ପଞ୍ଜାବ ବିଧାନସଭା ନିର୍ବାଚନ ଘୁଞ୍ଚାଇଲେ ନିର୍ବାଚନ କମିଶନ । ଫେବ୍ରୁଆରୀ ୧୪ରେ ହେବାକୁ ଥିବା ଭୋଟ ପ୍ରକ୍ରିୟା ୨୦କୁ ଘୁଞ୍ଚିଲା । ୫ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ କଟକଣା ବଢ଼ାଇଛନ୍ତି ନିର୍ବାଚନ କମିଶନ । ଆସନ୍ତା ୨୨ ତାରିଖ ଯାଏଁ କମିଶନ ରାଲି ଓ ରୋଡ୍ ଶୋ ଉପରେ କଟକଣା ଜାରି କରିଛନ୍ତି ।
ପଞ୍ଜାବ ବିଧାନସଭା ନିର୍ବାଚନ ଘୁଞ୍ଚାଇଲେ ନିର୍ବାଚନ କମିଶନ । ଫେବ୍ରୁଆରୀ ୧୪ରେ ହେବାକୁ ଥିବା ଭୋଟ ପ୍ରକ୍ରିୟା ୨୦କୁ ଘୁଞ୍ଚିଲା । ୫ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନକୁ ନେଇ କଟକଣା ବଢ଼ାଇଛନ୍ତି ନିର୍ବାଚନ କମିଶନ ।
ବାଲେଶ୍ୱର ଜିଲ୍ଲା ଭୋଗରାଇ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ଅନନ୍ତ ଦାସଙ୍କ ନାଁରେ ଆସିଛି ଏଭଳି ସାଂଘାତିକ ଅଭିଯୋଗ । ଏମିତିକି ଲୋକାୟୁକ୍ତରେ ବି ହୋଇଛି ତାଙ୍କ ନାଁରେ ଅଭିଯୋଗ ।
ରାତି ପାହିଲେ ପଞ୍ଚାୟତ ନିର୍ବାଚନ ପାଇଁ ଆରମ୍ଭ ହେବ ନାମାଙ୍କନ ପତ୍ର ଦାଖଲ ପ୍ରକ୍ରିୟା । କେତେ ଗଣନା, କେତେ ଫନ୍ଦିଫିକର । ଗୋଟିଏ ପଟେ ଡିଜିଟାଲ କ୍ୟାମ୍ପେନ୍ ଅନ୍ୟପଟେ ପ୍ରାର୍ଥୀ ଚୟନର ଗୋଲକ ଧନ୍ଦା ।
ହାତରେ ସମୟ କମ୍, ତଥାପି ବିଜେଡି, ବିଜେପି ଓ କଂଗ୍ରେସର ଅଙ୍କ ଛିଡ଼ୁନି । ମାଳ ମାଳ ଆଶାୟୀଙ୍କୁ ନେଇ ୮୫୩ ଜିଲ୍ଲା ପରିଷଦ ଲାଗି ଟିକେଟ ବଣ୍ଟା ଫାଇନାଲ୍ ଏଯାଏ ହୋଇପାରୁନି ।
ଦୀର୍ଘ ଦେଢ ଦଶନ୍ଧିରୁ ଅଧିକ ସମୟ ଧରି କଂଗ୍ରେସ ଯୁବକ ଓ ଛାତ୍ର ମାନଙ୍କ ଆକର୍ଷଣ ହରାଇଛି । ଭୋଟ୍ ପ୍ରତିଶତ କମିଛି,ଆସନ ସଂଖ୍ୟା କମୁଛି କିନ୍ତୁ ଏଭଳି ଘଡ଼ି ସନ୍ଧି ମୁହୂର୍ତ୍ତରେ ବି କିଛି ଯୁବକ କଂଗ୍ରେସକୁ ଆଦର୍ଶ କରି ରାଜନୀତିରେ ସଫଳ ହୋଇଛନ୍ତି । ତେବେ ଆମର ବିଶେଷ ଉପସ୍ଥାପନା ଖୋଲାକଥାରେ ଖଡିଆଳର କଂଗ୍ରେସ ବିଧାୟକ ଅଧିରାଜ ମୋହନ ପାଣିଗ୍ରାହୀଙ୍କ ସହ ଆଲୋଚନା କରିଛନ୍ତି ଆମ ପ୍ରତିନିଧୀ ମନୋରଞ୍ଜନ ଯୋଶୀ...
ଦିନକ ପରେ ଆରମ୍ଭ ହେବ ପଞ୍ଚାୟତ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା । ଫେବୃୟାରୀ ୧୬ ରୁ ୫ଟି ପର୍ଯ୍ୟାୟରେ ପଡ଼ିବ ଭୋଟ୍ । ତେଣୁ ସବୁ ପ୍ରକାର ପ୍ରସ୍ତୁତିରେ ଫାଇନାଲ୍ ଟଚ୍ ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ କମିଶନର ଆଦିତ୍ୟ ପ୍ରସାଦ ପାଢୀ ।
ଭୟ ଆଉ ଆତଙ୍କରେ ଥରହର ଢିଙ୍କିଆ । ଯୁଆଡ଼େ ଚାହିଁବେ ଶୂନଶାନ୍ । ପଇଁତରା ମାରୁଛି ପୋଲିସ । ହାତରେ ଲାଠି ଧରି ଢିଙ୍କିଆ ଗାଁର ଏମୁଣ୍ଡରୁ ସେ ମୁଣ୍ଡ ଘୁରିବୁଲିଛନ୍ତି ଫୋର୍ସ । ଅଧିକାଂଶଙ୍କ ଘରେ ତାଲା ଝୁଲୁଛି ।
ଭୟ ଆଉ ଆତଙ୍କରେ ଥରହର ଢିଙ୍କିଆ । ଯୁଆଡ଼େ ଚାହିଁବେ ଶୂନଶାନ୍ । ପଇଁତରା ମାରୁଛି ପୋଲିସ । ହାତରେ ଲାଠି ଧରି ଢିଙ୍କିଆ ଗାଁର ଏମୁଣ୍ଡରୁ ସେ ମୁଣ୍ଡ ଘୁରିବୁଲିଛନ୍ତି ଫୋର୍ସ । ଅଧିକାଂଶଙ୍କ ଘରେ ତାଲା ଝୁଲୁଛି ।
ଇଣ୍ଡୋର ମିଟିଂ ପାଇଁ ରାଜନୈତିକ ଦଳଙ୍କୁ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଛି । ସର୍ବାଧିକ ୩ଶହ ଲୋକ ବା ହଲ୍ କ୍ଷମତାର ୫୦ ପ୍ରତିଶତ ଉପସ୍ଥାନରେ ମିଟିଂ ଆୟୋଜନ କରିହେବ ।
ଦିନକ ପରେ ଆରମ୍ଭ ହେବ ପଞ୍ଚାୟତ ନିର୍ବାଚନ ଲାଗି ନାମାଙ୍କନପତ୍ର ଦାଖଲ ପ୍ରକ୍ରିୟା । ଫେବୃୟାରୀ ୧୬ ରୁ ୫ଟି ପର୍ଯ୍ୟାୟରେ ପଡ଼ିବ ଭୋଟ୍ । ତେଣୁ ସବୁ ପ୍ରକାର ପ୍ରସ୍ତୁତିରେ ଫାଇନାଲ୍ ଟଚ୍ ଦେଇଛନ୍ତି ରାଜ୍ୟ ନିର୍ବାଚନ ଆୟୋଗ କମିଶନର ଆଦିତ୍ୟ ପ୍ରସାଦ ପାଢୀ ।
ରାଜ୍ୟର ୧୦୭ଟି ପୌର ପରିଷଦ ଅଧ୍ୟକ୍ଷ ପାଇଁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରକ୍ରିୟା ପରେ ଏବେ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି।
ଛିଡ଼ୁନି ପ୍ରାର୍ଥୀ ବଛା ଅଙ୍କ । ସବୁଠୁ ଅଧିକ ମୁଣ୍ଡବିନ୍ଧା ବଢିଛି ଶାସକ ବିଜେଡିରେ । ଦଳ ପାଇଁ ପ୍ରାର୍ଥୀ ଚୟନ ଯେତିକି ବଡ କଥା ନୁହେଁ ତାଠୁ ବେଶୀ ଗୁରୁତ୍ୱପୂର୍ଣ୍ଣ ହୋଇଛି ଟିକେଟ କଟୁଥିବା ନେତାଙ୍କୁ ସନ୍ତୁଷ୍ଟି ।
ଜମି ଆସୁଛି ପଂଚାୟତ ମାହୋଲ: କାହାକୁ ଟିକେଟ୍ ଦେବ ସେନେଇ ଚିନ୍ତାରେ ବିଜେଡ଼ି, ଯାହାର ଟିକେଟ୍ କାଟିବ ସିଏ ମୁହଁ ମୋଡ଼ିବ ସେଇ ଚିନ୍ତାରେ ନେତା ।
ଉତ୍ତରପ୍ରଦେଶ ନିର୍ବାଚନରେ ସମାଜବାଦୀ ପାର୍ଟି ଏବଂ ଭୀମ ଆର୍ମି ମେଣ୍ଟ କରିପାରନ୍ତି ।
ଏଥର ଭୁବନେଶ୍ୱର ମେୟର ମୁକୁଟ ପିନ୍ଧିବ କିଏ ? ଲୋପାମୁଦ୍ରା ଓ ମୀରାଙ୍କ ବାଦ୍ ଅନ୍ୟ ନେତ୍ରୀଙ୍କୁ ନେଇ ଚାଲିଛି ଜୋରସୋରରେ ଚର୍ଚ୍ଚା ।
ଭୁବନେଶ୍ୱର ଓ ବ୍ରହ୍ମପୁରର ମେୟର ପଦବୀ ମହିଳାଙ୍କ ପାଇଁ ସଂରକ୍ଷିତ ରହିବା ନେଇ ଚିଠା ତାଲିକା ପ୍ରକାଶ ପାଇବା ପରେ ଚର୍ଚ୍ଚା, କିଏ- କାହାକୁ ମିଳିବ ସିଂହାସନ ? ଯଦିଓ ଆପତ୍ତି ଅଭିଯୋଗ ଲାଗି ୧୫ ଦିନ ସମୟ ପରେ ନିଷ୍ପତ୍ତି ଚୂଡାନ୍ତ ହେବ ।
ଏଥର ଗାଁକୁ ଗାଁ ନୁହେଁ ବରଂ ମୋବାଇଲରୁ ମୋବାଇଲକୁ ଘୂରି ବୁଲିବ ପଂଚାୟତ ନିର୍ବାଚନ ପ୍ରଚାର, ଟ୍ୱିଟର ଓ ଇନଷ୍ଟାରେ ହେବ ପ୍ରତିଶ୍ରୁତିର ବର୍ଷା ।
ପ୍ରାର୍ଥୀମାନେ ଡିଜିଟାଲ୍ କ୍ୟାଂପେନ୍ କରିବା ସହିତ ଭର୍ଟୁଆଲ୍ ମିଟିଂ ମାଧ୍ୟମରେ ଭୋଟରଙ୍କ ପାଖରେ ପହଞ୍ଚିବାକୁ କରିବେ ଉଦ୍ୟମ । ଆସିବ ପ୍ରାର୍ଥୀଙ୍କ ଭିଡଓ ବାର୍ତ୍ତା । ଫୋନ୍ କଲ୍ରେ ବି ହେବ ଭୋଟ୍ ନିବେଦନ ସବୁ ଦଳ ବି ଡିଜିଟାଲ୍ ମୋଡ୍ରେ କ୍ୟାଂପେନିଂ ପାଇଁ ପ୍ରସ୍ତୁତ କରୁଛନ୍ତି ଷ୍ଟ୍ରାଟେଜି ।
ଉତ୍ତର ପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପି ଛାଡ଼ୁଛନ୍ତି ନେତାମନ୍ତ୍ରୀ ।
ନିର୍ବାଚନ ବୈତରଣୀ ପାର ହେବାକୁ ବିଜେଡି ସରକାର ସବୁକିଛି କରିପାରନ୍ତି । ବିଜେଡି ସରକାରଙ୍କ କାମ ହେଉଛି ସବୁ ଲୋକ ଦେଖାଣିଆ । ଅର୍ଥାତ ବାହାର ଚିକ୍କଣ ଭିତର ଫମ୍ପା । ଏ କଥା ଆମେ କହୁନୁ, ଏ କଥା କହୁଛି ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଦେବୀ ମିଶ୍ରଙ୍କ ଗାଁ ।
ମହିଳାଙ୍କୁ ଆତ୍ମନିର୍ଭର କରିବାକୁ ବିଜେଡି ସରକାରଙ୍କ ପ୍ରାଣ କାନ୍ଦୁଛି । କାହିଁକି ନା ଆଗରେ ନିର୍ବାଚନ । ହେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପୋଲ୍ ଖୋଲି ଦେଇଛନ୍ତି ବିଜେଡିର ବରିଷ୍ଠ ନେତା ତଥା ବିଧାୟକ ଦେବୀ ମିଶ୍ର । ହୁଏତ କହିବା ପାଇଁ ଚାହୁଁଛନ୍ତି, ନବୀନ ସରକାରରେ ସବୁ ସମ୍ଭବ ।
ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ନିର୍ବାଚନ ଅଧିକାରୀମାନେ ବିଜ୍ଞପ୍ତି ଜାରି କରିଛନ୍ତି।
ଗତ ମାସେ ମଧ୍ୟରେ ରାଜ୍ୟରେ ମୋଟ୍ ଲକ୍ଷେ ୫ ହଜାର କୋଟିର ପୁଞ୍ଜିନିବେଶ ସହ ପ୍ରାୟ ୨୫ ହଜାର ନିଯୁକ୍ତି ପାଇଁ ଭିତ୍ତିପ୍ରସ୍ଥର ସ୍ଥାପନ ସହ ଘୋଷଣା ହୋଇଛି।
ଛାଇ ଗଲାଣି ପୋଷ୍ଟର ବ୍ୟାନର୍ । ଗାଁ ଛକରେ ହୋର୍ଡିଂ ଆଉ ଚା’ ଖଟିରେ ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ନେଇ ଜମିଲାଣି ତ୍ରିସ୍ତରୀୟ ପଂଚାୟତ ଚର୍ଚ୍ଚା । ନିର୍ବାଚନ ତାରିଖ ଘୋଷଣା ପରେ ଗାଁ ରାଜନୀତି ସରଗରମ ହୋଇପଡିଛି । ୱାର୍ଡମେମ୍ବର, ସମିତି ସଭ୍ୟ, ସରପଂଚ ପାଇଁ କାହା କାହା ଭିତରେ ଲଢ଼େଇ ତାକୁ ନେଇ ଜୋରଦାର୍ ଚର୍ଚ୍ଚା ଚାଲିଛି ।