• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Cuttack Mayor Subhash Singh
କଟକ ମେୟରଙ୍କ ବିବାଦୀୟ ବୟାନ- କାମ ନକଲେ ମାଲକାନଗିରି ପଳାଅ...ବିରୋଧ କଲା କଂଗ୍ରେସ

କଟକ ମେୟର ସୁବାସ ସିଂହଙ୍କୁ ଚାରିଆଡ଼େ ବିରୋଧ କରାଯାଉଛି। ନିକଟରେ ସୁବାସ ସିଂହ ଏମିତି ଏକ ବୟାନ ଦେଇଥିଲେ, ଯାହାକୁ ନେଇ ବିବାଦ ସୃଷ୍ଟି ହୋଇଛି। 

Subhasini
ସୁବାସିନୀ ! ଯାହାଙ୍କ ବିଷୟରେ ଜାଣିଲେ ଆପଣ ବି କହିବେ ଆମର ବି ଏମିତି ନେତା ଦରକାର

ରାସ୍ତାରେ ଯାଉଥିବା ଲୋକଙ୍କଠାରୁ ଆରମ୍ଭ କରି ଗାଁର ମହିଳାଙ୍କ ସହ ମଧ୍ୟ ଭଲ ମନ୍ଦ ସୁବିଧା ଅସୁବିଧା ନେଇ ସବୁ ଆଲୋଚନାକ କରନ୍ତି । ଏବେ ଆପଣଙ୍କ ମନରେ ପ୍ରଶ୍ନ ଆସୁଥିବ, ମହିଳା ଜଣକ କିଏ ? କେଉଁ ନେତା ?

Sambit Patra
ଥମୁନି ବିବାଦ, ଆହୁରି ତେଜିବ ! ସମ୍ବିତ ପାତ୍ରଙ୍କୁ ପାଲଟା ଜବାବ ଦେଲା ବିଜେଡି

ସେବାୟତମାନେ ଜମି ଦେଇଛନ୍ତି, ସେମାନେ କେବେ ବି ସମ୍ବିତଙ୍କୁ କ୍ଷମା କରିବେ ନାହିଁ । ସମ୍ବିତଙ୍କୁ ନିୟମିତ ଭାବେ ମିଥ୍ୟା ଓ ବିଭ୍ରାନ୍ତିକର ମନ୍ତବ୍ୟ ପାଇଁ କ୍ଷମା କରିବେ ନାହିଁ ।

bjd
ବିଜୁ ଜନତା ଦଳରେ ନାହାନ୍ତି ତଥାଗତ ଶତପଥୀ : ନିଜେ କହିଲେ ପୂର୍ବତନ ସାଂସଦ

ବିଜେଡିରେ ନଥିବା କଥା ନିଜେ କହିଛନ୍ତି ଢେଙ୍କାନାଳର ପୂର୍ବତନ ସାଂସଦ ତଥାଗତ ଶତପଥୀ ।

Aparajita Sarangi
‘କାହିଁକି ଡରୁଛନ୍ତି ରାଜ୍ୟ ସରକାର ? ରାତି ଅଧିଆ GPRS କାହିଁକି ?’

ଶ୍ରୀମନ୍ଦିର ଚାରିପଟେ କଣ ହେଉଛି ତାହା ପ୍ରଥମେ ପୁରୀ ସାଂସଦଙ୍କୁ ଜଣାନ୍ତୁ ସରକାର, ଏହାପରେ ଅନ୍ୟ ମାନଙ୍କୁ ଜଣାଇବେ ବୋଲି କହିଛନ୍ତି ଭୁବନେଶ୍ୱର ସାଂସଦ ।

Sambit patra
ସାଂସଦ ପିନାକୀଙ୍କୁ ସମ୍ବିତଙ୍କ କାଉଣ୍ଟର ଆଟାକ୍‌ ! କହିଲେ କିଏ ଢ଼ୋଙ୍ଗୀ ? ରାତି ଅଧରେ ଏବେ କ’ଣ ଚାଲିଛି ?

ସାଂସଦ ପିନାକୀ ମିଶ୍ର ଓଡ଼ିଶାବାସୀଙ୍କୁ ମିସ୍‌ଲିଡ୍‌ କରୁଛନ୍ତି । ଆମେ ଢ଼ୋଙ୍ଗୀ ନା ଆପଣ ଢ଼ୋଙ୍ଗୀ ? ଶ୍ରୀମନ୍ଦିର ଚାରିପଟେ ଏବେ GPRS କରାଯାଉଛି । ଗତ ଦୁଇ ଦିନ ହେବ GPRS କାମ ଚାଲିଛି ।

 Mahanadi Water Issue
ମହାନଦୀ ଜଳ ବିବାଦ: ଦିନେ ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇ ଥିଲେ, ଏବେ କୁଆଡ଼େ ଗଲେ ବିଜେଡି ନେତା ?

ମହାନଦୀ ସମସ୍ୟାର ସମାଧାନ ହୋଇନଥିଲେ ବି ଏବେ କୁଆଡ଼େ ଗଲେ ବିଜେଡି ନେତାମାନେ ବୋଲି ବରିଷ୍ଠ ବିଜେପି ନେତା ପ୍ରଦୀପ ପୁରୋହିତ ପ୍ରଶ୍ନ କରିଛନ୍ତି। ୨୦୧୯ ନିର୍ବାଚନ ପୂର୍ବରୁ ଏ ପ୍ରସଙ୍ଗକୁ ନେଇ ବିଜେଡି ଅନେକ ତୁମ୍ଭି ତୋଫାନ କରିଥିଲା। 

OBC Reservation
ଓବିସି ସଂରକ୍ଷଣକୁ ନେଇ ରାଜ୍ୟ ସରକାରଙ୍କୁ ନିନ୍ଦା କଲେ ବିରୋଧି

ସୁପ୍ରିମକୋର୍ଟ ମଧ୍ୟପ୍ରଦେଶର ଓବିସିଙ୍କୁ ସଂରକ୍ଷଣ ଅନୁମତି ଦେବା ପରେ ଓଡ଼ିଶା ସରକାର କୋର୍ଟକୁ ଯିବେ କି ନାହିଁ ସ୍ପଷ୍ଟ କରନ୍ତୁ ବୋଲି ବିଜେପି ଦାବି କରିଛି । କେବଳ ବିଜେପି ନୁହେଁ, କଂଗ୍ରେସ ମଧ୍ୟ ଓଡ଼ିଶା ସରକାରଙ୍କ ଆଭିମୁଖ୍ୟକୁ ସମାଲୋଚନା କରିଛି ।

anubhav
ରାଜନୈତିକ କ୍ୟାରିୟର ପାଇଁ କାଳ ହେବାକୁ ଯାଉଛି କି ପତ୍ନୀ ବର୍ଷାଙ୍କ ସହ ସାଂସଦ ଅନୁଭବଙ୍କ ବିବାଦ ?

ଭିଡିଓରେ ଖୋଦ୍ ଅନୁଭବଙ୍କ ଶଙ୍କାକୁ ସାବ୍ୟସ୍ତ କରିବା ପରେ ଦେବାଶିଷଙ୍କ ପ୍ରତିକ୍ରିୟାକୁ ନେଇ ଚର୍ଚ୍ଚା । ଏପଟେ ବର୍ଷା ଫ୍ୟାନ୍ କ୍ଲବ୍ କହିଲା ମିଛ କାନ୍ଦ, ମହାଡ୍ରାମା ।

BJD Leader Debasish Samantaray Reaction Over MP Anubhav Mohanty's Video
ଅନୁଭବଙ୍କ ଭିଡିଓକୁ ନେଇ ବିଜେଡିର ପ୍ରତିକ୍ରିୟା, ସାଂସଦ ଭାବେ ତାଙ୍କ ଭୂମିକା କ’ଣ ସେ କଥା କହିନାହାଁନ୍ତି

ଗତ ୧୮ ତାରିଖରେ ତାଙ୍କରି ନାଁରେ ଥିବା ଏକ ଫେସବୁକ ପେଜରେ ସାଂସଦ ଅନୁଭବ ମହାନ୍ତି ଏହି ଲମ୍ବା ଭିଡିଓଟି ଛାଡ଼ିଥିଲେ। ଯାହାର ଅବଧି ଥିଲା ଅଧଘଣ୍ଟାରୁ ଅଧିକ ସମୟ। ଏହାକୁ ନେଇ ଗତକାଲି ଦିନ ସାରା ନାନା ମହଲରେ ପ୍ରବଳ ଚର୍ଚ୍ଚା ହୋଇଥିଲା।

 Chief Electoral Officer, Sushil Kumar Lohani
ବ୍ରଜରାଜନଗରରେ ୨୭୯ ବୁଥ୍‌ : ଚାକିରିଆ ଭୋଟରଙ୍କ ପାଇଁ ୩ ଦିନ ଛୁଟି ବ୍ୟବସ୍ଥା

ବ୍ରଜରାଜନଗରରେ ୩ ଜଣ ପ୍ରାର୍ଥୀ ଓହରିବା ପରେ ଏବେ ୧୧ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି

anubhav
ଭିଡିଓ ପୋଷ୍ଟ କରି ମନର ଦୁଃଖ ଓ ହତାଶା ଭାବକୁ ଜାହିର କଲେ କି ଅନୁଭବ !

ଅନୁଭବଙ୍କ ଏ ଭିଡିଓ ପୋଷ୍ଟ ନେଇ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ପ୍ରତିକ୍ରିୟା କଣ ଜାଣିବାକୁ ଚେଷ୍ଟା କରିଥିଲେ ବି ତାହା ସମ୍ଭବ ହୋଇପାରିନଥିଲା ।

Minister Jyoti Prakash Panigrahi
ପର୍ଯ୍ୟଟନ ମନ୍ତ୍ରୀ ସଫା କଲେ ସ୍କୁଲ ଟଏଲେଟ୍

ଗତ ୬ ମାସ ତଳେ ଏହି ସ୍କୁଲଟିକୁ ମଡେଲ ସ୍କୁଲ ଭାବେ ନୂଆ କରି ତିଆରି ହୋଇଥିଲା l

Aparajita Sarangi
ପ୍ରାଚୀ ନଦୀର ପୁନରୁଦ୍ଧାର ପାଇଁ କେନ୍ଦ୍ର ଜଳଶକ୍ତି ମନ୍ତ୍ରୀଙ୍କୁ ଭେଟିଲେ ଅପରାଜିତା

୭୮ କିଲୋମିଟର ଦୀର୍ଘ ପ୍ରାଚୀ ନଦୀ, ଖୋର୍ଦ୍ଧା-କଟକ-ପୁରୀ ଜିଲ୍ଲାର ୬ଟି ବ୍ଲକ ବାଲିଅନ୍ତା, ବାରଙ୍ଗ, କଣ୍ଟାପଡା, ନିଆଳି, କାକଟପୁର ଏବଂ ଅସ୍ତରଙ୍ଗ ଦେଇ ଯାଇଛି ।

Tara Tarini shakti peeth
ନୂଆ ରୂପରେ ଗଞ୍ଜାମ ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ଆଦି ଶକ୍ତିକ୍ଷେତ୍ର ମା’ ତାରାତାରିଣୀଙ୍କ ପୀଠ

ବିଜେପି କହିଛି ମନ୍ଦିର ବିକାଶ ନାଁରେ ଡ୍ରାମା ଓ ରାଜନୀତି କରିବା ଠିକ୍ ନୁହେଁ ବିଜେଡି ତାର ଜବାବ୍ ରଖିଛି ।

chief secretary suresh mohapatra
୩୨ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର, ଭୁବନେଶ୍ୱରରେ ହେବ ବ୍ୟାରେଜ୍ ନିର୍ମାଣ

ରାଜ୍ୟ କ୍ୟାବିନେଟରେ ମିଶନ ଶକ୍ତି ପାଇଁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି କ୍ରମେ ମିଶନ ଶକ୍ତି ମହିଳାଙ୍କ ପାଇଁ ୫ ବର୍ଷରେ ୪,୯୭୩ କୋଟି ଟଙ୍କା ଖର୍ଚ୍ଚ ହେବ ।

Srimandir Corridor Project
ଭଙ୍ଗା ସିଂହ ମୂର୍ତ୍ତି ସେମିତି ପଡ଼ିଥିବ ନା ସଂରକ୍ଷଣ ପାଇଁ ASI ହେପାଜତକୁ ନେବ?

ପୁରୀ ଏମାର୍‌ ମଠ ପରିସରରେ ଖୋଳାପୋତାରେ ଲୋଟୁଥିବା ଭଙ୍ଗା ଐତିହ୍ୟ ସିଂହର ଭବିଷ୍ୟତ କଣ? ତାହା ଏବେ ବି ଅସ୍ପଷ୍ଟ ଥିବାବେଳେ ଗତକାଲି ଏଏସ୍‌ଆଇ ଅଧିକାରୀ ଏହାକୁ ଗଙ୍ଗବଂଶ ରାଜତ୍ୱ ସମୟର ବୋଲି କହିବା ପରଠୁ ସୃଷ୍ଟି ହୋଇଛି ଆଲୋଡ଼ନ ।

Tara Tarini shakti peeth
ବିରୋଧିଙ୍କ ଟାର୍ଗେଟ୍‌ 'ଭୋଟ ପାଇଁ ବିଜେଡି କରୁଛି ମନ୍ଦିର ରାଜନୀତି'

ଭବ୍ୟ ଦିବ୍ୟ ସୁନ୍ଦର ତାରାତାରିଣୀ ପୀଠର ନବକଳେବରରେ ଉତ୍ସବମୁଖର । ରୂଷିକୂଲ୍ୟା ନଦୀ ତଟ କୁମାରୀ ପାହାଡ଼ର ସର୍ବୋଚ୍ଚ ଶିଖରରେ ମାଙ୍କ ମନ୍ଦିର । ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ଉପସ୍ଥିତିରେ ପୂଜାର୍ଚ୍ଚନା ହୋଇଛି । କଳିଙ୍ଗ ସ୍ଥାପତ୍ୟ ଶୈଳୀରେ ନବନିର୍ମିତ ମନ୍ଦିରର ଲୋକାର୍ପଣ କରାଯାଇଛି । ସାରା ରାଜ୍ୟରେ ମନ୍ଦିର ବିକାଶକୁ ରାଜ୍ୟ ସରକାର ଫୋକସ କରିଥିବାବେଳେ ଏହାକୁ ନେଇ ତେଜିଛି ରାଜନୀତି ।

Pinaki Misra
ପ୍ରରିକ୍ରମା ପ୍ରକଳ୍ପ ନେଇ ପୁଣି ଯୁକ୍ତି ବାଢ଼ିଲେ ପୁରୀ ସାଂସଦ, କହିଲେ GPRS କରାଯାଇଛି

ସେ ଟ୍ୱିଟ୍‌ କରି କହିଛନ୍ତି ଯେ, GPRS କରାଯାଇଛି, ଏ ସଂପର୍କିତ କାଗଜାତ ପ୍ରଦର୍ଶନ ହେବ । ବିନା GPRSରେ ଖନନ କରାଯାଇଥିବା ଅଭିଯୋଗ ଭିତ୍ତିହୀନ ।

‘Truth cannot stay hidden for long. If govt fails to protect the heritage of Odisha’
ସତ କେବେ ଲୁଚି ରହେ ନାହିଁ, ଆଜି ନ ହେଲେ କାଲି ପ୍ରକାଶିତ ହେବ: ସମ୍ୱିତ ପାତ୍ର

ଏମାର ମଠରୁ ସିଂହ ମୂର୍ତ୍ତି ବାହାରିବା ଘଟଣାରେ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍ କଲେ ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର...

ADR
୮୨ ଜଣ ଦାଗୀ ନେତାଙ୍କ ମଧ୍ୟରୁ ୬୬ ଜଣ ବିଜେଡିର

ଅପରାଧିକ ମାମଲା ଥିବା ବ୍ୟକ୍ତି, କୋଟିପତି ଓ ଦଶମ ପାସ୍ କରନିଥିବା ନେତା ହୋଇଛନ୍ତ ଜିଲ୍ଲା ପରିଷଦ ସଭ୍ୟ ।

ADR
୮୨ ଜିଲ୍ଲାପରିଷଦ ସଦସ୍ୟଙ୍କ ନାଁରେ ଅପରାଧିକ ମାମଲା, ଦଶମ ପାସ୍ କରିନାହାଁନ୍ତି ୧୩୬ ଜଣ

ବିଜେଡିର ସର୍ବାଧିକ ୯୦ ଜଣ ଥିବାବେଳେ ବାଲେଶ୍ୱର ଜିଲ୍ଲାର ରେବତି ନାୟକଙ୍କ ସର୍ବାଧିକ ୧୮ କୋଟି ଟଙ୍କାର ସଂପତ୍ତି ରହିଛି ।

Brajrajnagar by-election
ଜମୁଛି ବ୍ରଜରାଜନଗର ଫାଇଟ୍, ମୈଦାନରେ ତିନି ପ୍ରମୁଖ ଦଳର ହାଇଭୋଲଟେଜ୍ କ୍ୟାମ୍ପେନ୍

ବ୍ରଜରାଜନଗର ଉପନିର୍ବାଚନ ପାଇଁ ଜମୁଛି ପ୍ରଚାର, ଘରକୁ ଘର ଯାଇ ପ୍ରଚାର କରୁଛନ୍ତି ତିନି ପ୍ରମୁଖ ଦଳର ନେତା । ବିଜେପି-କଂଗ୍ରେସ-ବିଜେଡି ମଧ୍ୟରେ ହେବ କଡ଼ା ମୁକାବିଲା । ତେବେ ଆଜି ପ୍ରକାଶ ପାଇବ ଚୂଡାନ୍ତ ପ୍ରାର୍ଥୀ ତାଲିକା ।

Odisha Congress
କଂଗ୍ରେସ ପାଇଁ ସଞ୍ଜିବନୀ ହେବ କି ଚିନ୍ତନ ଶିବିର ମନ୍ତ୍ର

ରାଜ୍ୟ କଂଗ୍ରେସ ପାଇଁ ସଞ୍ଜିବନୀ ହେବକି ଉଦୟପୁର ଚିନ୍ତନ ବୈଠକରୁ ମିଳିଥିବା ମନ୍ତ୍ର ? ଲୁପ୍ତପ୍ରାୟ ସ୍ଥିତିରୁ ବଳ ଗୋଟାଇ ଆଗକୁ ବଢିବ କି ଦଳ ? ଏକ ପରିବାର ଏକ ଟିକଟ, ଯୁବ ନେତାଙ୍କୁ ପ୍ରାଧାନ୍ୟ ଓ ଏକଜୁଟ୍ ହୋଇ ଲଢିବା ଲାଗି ନିଆ ଯାଇଥିବା ସଂକଳ୍ପକୁ ସମ୍ମାନ ଦେବେ କି ରାଜ୍ୟର ନେତା ?

aparajita sarangi
ପରିକ୍ରମା ପ୍ରକଳ୍ପ ସ୍ଥିତି ଖୁବ୍ ଜଟିଳ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଘନଉଥିବା ବେଳେ ଜଣେ ପ୍ରଶାସନିକ ଅଧିକାରୀ ତିନି ତିନିଟି ଗୁରୁତ୍ୱପୂର୍ଣ୍ଣ ପଦରେ ରହିବାକୁ ନେଇ ପ୍ରଶ୍ନ । ଆଇଏଏସ୍ ଅଫିସର୍ ବୀର ବିକ୍ରମ ଯାଦବ ପୂର୍ତ୍ତ ସଚିବ ସହ ଓବିସିସିର ଅଧ୍ୟକ୍ଷ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ମଧ୍ୟ ଦାୟିତ୍ୱ ତୁଲାଉଛନ୍ତି, ଯାହାକୁ ନେଇ କଡ଼ା ଆପତ୍ତି ଜଣାଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ।