ଦୀର୍ଘ ଛଅବର୍ଷ ପରେ ରାଜ୍ୟରେ ହେବକି ଛାତ୍ର ସଂସଦ ନିର୍ବାଚନ? ଏ ବାବଦରେ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି କି ରାଜ୍ୟ ସରକାର? ଉଚ୍ଚ ଶିକ୍ଷାମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜଙ୍କ ବୟାନକୁ ନେଇ ବଢ଼ିଛି ଆଶା।
ଇସ୍ତଫା ଚର୍ଚ୍ଚା ଭିତରେ ପିସିସି ସଭାପତିଙ୍କୁ ଦଳ ଭିତରୁ ବଢୁଛି ବିରୋଧ । ମୁହଁ ଖୋଲି ଚର୍ଚ୍ଚାକୁ ଖଣ୍ଡନ କି ସ୍ବୀକାର କଲେନି ପିସିସି ସଭାପତି ।
କଣ୍ଟାବାଞ୍ଜି AAE ଏନ.ପ୍ରସନ୍ନ କୁମାରଙ୍କୁ ବିନା ଥଇଥାନରେ କେମିତି ଉଛେଦ କରୁଛନ୍ତି ବୋଲି ପ୍ରଶ୍ନ କରିବା ସହ ଅଧିକାରୀଙ୍କୁ ତାଗିଦ୍ କରିଛନ୍ତି ବିଧାୟକ ଲକ୍ଷ୍ମଣ ବାଗ୍।
ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନର ଯଥାର୍ଥତା ରହିଛି । ଏନେଇ ବିଚାର ବିମର୍ଶ ଚାଲିଛି । ହେଲେ ଏବେଠୁ କିଛି କହି ହେବନି, ଯାହା ନିଷ୍ପତ୍ତି ହେବ ଛାତ୍ର ସମାଜଙ୍କ ଭଲ ପାଇଁ ସରକାର ନେବେ ।
କାର୍ଯ୍ୟକାଳ ଆଉ ମାତ୍ର ୬ ମାସ, ହଠାତ୍ କେନ୍ଦ୍ରରୁ ଓଡ଼ିଶା ଫେରୁଛନ୍ତି ବରିଷ୍ଠ ଆଇଏଏସ୍ ଅଧିକାରୀ ମନୋଜ ଆହୁଜା। ଏହାପରେ ତାଙ୍କୁ ନେଇ ପାୱାର କରିଡରରେ ଚର୍ଚ୍ଚା, ମନୋଜ ହୋଇପାରନ୍ତି ମୁଖ୍ୟ ଶାସନ ସଚିବ ।
ମଦମୁକ୍ତ ହୋଇପାରିବ ତ’ ଓଡ଼ିଶା ? ବନ୍ଦ ହେବ କି ମଦ ବିକ୍ରି, ନିଶା ବ୍ୟବହାର ? ଶାସନକୁ ଆସୁ ଆସୁ ମଦମୁକ୍ତ ଓଡ଼ିଶା ଗଠନ ପାଇଁ ସତରେ କ’ଣ ଅଣ୍ଟା ଭିଡ଼ିଛି ମୋହନ ସରକାର?
ବିହାର, ଗୁଜରାଟ ଭଳି ଓଡ଼ିଶାରେ ବି ବନ୍ଦ ହେବ କି ମଦ ବିକ୍ରି ? ମଦ ଓ ନିଶା ମୁକ୍ତ ହେବ ଓଡ଼ିଶା, ଏଥିପାଇଁ ରାଜ୍ୟ ସରକାର ପଦକ୍ଷେପ ନେବେ ବୋଲି ଆଜି ସାମାଜିକ ସୁରକ୍ଷା ମନ୍ତ୍ରୀ ସୂଚନା ଦେବା ପରେ ଏହି ପ୍ରଶ୍ନ ମୁଣ୍ଡ ଟେକିଛି।
କୋଟି କୋଟି ଟଙ୍କାର ଦାମୀ କମ୍ପାନୀ ବସ୍ କିଣାଯିବାର ମାସ କେଇଟା ଭିତରେ ରକ୍ଷଣାବେକ୍ଷଣ ଅଭାବରୁ ଲକ୍ଷ୍ମୀ ବସ୍ର ସ୍ଥାୟିତ୍ୱକୁ ନେଇ ଉଠିଲାଣି ପ୍ରଶ୍ନ। ରାୟଗଡ଼ା, ନବରଙ୍ଗପୁର, ଜୟପୁର ଆଦି ଅନେକ ସହରରେ ଲକ୍ଷ୍ମୀ ବସ୍ ଯୋଜନାରେ ବହୁ ବସ୍ କିଣାଯାଇ, ସେବାରେ ନଲାଗି ପଡ଼ିରହିଥିବାରୁ ଏ ଯୋଜନାକୁ ନେଇ ସାଧାରଣରେ ସମାଲୋଚନା ବି ବଢି ଚାଲିଛି।
ନବରଙ୍ଗପୁର, ଜୟପୁର, ରାୟଗଡ଼ା ସବୁଠି ଖୋଲା ଆକାଶ ତଳେ, ମାସ ମାସ ଧରି ଖତ ଖାଉଛି ଅରଖ ନୂଆ ଲକ୍ଷ୍ମୀ ବସ୍। ଗତ ନିର୍ବାଚନ ପୂର୍ବରୁ ବିଜେଡି ସରକାର ଆରମ୍ଭ କରିଥିବା ଲକ୍ଷ୍ମୀ ବସ୍ ଯୋଜନାରେ କିଣା ହୋଇ ଆସିବା ପରେ ସେବାରେ ନଲାଗି ପଡ଼ିରହିଛି ଦାମୀ କମ୍ପାନୀର ବ୍ରାଣ୍ଡ ନ୍ୟୁ ଏସି ବସ୍।
କାଟତି ଦେଖାଇ ପ୍ରଥମେ ବଡ଼ କ୍ବାର୍ଟର୍ସ ଦଖଲ କଲେ, ପରେ ସେଥିରେ କୋଟି କୋଟି ଟଙ୍କାର ବିଳାସପୂର୍ଣ୍ଣ ନିର୍ମାଣ ଏବଂ ଏବେ ସବୁ ଲୁଚାଇବାକୁ ଧ୍ୱଂସ କରିବାକୁ ଉଦ୍ୟମ। ପୂର୍ବତନ ବିଧାୟକ ତଥା ବିଜେଡି ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ଏଭଳି କାରସାଦି ବିରୋଧରେ ଏବେ କାର୍ଯ୍ୟାନୁଷ୍ଠାନକୁ ଅପେକ୍ଷା।
ବିଧାୟକ ହୋଇ ବି ପାଇଥିଲେ ମନ୍ତ୍ରୀ ଓ ଆଇଏଏସଙ୍କ ପାଇଁ ଉଦ୍ଦିଷ୍ଟ କ୍ୱାର୍ଟର୍ସ। ସରକାରୀ ଜାଗାରେ ନିର୍ମାଣ କରିଥିଲେ କୋଟି କୋଟି ଟଙ୍କାର ବେଆଇନ୍ ନିର୍ମାଣ। ଆଉ ଏବେ, ସରକାରଙ୍କ ବିନା ଅନୁମତିରେ ସରକାରୀ ସଂପତ୍ତିର ମନଇଛା ଧ୍ୱଂସ।
କମିବ ନିଶା ବ୍ୟବହାର। ଏଥିପାଇଁ ଅଣ୍ଟା ଭିଡ଼ିଲେଣି ନୂଆ ସରକାର। ଏମିତି ଏକ ବଡ଼ ବୟାନ ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ।
ବାର ବାର ହାରିବା ପରେ ଜିତିଛି। ଭାବି ନଥିଲି ଉପ-ମୁଖ୍ୟମନ୍ତ୍ରୀ ହେବି ।
ବାଚସ୍ପତି ନିର୍ବାଚନ ସମୟରେ ଶାସକ ଓ ବିରୋଧୀ ଦଳର ଏହି ଦୁଇ ନେତାଙ୍କ ମଧ୍ୟରେ ଏପରି ବନ୍ଧୁତ୍ୱପୂର୍ଣ୍ଣ ଭାବ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିଛି।
ଦେଶ ଇତିହାସରେ ଚତୁର୍ଥ ଥର ବାଚସ୍ପତି ନିର୍ବାଚନ ହୋଇଥିଲା। ପୂର୍ବରୁ ୧୯୫୨, ୧୯୬୭ ଓ ୧୯୭୬ରେ ନିର୍ବାଚନ ହୋଇଥିଲା। ଦୀର୍ଘ ଦଶନ୍ଧି ପରେ ପୁଣି ଥରେ ବାଚସ୍ପତି ନିର୍ବାଚନ ହୋଇଥିଲା।
ଏହି ଆର୍ଟିକିଲ ଆଧାରରେ ଆଇନଜୀବୀ ଭିନୀତି ଜିନ୍ଦଲ କହିଛନ୍ତି ଯେ, ରାଷ୍ଟ୍ରପତି ଅସାଉଦ୍ଧିନ ଓୱାସିଙ୍କ ସାଂସଦ ପଦ ରଦ୍ଦ କରନ୍ତୁ । ଆର୍ଟିକିଲ ୧୦୨(୪)ରେ ଅନୁସାରେ ଜଣେ ଭାରତୀୟ ସାଂସଦ ଅନ୍ୟଦେଶ ପ୍ରତି ଆନୁଗତ୍ୟ ଦେଖାଇପାରିବେ ନାହିଁ ।
ଏଥର ୫୪୩ ଆସନ ବିଶିଷ୍ଟ ଲୋକସଭାରେ ଏନଡିଏର ୨୯୩ ସାଂସଦ ଥିବା ବେଳେ ବିରୋଧୀ ଇଣ୍ଡି ମେଣ୍ଟର ୨୩୪ ଜଣ ସାଂସଦ ଅଛନ୍ତି। ଆଜି ବାଚସ୍ପତି ନିର୍ବାଚନ ପରେ ଆସନ୍ତାକାଲି ସଂସଦର ମିଳିତ ଅଧିବେଶନକୁ ସମ୍ବୋଧିତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।
ବବିଙ୍କ ସରକାରୀ କ୍ୱାର୍ଟର୍ସରେ ଚାଲିଥିଲା କଣ ? ଏତେ ବଡ଼ ନିର୍ମାଣ, ଅଣ୍ଡର ଗ୍ରାଉଣ୍ଡରେ ଘର ନିର୍ମାଣ ହୋଇଥିଲା । କେହି କେମିତି ଜାଣିପାରିଲେନି ? ସରକାରୀ କ୍ୱାର୍ଟର୍ସ ପରିସରରେ ଏତେ ବଡ଼ ନିର୍ମାଣ ପାଇଁ ଅନୁମତି ଦେଇଥିଲା କିଏ ?
ଏନଡିଏ ଓ ଇଣ୍ଡି ମେଣ୍ଟ ଭିତରେ ଆରମ୍ଭ ହୋଇଛି ବଳ କଷାକଷି। ସ୍ଥିତି ଏଭଳି ହୋଇଛି ଯେ, ଦେଶ ସ୍ୱାଧୀନ ହେବା ପରେ ତୃତୀୟଥର ପାଇଁ ବାଚସ୍ପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି।
ବାଚସ୍ପତି ପଦ ପାଇଁ ହେଲାନି ସହମତି। ଇତିହାସରେ ତୃତୀୟ ଥର ପାଇଁ ହେବ ନିର୍ବାଚନ। ଏନଡିଏର ଓମ୍ ବିର୍ଲା ବନାମ ଇଣ୍ଡି ମେଣ୍ଟର କେ. ସୁରେଶ।
ନିର୍ବାଚନ ହାରିବା ପରେ ଆଭିମୁଖ୍ୟ ବଦଳାଉଛି ବିଜେଡି। ସମଦୂରତା ଭୁଲି ବିଜେପିର ପ୍ରମୁଖ ବିରୋଧୀ ସାଜିବାକୁ ରଣନୀତି।
ନିର୍ବାଚନ ହାରିବା ପରେ ଇଣ୍ଡି ମେଣ୍ଟ ଆଡକୁ ଢଳିବ କି ବିଜେଡି? ସମଦୂରତା ଭୁଲି ସମମିତ୍ରତା ଫଣ୍ଡା ଆପଣାଇବ କି? ଏବେ ରାଜନୈତିକ ମହଲରେ ଏଭଳି ଚର୍ଚ୍ଚା ଜୋର ଧରିଛି।
ଆରମ୍ଭ ହେଲାଣି ଖୋଳତାଡ଼। ଖଣି ମାଫିଆଙ୍କ ଛାତି ଧଡ଼ ଧଡ଼। ଖୋଲିବ ଖଣି ଦୁର୍ନୀତି ପେଡି। ଜେଲ୍ ଯିବେ ଖଣି ମାଫିଆଙ୍କ ସହ ମଧୁଚନ୍ଦ୍ରିକାରେ ଥିବା ଅଧିକାରୀ। ଶାହ କମିଶନ ନିର୍ଦ୍ଦେଶ ଅନୁସାରେ କେବଳ ଜରିମାନା ଦେଇ ଖସି ଯାଇଥିବା ଖଣି ମାଲିକ, ମାଫିଆ, ନେତା ଓ ଅଧିକାରୀଙ୍କୁ କାଠଗଡାକୁ ଟାଣିବାକୁ ମୋହନ ସରକାରର ପ୍ରସ୍ତୁତି।
ମୁଖ୍ୟମନ୍ତ୍ରୀଙ୍କ ନଜରରେ କିଏ ସେହି ଦୁର୍ନୀତିଖୋର ? ରାଜ୍ୟରେ ଖଣି ଦୁର୍ନୀତି ପଛରେ କିଏ ? କିଏ ଲୁଟିଛି ଡିଏମଏଫ ? କେଉଁ ଅଣଓଡିଆ ଖଣି ମାଫିଆ ଲୁଟୁଛନ୍ତି ଓଡିଶାକୁ? ସବୁର ତଦନ୍ତ କରି ଝାରପଡା ଜେଲ୍ ପଠାଇବାକୁ କହିଛନ୍ତି ମୁଖ୍ୟମନ୍ତ୍ରୀ।
କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧିଙ୍କୁ ଲୋକସଭାରେ ବିରୋଧୀ ଦଳର ନେତା ଚୟନ କରାଯାଇଥିବା ସେ ଚିଠିରେ ଅବଗତ କରାଇଛନ୍ତି।