କାହାକୁ ମିଳିଲା କେଉଁ ବିଭାଗ ?
କ୍ୟାବିନେଟ୍ ମନ୍ତ୍ରୀ ଭାବରେ ନିରଞ୍ଜନ ପୂଜାରୀ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ପ୍ରମିଳା ମଲ୍ଲିକ, ଉଷା ଦେବୀ, ପ୍ରଫୁଲ୍ଲ ମଲ୍ଲିକ, ପ୍ରତାପ କେଶରୀ ଦେବ, ଜଗନ୍ନାଥ ସାରକା, ଅତନୁ ସବ୍ୟସାଚୀ ନାୟକ, ପ୍ରଦୀପ କୁମାର ଅମାତ, ନବକିଶୋର ଦାଶ, ଅଶୋକ ଚନ୍ଦ୍ର ପଣ୍ଡା, ଟୁକୁନି ସାହୁ ଓ ରାଜେନ୍ଦ୍ର ଢୋଲକିଆ ରହିଛନ୍ତି
ଆଜି ନବୀନଙ୍କ ନୂଆ ଟିମ୍ ଶପଥ ଗ୍ରହଣ କରିଛନ୍ତି। ମୋଟ୍ ୨୧ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କୁ କ୍ୟାବିନେଟ୍ ଓ ୮ ଜଣଙ୍କୁ ସ୍ୱାଧୀନ ରାଷ୍ଟ୍ର ମନ୍ତ୍ରୀ ଭାବେ ଦାୟିତ୍ୱ ମିଳିଛି।
ଆଜି ନବୀନଙ୍କ ନୂଆ ଟିମ୍ ଶପଥ ଗ୍ରହଣ କରିଛନ୍ତି। ପୁରା ମନ୍ତ୍ରିମଣ୍ଡଳର ନବକଳେବର ହୋଇଛି। ଆଜି ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ପାଇଁ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।
ଶପଥ ନେଲେ ନବୀନଙ୍କ ନୂଆ ଟିମ୍। ଲୋକସେବା କନ୍ଭେନସନ ହଲରେ ନୂଆ
ମୁଖ୍ୟମନ୍ତ୍ରୀ ଏମାନଙ୍କ ଉପରେ ଆସ୍ଥାରଖି ମନ୍ତ୍ରିମଣ୍ଡଳରେ ପୁଣି ସ୍ଥାନ ଦେଇପାରନ୍ତି ।
୨୧ ମନ୍ତ୍ରୀଙ୍କ ମଧ୍ୟରୁ ୧୩ଜଣଙ୍କୁ କ୍ୟାବିନେଟ୍ ଓ ୮ଜଣଙ୍କୁ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ମିଳିପାରେ।
ବିଧାୟକଙ୍କ ପାଖକୁ ଗଲା ନବୀନ ନିବାସରୁ ଫୋନ୍ କଲ୍
ଦଳର ଏଭଳି ନୈରାଶ୍ୟଜନକ ପ୍ରଦର୍ଶନକୁ ନେଇ ବିଜେପି ନେତା ପ୍ରଦୀପ ପୁରୋହିତ ଆହୁରି କହିଛନ୍ତି, ବ୍ରଜରାଜନଗରରେ କଂଗ୍ରେସ ପ୍ରାର୍ଥୀଙ୍କୁ ଅର୍ଥବଳରେ ବିଜେଡି କିଣିଛି ।
ମନ୍ତ୍ରିମଣ୍ଡଳର ସ୍ଥାନ କିଏ ପାଇବେ ଏହାର କାଉଣ୍ଟଡାଉନ୍ ଆରମ୍ଭ
ସୁପ୍ରିମକୋର୍ଟଙ୍କ ରାୟ ପରେ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା
ମନ୍ତ୍ରିମଣ୍ଡଳ ନବକଳେବର ପୂର୍ବରୁ ୨୨ ବର୍ଷ ଶାସନରେ ପ୍ରଥମ ଥର ପାଇଁ ଇସ୍ତଫା ଦେଲେ ସବୁ ମନ୍ତ୍ରୀ, କାଲି ଲୋକସେବା ଭବନ କନ୍ଭେନ୍ସଲନ୍ ହଲ୍ରେ ଦିନ ୧୧ଟା ୪୫ରେ ନୂଆ ଟିମ୍ର ଶପଥଗ୍ରହଣ ।
ପାଓ୍ୱାର କରିଡରରେ ବଡ଼ ହଲ୍ଚଲ୍ ମନ୍ତ୍ରିମଣ୍ଡଳ । ନବକଳେବରର ମାର୍ଗ ପ୍ରଶସ୍ତ କରିବା ପାଇଁ ବଡ଼ ମାଷ୍ଟର ଷ୍ଟ୍ରୋକ୍ ଖେଳିଛନ୍ତି ନବୀନ । ୨୨ ବର୍ଷର ଶାସନକାଳରେ ପ୍ରଥମଥର ପାଇଁ ସବୁ ମନ୍ତ୍ରୀଙ୍କ ଇସ୍ତଫା ଦିଆଇଛନ୍ତି ମୁଖ୍ୟମନ୍ତ୍ରୀ । ଏପରିକି ବାଚସ୍ପତି ମଧ୍ୟ ନିଜ ପଦରୁ ଇସ୍ତଫା ଦେଇଛନ୍ତି ।
ହାଇକୋର୍ଟରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ନେଇ ହାଇକୋର୍ଟରେ ମାମଲା ଚାଲୁଥିବା ବେଳେ ସୁପ୍ରିମକୋର୍ଟ କାହିଁକି ଗଲେ ଆବେଦନକାରୀ: ଷଡ଼ଯନ୍ତ୍ରର ଗନ୍ଧ ବାରିଲେ ଅପରାଜିତା
ଦଳର ଏଭଳି ନୈରାଶ୍ୟଜନକ ପ୍ରଦର୍ଶନକୁ ନେଇ ବିଜେପି ନେତା ପ୍ରଦୀପ ପୁରୋହିତ ଆହୁରି କହିଛନ୍ତି, ବ୍ରଜରାଜନଗରରେ କଂଗ୍ରେସ ପ୍ରାର୍ଥୀଙ୍କୁ ଅର୍ଥବଳରେ ବିଜେଡି କିଣିଛି ।
ହେଡକ୍ୱାଟର୍ସ ନଛାଡିବାକୁ ନିର୍ଦ୍ଦେଶ ଦିଆଯାଇଛି।
ମାମଲା ହାଇକୋର୍ଟରେ ଥିବା ବେଳେ ସୁପ୍ରିମକୋର୍ଟ ଯିବା କିଛି କାରଣ ନଥିଲା । ଏନେଇ କିଛି ସ୍ପଷ୍ଟତା ଆସିନି, ଏସବୁର ସ୍ପଷ୍ଟ କରାଯିବା ଦରକାର ବୋଲି ସେ କହିଛନ୍ତି ।
ବ୍ରଜରାଜନଗର ଉପନିର୍ବାଚନରେ ବିଜେପିର ଶୋଚନୀୟ ପରାଜୟକୁ ନେଇ ବରିଷ୍ଠ ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ସାଂଘାତିକ ଅଭିଯୋଗ କରିଛନ୍ତି। ଏଭଳି ପରାଜୟ ପଛରେ ନିଜ ଦଳର ଆତ୍ମଘାତୀ କାର୍ଯ୍ୟ ଥାଇପାରେ ବୋଲି ସେ ଅଭିଯୋଗ କରିଛନ୍ତି।
ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀଙ୍କୁ ୯ ଘଣ୍ଟାର ଜେରା ପରେ ଛାଡ଼ିଲା ED। ଅର୍ଥତତ୍ତ୍ୱ ଚିଟଫଣ୍ଡ୍ ଲିଙ୍କ୍ରେ ତାଙ୍କୁ ହାଜର ପାଇଁ ED ପକ୍ଷରୁ ନୋଟିସ୍ ହୋଇଥିଲା।
ବ୍ରଜରାଜନଗର ଉପ ନିର୍ବାଚନରେ ବିଜେଡିର ବଡ଼ ବିଜୟ ପରେ ଚାଲିଛି ସେଲିବ୍ରେସନ୍। ଜିନ୍ଦାବାଦ ଧ୍ୱନୀରେ ପ୍ରକମ୍ପିତ ହେଉଛି ସାରା ପରିବେଶ। ଝାରୁସୁଗୁଡାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ସବୁଠି ବିଜେଡିରେ ଉତ୍ସାହ। ବ୍ରଜରାଜନଗର ଉପନିର୍ବାଚନରେ ବିଜେଡିର ହୋଇଛି ବାଜିମାତ।
ସାଇକେଲ୍କୁ ନେଇ ସରକାରୀସ୍ତରରେ ଉଠିଛି ସଚେତନତା ବାର୍ତ୍ତା। ତେବେ ଏହା କେବଳ ପ୍ରଚାର ପାଇଁ ନା ସାଇକେଲ୍ର ଲୋକପ୍ରିୟତା ଫେରାଇ ଆଣିବାକୁ ପ୍ରୟାସ ତାକୁ ନେଇ ଉଠିଛି ପ୍ରଶ୍ନ। କାରଣ ‘ମୋ ସାଇକେଲ୍’ ଯୋଜନା ଫେଲ୍ ମାରିଛି।
ବ୍ରଜରାଜନଗର ଉପ ନିର୍ବାଚନରେ ବିଜେଡିର ହୋଇଛି ବଡ଼ ବିଜୟ। ଜିନ୍ଦାବାଦ ଧ୍ୱନୀରେ ପ୍ରକମ୍ପିତ ହେଉଛି ସାରା ପରିବେଶ। ଝାରସୁଗୁଡାରୁ ଭୁବନେଶ୍ୱର ପର୍ଯ୍ୟନ୍ତ ସବୁଠି ବିଜେଡିରେ ଉତ୍ସାହ।
କଂଗ୍ରେସ ପ୍ରାର୍ଥୀ କିଶୋର ପଟେଲଙ୍କୁ ହରାଇ ବାଜି ମାରିଛନ୍ତି ବିଜେଡି ପ୍ରାର୍ଥୀ ଅଳକା ମହାନ୍ତି ।
ଅର୍ଥତତ୍ତ୍ୱ ଚିଟଫଣ୍ଡ୍ ଲିଙ୍କ୍ରେ ଇଡ଼ିରେ ହାଜର ହୋଇଛନ୍ତି ପୂର୍ବତନ ବିଧାୟକ ପ୍ରଭାତ ତ୍ରିପାଠୀ ।
ବ୍ରଜରାଜନଗରରେ କାହା ହାତକୁ ଯିବ କ୍ଷମତା ? କିଏ ମାରିବେ ବାଜି ? ଲୋକଙ୍କ ଆସ୍ଥା ଜିତିବାରେ କିଏ ହୋଇଛି ସଫଳ ? ରାଜ୍ୟର ଏହି ଚର୍ଚ୍ଚିତ ଓ ହଟ୍ ସିଟ୍ରେ ହୋଇଥିବା ଉପନିର୍ବାଚନର ଭୋଟ୍ ଗଣତି ଜାରି ରହିଛି।