• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Odisha Assembly Speaker election on June 13
ଜୁନ୍ ୧୩ରେ ବାଚସ୍ପତି ନିର୍ବାଚନ : ବିଧାନସଭା ସଚିବାଳୟ ପକ୍ଷରୁ ସୂଚନା

ବାଚସ୍ପତି ନିର୍ବାଚନ ନେଇ ଆସନ୍ତା ଶୁକ୍ରବାର ପ୍ରାର୍ଥୀପତ୍ର ଦାଖଲ

Odisha Politics
ବିଜେପିକୁ ଚେକ୍ ଦେବାକୁ ରଣନୀତି ପ୍ରସ୍ତୁତ କରୁଛି କି ବିଜେଡି?

ବିଜେପିର ଦବଦବାରେ ଚେକ୍ ଦେବାକୁ ବିଜେଡିର ୨୪ ବ୍ଳୁ ପ୍ରିଣ୍ଟ I ପଶ୍ଚିମ ଓଡ଼ିଶାର ୭ ବିଧାୟକ ଓଜନଦାର ଡିପାର୍ଟମେଣ୍ଟର ମନ୍ତ୍ରୀ I ବିଜେପି ଓ କଂଗ୍ରେସର ନିଶାନା-ବିକାଶ ନାହିଁ, ଖାଲି ଭୋଟ୍ ପାଇଁ ଲକ୍ଷ୍ୟ।

Odisha Politics
BJPର ଦବ୍‌ଦବାରେ ଚେକ୍ ଦେବାକୁ BJDର ୨୪ ବ୍ଳୁ-ପ୍ରିଣ୍ଟ

ପଶ୍ଚିମ ଓଡ଼ିଶାର ୭ ବିଧାୟକ ଓଜନଦାର ଡିପାର୍ଟମେଣ୍ଟର ମନ୍ତ୍ରୀ । ବିଜେପି ଓ କଂଗ୍ରେସର ନିଶାନା-ବିକାଶ ନାହିଁ, ଖାଲି ଭୋଟ୍ ପାଇଁ ଲକ୍ଷ୍ୟ

Tamil Formula of Naveen Pattnaik
ନବୀନଙ୍କ ନୂଆ ଟିମ୍ … ଗୋଟିଏ ଗୁଳିରେ ଦୁଇଟି ଶିକାର

ନବୀନଙ୍କ କାମରାଜ ପ୍ଲାନ୍। ବହୁଦିନ ଧରି ମନ୍ତ୍ରୀପଦ ଉପଭୋଗ କରୁଥିବା ମନ୍ତ୍ରୀଙ୍କୁ ମିଳିପାରେ ସଂଗଠନ ଦାୟିତ୍ୱ। ଦଳରେ ଥିବା ବରିଷ୍ଠ ନେତାଙ୍କୁ ପୁଣି ଫେରାଇ ଆଣିଲେ ମନ୍ତ୍ରିମଣ୍ଡଳକୁ। ଫୋକସ୍‌ରେ ପଶ୍ଚିମ ଓଡିଶା ଓ ମହିଳା କାର୍ଡ। ସଂଗଠନରେ ଦବଦବା ରଖୁଥିବା ନେତାଙ୍କୁ ଚେକ୍ ଦେବା ପାଇଁ ବିରୋଧୀଙ୍କୁ ମନ୍ତ୍ରୀ କରାଯାଇଥିବା ଚର୍ଚ୍ଚା।

New challenges before new ministers - OTV Special Story
ବିଭାଗ ବଣ୍ଟନ ପରେ ଦାୟିତ୍ୱ ନେଉଛନ୍ତି ନୂଆ ମନ୍ତ୍ରୀ

ନୂଆ ମନ୍ତ୍ରୀ, ନୂଆ ଚ୍ୟାଲେଞ୍ଜ୍। ରବିବାର ଶପଥ ଗ୍ରହଣ ପରେ କିଛି ମନ୍ତ୍ରୀ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୨୪ ନିର୍ବାଚନ ପାଇଁ ହାତରେ ଦୁଇ ବର୍ଷରୁ ବି କମ୍ ସମୟ ଥିବାରୁ ମନ୍ତ୍ରୀମାନେ କିଭଳି ନିଜ ନିଜ ବିଭାଗରେ ପାରଦର୍ଶିତା ଆଣିବେ ତା’ ଉପରେ ରହିବ ଫୋକସ୍।

CM Naveen to go abroad after many years - OTV Special Report
ଦୀର୍ଘ ୧୦ ବର୍ଷ ପରେ ପୁଣି ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତ

ପୁଣି ଚର୍ଚ୍ଚାରେ ମୁଖ୍ୟମନ୍ତ୍ରୀ ନବୀନଙ୍କ ବିଦେଶ ଗସ୍ତ । ଦୀର୍ଘ ୧୦ ବର୍ଷ ପରେ ମୁଖ୍ୟମନ୍ତ୍ରୀଙ୍କ ବିଦେଶ ଗସ୍ତକୁ ନେଇ ଚର୍ଚ୍ଚା । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା କହୁଛି, ଜୁନ୍ ୨୮ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପ୍ରଥମେ ଦୁବାଇ ଯିବେ ଏବଂ ଏହିଦିନ ଇପିକଲ୍, ଫିକି ଓ ଦୁବାଇ ସ୍ଥିତ ଇଣ୍ଡିଆନ୍ କନ୍‌ସୋଲେଟ୍ ପକ୍ଷରୁ ସେଠାରେ ଆୟୋଜିତ ଇନ୍‌ଭେଷ୍ଟର୍ସ ମିଟ୍‌ରେ ଯୋଗ ଦେବେ ।

CM Naveen\'s move to pacify dropped ministers - OTV Special Report
ମନ୍ତ୍ରିମଣ୍ଡଳରୁ ବିଦା ନେତାଙ୍କ ମାନଭଞ୍ଜନ ପ୍ରୟାସ

ମନ୍ତ୍ରୀମଣ୍ଡଳରୁ ବିଦା ନେତାଙ୍କ ମାନଭଞ୍ଜନ । ଦିନ ୧୦ଟା ବେଳେ ନବୀନ ନିବାସରେ ପହଞ୍ଚିଥିଲେ ମନ୍ତ୍ରୀମଣ୍ଡଳରୁ ବାଦ ପଡିଥିବା ଜଣେ ପରେ ଜଣେ ନେତା ।

Naveen Patnaik
ଦୁବାଇ-ରୋମ୍‌ରେ ବିଦେଶୀ ନିବେଶକଙ୍କ ସହ ଆଲୋଚନା କରିବେ ନବୀନ

ଦୁବାଇ ବିଶ୍ୱର ଏକ ପ୍ରମୁଖ ଇନ୍‌ଭେଷ୍ଟମେଣ୍ଟ ହବ୍ ହୋଇଥିବାରୁ ସେଠାରେ ଥିବା ବଡ଼ ବଡ଼ ନିବେଶକଙ୍କୁ ଓଡ଼ିଶା ଆସି ଶିଳ୍ପ ପ୍ରତିଷ୍ଠା କରିବାକୁ ଆମନ୍ତ୍ରଣ କରିବେ ମୁଖ୍ୟମନ୍ତ୍ରୀ ।

New challenges for new ministers
ଦାୟିତ୍ୱ ଗ୍ରହଣ ପରେ ନୂଆ ମନ୍ତ୍ରୀଙ୍କ ପ୍ରତି ଚ୍ୟାଲେଞ୍ଜ୍

ଶପଥ ଗ୍ରହଣ ପରେ କିଛି ମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିଛନ୍ତି। ୨୦୨୪ ନିର୍ବାଚନ ପାଇଁ ହାତରେ ଦୁଇ ବର୍ଷରୁ ବି କମ୍ ସମୟ ଥିବାରୁ ମନ୍ତ୍ରୀମାନେ କିଭଳି ନିଜ ନିଜ ବିଭାଗରେ ପାରଦର୍ଶିତା ଆଣିବେ ତା’ ଉପରେ ରହିବ ଫୋକସ୍।

Odisha Politics
ମନ୍ତ୍ରିମଣ୍ଡଳରୁ ବିଦା ନେତାଙ୍କ ମାନଭଞ୍ଜନ ପ୍ରୟାସ, ନବୀନ ନିବାସ ଡାକି କଲେ ଆଲୋଚନା

୧୦ ନେତାଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କଲେ ନବୀନ । ୨୦୨୪ ନିର୍ବାଚନକୁ ଆଖିରେ ରଖି ସଂଗଠନ ମଜବୁତ୍ ପାଇଁ ପରାମର୍ଶ ।

naveen
ଫୋକସ୍‌ରେ ୨୦୨୪ ନିର୍ବାଚନ : ମୁଖ୍ୟମନ୍ତ୍ରୀଙ୍କ ସହ ଚାଲିଛି ବାଦ୍ ପଡ଼ିଥିବା ମନ୍ତ୍ରୀଙ୍କ ବୈଠକ

ବାଦ ପଡିଥିବ ମନ୍ତ୍ରୀ ମାନଙ୍କୁ ନୂଆ ଦାୟିତ୍ୱ ମିଳିବା ନେଇ ଚର୍ଚ୍ଚା ହେଉଛି

Prasanta Muduli
ପ୍ରଶାନ୍ତ ମୁଦୁଲିଙ୍କୁ ସରକାରୀ ଦଳ ମୁଖ୍ୟ ସଚେତକ ଦାୟିତ୍ୱ

ସଂସଦୀୟ ବ୍ୟାପାର ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ।

Naveen Patnaik
ରାଜ୍ୟ ରାଜନୈତିକ ଇତିହାସରେ ପ୍ରଥମ, ମୁଖ୍ୟମନ୍ତ୍ରୀଙ୍କୁ ଛାଡ଼ି ସବୁ ମନ୍ତ୍ରୀଙ୍କ ଇସ୍ତଫା

ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ପୂର୍ବ ମନ୍ତ୍ରିମଣ୍ଡଳର ସଦସ୍ୟ ସଂଖ୍ୟା ୨୧ ଥିଲା ବେଳେ ଏହା ସର୍ବୋଚ୍ଚସୀମା ୨୨କୁ ସଂପ୍ରସାରିତ ହୋଇଛି ।

Naveen Patnaik
ସରକାରୀ ଦଳ ମୁଖ୍ୟ ସଚେତକ ଥିବା ପ୍ରମିଳା ମଲ୍ଲିକ ଏବେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ

ଅତନୁ ସବ୍ୟସାଚୀ ନାୟକ ହୋଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସହ ସମବାୟ ବିଭାଗର ମନ୍ତ୍ରୀ । ପ୍ରଦୀପ ଅମାତଙ୍କୁ ଗୁରୁତ୍ୱପୂର୍ଣ୍ଣ ଜଙ୍ଗଲ ଓ ପରିବେଶ ସହ ପଞ୍ଚାୟତିରାଜ ଓ ପାନୀୟ ଜଳ, ସୂଚନା ଓ ଲୋକସମ୍ପର୍କ ବିଭାଗ ମିଳିଛି ।

Odisha Politics
୩ କ୍ଷମତାଶାଳୀ ମନ୍ତ୍ରୀ ଏମାନଙ୍କୁ ମହଙ୍ଗା ପଡିଛି କି ବିଭିନ୍ନ ବିବାଦରେ ସଂପୃକ୍ତି ଅଭିଯୋଗ ?

ପାଓ୍ୱାର କରିଡରରେ ଏବେ ଜୋରଦାର ଚର୍ଚ୍ଚା ଏହି ୩ ଜଣଙ୍କ ବ୍ୟତିତ ଜ୍ୟୋତିପ୍ରକାଶ ପାଣିଗ୍ରାହୀ, ସୁଦାମ ମାର୍ଣ୍ଡି, ସୁଶାନ୍ତ ସିଂହ ଓ ପଦ୍ମନାଭ ବେହେରାଙ୍କ ଭଳି ୧୧ ଜଣଙ୍କ ମନ୍ତ୍ରିପଦ ଯାଇଛି ।

Naveen Patnaik
ନବୀନଙ୍କ ନୂଆ ଟିମ୍‌କୁ ନୂଆ ଦାୟିତ୍ୱ, ପ୍ରଫୁଲ୍ଲ-ନବ-ସମୀର-ଅଶୋକ ହେଲେ ରିପିଟ୍

ନୂଆମନ୍ତ୍ରୀ ଭାବେ ରୋହିତ ପୂଜାରୀଙ୍କୁ ମିଳିଲା ଉଚ୍ଚଶିକ୍ଷା । ବିଭାଗ ବଜାୟ ରଖିଲେ ଅଶୋକ, ସମୀର, ପ୍ରଫୁଲ୍ଲ, ନବ ଓ ନିରଞ୍ଜନ । କ୍ୟାବିନେଟ୍ ପାହ୍ୟାକୁ ଜଗନ୍ନାଥ ଓ ଅଶୋକଙ୍କୁ ପଦୋନ୍ନତି ।

Odisha Politics
ପ୍ରତାପଙ୍କୁ ମହଙ୍ଗା ପଡ଼ିଲା ମାହାଙ୍ଗା ମର୍ଡର ! ବିବାଦ ଯୋଗୁଁ ବଳି ପଡ଼ିଲେ ୩ ହାଇପ୍ରୋଫାଇଲ ମନ୍ତ୍ରୀ ?

ଟାଣୁଆ ମନ୍ତ୍ରୀ ସୁଶାନ୍ତ ସିଂ ମନ୍ତିମଣ୍ଡଳରୁ ବାଦ୍ ପଡିଥିଲେ ମଧ୍ୟ ତାଙ୍କୁ ବଡ଼ ସାଙ୍ଗଠନିକ ଦାୟିତ୍ୱ ମିଳିବା ଚର୍ଚ୍ଚା ହେଉଛି ।

Naveen Patnaik
ସମୂହ ଇସ୍ତଫା ପରେ ଟିମ୍ ନବୀନର ନବକଳେବର, ପ୍ରଥମ ଥର ପାଇଁ ଲୋକସେବା ଭବନରେ ଶପଥପାଠ

ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କୁ ମିଶାଇ ପୂର୍ବ ମନ୍ତ୍ରିମଣ୍ଡଳର ସଦସ୍ୟ ସଂଖ୍ୟା ୨୧ ଥିଲା ବେଳେ ଏହା ସର୍ବୋଚ୍ଚସୀମା ୨୨କୁ ସଂପ୍ରସାରିତ ହୋଇଛି ।

Naveen Patnaik
5Tରେ ଯୋଡ଼ି ହେଲା ଆଉ ଏକ T ! ନୂଆ ଟିମ୍‌ର ନୂଆ ମନ୍ତ୍ରୀଙ୍କୁ 6T ମନ୍ତ୍ର ଦେଲେ ନବୀନ

ବିଜେଡିର ନିର୍ବାଚନୀ ଇସ୍ତାହାର ଅନୁସାରେ କାମ କରିବାକୁ କହିଛନ୍ତି । କାର୍ଯ୍ୟରେ ସ୍ୱଚ୍ଛତା ବଜାୟ ରଖିବା ସହିତ କୌଣସି ବିବାଦରେ ନ ପଡ଼ିବାକୁ ମୁଖ୍ୟମନ୍ତ୍ରୀ ସବୁ ମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ।

New Ministers
ନବୀନ ନିବାସରେ ନୂଆ ମନ୍ତ୍ରୀ, ସୁପ୍ରିମୋ ଦେଲେ ଗୁରୁମନ୍ତ୍ର

ପୂର୍ବରୁ ମହିଳା ଓ ଶିଶୁ କଲ୍ୟାଣ ମନ୍ତ୍ରୀ ଥିବା ଟୁକୁନି ସାହୁଙ୍କୁ ରିପିଟ୍ କରାଯାଇଛି । ମନ୍ତ୍ରିମଣ୍ଡଳରେ ନୂଆ ମୁହଁ ଭାବେ ଏଥର ବିଜେପୁର ବିଧାୟିକା ରୀତା ସାହୁ ଓ କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମଙ୍କୁ ସାମିଲ କରାଯାଇଛି ।

Odisha cabinet reshuffle | Oath-Taking Ceremony ends with National Anthem at Lok Seva Bhawan
ଶପଥ ନେଲେ ନବୀନଙ୍କ ନୂଆ ଟିମ୍‌

ଆଜି ନବୀନଙ୍କ ନୂଆ ମନ୍ତ୍ରିମଣ୍ଡଳର ସମସ୍ତ ମନ୍ତ୍ରୀ ଶପଥ ନେଇଛନ୍ତି । ମୋଟ୍ ୨୧ ଜଣ ମନ୍ତ୍ରୀ ନେଇଛନ୍ତି ଶପଥ । ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କୁ କ୍ୟାବିନେଟ୍ ଓ ୮ ଜଣଙ୍କୁ ସ୍ୱାଧୀନ ରାଷ୍ଟ୍ରମନ୍ତ୍ରୀ ଦାୟିତ୍ୱ ମିଳିଛି । ଦେଖନ୍ତୁ ସେହି ସମୟର କିଛି ଦୃଶ୍ୟ...

Former Odisha Assembly Speaker Surya Narayan Patro Hospitalised
ପୂର୍ବତନ ବାଚସ୍ପତି ସୂର୍ଯ୍ୟ ପାତ୍ର ହସ୍ପିଟାଲ୍‌ରେ ଭର୍ତ୍ତି, ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ପୂର୍ବତନ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ଅସୁସ୍ଥ ଥିବା ସୂଚନା ମିଳିଛ। ସ୍ୱାସ୍ଥ୍ୟଗତ ସମସ୍ୟା କାରଣରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଟ୍ୱିଟ୍‌ କରି ସୂର୍ଯ୍ୟ ପାତ୍ରଙ୍କ ଉତ୍ତମ ସ୍ୱାସ୍ଥ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ।

Odisha Cabinet Reshuffle
Cabinet reshuffle : ବାଦ୍‌ ପଡ଼ିଲେ ପଞ୍ଚମ ପାଳିରେ ମନ୍ତ୍ରୀ ହୋଇଥିବା ୧୦ ଜଣ

୨୦୧୯ ନିର୍ବାଚନ ପରେ ନବୀନଙ୍କ ପଞ୍ଚମ ପାଳିରେ ମନ୍ତ୍ରୀ ହୋଇଥିବା ୧୦ ଜଣଙ୍କୁ ଏଥର ବାଦ୍ ଦିଆଯାଇଛି