• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

BJD-BJP Clash
ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ, ବିଜେଡି-ବିଜେପି ମୁହାଁମୁହିଁ

ମୁଖ୍ୟମନ୍ତ୍ରୀଙ୍କ ଢେଙ୍କାନାଳ ଗସ୍ତକୁ BJP ଓ କଂଗ୍ରେସ ପକ୍ଷରୁ ମଧ୍ୟ ବିରୋଧ କରାଯାଇଛି । ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ ଉଭୟ ଦଳର ନେତା ମାନଙ୍କୁ ଉଠାଇନେଇଛି ପୋଲିସ ।

Dharmendra's Jibe At CM Naveen
ଅହଙ୍କାର ବେଶିଦିନ ରହିବନି !

ନବୀନଙ୍କୁ ଧର୍ମେନ୍ଦ୍ର ମାରିଲେ ପ୍ରଶ୍ନ ବାଣ। ଅହଙ୍କାର ବେଶି ଦିନ ରହିବନି !

Dharmendra Pradhan
ଧମେନ୍ଦ୍ରଙ୍କୁ ଭାଇ ଭାଇ କହି, କାଉଣ୍ଟର ଆଟକ୍‌ କଲେ ପ୍ରଣବ !

ଧର୍ମେନ୍ଦ୍ରଙ୍କୁ ଟାର୍ଗେଟ୍‌ କରି ସେ ସିଧା ସଳଖ ଲେଖିଛନ୍ତି ଯେ, ‘ଦମ୍ ଅଛି ତ ଠୋସ୍ ପ୍ରମାଣ ଦିଅନ୍ତୁ; ମୁଖ୍ୟମନ୍ତ୍ରୀ ବାନ୍ଧିକି ଜେଲ୍ ପଠାଇବେ । କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀଙ୍କ ପୁଅ ୭ ଚାଷୀଙ୍କୁ ଗାଡ଼ି ମଡ଼ାଇ ମାରି ଜେଲରେ ଅଛନ୍ତି ।

Mamita Murder Case
ମମିତାଙ୍କ ପରିବାର ଉପରେ ଚାପ ପକାଇ ମାମଲା କରାଯାଇଛି: ଧର୍ମେନ୍ଦ୍ର

ତ୍ୱରିତ ଶୁଣାଣି ପାଇଁ କେସ୍ କରାଯାଇଛି। ମାମଲାର ଚାର୍ଜସିଟ୍ ଦାଖଲ ହୋଇନି ହେଲେ ତ୍ୱରିତ ଶୁଣାଣି ଲାଗି ଅପିଲ ହୋଇଥିବା ଧର୍ମେନ୍ଦ୍ର କହିଛନ୍ତି।

Sanjeeb Sahoo
ବିଜେଡ଼ି ଛାଡ଼ି ବିଜେପିରେ ମିଶିଲେ ସଂଜୀବ ସାହୁ

ବିଜେପିରେ ମିଶିଲେ ପୂର୍ବତନ ମନ୍ତ୍ରୀ ସଂଜୀବ ସାହୁ। ସେ ନିକଟରେ ବିଜେଡ଼ିରୁ ଦେଇଥିଲେ ଇସ୍ତଫା

Lady Voters Focus
ପଞ୍ଚାୟତ ନିର୍ବାଚନରେ ମହିଳା ଭୋଟରଙ୍କ ଗୁରୁତ୍ୱ

ଫୋକସ୍‌ରେ ମହିଳା ଭୋଟ୍ ବ୍ୟାଙ୍କ। ନିର୍ବାଚନ ବାଜିରେ ବଢୁଛି ମହିଳା ଭୋଟରଙ୍କ ଗୁରୁତ୍ୱ । ସାଇଲେଣ୍ଟ ଭୋଟ୍ ବ୍ୟାଙ୍କ ହାତେଇବାକୁ ସବୁ ଦଳର ପ୍ରୟାସ । ନାରୀ ନିର୍ଯାତନା ପ୍ରସଙ୍ଗରେ କାଉଣ୍ଟର ଲାଗି ବିରୋଧୀଙ୍କ ପ୍ରୟାସ

Lekhashree
ମନ୍ତ୍ରୀ ଯଦି ଦୋଷୀ ନୁହନ୍ତି ତେବେ ୨୧ ଦିନ କାହିଁକି ଆତ୍ମଗୋପନ କରିଥିଲେ?

ମମିତା ମେହେର ହତ୍ୟା ଘଟଣାକୁ ନେଇ ତେଜିବାରେ ଲାଗିଛି ରାଜନୀତି। ଆଜି ଦିବ୍ୟଶଙ୍କର ଉପରେ ପୁଣି ବର୍ଷିଲେ ଲେଖାଶ୍ରୀ

Throwing Egg At Odisha Minister's Carcade
ରାଜସ୍ୱ ମନ୍ତ୍ରୀ ସୁଦାମ ମାରଣ୍ଡିଙ୍କ କାରକେଡକୁ ଅଣ୍ଡାମାଡ଼

ରାଜସ୍ୱ ମନ୍ତ୍ରୀ ସୁଦାମ ମାରଣ୍ଡିଙ୍କ କାରକେଡକୁ ଅଣ୍ଡାମାଡ଼ ହୋଇଛି.. କେନ୍ଦୁଝର ଟାଉନ ଥାନା କାଶୀପୁର ନିକଟ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଅଣ୍ଡାମାଡ଼ କରାଯାଇଥିବା ସୂଚନା ମିଳିଛି.. ମମିତା ମେହେର ହତ୍ୟାକାଣ୍ଡ ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ଅଣ୍ଡାମାଡ଼ କରାଯାଇଛି.. ଘଟଣାରେ ବିଜେପି ଯୁବମୋର୍ଚ୍ଚା ଜିଲ୍ଲା ସଭାପତିଙ୍କୁ ଥାନାରେ ଅଟକ ରଖିଛି ପୋଲିସ..

OBC Reservation
ପଞ୍ଚାୟତ ନିର୍ବାଚନ: ପଛୁଆ ବର୍ଗଙ୍କୁ ଅଣଦେଖା, ସରକାରଙ୍କ ବିରୋଧରେ କୁହୁଳୁଛି ଅସନ୍ତୋଷ

୧୪ଟି ଜିଲ୍ଲାରେ ପଛୁଆ ବର୍ଗଙ୍କୁ ଆଦୌ ସଂରକ୍ଷଣ ମିଳିନାହିଁ । ୨୦୧୭ରେ ପଛୁଆ ବର୍ଗଙ୍କ ଲାଗି ୨୩୬ ଆସନ ସଂରକ୍ଷିତ ଥିବା ବେଳେ ଏଥର ଏହା ୧୦୪କୁ ଖସି ଆସିଛି ।

Former MLA Suresh Swain
ବିଜୁବାବୁଙ୍କୁ ଟକ୍କର ଦେଇ, ବିଶ୍ୱସ୍ତ ହୋଇଥିଲେ ଉମେଶ ସ୍ୱାଇଁ

ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକରେ ରାଜ୍ୟ ଜଣେ ବରିଷ୍ଠ ରାଜନେତାଙ୍କୁ ହରାଇଛି । ଜଗତସିଂହପୁର ଜିଲ୍ଲାର ଏଇ ବର୍ଷୀୟାନ ରାଜନେତା ଅନେକ ଘାତ ପ୍ରତିଘାତ ଦେଇ ଗତି କରିଛନ୍ତି । ବିଜୁବାବୁଙ୍କୁ ଟକ୍କର ଦେଇ ସେ ପରେ ତାଙ୍କର ଅତି ବିଶ୍ୱସ୍ତ ହୋଇପାରିଥିଲେ । ରାଜନୀତିର ଅଙ୍କାବଙ୍କା ରାସ୍ତାରେ ଏମିତି ଥିଲା ଉମେଶଙ୍କ ଯାତ୍ରା ।

 Signature Campaign
ବଢିଲା ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଅଡୁଆ; ବିଜେପି ପକ୍ଷରୁ ଆରମ୍ଭ ହେଲା ଦସ୍ତଖତ ଅଭିଯାନ

ମହାଲିଙ୍ଗ ଶିକ୍ଷୟିତ୍ରୀ ମମିତା ମେହେରଙ୍କ ହତ୍ୟା ଘଟଣାରେ ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବିରୋଧରେ ବିଜେପିର ଦସ୍ତଖତ ଅଭିଯାନ । ଦିବ୍ୟଶଙ୍କରଙ୍କୁ ତଦନ୍ତ ପରିସରଭୁକ୍ତ ଓ ତୁରନ୍ତ ଗିରଫ ଦାବିରେ ଭୁବନେଶ୍ୱର ସାଂଗଠନିକ ଜିଲ୍ଲା ବିଜେପି ପକ୍ଷରୁ ଦସ୍ତଖତ ଅଭିଯାନ ଆରମ୍ଭ କରାଯାଇଛି ।

Mamita Murder Case
"ମମିତା ହତ୍ୟା ମାମଲାରେ ମୋର କୌଣସି ସମ୍ପର୍କ ନାହିଁ"

ମମିତା ହତ୍ୟା ମାମଲାରେ ମୋର କୌଣସି ସମ୍ପର୍କ ନାହିଁ : ଦିବ୍ୟଶଙ୍କର ମିଶ୍ର…

Electoral Roll
ଅନଲାଇନରେ କରନ୍ତୁ ଭୋଟର୍‌ ତାଲିକା ସଂଶୋଧନ

ଫେବ୍ରୁଆରିରେ ହେବାକୁ ଥିବା ପଞ୍ଚାୟତ ନିର୍ବାଚନ ପାଇଁ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହୋଇଛି.. ନିର୍ଭୁଲ ଭୋଟର ତାଲିକା ବା ନିଜର ଭୋଟ୍ ପରିଚୟ ପତ୍ର କରିବା ଲାଗି ଅନଲାଇନ୍ ଆବେଦନ ଉପରେ ଗୁରୁତ୍ୱ ଦେବାକୁ କୁହାଯାଇଛି.

MP Prasanna Patasani
ବିଜେଡି ନେତା ପ୍ରସନ୍ନ ପାଟ୍ଟଶାଣୀ ଦଳରେ ଅସନ୍ତୁଷ୍ଟ ଅଛନ୍ତି କି ?

ରାଜ୍ୟସଭା ଯିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ । କିନ୍ତୁ ଏପର୍ଯ୍ୟନ୍ତ ତାହା ପୁରା ହୋଇନାହିଁ । କିନ୍ତୁ ସେଥିପାଇଁ ମୋ ମନରେ ଦୁଃଖ ନାହିଁ । କିନ୍ତୁ ଏଥିପାଇଁ ମୁଁ ଖୋସାମତ କରିବି ନାହିଁ ଏପରି ପ୍ରତିକ୍ରିୟା ଦେଇଛନ୍ତି ବରିଷ୍ଠ ବିଜେଡି ନେତା ପ୍ରସନ୍ନ ପାଟ୍ଟଶାଣୀ ।

Dibya shankar Mishra
ମମିତା ହତ୍ୟା ମାମଲା: ପୁରୁଣା କଥାକୁ ଦୋହରାଇଲେ ମନ୍ତ୍ରୀ, ବାଢ଼ିଲେ ଅଜବ ଯୁକ୍ତି..

ବିରୋଧୀଙ୍କ ପ୍ରଶ୍ନର ଉତ୍ତର ନଦେଇ ସେ ପୂର୍ବ ଭଳି କେବଳ ନିଜ ପକ୍ଷ ରଖିଛନ୍ତି । ସେ କହିଛନ୍ତି ହତ୍ୟା ଘଟଣାରେ ତାଙ୍କର କୌଣସି ସଂପୃକ୍ତି ନାହିଁ । କାରଣ ସେ ଭାରତୀୟ ବାୟୁସେନାର ଜଣେ ପାଇଲଟ୍‌, ଦେଶ ପାଇଁ ଲଢ଼ିଛନ୍ତି ।

panchayat election
ଭୋଟର ତାଲିକାରେ ତ୍ରୁଟି ଥିଲେ ସଂଶୋଧନ ପାଇଁ ଆବେଦନ କରିବାକୁ ପରାମର୍ଶ

କେନ୍ଦ୍ରୀୟ ନିର୍ବାଚନ ଆୟୋଗ ପକ୍ଷରୁ ପ୍ରକାଶିତ ଭୋଟର ତାଲିକାରେ କୌଣସି ତ୍ରୁଟି ଥିଲେ ସଂଶୋଧନ ପାଇଁ ଆବେଦନ କରିବାକୁ ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି।

BJD leader Prasanna Pattsani
ରାଜ୍ୟସଭା ପଠାଇବାକୁ ପ୍ରତିଶ୍ରୁତି ଦେଇଥିଲେ ନେତା, କିନ୍ତୁ...

ଦଳରେ ଅସନ୍ତୁଷ୍ଟ ଅଛନ୍ତି କି ବରିଷ୍ଠ ବିଜେଡି ନେତା ପ୍ରସନ୍ନ ପାଟ୍ଟଶାଣୀ ? ଦଳୀୟ କାର୍ଯ୍ୟକଳାପରେ ସେ ଅସନ୍ତୁଷ୍ଟ ନେଇ ଆଭାସ ମିଳିଛି।

BJP Leader Minati Barik’s Vehicle Set On Fire
ବ୍ରେକିଂ ନ୍ୟୁଜ୍‌: ପେଟ୍ରୋଲ ବୋମା ପକାଇ ଜାଳିଦେଲେ ବିଜେପି ନେତ୍ରୀଙ୍କ ଗାଡ଼ି

ଭୁବନେଶ୍ୱର ଜିଲ୍ଲା ବିଜେପି କୋଷାଧ୍ୟକ୍ଷ ମିନତୀ ବାରିକଙ୍କ ଗାଡ଼ି ଉପରକୁ ପେଟ୍ରୋଲ ବୋମା ପକାଇ କିଛି ଦୁର୍ବୃତ୍ତ ଜାଳି ଦେଇଥିବା ଅଭିଯୋଗ ହୋଇଛି।

Mamita Murder Case
ସଫେଇ ଦେଲେ ମନ୍ତ୍ରୀ

ମମିତା ମେହେର ହତ୍ୟା ମାମଲାରେ ଆସିଥିବା ସମସ୍ତ ଅଭିଯୋଗକୁ ପୁଣି ଥରେ ଖଣ୍ଡନ କରିଛନ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର

Former MLA Umesh Swain
ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକ

ବାଲିକୁଦାର ପୂର୍ବତନ ବିଧାୟକ ଉମେଶ ସ୍ୱାଇଁଙ୍କ ପରଲୋକ ହୋଇଛି। ଭୁବନେଶ୍ୱର ସ୍ଥିତ ବାସଭବନରେ ହୃଦ୍‌ଘାତରେ ଉମେଶଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି। 

Odisha Panchayat Elections
୬୭୯୪ ପଞ୍ଚାୟତରେ ହେବ ଭୋଟ୍

ଚୂଡ଼ାନ୍ତ ହେଲା ପଞ୍ଚାୟତ ତାଲିକା। ୬୭୯୪ ପଞ୍ଚାୟତରେ ହେବ ଭୋଟ। ଏଥିରେ କେତୋଟି ୱାର୍ଡ୍ ରହିଛି ଏବଂ ଗତ ନିର୍ବାଚନ ଠାରୁ କେତେ ଭିନ୍ନ ଦେଖନ୍ତୁ

Panchayat VOTE
ପଞ୍ଚାୟତ ନିର୍ବାଚନରେ ଆଉ ପାଦେ, ଜାଣନ୍ତୁ କାହା ପାଇଁ କେତେ ଆସନ ସଂରକ୍ଷିତ..

ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତିରେ ଆଉ ପାଦେ ବଢ଼ିଲେ ରାଜ୍ୟ ନିର୍ବାଚନ ଆୟୋଗ । ଚୂଡ଼ାନ୍ତ ହେଲା ପଞ୍ଚାୟତ ତାଲିକା । ଏହି ଅନୁଯାୟୀ, ୬ ହଜାର ୭୯୪  ପଂଚାୟତରେ ହେବ ଭୋଟ୍ ଯେଉଁଥିରେ ରହିଛି ମୋଟ୍ ୯୧ ହଜାର ୯୧୬ଟି ଓ୍ୱାର୍ଡ ।

congress hartal
ତେଲଗୁରେ କହି ଉପମା ଓ ତରକାରୀ ଦେଲେ

କଂଗ୍ରେସିଆଙ୍କ ବନ୍ଦ ବେଳେ ହଠାତ୍‌ ଗାଡ଼ି ଆଡ଼କୁ ମାଡ଼ିଗଲେ ଭାଲୁ ଭାଇ। ଆଉ ତା’ପରେ ଡ୍ରାଇଭରଙ୍କୁ ଗୁଡ଼ାଏ ତେଲଗୁରେ ଗପିଲେ...ବୁଝାଇ ସୁଝାଇ ଉପମା ଓ ତରକାରୀ ବଢାଇ ଦେଲେ। ଏ ବନ୍ଦ ବେଳେ ଖାଇବାକୁ ଦେଲେ ତାରାରେ ନାରଣ..

Tomato Attack
ମମିତା ମେହେର ହତ୍ୟା ମାମଲା: ପୋଲିସ୍‌ ଉପରକୁ ଟମାଟୋ ମାଡ଼ କଲା ଛାତ୍ର କଂଗ୍ରେସ୍‌

ରାଜନେତାଙ୍କୁ ଅଣ୍ଡା ମାଡ଼, ପୋଲିସକୁ ଟମାଟୋ ମାଡ଼, ଛାତ୍ର କଂଗ୍ରେସର ନୂଆ ଷ୍ଟାଇଲ୍

Opposition targets DIG
ମନ୍ତ୍ରୀଙ୍କୁ କ୍ଳିନଚିଟ୍ ଦେଇ ବିରୋଧୀଙ୍କ ନିଶାନାରେ ଉତ୍ତରାଞ୍ଚଳ ଡିଆଇଜି

ମାସେରୁ ଅଧିକ ସମୟ ଧରି ମମିତା ପ୍ରସଙ୍ଗକୁ ନେଇ ସାରା ରାଜ୍ୟ ଉଠୁଛି ପଡୁଛି। ତେବେ ନା ତ ମନ୍ତ୍ରୀ ଦିବ୍ୟଶଙ୍କରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଉଛି, ନା ମମିତା ହତ୍ୟାର ତଦନ୍ତ ଆଗକୁ ବଢୁଛି।