ସୀତାରମଣ ଗୃହରେ ବିଶିଷ୍ଟ ଅର୍ଥନୀତିଜ୍ଞ ରଘୁରାମ ରାଜନଙ୍କ ମନ୍ତବ୍ୟକୁ ଗୃହରେ ପଢ଼ି ଶୁଣାଇଥିଲେ।
ଦରମା ୧ ଲକ୍ଷରୁ ୩ ଲକ୍ଷକୁ ବଢ଼ାଇବାକୁ ଦାବି । ପୂର୍ବତନ ବିଧାୟକ କହିଲେ ପେନ୍ସନ୍ ୫୦ହଜାର ଦିଅ ।
ବିଜେପି ଦେଇଥିବା ମୁଲତବି ପ୍ରସ୍ତାବ ଅଗ୍ରାହ୍ୟ ନେଇ ବାଚସ୍ପତିଙ୍କ ଘୋଷଣା ...ଗୃହରେ ଆଲୋଚନା ଦାବିରେ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ ...
ବାରମ୍ବାର ସମନ ସତ୍ତ୍ୱେ ହାଜର ହୋଇ ନଥିଲେ ଶିବସେନା ନେତା ସଂଜୟ ସଂଜୟ...ଦୁର୍ନୀତିରେ ଲିଙ୍କ୍ ନେଇ ସଂଜୟ ଓ ତାଙ୍କ ପତ୍ନୀଙ୍କୁ ଜେରା କରୁଛି ଇଡି....
ମହାରାଷ୍ଟ୍ରରେ ପାତ୍ରା ଚଲ୍ ସ୍କାମ୍ରେ ଶିବସେନା ସାଂସଦ ସଞ୍ଜୟ ରାଉତ ଅଟକ । ପଶ୍ଚିମବଙ୍ଗ ଓ ଓଡ଼ିଶାରେ ବି ଘାଣ୍ଟୁଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ । ବିରୋଧୀ ଶିବିରରେ ଛନକା, ଆଣିଲେ ଆକ୍ରୋଶ ଅଭିଯୋଗ ।
କ୍ଷମତା ଲୋଭୀ ହୋଇ ଏପରି କରାଯାଉଛି । ଇଡିକୁ ବ୍ୟବହାର କରି ଆକ୍ରୋଶମୂଳକ ରାଜନୀତି ହେଉଛି କହିଲା କଂଗ୍ରେସ ।
ଗୁରୁ କନସଲଟାଣ୍ଟସ ସଂସ୍ଥାର ୩ କୋଟି ୯୦ ଲକ୍ଷରୁ ଅଧିକ ଟଙ୍କାର ସମ୍ପତ୍ତି ଜବତ । ପ୍ରଭାତ କହିଲେ ଜମିଜମା ସଂପର୍କିତ ମାମଲା, କୋର୍ଟରେ ପ୍ରମାଣ କରିବି ।
ଜନମତ ସର୍ଭେ ଆକଳନରେ ଆସିଲା କିଛି ଏଭଳି ତଥ୍ୟ । ଏବେ ନିର୍ବାଚନ ହେଲେ NDAକୁ ମିଳିପାରେ ୩୬୧ ଆସନ ।
ମନ୍ତ୍ରୀଙ୍କ ଏହି ନିର୍ଦ୍ଦେଶ ପରେ ଡାକ୍ତର ରାଜ ବାହାଦୂର କିଛି ସମୟ ପାଇଁ ସେହି ଅପରିଷ୍କାର ଶଯ୍ୟା ଉପରେ ଶୋଇଥିଲେ ।
ଜୟନାରାୟଣ ମିଶ୍ର ହେଲେ ବିରୋଧୀ ଦଳ ନେତା। ଦାୟିତ୍ୱ ନେଉ ନେଉ କହିଲେ ଲକ୍ଷ୍ୟ କଂଗ୍ରେସ ମୁକ୍ତ ଭାରତ, ବିଜେଡି ମୁକ୍ତ ଓଡ଼ିଶା।
ମହାରାଷ୍ଟ୍ରର ରାଜ୍ୟପାଳଙ୍କ ବିବାଦୀୟ ବୟାନ । ଗୁଜରାଟୀ ଓ ରାଜସ୍ଥାନୀ ନ ରହିଲେ ମହାରାଷ୍ଟ୍ରରେ ଅର୍ଥର ଅଭାବ ହେବ । ମୁମ୍ବାଇ ଆଉ ଦେଶର ଆର୍ଥିକ ରାଜଧାନୀ ହୋଇ ରହିବନି ।
ପ୍ରଦୀପ୍ତ ନାଏକଙ୍କ ସ୍ଥାନ ନେଲେ ଜୟନାରାୟଣ ମିଶ୍ର । ପ୍ରଦୀପ୍ତ ନାଏକ ଦୀର୍ଘ ଦିନରୁ ଅସୁସ୍ଥ ଥାଇ ଚିକିତ୍ସାଧୀନ ଅଛନ୍ତି ।
ରାଷ୍ଟ୍ରପତି ନିର୍ବାଚନରେ ଓଡ଼ିଆ ଝିଅ ଦୌପ୍ରଦୀ ମୁର୍ମୁଙ୍କୁ ସମର୍ଥନ ଦେଇଥିଲେ ନବୀନ । ଦ୍ରୌପଦୀଙ୍କ ବିଜୟ ପରେ ରାଜ୍ୟବ୍ୟାପୀ ସେଲିବ୍ରେସନ କରିଥିଲା ବିଜେଡି । ମୁଖ୍ୟମନ୍ତ୍ରୀ ଗତକାଲି ଲେଖିଥିବା ଏ ମାଟିର କନ୍ୟା ଆର୍ଟକିଲ ଚର୍ଚ୍ଚା ସୃଷ୍ଟି କରିଥିବା ବେଳେ ନବୀନଙ୍କ ଅସଲ ଉଦ୍ଦେଶ୍ୟକୁ ନେଇ ଉଠିଛି ପ୍ରଶ୍ନ ।
ପାଟିରୁ ଏଭଳି ଶବ୍ଦ ଅଜାଣତରେ ଖସି ଯାଇଥିବାରୁ, ରାଷ୍ଟ୍ରପତି ତାଙ୍କୁ କ୍ଷମା ଦିଅନ୍ତୁ ବୋଲି ନିବେଦନ କରିଛନ୍ତି ଅଧୀର ରଞ୍ଜନ ।
ଡାଇମଣ୍ଡ ସିଟି ଫ୍ଲାଟରୁ ଅର୍ପିତାଙ୍କୁ ଗିରଫ କରାଯିବା ପରଠାରୁ ଏହି କାର ସବୁ ଉଭାନ୍ ହୋଇଯାଇଛି । ଏବେ ସିସିଟିଭି ଫୁଟେଜ ଆଧାରରେ କାରଗୁଡ଼ିକୁ ଖୋଜିବା ପାଇଁ ଉଦ୍ୟମ ଚାଲିଛି ।
ରତ୍ନଭଣ୍ଡାର ସୁରକ୍ଷାକୁ ନେଇ ଉଦ୍ବେଗ ପ୍ରକାଶ...
ରାଷ୍ଟ୍ରପତିଙ୍କ ପ୍ରତି ବିବାଦୀୟ ମନ୍ତବ୍ୟ ନେଇ ତୀବ୍ର ସମାଲୋଚିତ ହେବା ପରେ ସଫେଇ ଦେଇଛନ୍ତି ଅଧିର ରଞ୍ଜନ।
ସଂସଦର ଉଭୟ ଗୃହରୁ ୨ ଡଜନ୍ ସାଂସଦ ସସପେଣ୍ଡ୍ । ଗୃହରେ ବିଶୃଙ୍ଖଳିତ ଆଚରଣ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।
ଦେଶର ସର୍ବପ୍ରଥମ ମହିଳା ଆଦିବାସୀ ରାଷ୍ଟ୍ରପତିଙ୍କ ପ୍ରତି ଅପମାନସୂଚନକ ଟିପ୍ପଣୀ ପ୍ରତିବାଦରେ ସଂସଦର ଉଭୟ ଗୃହରେ ବିଜେପି ସଦସ୍ୟଙ୍କ ହଟ୍ଟଗୋଳ।
ଗୃହରେ ବିଶୃଙ୍ଖଳା ଆଚରଣ ଅଭିଯୋଗରେ ଆଜି ପୁଣି ଆଉ ୩ ଜଣ ସାଂସଦଙ୍କୁ ରାଜସ୍ୟଭାରୁ ନିଲମ୍ବିତ କରାଯାଇଛି...
କଂଗ୍ରେସ ସାଂସଦ ଅଧୀର ରଞ୍ଜନଙ୍କ ମନ୍ତବ୍ୟକୁ ନେଇ ବିଜେପିର ପ୍ରତିବାଦ...
ଗୃହରେ ମୁଖ୍ୟମନ୍ତ୍ରୀଙ୍କ ଅନୁପସ୍ଥିତିରେ ଏହାର ଜବାବ ରଖି ଅର୍ଥମନ୍ତ୍ରୀ କହିଛନ୍ତି, ବିରୋଧୀ ଆଣିଥିବା ଅଭିଯୋଗ ଭିତ୍ତିହୀନ।
ସଂସଦର ମୌସୁମୀ ଅଧିବେଶନରେ ଜୋରଦାର ହଙ୍ଗାମା। ଦରଦାମ ବୃଦ୍ଧି, ଜିଏସ୍ଟି ଏବଂ ତଦନ୍ତ ଅଧିକାରୀଙ୍କ କାର୍ଯ୍ୟାନୁଷ୍ଠାନକୁ ନେଇ ବିରୋଧୀଙ୍କ ହଙ୍ଗାମା ଜାରି ରହିଛି।
କଂଗ୍ରେସର ନେତାମାନେ ପୂର୍ବରୁ ଅନେକ ଥର ବିଭିନ୍ନ ଜେରାର ସାମ୍ନା କରିଛନ୍ତି। ଅନେକ ମଧ୍ୟ ଗିରଫ ହୋଇଛନ୍ତି। ହେଲେ ଦଳ ସେଭଳି କିଛି ଆଖିଦୃଶିଆ ପଦକ୍ଷେପ ନେଇନି। ହେଲେ ଆଜି ଯେତେବେଳେ ସୋନିଆ ଓ ରାହୁଲଙ୍କ ବେଳ ପଡିଛି ଦଳ କାହିଁକି ଜୋରଦାର ବିରୋଧ କରୁଛି? ଏହା ପଛରେ ରହିଛି କି ଗିରଫଦାରୀ ଭୟ?