍ରେସ ବିଧାୟକଙ୍କୁ ଦିଲ୍ଲୀ ଡକରା ହୋଇଛି । ଏନେଇ ସୂଚନା ଦେଇଛନ୍ତି କଂଗ୍ରେସର ବରିଷ୍ଠ ବିଧାୟକ ତାରା ବାହିନୀପତି...
ବରିଷ୍ଠ ନେତା ଏକନାଥ ସିନ୍ଧେଙ୍କ ନେତୃତ୍ୱରେ ବିଦ୍ରୋହକୁ ଓହ୍ଲାଇଥିବା ସୂଚନା
ଓ୍ୱାର୍ଲଡ୍ ଫୁଡ୍ ପ୍ରୋଗ୍ରାମ୍ -WFP ପକ୍ଷରୁ ରୋମ୍କୁ ତାଙ୍କୁ ନିମନ୍ତ୍ରଣ କରଯାଇଛି ।
ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତ । ରୋମ୍ରେ ଭାରତୀୟ ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା । ସାଙ୍ଗରେ କେହି ମନ୍ତ୍ରୀ ଯାଇନଥିବାରୁ ତେଜିଲା ରାଜନୀତି ।
ରାହାମା-ଖୋସାଲପୁର ସେତୁରେ ଉଜ୍ଜ୍ୱଳ ଆଲୋକୀକରଣ ପ୍ରକଳ୍ପର ଉଦ୍ଘାଟନ କରିବା ବେଳେ ବିଧାୟକ ହଟହଟା ହୋଇଛନ୍ତି ।
ବିଦେଶ ଗସ୍ତରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୱାର୍ଲ୍ଡ ଫୁଡ୍ ପ୍ରୋଗ୍ରାମ, WFP ପକ୍ଷରୁ ରୋମ୍ରେ ଆୟୋଜିତ କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ କରାଯାଇଥିଲା ।
ବିଜୟଶଙ୍କରଙ୍କ ନାଁରେ ପ୍ରେମିକା ସୋମାଲିକା ଦାସ ଜଗତସିଂହପୁର ଥାନାରେ ଏତଲା ଦେବା ପରେ ତାଙ୍କୁ ଘେରିଛନ୍ତି ବିରୋଧୀ ବିଜେପି ଓ କଂଗ୍ରେସ ।
ପ୍ରେମିକାଙ୍କ ଅଭିଯୋଗ ଆଧାରରେ ମାମଲା ରୁଜୁ, ପୋଲିସର ତଦନ୍ତ । ଅଭିଯୋଗ ଖଣ୍ଡନ କଲେ ତିର୍ତ୍ତୋଲ ବିଧାୟକ, ଘେରିଲେ ବିରୋଧୀ ।
ଆହୁରି ୬୦ ଦିନ ବାକି ଅଛି, ଭଲ ସମୟ ଦେଖି ବାହା ହେବାକୁ ତାଙ୍କୁ କହିଥିଲେ ବିଜୟଶଙ୍କର ।
ଇଟାଲି ଓ ଦୁବାଇ ଗସ୍ତରେ ଯିବେ ନବୀନ।
ଏହି ଯୋଜନାକୁ ବିରୋଧ କରି ଜନ୍ତରମନ୍ତରରେ ବିକ୍ଷୋଭ ପ୍ରଦର୍ଶନ କରିବ କଂଗ୍ରେସ।
ଶିକ୍ଷା ବ୍ୟବସ୍ଥାର ବିକଳ ଚିତ୍ରକୁ ନେଇ ନିରାଶ ଶିକ୍ଷାବିତ୍ । ରୂପାନ୍ତରୀକରଣ କାଯର୍ୟକ୍ରମରେ ଖୁବଶୀଘ୍ର ସୁଧାର ଆସିବ: ଗଣଶିକ୍ଷା ମନ୍ତ୍ରୀ
ବିପର୍ଯ୍ୟୟ ପରିଚାଳନା ନେଇ ରାଜ୍ୟସ୍ତରୀୟ ବୈଠକ ପରେ ଏଭଳି ପ୍ରତିକ୍ରିୟା ରଖିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ଭିଡିଓ କନଫରେନ୍ସିଂରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ହୋଇଥିଲା ଏହି ବୈଠକ ।
ଆହୁରି ୬୦ ଦିନ ବାକି ରହିଛି ବୋଲି କହିଲେ ବିଧାୟକ ବିଜୟ । ଆଜି ବିବାହ ପଞ୍ଜୀକରଣ ନେଇ ତାଙ୍କୁ କେହି କିଛି କହିନାହାନ୍ତି କହିଲେ ବିଜୟ ।
ବିରୋଧ ପ୍ରଦର୍ଶନ ବେଳେ କଂଗ୍ରେସ କର୍ମୀ ଗୋଟିଏ ସ୍କୁଟର ପୋଡି ଦେଇଥିବା ସହ ୩ଟି ସରକାରୀ ବସ୍ ଭଙ୍ଗାରୁଜା କରିଛନ୍ତି ।
କେବଳ ରବର୍ଟ ଭଦ୍ରା ନୁହଁ, ପୁରା ଗାନ୍ଧି ପରିବାର ହିଁ ରିଅଲ ଇଷ୍ଟେଟ କାରବାର ପ୍ରତି ମୋହଗ୍ରସ୍ତ ଥିଲା ବୋଲି କହି କଡ଼ା ସମାଲୋଚନା କରିଛନ୍ତି ସ୍ମୃତି ।
ବିଧାନସଭା ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି ବିକ୍ରମ କେଶରୀ ଆରୁଖ । ଗତ ୪ ତାରିଖରେ ଅସୁସ୍ଥତା ପାଇଁ ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ । ଏହା ପରେ ବାଚସ୍ପତି ନିର୍ବାଚନର ଆବଶ୍ୟକତା ପଡ଼ିଥିଲା । ଗତ ଶୁକ୍ରବାର ଦିନ ବିଧାୟକ ବିକ୍ରମ କେଶରୀ ଆରୁଖ ଏଥିପାଇଁ ନାମାଙ୍କନ ଦାଖଲ କରିଥିଲେ । ଯାହା ପରେ ଏବେ ବିକ୍ରମ କେଶରୀ ଆରୁଖ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି, ଦେଖନ୍ତୁ ସେହି ସମୟର କିଛି ଦୃଶ୍ୟ...
ବାଚନିକ ଭୋଟ ପରେ ନୂଆ ବାଚସ୍ପତିଙ୍କ ନାଁ ଘୋଷଣା କରାଯାଇଛି ।
ଆଜି ବାଚସ୍ପତି ନିର୍ବାଚନ । ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ଡକାଯାଇଥିବାର ସୂଚନା।
ନ୍ୟାସନାଲ ହେରାଲ୍ଡ ମାମଲାରେ ଇଡିର ସମନକୁ ନେଇ ତେଜିଲା ରାଜନୀତି । ରାଜନୀତି ନ କରି ରାହୁଲ ଇଡି ଆଗରେ ହାଜର ହୁଅନ୍ତୁ ବୋଲି ବର୍ଷିଲେ ସମ୍ବିତ ।
ଖବର ଯଦି ସତ, ତେବେ ଏହା ଚିନ୍ତାଜନକ
୨୪ ନିର୍ବାଚନ ପାଇଁ ହାତରେ ହାତରେ ଆଉ ମାତ୍ର ଦୁଇ ବର୍ଷ । ଜୁଲାଇ ୧୮ରେ ହେବ ରାଷ୍ଟ୍ରପତି ନିର୍ବାଚନ । ତେଣୁ ରାଷ୍ଟ୍ରପତି ନିର୍ବାଚନରେ ପରେ ବିଜେପି-ବିଜେଡି ମଧ୍ୟରେ ଲଢେଇ ଜୋରଦାର ହେବ ବୋଲି ଆଶା କରାଯାଉଛି ।
ଆଗକୁ ରାଷ୍ଟ୍ରପତି ନିର୍ବାଚନ ଥିବା ବେଳେ ପ୍ରାର୍ଥୀକୁ ନେଇ ରଣନୀତି ଆରମ୍ଭ ହୋଇଯାଇଛି
ବଲାଙ୍ଗିର ବିଧାୟକ କହିଛନ୍ତି, ନିରଂଜନ ଲଢୁନଥିଲେ, ନାଟକ କରୁଥିଲେ । ତେବେ ଏନେଇ ନିରଞ୍ଜନଙ୍କ ପ୍ରତିକ୍ରିୟା ମିଳିପାରିନି ।
ରାଜସ୍ଥାନରେ ତିନିଟି ଆସନରେ ବାଜି ମାରିଲା କଂଗ୍ରେସ । ବିଜେପି ଖାତାକୁ ଗଲା ଗୋଟିଏ ସିଟ୍ ।