• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Hundreds of trees felled
ବିଧାୟକଙ୍କ କ୍ୱାଟର୍ସ ନିର୍ମାଣ ପାଇଁ କଣ ନିହାତି ଜରୁରୀ ଗଛ ବଳି ?

ବର୍ଷ ପରେ ବର୍ଷ ରାଜଧାନୀବାସୀ ଯେଉଁ ଅସହ୍ୟ ଗ୍ରୀଷ୍ମପ୍ରବାହର ସାମ୍ନା କରୁଛନ୍ତି, ତା ପଛରେ ଉଭେଇ ଯାଉଥିବା ସବୁଜବଳୟ ବି ବହୁ ମାତ୍ରାରେ ଦାୟୀ । ଏଭଳି ସ୍ଥିତିରେ ଦଶଗୁଣ ବୃକ୍ଷରୋପଣ କରିବି କହି, ଦଶନ୍ଧି ଦଶନ୍ଧି ପୁରୁଣା ବୃକ୍ଷକୁ ନିଶ୍ଚିହ୍ନ କରିଦେବା କେତେ ଯୁକ୍ତିଯୁକ୍ତ?

RS polls
ପୁଣି ଚକମା ଦେଲେ ନବୀନ, ବିରୋଧିଙ୍କ ଅକଲ ଗୁଡୁମ୍

ସୁଲତା ଦେଓ, ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ନିରଞ୍ଜନ ବିଶି ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଖାଲିଥିବା ୪ ରାଜ୍ୟସଭା ଆସନ ପାଇଁ ୪ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି ।

RS polls
ରାଜ୍ୟାସଭା ପ୍ରାର୍ଥୀ ଘୋଷଣା କରିଛି ବିଜେଡି

ସୁଲତା ଦେଓ, ମାନସ ମଙ୍ଗରାଜ, ସସ୍ମିତ ପାତ୍ର, ନିରଞ୍ଜନ ବିଶି ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ଖାଲିଥିବା ୪ ରାଜ୍ୟସଭା ଆସନ ପାଇଁ ୪ ପ୍ରାର୍ଥୀଙ୍କ ନାଁ ଘୋଷଣା କଲା ବିଜେଡି । ଯେଉଁଥିରେ ମହିଳା, ଅନୁସୂଚିତ ଜନଜାତି, ସଂଖ୍ୟାଲଘୁ ଓ ସାଧାରଣ ବର୍ଗ ଭଳି ସବୁ ବର୍ଗରୁ ପ୍ରତିନିଧିତ୍ୱର ସୁଯୋଗ ଉପକୂଳ ଓ ପଶ୍ଚିମ ଓଡ଼ିଶାକୁ ଗୁରୁତ୍ୱ ଦିଆଯାଇଛି ।

naveen patnaik
ପଞ୍ଚମ ପାଳିର ପ୍ରଥମ ୩ ବର୍ଷରେ କେତେ ସଫଳ ନବୀନ ? ସବୁଥିରେ ଫେଲ୍ ମାରିଥିବା ଅଭିଯୋଗ ଆଣି ବର୍ଷିଲେ ବିରୋଧୀ

ପଞ୍ଚମ ପାଳି ଆରମ୍ଭରେ ୫ଟି ଓ ମୋ ସରକାର ଭଳି କାର୍ଯ୍ୟକ୍ରମ ଆରମ୍ଭ କରିବା ସହ ପ୍ରଶାସନକୁ ଲୋକାଭିମୁଖୀ କରିବାକୁ ଚେଷ୍ଟା କରିଥିଲେ ନବୀନ ।

Brajarajnagar By-poll
‘ବ୍ରଜରାଜନଗରରେ ୬୦ଟି ସମ୍ବେଦନଶୀଳ ବୁଥ ଚିହ୍ନଟ’

ବୁଥ୍ ଗୁଡିକରେ ମାଇକ୍ରୋ ଅବଜରଭର, ସେଣ୍ଟ୍ରାଲ ଫୋର୍ସ ରହିବେ ୫୦ ପ୍ରତିଶତ ବୁଥର ୱେବକାଷ୍ଟିଂ କରାଯିବ ।

Rajya sabha election
ରାଜ୍ୟସଭା ଉପନିର୍ବାଚନ: ଆଜି ହୋଇପାରେ ପ୍ରାର୍ଥୀ ଘୋଷଣା

ଓଡ଼ିଶାରେ ରାଜ୍ୟସଭାର ୪ଟି ଆସନ ପାଇଁ ନିର୍ବାଚନ ହେବ।

Shankaracharya
ଲୋକମତ ବିରୋଧରେ ଗଲେ ଚେତିବେ: ଶଙ୍କରାଚାର୍ଯ୍ୟ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ବଢୁଛି ରାଜ୍ୟ ସରକାରଙ୍କ ଅଡୁଆ । ବିବାଦ ଯେତିକି ବଢୁଛି, ଚାପ ସେତିକି ପଡୁଛି । ଏହା ଭିତରେ ପୁଣିଥରେ ଜଗଦଗୁରୁ ଶଙ୍କରାଚାର୍ଯ୍ୟ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ।

Pinaki Mishra
ପୁରୀରେ ପିନାକୀଙ୍କ ଗାଡ଼ିକୁ କାଳିମାଡ଼ ଓ କଳାପତାକା ପ୍ରଦର୍ଶନ

ସାଂସଦ ପିନାକୀ ମିଶ୍ରଙ୍କ ଗାଡ଼ିକୁ କାଳିମାଡ଼ କରିଛନ୍ତି ଛାତ୍ର କଂଗ୍ରେସ । 

Bijoy Mohapatra
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ: ଜଗଦ୍‌ଗୁରୁଙ୍କୁ ଭେଟିଲେ ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ର

ଆରମ୍ଭରୁ ପ୍ରକଳ୍ପ କାର୍ଯ୍ୟ ଠିକ୍ ନାହିଁ ବୋଲି ବିଜୟ ମହାପାତ୍ର କହିଛନ୍ତି । ସୁପ୍ରିମକୋର୍ଟଙ୍କ ଆଦେଶକୁ ଏଯାଏଁ ସରକାର ଏବଂ ଶ୍ରୀମନ୍ଦିର ପରିଚାଳନା କମିଟି ସଠିକ ଭାବେ ଅନୁଧ୍ୟାନ କରିନାହାନ୍ତି ବୋଲି ସେ କହିଛନ୍ତି ।

Heritage Corridor Row
ଫସି ଯାଇଛନ୍ତି ରାଜ୍ୟ ସରକାର: ଅପରାଜିତା

ପ୍ରକଳ୍ପର ଷ୍ଟ୍ରକଚରାଲ ଇଂଜିନିୟର, ହେରିଟେଜ କଞ୍ଜର୍ଭେସନ ଆର୍କିଟେକ୍ଟ କିଏ?

Brajarajnagar
କମ୍ପୁଛି ବ୍ରଜରାଜନଗରର ପ୍ରଚାର ମୈଦାନ, ଚାଲିଛି ଜବରଦସ୍ତ କସରତ

କିଏ ଗଳିକୁ ଗଳି ଯାଇ ପ୍ରଚାର କରୁଛନ୍ତି ତ ଆଉ କିଏ ସଭା ସମିତି କରି ମତଦାତାଙ୍କୁ ଆକର୍ଷିତ କରୁଛନ୍ତି । ସବୁଥର ଭଳି ଏଥର ବି ବହୁ ଆଶା ଦେଖାଉଛନ୍ତି, ଅନେକ ପ୍ରତିଶ୍ରୁତି ଦେଉଛନ୍ତି ।

Brajarajnagar
କିଏ ହେବେ ବ୍ରଜରାଜନଗରର ବାଜିଗର ? କିଏ ସାଜିବେ ଭାଗ୍ୟ ବିଧାତା ? ଆକଳନ କରିବା ମୁସ୍କିଲ୍

ଗଳିକୁ ଗଳି ଯାଇ ପ୍ରଚାର କରୁଛନ୍ତି ତ ଆଉ କିଏ ସଭା ସମିତି କରି ମତଦାତାଙ୍କୁ ଆକର୍ଷିତ କରୁଛନ୍ତି । ସବୁଥର ଭଳି ଏଥର ବି ବହୁ ଆଶା ଦେଖାଉଛନ୍ତି, ଅନେକ ପ୍ରତିଶ୍ରୁତି ଦେଉଛନ୍ତି ।

Srimandir
ବେଆଇନ୍‌ ପରିକ୍ରମା ପ୍ରକଳ୍ପ ନିର୍ମାଣ ନେଇ ସାରା ରାଜ୍ୟରେ ତେଜିଲାଣି ଅସନ୍ତୋଷ !

ରାଜ୍ୟ ସରକାରଙ୍କ ବେଆଇନ ନିର୍ମାଣ କାମକୁ ନେଇ ବ୍ୟାପକ ଜନଜାଗରଣ ପାଇଁ ସଜ ହେଉଛି ।

Naveen - Aparajita
ମନ୍ଦିରରେ ଭେଟଘାଟ ହେଲେ ନବୀନ - ଅପରାଜିତା

ସାଂସଦ ଓ ମୁଖ୍ୟମନ୍ତ୍ରୀ ଗୋଟିଏ କାର୍ଯ୍ୟକ୍ରମରେ ପହଞ୍ଚିଥିବାରୁ ସ୍ଥାନୀୟ ଅଞ୍ଚଳରେ ଏହା ଚର୍ଚ୍ଚାର ବିଷୟ ହୋଇଥିଲା ।

Sashi Bhusan
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ପ୍ରସଙ୍ଗ: ବିରୋଧୀଙ୍କୁ ଶଶିଙ୍କ ଟାର୍ଗେଟ୍, ଐତିହ୍ୟର ସୁରକ୍ଷା ପାଇଁ ସରକାରଙ୍କ ପ୍ରୟାସ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବିବାଦ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଜେଡି ବିଧାୟକ ଶଶୀଭୁଷଣ ବେହେରା ।

aparajita sarangi
ପୁଣି ରାଜ୍ୟ ସରକାରଙ୍କୁ ଟାର୍ଗେଟ କଲେ ଅପରାଜିତା ଷଡ଼ଙ୍ଗୀ

’ସବୁ ଜିନିଷ ପ୍ରାଞ୍ଜଳ ଭାବେ ଦିଶୁଛି, ସିବିଆଇ ତଦନ୍ତ ହେଲେ କଣ ହେବ’

Rajyasabha Election 2022
ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ଆଜିଠୁ ଜୁନ୍ ୨ ତାରିଖ ଯାଏଁ ରାଜ୍ୟସଭା ଉପନିର୍ବାଚନ ପାଇଁ ନାମାଙ୍କନ ଦାଖଲ କରିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

Lenin Mohanty
ବାରମ୍ବାର ମିଛ ଧରା ପଡ଼ିବା ପରେ ବି ସମାନ ଯୁକ୍ତି ବାଢ଼ୁଛି ବିଜେଡି

ବିଜେଡି ମୁଖପାତ୍ର ଲେନିନ ମହାନ୍ତି କହିଛନ୍ତି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ NMA ଅନୁମୋଦନ କରିଛି । ପ୍ରେସ ରିଲିଜ୍ ଜରିଆରେ ବିଜେଡି ମୁଖପାତ୍ର ଲେନିନ ମହାନ୍ତି ଏଭଳି ମନ୍ତବ୍ୟ ଦେଇଛନ୍ତି ।

ପୁରୀ ପରିକ୍ରମା ପ୍ରକଳ୍ପକୁ ନେଇ ତେଜିଛି ରାଜନୀତି
'ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ବ୍ଲୁ-ପ୍ରିଣ୍ଟ ଲୋକଙ୍କ ସାମ୍ନାରେ ରଖ'

ଶ୍ରୀମନ୍ଦିର ସ୍ଥିତି କେମିତି ଅଛି, ସଂପୂର୍ଣ୍ଣ ଟେକ୍ନିକାଲ ଇଭାଲୁଏସନ ହେଉ। 

BJD
କିଏ ଯିବ ରାଜ୍ୟ ସଭା ?

ଓଡ଼ିଶାରୁ ରାଜ୍ୟସଭାକୁ କିଏ କିଏ ଯିବେ? ଆଜି ରାଜ୍ୟସଭା ନିର୍ବାଚନ ପାଇଁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଏହି ପ୍ରଶ୍ନ ଉଙ୍କି ମାରୁଛି । ରେସ୍‌ରେ ଅନେକ ନାଁ ଥିଲେ ମଧ୍ୟ ୪ ଆସନ ମଧ୍ୟରୁ ଦୁଇ ଜଣ ମହିଳାଙ୍କୁ ବିଜେଡି ରାଜ୍ୟସଭାକୁ ପଠାଇବାର ଅଧିକ ସମ୍ଭାବନା ରହିଛି ।

Sarat Pattanayak
ନୂଆ ଜୀବନ ପାଇବ କଂଗ୍ରେସ

ନୂଆ ସଭାପତିଙ୍କ ନୂଆ ମିଶନ । ୬ ମାସରେ ରାଜ୍ୟରେ ଜୀବନ ପାଇବ କଂଗ୍ରେସ । ସଂଗଠନ ସ୍ତରରେ ଆସିବ ବଡ଼ ପରିବର୍ତ୍ତନ । ସଭାପତି ଦାୟିତ୍ୱ ନେବା ପରେ ଆଜି ଗଣମାଧ୍ୟମ ଆଗରେ ଏମିତି ଦୃଢୋକ୍ତି ପ୍ରକାଶ କରିଛନ୍ତି ନୂତନ ପିସିସି ସଭାପତି ଶରତ ପଟ୍ଟନାୟକ ।

BJD
ରାଜ୍ୟସଭା ଆସନ ପାଇଁ କାହାକୁ ଭରସା କରିବେ ନବୀନ ?

ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ଏଥିସହିତ ଆଜିଠୁ ଆରମ୍ଭ ହୋଇଛି ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । ବଡ଼ ପ୍ରଶ୍ନ, ପ୍ରସନ୍ନ ଆଚାର୍ଯ୍ୟ, ଏନ୍.ଭାସ୍କର ରାଓ ଓ ସସ୍ମିତ ପାତ୍ରଙ୍କ ସ୍ଥାନରେ କିଏ କିଏ ପାଇବେ ଟିକଟ୍? କାହା ଉପରେ ଭରସା କରିବେ ନବୀନ?

Sarat Pattanayak
କାହା ଭରସାରେ ଆଗକୁ ବଢ଼ିବେ ଶରତ, ଗଠନ କରିବେ କି ନୂଆ ଟିମ୍‌ ?

ନୂଆ ସଭାପତି, ନୂଆ ମିସନ୍, ନୂଆ ଭିଜନ୍ । ଭିଜନ୍ ୨୦୨୪ ମୋଡରେ ପିସିସି ସଭାପତି ଶରତ ପଟ୍ଟନାୟକ । ୬ ମାସରେ କଂଗ୍ରେସର ବଡ଼ ପରିବର୍ତ୍ତନ ହେବ । ବଦଳିବ ରୂପରେଖ, ବଦଳିବ ଆଭିମୁଖ୍ୟ । ନେତାଙ୍କୁ ଦକ୍ଷତା ଅନୁଯାୟୀ ଦାୟିତ୍ୱ ମିଳିବ ।