ଅପହଞ୍ଚ ସ୍ୱାଭିମାନ ଅଞ୍ଚଳରେ ନକ୍ସଲ ଦବଦବା ସତ୍ତ୍ୱେ, ଶାନ୍ତିପୂର୍ଣ୍ଣ ମତଦାନ ଆୟୋଜନ କରିବାକୁ ପୂର୍ଣ୍ଣ ଭରଷା ଦେଇଛନ୍ତି ସୁରକ୍ଷା ବାହିନୀ । ଜିଲ୍ଲାର ସମସ୍ତ ସମ୍ବେଦନଶୀଳ ଅଞ୍ଚଳରେ ଯାଗା ଯାଗାରେ ଯାଞ୍ଚ୍ ଆଉ କଡ଼ା ପଇଁତରା ମାରୁଛନ୍ତି ସୁରକ୍ଷା ବାହିନୀ ।
ଭୋଟ୍ ଗଣତି କେନ୍ଦ୍ର ବାହାରେ ବିଶେଷ କରି ଗଣତି ସମୟରେ ହେବାକୁ ଥିବା ଭିଡ଼ କିପରି ନିୟନ୍ତ୍ରଣ କରାଯାଇପାରିବ ସେ ସଂପର୍କରେ ଆଲୋଚନା ହୋଇଛି ।
ଚଳିତ ପଞ୍ଚାୟତ ନିର୍ବାଚନରେ ଚାଲିଥିବା ବେକାବୁ ହିଂସାକୁ ନେଇ ଚାଲିଛି ଦୋଷ ଠେଲାଠେଲି । ନିର୍ବାଚନ ପ୍ରକ୍ରିୟା ଆରମ୍ଭରୁ ନିଇତି ଆଗ ପଛ ହୋଇ ରାଜ୍ୟ ନିର୍ବାଚନ କମିଶନଙ୍କୁ ଫେରାଦ ହେଉଥିଲେ, କିନ୍ତୁ ଆଜି ସିଧା ତାଙ୍କ ଅଫିସ୍ ଆଗରେ ଧାରଣା ଦେଇଛନ୍ତି ବିଜେଡି-ବିଜେପି ।
ବିଜେଡିରେ ତୀବ୍ର ହେଉଛି ଗୋଷ୍ଠି କନ୍ଦଳ । ୨୦୨୨ ପଞ୍ଚାୟତ ନିର୍ବାଚନରେ ବିଜେଡି, ନିଜ କର୍ମୀଙ୍କୁ ମ୍ୟାନେଜ କରିବାରେ ବିଫଳ ହୋଇଥିବା ଦେଖାଦେଇଛି ।
ଭୋଟର ଲିଷ୍ଟରେ ନାଁ ନଥିବାରୁ ଗତ ୨୦ ତାରିଖ ତୃତୀୟ ପର୍ଯ୍ୟାୟ ନିର୍ବାଚନରେ ଭୋଟ ଦେଇପାରନାହାନ୍ତି ତୁମ୍ବାର କିଛି ଲୋକ । ବିଡିଓଙ୍କୁ ଅଟକ ନେଇ ଚିକିଟି SDPO କୃଷ୍ଣଚନ୍ଦ୍ର ଭତ୍ରା ସୂଚନା ଦେଇଛନ୍ତି ।
ସରକାରୀ ଅଧିକାରୀମାନେ ଶାସକ ଦଳକୁ ସହଯୋଗ କରୁଥିବା ଅଭିଯୋଗ କରିଛି ବିଜେପି । ବୁଥରେ ହିଂସା, ଜବରଦଖଲ ଓ ଆକ୍ରମଣ ବେଳେ ପୋଲିସ କି ପ୍ରଶାସନକୁ ଡାକିଲେ କେହି ଆସୁନଥିବା କହିଛି ବିଜେପି ।
ଗଞ୍ଜାମ ଜିଲ୍ଲାରୁ ଆସିଛି ଆଉ ଏକ ହୃଦୟ ବିଦାରକ ଦୃଶ୍ୟ । ଏଠାରେ ଭୋଟ ଗ୍ରହଣ ସରିଥିବା ବେଳେ ଷ୍ଟ୍ରଙ୍ଗ ରୁମ୍ରେ ତାଲା ପଡ଼ିଛି ପ୍ରାର୍ଥୀଙ୍କ ଭାଗ୍ୟ । ଆଉ ବିଡିଓଙ୍କ ଗୋଡ଼ ତଳେ ପଡ଼ି ନେହୁରା ହେଉଛନ୍ତି ପ୍ରାର୍ଥୀ । ଆପଣ ଚିନ୍ତା କରୁଥିବେ ଷ୍ଟ୍ରଙ୍ଗ ରୁମ୍ରେ ତ ଭୋଟ ବାକ୍ସ ରହିଲା ।
ପୂର୍ବତନ ବିଧାୟକ ତଥା ସମାଜବାଦୀ ପାର୍ଟି (ସପା) ପ୍ରାର୍ଥୀ ଉତ୍କଳ ଧର୍ମେନ୍ଦ୍ର ଏନେଇ ଅଭିଯୋଗ କରିଛନ୍ତି । ପ୍ରଥମ ନମ୍ବରରେ ବଟନ୍ରେ ସପାର ଚିହ୍ନ ଥିବାବେଳେ ଦୁର୍ବୃତ୍ତ ସେଥିରେ ଇଭିଏମ୍ ଲଗାଇ ଦେଇଛନ୍ତି ।
ବାଲେଶ୍ୱରରେ ଜମୁଛି ପ୍ରଚାର। ବିଜେପି ପାଇଁ ପ୍ରଚାର ମଇଦାନରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ। ତାଙ୍କ ସହ ଅଛନ୍ତି ଅଭିନେତ୍ରୀ ପିଙ୍କି ପ୍ରଧାନ ଓ ଜିନା.
ଯେକୌଣସି ମୁହୂର୍ତ୍ତରେ ପୋର ର୍ନିବାଚନ ତାରିଖ ଘୋଷଣା ହୋଇପାରେ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ହେବା ପରେ ବିଜ୍ଞପ୍ତି ମାଧ୍ୟମରେ ପୌର ନିର୍ବାଚନ ପାଇଁ ନଗର ଉନ୍ନୟନ ବିଭାଗ ଆହ୍ୱାନ କରିଛି।
ପଞ୍ଚାୟତ ନିର୍ବାଚନରେ ଆଜି ହେଉଛି ପୁନଃ ମତଦାନ। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମୟରେ ବିଭିନ୍ନ କାରଣରୁ ବିଭ୍ରାଟ ଘଟି ମତଦାନ ରଦ୍ଦ ହୋଇଥିବା ୪୯ ବୁଥ୍ରେ ଆଜି ମତଦାନ ଚାଲିଛି।
ଜଗତସିଂହପୁର ରାହାମାର ପୋଲିଂ କର୍ମଚାରୀଙ୍କୁ ମାଡ଼, ବିଡିଓଙ୍କୁ ଠେଲାପେଲା । ସୂଚନା ଅନୁସାରେ କୁଜଙ୍ଗ ପଣ୍ଡୁଆ ପଞ୍ଚାୟତର ୧୦ନଂ ବୁଥ୍ରେ ନିର୍ବାଚନ ପରେ ବାଲାଟ୍ ବକ୍ସ ଧରି ଫେରିଥିଲେ ପୋଲିଂ ପାର୍ଟି ।
ଜଗତସିଂହପୁର ରାହାମାର ପୋଲିଂ କର୍ମଚାରୀଙ୍କୁ ମାଡ଼, ବିଡିଓଙ୍କୁ ଠେଲାପେଲା । ସୂଚନା ଅନୁସାରେ କୁଜଙ୍ଗ ପଣ୍ଡୁଆ ପଞ୍ଚାୟତର ୧୦ନଂ ବୁଥ୍ରେ ନିର୍ବାଚନ ପରେ ବାଲାଟ୍ ବକ୍ସ ଧରି ଫେରିଥିଲେ ପୋଲିଂ ପାର୍ଟି ।
ସରିଲା ଚତୁର୍ଥ ପର୍ଯ୍ୟାୟ ପଞ୍ଚାୟତ ନିର୍ବାଚନ । ଆଜି ୧୬୩ ଜିଲ୍ଲା ପରିଷଦ ଜୋନ୍ ଓ ୧୨ଶହ ୫୪ ପଞ୍ଚାୟତରେ ପଡ଼ିଛି ଭୋଟ୍ । ମାଲକାନଗିରି ଟାଗରକୋଟା ମତଦାନ କେନ୍ଦ୍ରକୁ ଭୋଟରମାନେ ୨ଟି ନଦୀ ପାର ହୋଇ ପ୍ରାୟ ୬୦ କିଲୋମିଟର ରାସ୍ତା ଅତିକ୍ରମ କରିବା ପରେ ପହଞ୍ଚିଥିଲେ ।
ଶେଷ ହେଲା ଚତୁର୍ଥ ପର୍ଯ୍ୟାୟ ଭୋଟ୍ । ନିଜ ନିଜର ମନପସନ୍ଦ ପ୍ରାର୍ଥୀ ବାଛିଛନ୍ତି ଭୋଟର୍ । ଭୋଟ୍ ବାକ୍ସରେ ସିଲ୍ ହୋଇଛି ପ୍ରାର୍ଥୀଙ୍କ ଭାଗ୍ୟ । ଗଣତନ୍ତ୍ରର ଏହି ମହାପର୍ବରେ ବେଶ୍ ଉତ୍ସାହର ସାମିଲ ହୋଇଛନ୍ତି ସବୁ ବର୍ଗର ଭୋଟର୍ ।
ରମାମଣିଙ୍କ ସ୍ୱାମୀ ସ୍ୱର୍ଗତ ନାରାୟଣ ସାହୁ ବାଙ୍ଗୁରି ଗାଁ ପଂଚାୟତରୁ ୩ ଥର ସରପଞ୍ଚ ହୋଇଥିଲେ । ବାପାଙ୍କ ଲୋକପ୍ରିୟତାକୁ ପାଥେୟ କରି ଜନ୍ମେଜୟ ଘରୋଇ କମ୍ପାନୀ ଚାକିରୀ ଛାଡ଼ି ପଂଚାୟତ ନିର୍ବାଚନ ମଇଦାନକୁ ଓହ୍ଲାଇଛନ୍ତି ।
ଏଥିରୁ ସ୍ପଷ୍ଟ ବାରି ହୋଇପଡ଼ୁଛି ଯେ, କୌଣସି ରାଜନୈତିକ ଦଳ ବୁଥ୍ ରିଗିଂ କିମ୍ବା ବୁଥ୍ କ୍ୟାପ୍ଚର କରି ମନ ଇଚ୍ଛା ଭୋଟ୍ ଦେଇ ବାଲଟ୍ ବକ୍ସରେ ପକାଇଛି ।
ଚତୁର୍ଥ ପର୍ଯ୍ୟାୟ ଭୋଟ ଗ୍ରହଣ ନେଇ ନିର୍ବାଚନ କମିଶନର କହିଛନ୍ତି-“ପ୍ରାରମ୍ଭିକ ସୂଚନା ଅନୁସାରେ ୭୩ ପ୍ରତିଶତ ମତଦାନ ହୋଇଛି। ଯାଜପୁର ଜିଲ୍ଲା ନଗଡ଼ାରେ ୨୦ ବର୍ଷ ପରେ ୮୩ % ମତଦାନ ହୋଇଛି ।
ପୂର୍ବଥର ଅପେକ୍ଷା ଏଥର ପଞ୍ଚାୟତ ନିର୍ବାଚନ ଟିକେ ଭିନ୍ନ ଧରଣର ହେଉଥିବା ଭଳି ଦେଖାଯାଉଛି । ଅନେକ ବୁଥ୍ରେ ତ୍ରୁଟି ବିଚ୍ୟୁତି ହେବାରୁ ୨୩ ତାରିଖରେ ସାନି ମତଦାନ ହେବାକୁ ଯାଉଛି ।
ଢେଙ୍କାନାଳ ଜିଲ୍ଲା କଙ୍କଡାହାଡ଼ ବ୍ଲକର ପାକଟମୁଣ୍ଡା ଗ୍ରାମବାସୀ ଭୋଟ ବର୍ଜନ କରିଛନ୍ତି । ପୋଲିଂ ବୁଥରେ ପ୍ରିଜାଇଡିଂ ଅଫିସର ଓ ପୋଲିଂ ଅଫିସର ମାନେ ରହି ଭୋଟିଂ ବ୍ୟବସ୍ଥା କରିଥିଲେ ମଧ୍ୟ କେହି ଭୋଟ ଦେବାକୁ ଯାଇନଥିଲେ
ସ୍ୱାଧୀନ ପ୍ରାର୍ଥୀ ମଣିମେଗାଲାଇ ଦୁରଇପାଣ୍ଡି ଅମ୍ବୁରର ୩୬ତମ ୱାର୍ଡରୁ କାଉନସିଲର ପଦ ପାଇଁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି । ଜୋରସୋରରେ ପ୍ରଚାର କରିବା ସହ ନିର୍ବାଚନ ଜିତିବା ପାଇଁ ଘର ବନ୍ଧକ ରଖିଥିବା ହାଲ୍ଲା କରିଥିଲେଆ
କେନ୍ଦ୍ରାପଡ଼ା ଜିଲ୍ଲା ଗରଦପୁର ବ୍ଲକ ବଙ୍ଗାଳପୁର ନୂଆଶାସନରେ ସରପଞ୍ଚ ପ୍ରାର୍ଥୀଙ୍କ ପାଇଁ ଉଦ୍ଦିଷ୍ଟ ବାଲାଟ ପେପର ଫୋଲ୍ଡିଂରେ ତ୍ରୁଟି ହୋଇଥିବା ଅଭିଯୋଗ ।
ନୀଳଗିରି ଥାନା ଔପଦା ବ୍ଲକ ଗୁଡିଖୋଳା କେନ୍ଦ୍ରରେ ଏଭଳି ଘଟଣା ଦେଖିବାକୁ ମିଳିଛି । ଗତ ରାତିରେ ଗାଁରେଦୁଇ ତିନି ଜଣ ଅଚେତ ହୋଇ ପଡ଼ି ଯାଇଥିଲେ
ଭୋଟ ସହିତ ନୋଟ୍ ଦିଅ, ଅରୁଣ ଭାଇଙ୍କୁ ଜିତାଇ ଦିଅ।
ଏଥର ପଞ୍ଚାୟତ ନିର୍ବାଚନରେ ବଢିଛି ହିଂସା। କେତେକ ନିର୍ଦ୍ଦିଷ୍ଟ ଅଞ୍ଚଳରେ ଆଇନର ଶାସନ ହୁଗୁଳି ଗଲା ଭଳି ଜଣାପଡୁଛି। ଆଇନକୁ ହାତକୁ ନେବାକୁ ଟିକିଏ ବି ଡର ଭୟ ନାହିଁ ଏମାନଙ୍କର। ଏମାନଙ୍କ ପଛରେ କିଏ ? କେମିତି ହୋଇଛନ୍ତି ବଳିୟାନ୍?