• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

Black Flag
ମନ୍ତ୍ରୀ ଦିବ୍ୟଶଙ୍କର ଓ ନବ ଦାସଙ୍କୁ କଳାପତାକା ପ୍ରଦର୍ଶନ, ହେଭିୱେଟ ବିଜେଡି ନେତା ବବିଙ୍କୁ ବି

ଦୁଇ ମନ୍ତ୍ରୀ ଓ ପାୱାର କରିଡରର ସବୁଠୁ ଆଗଧାଡ଼ିର ନେତା ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାଶଙ୍କୁ ମଧ୍ୟ କଂଗ୍ରେସ କର୍ମୀ କଳାପତାକା ପ୍ରଦର୍ଶନ କରିଛନ୍ତି । 

  • Thursday, 23 December 2021
Paper Hawker
ନବୀନଙ୍କନୂଆ ଥୋପ, ୭ ହଜାର ହକରଙ୍କୁ କୋଭିଡ୍ ସହାୟତା !

ଖବରକାଗଜ ହକରଙ୍କ ଲାଗି ସ୍ୱତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଭିସି ମାଧ୍ୟମରେ ଏହାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ସହାୟତା ପ୍ରଦାନ କରିଛନ୍ତି ।

pratap jena
OBCଙ୍କୁ ସଂରକ୍ଷଣ ଦେବାକୁ ସୁପ୍ରିମ୍‌କୋର୍ଟ ମନା କରିଛନ୍ତି: ପ୍ରତାପ ଜେନା

କୋର୍ଟଙ୍କ ରାୟ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ପ୍ରତାପ ଜେନା ଏଭଳି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି OBCଙ୍କ ପାଇଁ ନିର୍ଦ୍ଦିଷ୍ଟ ଭାବେ ସଂରକ୍ଷଣ ରଖାନଯିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦେଶ ରହିଛି ।

OBC
ଏ ବର୍ଷ ନୁହେଁ, ନୂଆବର୍ଷ ଆରମ୍ଭରୁ ଘୋଷଣା ହୋଇପାରେ ପଞ୍ଚାୟତ ନିର୍ବାଚନ ତାରିଖ

ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ଉପରେ ଲାଗିଲା ସାମୟିକ ବ୍ରେକ୍ । ଏ ବର୍ଷ ନୁହେଁ, ନୂଆବର୍ଷ ଆରମ୍ଭରୁ ଘୋଷଣା ହୋଇପାରେ ତାରିଖ ।

  • Wednesday, 22 December 2021
OBC
ପଞ୍ଚାୟତ ନିର୍ବାଚନ ତାରିଖ ଘୋଷଣା ଉପରେ ଲାଗିଲା ସାମୟିକ ବ୍ରେକ୍

ଏବର୍ଷ ନୁହେଁ, ନୂଆବର୍ଷ ଆରମ୍ଭରୁ ଘୋଷଣା ହୋଇପାରେ ତାରିଖ । ପଂଚାୟତ ନିର୍ବାଚନ ସଂରକ୍ଷଣ ବିଜ୍ଞପ୍ତି ପ୍ରତ୍ୟାହାର ସହ ଆଜି ସାନି ବିଜ୍ଞପ୍ତି ଜାରି ପାଇଁ ସରକାର ହାଇକୋର୍ଟକୁ ଜଣାଇଥିବାରୁ ନିର୍ବାଚନ ତାରିଖ ଘୋଷଣା ସାମାନ୍ୟ ବିଳମ୍ବ ହେବ । ଏହି ପ୍ରସଙ୍ଗରେ ଗତକାଲି ହାଇକୋର୍ଟରେ ଶୁଣାଣି ହୋଇଥିଲା ।

  • Wednesday, 22 December 2021
Mission Shakti
ମହିଳା ଭୋଟରଙ୍କୁ ଥୋପ ! ପ୍ରତି ଜିଲ୍ଲାରେ କୋଟିଏ ଟଙ୍କାର ମିଶନ ଶକ୍ତି ଭବନ

ରାଜ୍ୟ ସ୍ତରରେ ଖୁବ୍ ଶୀଘ୍ର ନିର୍ମାଣ ହେବ ମିଶନ ଶକ୍ତି ଭବନ । ଖାଲି ସେତିକି ନୁହେଁ ଏସ୍ଏଚ୍‌ଜି ମହାସଂଘ ଇସି ସଦସ୍ୟମାନଙ୍କୁ ମିଟିଂ ଓ ଗସ୍ତ ଖର୍ଚ୍ଚ ଦିଆଯିବ ବୋଲି ମଧ୍ୟ କହିଛନ୍ତି । ଏହି ସମସ୍ତ ବ୍ୟବସ୍ଥା ପାଇଁ ୨ଶହ କୋଟି ଟଙ୍କା ମଂଜୁର କଲେ ମୁଖ୍ୟମନ୍ତ୍ରୀ ।

  • Wednesday, 22 December 2021
BJP MEET Union Minister
କେନ୍ଦ୍ର ସରକାରଙ୍କ ପାଖରେ ପହଞ୍ଚିଲା ମଣ୍ଡି ଅବ୍ୟବସ୍ଥା କଥା

ଧାନ କିଣା ନେଇ ଯେଉଁ ଟାଇମଲାଇନ୍‌ ଥିଲା ତାକୁ କାଣ୍ଟ ଛାଣ୍ଟ କରାଯାଉଛି ବୋଲି ମଧ୍ୟ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଅଭିଯୋଗ କରିଛନ୍ତି । ଚାଷୀଙ୍କ ଟୋକନ ଅବଧି ଲାପ୍ସ ହେବାରୁ ଚାଷୀ ଧାନ ବିକିପାରୁ ନାହାନ୍ତି । ମଣ୍ଡିରେ ମାଫିଆଙ୍କ ରାଜ୍ ଚାଲିଛି ବୋଲି ମନ୍ତ୍ରୀଙ୍କୁ କହିଲେ ବିଜେପି ସାଂସଦ ।

  • Wednesday, 22 December 2021
Golak Mahapatra
‘ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଦିନରେ ଲୋକଙ୍କୁ ଲଣ୍ଠନ ଦେଖାଇବା ଭଳି’

ମୁଖ୍ୟମନ୍ତ୍ରୀଙ୍କ ଘୋଷଣାକୁ କଡ଼ା ସମାଲୋଚନା କରିବା ସହ ତାତ୍ସଲ୍ୟ କରିଛି ବିଜେପି । ରାଜ୍ୟ ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର ପ୍ରତିକ୍ରିୟା ଦେଇ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା କେବଳ ଦିନରେ ଲଣ୍ଠନ ଦେଖାଇବା ଭଳି ।

Mamata Banerjee
ଦିଦି କଲେ କିମିଆ ! ପୌର ନିର୍ବାଚନରେ ସତ୍ତା ହରାଇଲେ ବିଜେପି-କଂଗ୍ରେସ

ବୃହତ ବିଜୟ ପରେ ଦଳର ପ୍ରାର୍ଥୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ସମଗ୍ର ରାଜ୍ୟବାସୀ ଟିଏମସି ସରକାରଙ୍କ ଜନହିତକର କାର୍ଯ୍ୟକୁ ଗ୍ରହଣ କରିଥିବା ସେ କହିଛନ୍ତି ।

  • Tuesday, 21 December 2021
Eggs Thrown At Odisha Minister’s Convoy In Kendrapara
ଆଳିରେ ପ୍ରତାପ ଜେନାଙ୍କ ଗାଡିଉପରେ ଅଣ୍ଡା ମାଡ

ଆଳିର ବାଳକାଟି ବଜାରରେ ପ୍ରତାପ ଜେନାଙ୍କ ଗାଡି ଉପରେ ଅଣ୍ଡା ମାଡ କଲେ ବିରୋଧି

Minister Pratap Jena
ମନ୍ତ୍ରୀ ପ୍ରତାପ ଜେନାଙ୍କୁ ଅଣ୍ଡା ନାଦି ଦେଲେ କଂଗ୍ରେସ କର୍ମୀ

ପ୍ରତାପ ଜେନାଙ୍କ ଗାଡ଼ିକୁ ଅଣ୍ଡାମାଡ଼। କେନ୍ଦ୍ରାପଡ଼ା ଆଳି ବାଳକାଟି ବଜାରରେ ଅଣ୍ଡାମାଡ଼ କଲେ କଂଗ୍ରେସ କର୍ମୀ

BJD  BJPs Complain
ପିଏମ୍ ଆବାସ ଘର ଏବେ ବିବାଦରେ

ପିଏମ୍ ଆବାସ ଘରକୁ ନେଇ ବିଜେପି ବିଜେଡି ମୁଁହା ମୁଁହି। ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବାବେଳେ ଆରମ୍ଭ ହେଲାଣି ଟଣା ଓଟରା।

Odisha Panchayat Polls
ନିର୍ବାଚନ ପୂର୍ବରୁ ପ୍ରକଳ୍ପ ରାଜନୀତି

ପଞ୍ଚାୟତ ନିର୍ବାଚନ ପୂର୍ବରୁ ଜୋର ଧରିଛି ପ୍ରକଳ୍ପ ରାଜନୀତି । ଜିଲ୍ଲାକୁ ଜିଲ୍ଲା ବୁଲି ମୁଖ୍ୟମନ୍ତ୍ରୀ BSKY କାର୍ଡ ବାଣ୍ଟିଲା ପରେ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ ଜାରି ରଖିଛନ୍ତି ।

Naveen Patnaik
ନିର୍ବାଚନ ପୂର୍ବରୁପ୍ରକଳ୍ପ ରାଜନୀତି, ଆଜି ଯାଏଁ ମନେ ପଡ଼ୁନଥିଲା ଲୋକଙ୍କ କଥା !

୨୦୧୪ରେ ଭିତ୍ତପ୍ରସ୍ତର ପଡିଥିବା ସେତୁକୁ ଠିକ୍ ପଞ୍ଚାୟତ ନିର୍ବାଚନ ପୂର୍ବରୁ ଉଦ୍‌ଘାଟନ କରାଯିବାକୁ ନେଇ ଉଠିଛି ପ୍ରଶ୍ନ ।

  • Monday, 20 December 2021
nitin
ଦିନେ ରିଲାଏନ୍ସ ଟେଣ୍ଡରକୁ ପ୍ରତ୍ୟାଖ୍ୟାନ କରିଥିଲେ ଗଡକରୀ, ଧୀରୁଭାଇ ଆମ୍ବାନୀଙ୍କ ସମେତ ବାଲାସାହେବ ବି ରାଗିଥିଲେ

ଯେତେବେଳେ ୯୦ ଦଶକରେ ନୀତିନ ଗଡକରୀ ରାଜ୍ୟ ମନ୍ତ୍ରୀ ଥିଲେ, ସେତେବେଳେ ମୁମ୍ବାଇ-ପୁଣେ ଏକ୍ସପ୍ରେସ ୱେ ପାଇଁ ରିଲାଏନ୍ସ କମ୍ପାନୀର ଏକ ଟେଣ୍ଡର ତାଙ୍କ ପାଖକୁ ଆସିଥିଲା ।

Hundreds Of BJP Workers Picked Up By Police Ahead CM Naveen\'s Banki Visit
'ଧ୍ରୁତରାଷ୍ଟ ହେଇଯାଇଛନ୍ତି ନବୀନ'

ମୁଖ୍ୟମନ୍ତ୍ରୀଙ୍କ କଟକ ଗସ୍ତ ପୂର୍ବରୁ ତାତିଲେ ବିଜେପି କର୍ମୀ.. କଳାପତାକା ଦେଖାଇ ନାରାବାଜୀ କଲେ.. ଶତାଧିକ ବିଜେପି କର୍ମୀଙ୍କୁ ପାର୍ଟି ଅଫିସରୁ ଉଠାଇ ନେଲା ପୋଲିସ

Congress-BJP
ନବୀନଙ୍କ ଗସ୍ତ ପୂର୍ବରୁ କଂଗ୍ରେସ-ବିଜେପି କର୍ମୀଙ୍କୁ ଉଠାଇ ନେଲା ପୋଲିସ୍‌

ନବୀନଙ୍କ ଗସ୍ତ ପୂର୍ବରୁ କଂଗ୍ରେସ-ବିଜେପି କର୍ମୀଙ୍କୁ ଉଠାଇ ନେଲା ପୋଲିସ, ଆଜି ମହାନଦୀରେ T ସେତୁର ଉଦଘାଟନ୍‌

Odisha Doctors
ରାଜ୍ୟ ସ୍ୱାସ୍ଥ୍ୟସେବାର ବିଚିତ୍ର ଚିତ୍ର, ଡାକ୍ତରଙ୍କୁ ନେଇ ଦେଉଛନ୍ତି ୪ ପ୍ରକାର ତଥ୍ୟ

ରାଜ୍ୟ ସ୍ୱାସ୍ଥ୍ୟସେବାର ବିଚିତ୍ର ଚିତ୍ର । ଗୋଟିଏ ପଟେ ଡାକ୍ତର ଅଭାବରୁ ସରକାରୀ ଡାକ୍ତରଖାନାରୁ ରୋଗୀ ଫେରୁଛନ୍ତି ତ ଅନ୍ୟପଟେ ଚାକିରି ପାଇଁ ଆନ୍ଦୋଳନକୁ ଓହ୍ଲାଇଲେଣି ଡାକ୍ତରୀ ଛାତ୍ରଛାତ୍ରୀ । ହେଲେ ଏସବୁ ଭିତରେ ରାଜ୍ୟରେ ବାସ୍ତବରେ କେତେ ଡାକ୍ତର ପଦବୀ ଖାଲି ପଡ଼ିଛି, ସେନେଇ ରାଜ୍ୟ ସରକାରଙ୍କ ପାଖରେ ବି ୪ଟା ଉତ୍ତର ।

  • Sunday, 19 December 2021
Panchayat
ପଂଚାୟତ ନିର୍ବାଚନ ଲାଗି ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ

ପଂଚାୟତ ନିର୍ବାଚନ ଲାଗି ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ । ସେପଟେ ନିର୍ବାଚନ ଲାଗି ପୁରା ତୟାର୍ ବିଭିନ୍ନ ରାଜନୈତିକ ଦଳ । ଭୋଟ୍ ପୂର୍ବରୁ ମାହୋଲ୍ ବନାଇବା ଲାଗି ନିଜ ନିଜର ବ୍ଳୁପ୍ରିଣ୍ଟ ବି ପ୍ରସ୍ତୁତ କରିସାରିଛନ୍ତି ସବୁ ପାର୍ଟି । 

  • Sunday, 19 December 2021
Panchayat
ପଂଚାୟତ ନିର୍ବାଚନ: ଖୁବ୍ ଶୀଘ୍ର ଘୋଷଣା ହେବ ତାରିଖ, ତୟାର୍ ରାଜନୈତିକ ଦଳ

ଦଳୀୟ ସ୍ତରରେ ପଂଚାୟତ, ମଣ୍ଡଳ, ବ୍ଲକ୍ ଓ ଜିଲ୍ଲା ସ୍ତରରେ ମଧ୍ୟ ଏହି କାଯର୍ୟକ୍ରମ ପାଳନ କରାଯିବ । ରାମ ମନ୍ଦିରଠୁ ଆରମ୍ଭ କରି ଆତ୍ମନିର୍ଭର ଭାରତ, ପିଏମ୍‌ କିଷାନ, ଆୟୁଷ୍ମାନ ଭାରତ, କରୋନା ମୁକାବିଲା, ମାଗଣା ଟିକା ପ୍ରଦାନ ଭଳି ଜନହିତକାରୀ ଯୋଜନା ସଂପର୍କରେ ଲୋକଙ୍କୁ ଅବଗତ କରାଯିବ ।

  • Sunday, 19 December 2021
Beggar Sarapanch
ସରକାରଙ୍କ ମାଳ ମାଳ ଯୋଜନାକୁ ଖୋଦ୍‌ ସରପଂଚ ପାଉନାହାନ୍ତି

ସରପଂଚ ଅଛନ୍ତି, କିନ୍ତୁ ଭିକ ମାଗୁଛନ୍ତି । ସରକାରଙ୍କ ମାଳ ମାଳ ଯୋଜନାକୁ ଖୋଦ୍‌ ସରପଂଚ ପାଉନାହାନ୍ତି । ଯାହାକୁ ନେଇ ଉଠିଛି ପ୍ରଶ୍ନ ।

  • Saturday, 18 December 2021
Kendrapada Steel Plant
ଲକ୍ଷେ କୋଟି ଟଙ୍କା ପୁଞ୍ଜିନିବେଶ କରିବ ଆର୍ସେଲର ମିତ୍ତଲ ! ସରକାର ସତ କହୁଛନ୍ତି ତ ?

ବାର୍ଷିକ ୨୪ ନିୟୁତ ଟନ୍ ଉତ୍ପାଦନ କ୍ଷମତା ବିଶିଷ୍ଟ ସମନ୍ୱିତ ଷ୍ଟିଲ୍ ପ୍ଲାଣ୍ଟ ପ୍ରସ୍ତାବରେ ମୋହର ମାରିଛନ୍ତି ରାଜ୍ୟ ସରକାର । ଏଥିପାଇଁ ୧ ଲକ୍ଷ ୨ହଜାର ୨୭୫ କୋଟି ଟଙ୍କାର ପୁଞ୍ଜି ନିବେଶ କରିବ ଆର୍ସେଲର ମିତ୍ତଲ- ନିପ୍ପନ ଷ୍ଟିଲ ।

  • Saturday, 18 December 2021
Narendra Modi
ୟୁପି ନିର୍ବାଚନ : ରଣନୀତି ପ୍ରସ୍ତୁତ କରୁଛନ୍ତି ମୋଦି

ୟୁପି ନିର୍ବାଚନ ଯେତିକି ଯେତିକି ପାଖେଇ ଆସୁଛି, ୟୁପି ନିର୍ବାଚନ ମାହୋଲ ସେତିକି ସେତିକି ଜମୁଛି

BJP
କର୍ମୀଙ୍କ କାନରେ ମନ୍ତ୍ର ଫୁଙ୍କିଲେ ନେତା : "ଯୋଜନା ପହଞ୍ଚାଅ, ଭୋଟ୍‌ ଆଣ"

ଆସୁଛି ପଂଚାୟତ ନିର୍ବାଚନ : ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରିବାକୁ କର୍ମୀଙ୍କୁ କହିଲେ ନେତା

Politics On Teacher Appointed In Odisha
ପଞ୍ଚାୟତ ନିର୍ବାଚନ ପୂର୍ବରୁ ଶିକ୍ଷକ ନିଯୁକ୍ତିକୁ ନେଇ ରାଜନୀତି

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ । ମାଳ ମାଳ ଯୋଜନା ଘୋଷଣା କରୁଛନ୍ତି ବିଜେଡ଼ି ସରକାର । ଆଗକୁ ପଞ୍ଚାୟତ ନିର୍ବାଚନ ଥିବାରୁ ଶିକ୍ଷକଙ୍କୁ ଥୋପ ପକାଇଥିବା ଉଭୟ ବିଜେପି ଓ କଂଗ୍ରେସ ଅଭିଯୋଗ କରିଥିବାବେଳେ କାଉଣ୍ଟର କରିଛି ବିଜେଡି ..