ଛିଡୁଛି ଭରସା, ତୁଟୁଛି ଆଶା। ଅତିଷ୍ଠ ହୋଇ ଦଳ ଛାଡୁଛନ୍ତି ବିଜେଡି ରାଜ୍ୟସଭା ସାଂସଦ। ସାଂସଦ ମମତା ମହାନ୍ତ ଦଳ ଛାଡି ବିଜେପିରୁ ରାଜ୍ୟସଭା ଯିବାପରେ ଏବେ ବିଜେଡିକୁ ଲାଗିଛି ସୁଜିତ ଝଟକା।
ଭିନେଶ ଫୋଗଟ-ବଜରଙ୍ଗ ପୁନିଆ ବିଧିବଦ୍ଧ ଭାବେ ଆଜି ହାତ ଧରିଛନ୍ତି। ଦିଲ୍ଳୀ AICC କାର୍ଯ୍ୟାଳୟରେ ସାଧାରଣ ସମ୍ପାଦକ କେସି ବେଣୁଗୋପାଳଙ୍କ ଉପସ୍ଥିତିରେ ଦଳରେ ସାମିଲ ହୋଇଛନ୍ତି।
ବିଜେଡି ଓ ରାଜ୍ୟସଭା ସାଂସଦ ପଦରୁ ଇସ୍ତଫା ଦେବା ପରେ ଦିଲ୍ଲୀରେ ବିଜେପିରେ ଯୋଗ ଦେଲେ ସୁଜିତ କୁମାର। ମିଶୁ ମିଶୁ ବିସ୍ଫୋରଣ କରିଛନ୍ତି। ଦଳ ଛାଡିବା କାରଣ କହିବା ସହ ବିଜେଡି ଉପରେ ବର୍ଷିଛନ୍ତି ।
ବିଜେଡି ଛାଡ଼ି ବିଜେପିରେ ମିଶିଲେ ସୁଜିତ କୁମାର । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସାମିଲ ।
ରାଜ୍ୟସଭାରୁ ଇସ୍ତଫା ଦେଲେ ସୁଜିତ କୁମାର । ରାଜ୍ୟସଭା ଅଧ୍ୟକ୍ଷଙ୍କ ନିକଟକୁ ଇସ୍ତଫା ପତ୍ର ପଠାଇଲେ ।
ତେବେ ଏନେଇ ପାଣ୍ଡିଆନଙ୍କ ପକ୍ଷରୁ ପ୍ରତିକ୍ରିୟା ମିଳିନଥିବା ବେଳେ ବିଜେଡି କହିଛି, ଭିକେ. ପାଣ୍ଡିଆନ ଜଣେ ଦକ୍ଷ ପ୍ରଶାସକ ଏବଂ ତାଙ୍କ ତତ୍ତ୍ୱାବଧାନରେ ରାଜ୍ୟରେ ବହୁତ ଉନ୍ନତିମୂଳକ କାମ ହୋଇଛି।
ରେଭେନ୍ସା ନାଁ ପରିବର୍ତ୍ତନ କରା ନଯିବା ଦାବିରେ ବିଶ୍ୱବିଦ୍ୟାଳୟ ପରିସରରେ ମଶାଲ ଶୋଭାଯାତ୍ରା ଏବଂ କ୍ୟାମ୍ପସରେ ଅଣଛାତ୍ର ପ୍ରବେଶର ଅଭିଯୋଗକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସ୍ଥିତି ।
ରେଭେନ୍ସା ନାଁ ପରିବର୍ତ୍ତନ କରା ନଯିବା ଦାବିରେ ବିଶ୍ୱବିଦ୍ୟାଳୟ ପରିସରରେ ମଶାଲ ଶୋଭାଯାତ୍ରା ଏବଂ କ୍ୟାମ୍ପସରେ ଅଣଛାତ୍ର ପ୍ରବେଶର ଅଭିଯୋଗକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ସ୍ଥିତି ।
ପଞ୍ଚାୟତ ଭୋଟ୍ ପୂର୍ବରୁ ଗୋଠ ଏକାଠି ପାଇଁ ନବୀନଙ୍କ ନିର୍ଦ୍ଦେଶ । ସୁପ୍ରିମୋଙ୍କ ନିର୍ଦ୍ଦେଶ ପରେ କସରତ ଚଳାଇଛି ବିଜେଡି ।
ଲଡୱାରୁ ଲଢ଼ିବେ ମୁଖ୍ୟମନ୍ତ୍ରୀ ନାୟବ ସିଂ ସୈନି । ଅମ୍ବାଲା କ୍ୟାଣ୍ଟରୁ ଅନୀଲ ଭିଜ୍ ହେଲେ ବିଜେପି ପ୍ରାର୍ଥୀ ।
ଗୃହରେ ଉଠିଲା କଳିଙ୍ଗ ପୁରସ୍କାର ପ୍ରସଙ୍ଗ। କଳିଙ୍ଗ ପୁରସ୍କାର ନେଇ ବିଜେଡି-ବିଜେପି କଥା କଟାକଟି।
କୁସ୍ତି ଯୋଦ୍ଧା ଭିନେଶ ଫୋଗଟ୍ ଓ ବଜରଂଗ ପୁନିଆଙ୍କୁ ନେଇ ଏକ ବଡ଼ ଖବର ଆସିଛି। ଉଭୟ କଂଗ୍ରେସରେ ସାମିଲ୍ ହେବା ନେଇ ଚର୍ଚ୍ଚା ଜୋର୍ ଧରିଛି।
ଏହି କାର୍ଯ୍ୟକ୍ରମରେ ଭୁବନେଶ୍ବର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏବଂ ଖୋର୍ଦ୍ଧାର ବିଧାୟକ ପ୍ରଶାନ୍ତ ଜଗଦେବ ଅତିଥି ଭାବେ ଯୋଗ ଦେଇଥିଲେ ।
ରାଜ୍ୟରେ ୧ କୋଟି ସଦସ୍ୟ ସଂଗ୍ରହ ପାଇଁ କର୍ମକର୍ତ୍ତାଙ୍କୁ ଅହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ବିଜେପି ରାଜ୍ୟ କାର୍ଯ୍ୟାଳୟକୁ ଆସିଥିବା ବେଳେ ସୁନୀତି ମୁଣ୍ଡଙ୍କୁ କର୍ମୀ ଘଉଡ଼ାଇ ଦେଇଥିବା ଦେଖିବାକୁ ମିଳିଛି । ନିଲମ୍ବନ ସତ୍ତ୍ବେ ପାର୍ଟି ଅଫିସକୁ ଆସିଥିବାରୁ କର୍ମୀମାନେ ଏଭଳି କରିଥିବା ସୂଚନା ମିଳିଛି ।
ଲୋକଙ୍କୁ ତ୍ୱରିତ୍ ନ୍ୟାୟ ଦେବାକୁ ସରକାର ପ୍ରତିଶ୍ରୁତିବଦ୍ଧ । ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସରକାରଙ୍କ ବିଚାରାଧୀନ ଅଛି । ଗୃହରେ ସ୍ପଷ୍ଟୀକରଣ ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ପଦ୍ମ ଧରିଲେ ପୁରୁଷୋତ୍ତମପୁର NAC ଉପାଧ୍ୟକ୍ଷ । ପୁରୁଷୋତ୍ତମପୁର NACର ୧୦ କାଉନସିଲର ବି ମିଶିଲେ ବିଜେପିରେ ।
ବିଜେପି ବିଧାୟକ ଜୟନାରାୟଣ ମିଶ୍ର ମଧ୍ୟ ହାଇକୋର୍ଟ ବେଞ୍ଚ ଦାବି ଯଥାର୍ଥ ବୋଲି କହିଛନ୍ତି।
ଗୃହରେ ମୁଖ୍ୟମନ୍ତ୍ରୀଙ୍କ ଉତ୍ତର ପରେ ଉଦବେଗ । ହିଞ୍ଜିଳିରେ ୨୪ ବର୍ଷରେ ଶହେ ହତ୍ୟାକାଣ୍ଡ ତଥ୍ୟକୁ ନେଇ ହଟଚମଟ ।
'ରାଜ୍ୟରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାର ଯଥାର୍ଥତା ନଥିବା ସୁପ୍ରିମକୋର୍ଟଙ୍କ ରାୟ'
ସ୍ବାୟତ୍ତ ଶାସନ ଦିବସରେ ଯାଜପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ଯାଜପୁର ବିଜେପି ସାଂସଦ ରବି ନାରାୟଣ ବେହେରା ଓ ବିଜେଡି ବିଧାୟକ ସୁଜାତା ସାହୁଙ୍କ ମଧ୍ୟରେ କଥା କଟାକଟି ।
ନିଶା ନିବାରଣ ପାଇଁ ଆରମ୍ଭ ହେଲା ନିୟନ୍ତ୍ରଣ। ମୋହନ ସରକାରର ପ୍ରଥମ ଅବକାରୀ ନୀତିରେ ନିଶା ନିୟନ୍ତ୍ରଣକୁ ଦିଆଯାଇଛି ଗୁରୁତ୍ବ।
କଟକ ବକ୍ସିବଜାର ଛକରେ ବକ୍ସି ଜଗବନ୍ଧୁଙ୍କ ମୂର୍ତ୍ତି ଅନାବରଣ ବେଳେ ମୁହାଁମୁହିଁ ହୋଇଛନ୍ତି ବିଜେଡି ଓ ବିଜେପି କର୍ମୀ।
ନୀତି ନ ଥାଇ ବି ପେଡ୍ ନ୍ୟୁଜ୍ ଦେଇ ପାଣ୍ଡିଆନଙ୍କ ପ୍ରଚାରରେ ମାତିଥିଲା ବିଜେଡି ସରକାର ! ବିଜ୍ଞାପନ ବଦଳରେ ପେଡ୍ ନ୍ୟୁଜ୍ ଆଉ ତା ବି ସ୍ଥିରିକୃତ ଦରଠାରୁ ଅଧିକ ଦର ପାଇଁ କିଏ ନେଇଥିଲା ନିଷ୍ପତ୍ତି ?
ନୂଆ ଓ ଯୋଜନା ବନ୍ଦ ନିଷ୍ପତ୍ତିକୁ ସହଜରେ ହଜମ କରି ନପାରି ସୋସିଆଲ ମିଡିଆରେ କ୍ୟାମ୍ପେନ୍ ଆରମ୍ଭ କରି ଦେଇଛି ବିଜେଡି ।