• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

First Phase Election
ରାତି ପାହିଲେ ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ: ମାଓ ଅଞ୍ଚଳରେ କଡା ସୁରକ୍ଷା ବ୍ୟବସ୍ଥା

ରାତି ପାହିଲେ ପଡ଼ିବ ପଞ୍ଚାୟତ ଭୋଟ୍ । ତେଣୁ ପୋଲିଂ ବୁଥ୍‌କୁ ଆରମ୍ଭ କରି ରାଜ୍ୟ ନିର୍ବାଚନ ଆୟୋଗଙ୍କ ପର୍ଯ୍ୟନ୍ତ ସବୁଠି ଚୂଡାନ୍ତ ହୋଇଛି ପ୍ରସ୍ତୁତି । ସକାଳ ୭ଟାରୁ ଦିନ ଗୋଟାଏ ଯାଏଁ ଭୋଟ୍‌ ଗ୍ରହଣ ହେବ ।

Vote violence in village
ଗାଁ ମଝିରେ ଭୋଟ୍ ହିଂସା; ଆକ୍ରମଣରେ ୫ ଲହୁଲୁହାଣ

କାଲି ପଞ୍ଚାୟତ ନିର୍ବାଚନ। ଏଣେ ହୁ ହୁ ହୋଇ ବଢିଚାଲିଛି ରାଜନୈତିକ ହିଂସା। କେଉଁଠି ମାର୍‌ପିଟ୍ ହୋଇ କେହି ଲହୁଲୁହାଣ ହେଲେଣି ତ କେଉଁଠି କାହା ଘରେ ଲଗେଇ ଦିଆଯାଉଛି ନିଆଁ। ଏହାକୁ ନେଇ ପରସ୍ପରକୁ ଦୋଷ ଲଦିବାରେ ବ୍ୟସ୍ତ ତିନି ପ୍ରମୁଖ ରାଜନୈତିକ ଦଳ।

Presiding Officer Death
ଆସନ୍ତାକାଲି ଭୋଟ୍, ହେଲେ ଆଜି ଆଖି ବୁଜିଦେଲେ ପ୍ରିଜାଇଡିଂ ଅଫିସର

ପଞ୍ଚାୟତ ନିର୍ବାଚନରେ ଯୋଗ ଦେବା ପୂର୍ବରୁ ଅଧିକାରୀଙ୍କ ମୃତ୍ୟୁ । ମୃତକ ହେଲେ ଅନୁଗୁଳ ଜିଲ୍ଲା ରଜାମୁଣ୍ଡା ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଶୁଭେନ୍ଦୁ ନାୟକ ।

Sarpanch Candidate Dies Before Elections
ନିର୍ବାଚନର ଦିନକ ପୂର୍ବରୁ ଆଖି ବୁଜିଲେ ସରପଞ୍ଚ ପ୍ରାର୍ଥୀ, ସ୍ଥଗିତ ହେଲା ନିର୍ବାଚନ

ଆସନ୍ତାକାଲି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ହେଲେ ତା’ପୂର୍ବରୁ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ମୃତ୍ୟୁ ଘଟିଛି। ବରଗଡ଼ ଜିଲ୍ଲାରୁ ଏହି ଦୁଃଖଦ ଖବର ଆସିଛି।

Voting For First Phase Tomorrow
ପଞ୍ଚାୟତ ନିର୍ବାଚନ: ଆସନ୍ତାକାଲି ପ୍ରଥମ ପର୍ଯ୍ୟାୟ ମତଦାନ

ଆସନ୍ତାକାଲି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ହେବ।  ଆସନ୍ତାକାଲି ସକାଳ ୭ଟାରୁ ଦିନ ୧ଟା ପଯର୍ୟନ୍ତ ଭୋଟ୍‌ ଗ୍ରହଣ ହେବ।

Pre Poll Violence
ନିର୍ବାଚନ ପୂର୍ବରୁ ହିଂସା: ପ୍ରାର୍ଥୀଙ୍କ ମୁଣ୍ଡ ଫଟାଇଲେ, ଘରେ ନିଆଁ ଲଗାଇଲେ...

ଆସନ୍ତାକାଲି ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ହେଲେ ତା’ ପୂର୍ବରୁ ବିଭିନ୍ନ ସ୍ଥାନରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି।

up election
ୟୁପି ଜିତିବା ପାଇଁ ବିଜେପି ବଦଳାଇଲା ରଣନୀତି ! ବଡ଼ ରାଲି ପରିବର୍ତ୍ତେ ଛୋଟ ସଭା ଉପରେ ଫୋକସ୍‌

ଅନେକ ଆସନରେ ସମାଜବାଦୀ ପାର୍ଟି ସହିତ ପ୍ରତିଯୋଗିତାରକୁ ଦୃଷ୍ଟିରେ ରଖି ବିଜେପି କ୍ୟାମ୍ପେନ୍‌କୁ ଜୋରଦାର କରୁଛି । ପ୍ରଥମ ଦୁଇଟି ପର୍ଯ୍ୟାୟ ପାଇଁ ପ୍ରଚାର ଅଭିଯାନର ସମୀକ୍ଷା କରୁଥିବାବେଳେ ବାକି ପାଞ୍ଚଟି ପର୍ଯ୍ୟାୟ ପାଇଁ ଅଧିକରୁ ଅଧିକ ବୈଠକ କରିବାକୁ ବିଜେପି ବର୍ତ୍ତମାନ ପ୍ରସ୍ତୁତି ଚଳାଇଛି ।

bjd
ବାଜିରେ ଲାଗିଛି କି କେନ୍ଦ୍ରାପଡ଼ା ସାଂସଦଙ୍କ ରାଜନୈତିକ କ୍ୟାରିୟର ? ଅନୁଭବଙ୍କୁ ଛାଡ଼ି ବର୍ଷାଙ୍କ ଉପରେ ବିଜେଡିର ଭରସା

ବର୍ଷାଙ୍କୁ ବିଜେଡିରେ ସାମିଲ କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି । ଏପରିକି ତାଙ୍କୁ ଉପକୂଳ ଜିଲ୍ଲାରେ କୌଣସି ଏକ ଆସନରୁ ବିଜେଡି ବିଧାନସଭା ଟିକେଟ ଦେଇପାରେ ବୋଲି ଆଲୋଚନା ହେଉଛି । ଏପଟେ ସ୍ୱାମୀ ଅନୁଭବ ଦଳରେ ଏକ ପ୍ରକାର କୋଣଠେସା ହୋଇ ଯାଇଛନ୍ତି କହିଲେ ଚଳେ ।

Pre-Poll Violence
କେଉଁଠି ପ୍ରାର୍ଥୀଙ୍କ ଘରକୁ ବୋମାମାଡ଼, କେଉଁଠି ଢେଲାମାଡ଼

ଭୋଟ୍ ତାତି ଲଗାଇଲା ରାଜନୈତିକ ହିଂସାର ନିଆଁ I କେଉଁଠି ପ୍ରାର୍ଥୀଙ୍କ ଘରକୁ ବୋମାମାଡ଼, କେଉଁଠି ଢେଲାମାଡ଼ I ଯୋଡ଼ାରେ ପ୍ରଚାର ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ I ପୁରୀ ଗୋପରେ ପ୍ରଚାର କ୍ୟାମ୍ପ ପୋଡ଼ିଦେଲେ ଦୁର୍ବୃତ୍ତ

  • Monday, 14 February 2022
Several Schemes
କୋଟିଆରେ ଥମୁନାହିଁ ଆନ୍ଧ୍ରର ଅନୁପ୍ରବେଶ

ଓଡ଼ିଶା ମାଟିରେ ଆନ୍ଧ୍ରର ରାଜୁତି। ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ଚାଲିଥିବା ବେଳେ ବି ଆନ୍ଧ୍ର ସରକାର ଅନାୟାସରେ କୋଟିଆର ସୀମାନ୍ତ ଗାଁର ନିରୀହ ଆଦିବାସୀଙ୍କୁ ବିଭିନ୍ନ ସ୍କିମ୍ ଦ୍ୱାରା ପ୍ରଲୋଭିତ କରିବାକୁ ଜାରି ରଖିଛନ୍ତି ନିରନ୍ତର ପ୍ରୟାସ।

Polling Officers Gear Up
କେମିତି ଦେବେ ଭୋଟ୍; ସବୁ ଜିଲ୍ଲାରେ ପହଞ୍ଚିଲେ ପୋଲିଂ ପାର୍ଟି

ଦିନକ ପରେ ପ୍ରଥମ ପର୍ଯ୍ୟାୟ ପଂଚାୟତ ଭୋଟ୍ । ଏଥିପାଇଁ ବିଭିନ୍ନ ବ୍ଲକ୍ ହେଡ୍‌ କ୍ୱାର୍ଟରରୁ ବୁଥ୍ ଅଭିମୁଖେ ବାହାରିଛନ୍ତି ପୋଲିଂ ପାର୍ଟି । ବାଲାଟ୍ ବକ୍ସ, ବାଲାଟ୍ ପେପର୍ ଓ ଅନ୍ୟାନ୍ୟ ସାମଗ୍ରୀ ଧରି ମତଦାନ କେନ୍ଦ୍ରରେ ପହଞ୍ଚିବାରେ ଲାଗିଛନ୍ତି ଅଧିକାରୀ ।

Polling Officers Gear Up
ବ୍ଲକ୍ ହେଡ କ୍ୱାଟରରୁ ବୁଥ୍ ମୁହାଁ ପୋଲିଂ ପାର୍ଟି

ପ୍ରଥମ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ ଲାଗି ଥମିଲା ପ୍ରଚାର । ଦିନକ ପରେ ଅର୍ଥାତ ୧୬ ତାରିଖ ସକାଳ ୭ଟାରୁ ଦିନ ଗୋଟିଏ ପର୍ଯ୍ୟନ୍ତ ଭୋଟ୍‌ ଗ୍ରହଣ ହେବ ।

Kotia Dispute
ଲୋଭନୀୟ ସ୍କିମ୍‌ ଦେଖାଇ କୋଟିଆବାସୀଙ୍କୁ ବଶ କରୁଛି ଆନ୍ଧ୍ର

କଥା କେବଳ ଏଇଠି ସରୁନି, ତଳଗଂଜେଇପଦରର ଅନେକ ଗାଁରେ ଆନ୍ଧ୍ର ସରକାର ଘର ନମ୍ବରିଂ କରିବା ସହ ଫଳକ ବି ଲଗାଇଛନ୍ତି।

Voting
ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଏକାଧିକ ପ୍ରାର୍ଥୀଙ୍କ ସପକ୍ଷରେ ମୋହର ବାଜିଥିଲେ ନାକଚ ହେବ ଭୋଟ୍‌

ବାଲଟ ପେପରରେ ଏକାଧିକ ପ୍ରାର୍ଥୀଙ୍କ ଚିହ୍ନ କିମ୍ବା ନାଁ ଉପରେ ମୋହର ବାଜିଥିଲେ ସେହି ଭୋଟ୍‌କୁ ଅବୈଧ ଘୋଷଣା କରାଯିବ। ଭୋଟ୍ ଦେବାବେଳେ ଯଦି ଜଣେ ଭୋଟର ଛିଡ଼ା ହୋଇଥିବା ପ୍ରାର୍ଥୀଙ୍କ ଚିହ୍ନରେ ମୋହର ମାରିବା ସହିତ ପୂର୍ବରୁ ଭଙ୍ଗା ଯାଇଥିବା ଚିହ୍ନ ଉପରେ ମୋହର ମାରନ୍ତି, ତା ହେଲେ ଭୋଟରଙ୍କ ଉଦ୍ଦେଶ୍ୟକୁ ସ୍ପଷ୍ଟ ବୋଲି ବୁଝାଯିବ।

violence
ୱାର୍ଡମେମ୍ବର ପ୍ରାର୍ଥୀଙ୍କ ଗୁଣ୍ଡାଗିରି ! ହତ୍ୟା ଧମକ ପରେ ଜଙ୍ଗଲରେ ଲୁଚିଲେ ଭୋଟର

ୱାର୍ଡମେମ୍ବର ଆସନ ପାଇଁ ଲଢ଼ୁଥିବା ଜଣେ ପ୍ରାର୍ଥି ହାତିପାଲି ଗ୍ରାମର ମାନସ ପାଢ଼ୀଙ୍କୁ ଦୁଇଦିନ ତଳେ ଗୀତା ଛୁଇଁ ତାଙ୍କୁ ଏବଂ ଜଣେ ନିଦ୍ଧିଷ୍ଟ ସରପଂଚ ପ୍ରାର୍ଥିଙ୍କୁ ଭୋଟ ଦେବାକୁ ବାଧ୍ୟ କରିଥିଲେ । ଏଥିପାଇଁ ତାଙ୍କୁ ଟଙ୍କା ମଧ୍ୟ ଯାଚିଥିଲେ ।

Campaigning For First Phase To End Today
ଫେକ୍ ଭୋଟରଙ୍କୁ ସତର୍କବାଣୀ- ଧରାପଡ଼ିଲେ ପୋଲିସ ଜିମା ଦିଆଯିବ

ଦିନକ ପରେ ପଞ୍ଚାୟତ ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ। ଏଥିପାଇଁ ଆଜି ସନ୍ଧ୍ୟା ୭ଟାରେ ପ୍ରଥମ ପର୍ଯ୍ୟାୟ ପାଇଁ ନିର୍ବାଚନ ପ୍ରଚାର ସରିବ। ଏହାକୁ ଦୃଷ୍ଟିରେ ରଖି ଏହି ପର୍ଯ୍ୟାୟରେ ସବୁ ରାଜନୈତିକ ଦଳ  ପ୍ରଚାରକୁ ଜୋରଦାର କରିଛନ୍ତି। 

politics
ପଞ୍ଚାୟତ ଲଢ଼େଇ ପାଇଁ ସରଗରମ ନୟାଗଡ଼ : ଏଥର ପୁଣି ବିଜେଡି, ନା ପଲଟିବ ବାଜି ?

୧୯୯୭ରେ ଜନତା ଦଳ ଏବଂ ୨୦୦୨ରୁ ଲଗାତର ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦରେ ବସିଛି ବିଜେଡି । ଗତ ନିର୍ବାଚନରେ ଦଳ ୨୪ଟି ଜୋନରୁ ୧୯ଟି ଜିତି ପରିଷଦ ଗଢିଥିଲା । ବିଜେପି ୪ଟି ଆସନ ପାଇଥିବା ବେଳେ ଜଣେ ସ୍ୱାଧିନ ପ୍ରାର୍ଥୀ ନିର୍ବାଚିତ ହୋଇଥିଲେ ।

Shifting Of Dhinkia Booths Opposed
ପ୍ରଶାସନ କହୁଛି, ଢିଙ୍କିଆରେ ଫେରିଛି ଶାନ୍ତି; ହେଲେ ଲୋକେ କରୁଛନ୍ତି ବିରୋଧ...

ଢିଙ୍କିଆରୁ ଭୋଟ୍‌ ଗ୍ରହଣ କେନ୍ଦ୍ର ସ୍ଥାନାନ୍ତରକୁ ବିରୋଧ କରାଯାଇଛି। ଭୋଟରଙ୍କ ଠାରୁ ନେଇ ପ୍ରାର୍ଥୀଙ୍କ ପର୍ଯ୍ୟନ୍ତ ଏନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ସେପଟେ ଜିଲ୍ଲା ପ୍ରଶାସନ କହୁଛି ଢିଙ୍କିଆରେ ଶାନ୍ତି ଫେରିଛି।

 Bombs Hurled Kathakhuntu Panchayat Sarpanch Candidate
ରାତି ଅଧରେ ସରପଞ୍ଚ ପ୍ରାର୍ଥୀଙ୍କ ଘର ଉପରକୁ ବୋମାମାଡ଼

ଆଉ ମାତ୍ର କିଛି ଦିନ ପରେ ପଞ୍ଚାୟତ ନିର୍ବାଚନ ହେବାକୁ ଥିବାବେଳେ ତା’ପୂର୍ବରୁ ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ଦେଖିବାକୁ ମିଳିଛି। ନରସିଂହପୁରରେ ଜଣେ ସରପଞ୍ଚ ପ୍ରାର୍ଥୀଙ୍କ ଘର ଉପରକୁ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି। 

Samiti Sabhya Candidate Rescued Unconscious
ଘର ପାଖରୁ ମୁମୂର୍ଷ ଅବସ୍ଥାରେ ଉଦ୍ଧାର ହେଲେ ସମିତି ସଭ୍ୟା ପ୍ରାର୍ଥିନୀ

ସୁନ୍ଦରଗଡ଼ ଜିଲ୍ଲା ବଣାଇ ବ୍ଲକ୍‌ ଗୋବିନ୍ଦପୁର ସମିତି ସଭ୍ୟା ପ୍ରାର୍ଥିନୀ ପୁଷ୍ପିତା ଜେନାଙ୍କୁ ମୁମୂର୍ଷ ଅବସ୍ଥାରେ ଉଦ୍ଧାର କରାଯାଇଛି। ପୁଷ୍ପିତାଙ୍କୁ ନିଜ ଗାଁ ଘୁଷୁରା ପତ୍ରପାଲିରେ ଥିବା ଘର ପାଖରୁ ମୁମୂର୍ଷ ଅବସ୍ଥାରେ ପଡ଼ିଥିବା ଲୋକେ ଦେଖିଥିଲେ।

Varsha Priyadarshini
ଭଦ୍ରକରେ ବିଜେଡି ପାଇଁ ନିର୍ବାଚନ ମୈଦାନକୁ ଓହ୍ଲାଇଲେ ବର୍ଷା ପ୍ରିୟଦର୍ଶିନୀ

ବିଜେଡି ପ୍ରଚାରରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ। ପ୍ରଥମ ଥର ପାଇଁ ନିର୍ବାଚନ ମୈଦାନକୁ ବର୍ଷା ଓହ୍ଲାଇଛନ୍ତି। ବିଜେଡି ସମର୍ଥିତ ପ୍ରାର୍ଥୀମାନଙ୍କ ପାଇଁ ପ୍ରଚାର କରିବା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁରି ଭୁରି ପ୍ରଶଂସା କରୁଛନ୍ତି

Panchayat Elction
ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ କ୍ୟାମ୍ପେନ୍‌ରେ ଲାଗିପଡ଼ିଛନ୍ତି ଅଭିନେତା

ପ୍ରଥମ ପର୍ଯ୍ୟାୟ ଭୋଟ୍ ଲାଗି ଆସନ୍ତାକାଲି ସଂଧ୍ୟା ୭ଟାରେ ପ୍ରଚାର ବନ୍ଦ ହେବ।

MLA Pramila Mallik
ପ୍ରଚାର କରିପାରିବେନି ବିଧାୟିକା ପ୍ରମିଳା ମଲ୍ଲିକ

ପ୍ରମିଳାଙ୍କ ଠାରୁ ସୋ କଜ୍ ନୋଟିସ୍‌ ଉତ୍ତର ପାଇବା ପରେ ପଦକ୍ଷେପ ନିଆଯାଇଛି।

fake voter
ଫେକ୍ ଭୋଟରଙ୍କୁ ରାଜ୍ୟ ନିର୍ବାଚନ କମିଶନଙ୍କ ସତର୍କବାଣୀ : ଧରାପଡ଼ିଲେ ଦିଆଯିବ ପୋଲିସ ଜିମା

ପରିଚୟ ଉପରେ ଆପତ୍ତି ହେଲେ ଏଜେଣ୍ଟ ଚ୍ୟାଲେଞ୍ଜ କରିପାରିବେ

campaigning
ସରିଲା ପ୍ରଚାର ପର୍ବ ! ଆସନ୍ତାକାଲି ଉତ୍ତରାଖଣ୍ଡର ୭୦ ଓ ଗୋଆର ୪୦ଟି ଆସନରେ ଭୋଟ୍

ଆସନ୍ତାକାଲି ଉତ୍ତରାଖଣ୍ଡର ୭୦ ଆସନରେ ଏବଂ ଗୋଆର ୪୦ଟି ଆସନରେ ଭୋଟ୍ ଗ୍ରହଣ ହେବ । ଉଭୟ ରାଜ୍ୟରେ ଗୋଟିଏ ପର୍ଯ୍ୟାୟରେ ମତଦାନ ହେବାକୁ ଯାଉଛି । ଉତ୍ତରାଖଣ୍ଡରେ କ୍ଷମତାସୀନ ବିଜେପି ଓ ମୁଖ୍ୟ ବିରୋଧୀ କଂଗ୍ରେସ ମଧ୍ୟରେ ସିଧାସଳଖ ଟକ୍କର ହେଉଛି ।