• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

pradeep majhi joins bjd
ବିଜେଡିରେ ଯୋଗଦେଲେ ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ

ଶଙ୍ଖ ଧରିଲେ ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ । ନବରଙ୍ଗପୁରରେ ଆୟୋଜିତ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ପ୍ରଦୀପ ମାଝୀ ଓ ତାଙ୍କ ସହ ଅନେକ କର୍ମୀ ବିଜେଡିରେ ସାମିଲ ହୋଇଛନ୍ତି।

BJP Leader Prithviraj Harichandan
ନିଜ ଶାସନରେ ଅପରାଧୀ ମନ୍ତ୍ରୀଙ୍କୁ ଘଣ୍ଟ ଘୋଡାଉଛନ୍ତି ମୁଖ୍ୟମନ୍ତ୍ରୀ: ପୃଥ୍ୱୀରାଜ ହରିଚନ୍ଦନ

ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାକାଣ୍ଡ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ବିଜେପି ଟାର୍ଗେଟ୍ କରିଛି। ସମ୍ବେଦନହୀନ ସରକାର, ମୁଖ୍ୟମନ୍ତ୍ରୀ ଧ୍ରୁତରାଷ୍ଟ୍ର ଭଳି ବସିଛନ୍ତି ବୋଲି କହିଛନ୍ତି ରାଜ୍ୟ ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ।

Alcohol Ban During Panchayat Election
ପ୍ରାର୍ଥୀଙ୍କ ନିର୍ବଚନୀ ଖର୍ଚ୍ଚ ରାଶି ବଢିଲା !

ପଂଚାୟତ ର୍ନିବାଚନ ପ୍ରସ୍ତୁତି ନେଇ ସର୍ବଦଳୀୟ ବୈଠକ। ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ସହ ଆଲୋଚନା କରୁଛନ୍ତି ରାଜ୍ୟ ନିର୍ବାଚନ କମିଶନ୍ । ଶୁଣନ୍ତୁ... ।

Pradeep Kumar Majhi
ଶଙ୍ଖ ଧରିଲେ ପ୍ରଦୀପ ମାଝି, କହିଲେ... ‘ଜନସେବା ଓ ଅଞ୍ଚଳର ଉନ୍ନତି ହେଉଛି ମୂଳ ଉଦ୍ଦେଶ୍ୟ

ବିଜେଡିରେ ଯୋଗ ଦେବା ନେଇ ପ୍ରଦୀପ ମାଝି ପ୍ରତିକ୍ରିୟା ରଖି କହିଛନ୍ତି, ‘ଜନସେବା ଓ ଅଞ୍ଚଳର ଉନ୍ନତି ହେଉଛି ମୂଳ ଉଦ୍ଦେଶ୍ୟ ।

Odisha Congress
164 ଧାରାରେ କାହିଁକି ଗୋବିନ୍ଦ ସାହୁର ବୟାନ ରେକର୍ଡ଼ ହୋଇନି?

କଂଗ୍ରେସ ଟାର୍ଗେଟ୍‌ରେ ସରକାର। ପ୍ରେସମିଟ୍‌ କରି ଦଳ କହିଲା, ଶାସକ ଦଳର ନେତା ଓ ପ୍ରଶାସନ ଏଠି ଏକାଠି ହୋଇ ରହିଛନ୍ତି

panchayat election
ମଦମୁକ୍ତ ପଂଚାୟତ ନିର୍ବାଚନ ପାଇଁ ଦିଆଗଲା ପ୍ରସ୍ତାବ

ସରପଞ୍ଚ ଓ ସମିତିସଭ୍ୟଙ୍କ ନିର୍ବାଚନୀ ଖର୍ଚ୍ଚ ବୃଦ୍ଧି ସହ ପୂର୍ବରୁ ଥିବା ୮୦ ହଜାରକୁ ଡବଲ ବା ୨ ଲକ୍ଷ କରାଯିବାକୁ ଆଜି ସର୍ବଦଳୀୟ ବୈଠକରେ ପ୍ରସ୍ତାବ ଦିଆଯାଇଛି

AP CM YS Jagan Mohan Reddy to hold talks with Naveen Patnaik on November 9
ଦିନିକିଆ ଓଡ଼ିଶାରେ ଗସ୍ତରେ ଆସିବେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ

ଆସନ୍ତା ମଙ୍ଗଳବାର ଦିନ ଅର୍ଥାତ୍‌ ଅକ୍ଟୋବର ୯ରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଜଗନମୋହନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ ବୋଲି ସୂଚନା ମିଳିଛି

 Jagan Mohan Reddy & Naveen Patnaik
୯ରେ ଓଡ଼ିଶାରେ ଗସ୍ତରେ ଆସିବେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ

କୋଟିଆକୁ ନେଇ ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ମଧ୍ୟରେ ଛକାପଞ୍ଝା ଲାଗି ରହିଥିବା ବେଳେ ଅକ୍ଟୋବର ୯ରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ।

Ex-Congress Leader Pradeep Majhi To Join BJD Today
ଆଜି ହାତ ଛାଡ଼ି ଶଙ୍ଖ ଫୁଙ୍କିବେ ପ୍ରଦୀପ

ନବରଙ୍ଗପୁରରେ ଆଜି ବିଜେଡିର ବଡ଼ ଆୟୋଜନ। ସେଠି କଂଗ୍ରେସର ପୂର୍ବତନ ହେଭିୱେଟ୍ ନେତା ତାହ ଛାଡ଼ି ଶଙ୍ଖ ଫୁଙ୍କିବେ ବୋଲି ବ୍ୟବସ୍ଥା ଚାଲିଛି।

Pradeep Majhi
ଆଜି ବିଜେଡିରେ ଯୋଗ ଦେବେ ପ୍ରଦୀପ ମାଝୀ

ବହୁ କଳ୍ପନାଜଳ୍ପନା ପରେ ଅକ୍ଟୋବର ୨୨ରେ କଂଗ୍ରେସରୁ ଇସ୍ତଫା ଦେଇଥିବା ନବରଙ୍ଗପୁରର ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ ଆଜି ବିଜେଡିରେ ଯୋଗ ଦେବେ।

dhanurjay sidhu
ପୁଣି ଦଳ ବଦଳାଇଲେ ପୂର୍ବତନ ବିଧାୟକ ଧନୁର୍ଜୟ ସିଧୁ

୨୦୧୯ ସାଧାରଣ ନିର୍ବାଚନରେ କେନ୍ଦୁଝର ଜିଲ୍ଲା ତେଲକୋଇ ନିର୍ବାଚନ ମଣ୍ଡଳୀରେ ଭାରତୀୟ ଜନତା ପାର୍ଟି ର ବିଧାୟକ ପ୍ରାଥୀ ଧନୁର୍ଜୟ ସିଧୁ ବିଜେପିରୁ ଇସ୍ତଫା ଦେଇଛନ୍ତି ।

Mamita Murder Case
ପ୍ରତିଦିନ ମମିତାଙ୍କୁ ନେଇ ସାମ୍ନାକୁ ଆସୁଛି ନୂଆ ନୂଆ ତଥ୍ୟ

ପ୍ରତିଦିନ ମମିତାଙ୍କୁ ନେଇ ସାମ୍ନାକୁ ଆସୁଛି ନୂଆ ନୂଆ ତଥ୍ୟ। ସେପଟେ ମନ୍ତ୍ରୀଙ୍କ ହୋମ ଗ୍ରାଉଣ୍ଡରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ବିରୋଧ କରିବାକୁ ସଜ ହେଲେଣି ବିଜେପି ଓ କଂଗ୍ରେସ

Panchayat Election
ପଞ୍ଚାୟତ ନିର୍ବାଚନ: କାଲି ବସିବ ସର୍ବଦଳୀୟ ବୈଠକ

ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ନେଇ ଉଠିଲା ପ୍ରଶ୍ନ। କଂଗ୍ରେସ ନେତା ସୁଦର୍ଶନ ଦାସ କହିଲେ ରାଜ୍ୟରେ ପଞ୍ଚାୟତିରାଜ ବ୍ୟବସ୍ଥାକୁ ମାଟିରେ ମିଶାଇ ଦେଇଛନ୍ତି ରାଜ୍ୟ ସରକାର

Pradeep Majhi To Join BJD During Party\'s Mishrana Parva In Nabarangpur On Nov 6 | Odisha
କାଲି ବିଜେଡିରେ ମିଶିବେ ପ୍ରଦୀପ ମାଝୀ

ଆସନ୍ତାକାଲି ବିଜେଡିରେ ଯୋଗ ଦେବେ ନବରଙ୍ଗପୁରର ପୂର୍ବତନ କଂଗ୍ରେସ ସାଂସଦ ପ୍ରଦୀପ ମାଝୀ ।କାଲି ନବରଙ୍ଗପୁରରେ ବିଜେଡିର ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେବେ ପ୍ରଦୀପ ଓ ତାଙ୍କ ସହ ଅନେକ କର୍ମୀ ।

pradeep majhi
ଆସନ୍ତାକାଲି ବିଜେଡିରେ ଯୋଗଦେବେ ପ୍ରଦୀପ ମାଝୀ, ଗତ ମାସ କଂଗ୍ରେସ ଛାଡ଼ିଥିଲେ . . .

‍ବିଜେଡିରେ ମିଶିବେ ପ୍ରଦୀପ ମାଝୀ । ଆଉ ଏ କଥା ସେ ନିଜେ ପୂର୍ବରୁ ସ୍ପଷ୍ଟ କରିଥିଲେ ।

Mamita Murder Case
ଦିନ ବଢୁଛି, ମନ୍ତ୍ରୀଙ୍କ ନାମରେ ଅଭିଯୋଗ ବି ବଢୁଛ... ପ୍ରାଇଭେଟ୍ ସେକ୍ରେଟାରୀଙ୍କୁ ନେଇ ବଢୁଛି ଚର୍ଚ୍ଚା ?

ମମିତା ମେହେର ହତ୍ୟାକାଣ୍ଡଙ୍କୁ ନେଇ ଥମିବାରେ ନା ନେଉନାହିଁ ବିବାଦ। ଗୋଟିଏ ପରେ ଗୋଟିଏ ମନ୍ତ୍ରୀଙ୍କ ବିରୋଧରେ ଆସୁଛି ଅଭିଯୋଗ

Oil Price Hike Politics
ବାଧ୍ୟରେ ତେଲ ଉପରୁ ଭାଟ୍‌ ହ୍ରାସ କଲେ କି ରାଜ୍ୟ ସରକାର?

ଏଲପିଜି ଦରକୁ ନେଇ ପାଲଟା ଆକ୍ରମଣ କରିଛି ବିଜେଡି। କେନ୍ଦ୍ର ଗ୍ୟାସ ଉପରୁ ମଧ୍ୟ ଏକ୍ସାଇଜ୍ ଓ ଅନ୍ୟ ଟିକସ ହ୍ରାସ କରୁ ବୋଲି ଦଳ ଦାବି କରିଛି

Sura Routray
୩ ଟଙ୍କା ଚଳିବନି ୧୦ ଟଙ୍କା କମାଅ ନବୀନ ବାବୁ

କେନ୍ଦ୍ର ପରେ ରାଜ୍ୟ କରିଥିବା ତୈଳ ଦର ହ୍ରାସ ନେଇ ପ୍ରତିକ୍ରିୟା ରଖିଛନ୍ତି ସୁର ରାଉତରାୟ

bjb protest against dibyasankar
ମୁଖ୍ୟମନ୍ତ୍ରୀଙ୍କ ନୀରବତାର କାରଣ କ'ଣ ?

ଶିକ୍ଷୟିତ୍ରୀ ମମିତା ହତ୍ୟାକାଣ୍ଡ ମାମଲା ନେଇ ସାମ୍ବାଦିକ ସମ୍ମିଳନୀ ନେଇ ପୁଣି ଗର୍ଜିଛି ବିଜେପି ଯୁବ ମୋର୍ଚ୍ଚା । ଗୃହରାଷ୍ଟ୍ର ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଓ ମୁଖ୍ୟମନ୍ତ୍ରୀ ଯେଉଁଠିକି ଯିବେ ସେଠାରେ ବିରୋଧ ହେବ ବୋଲି କହିଛି ବିଜେପି ଯୁବ ମୋର୍ଚ୍ଚା ।

bjd loosing ground
କାହିଁକି ରକ୍ତମୁଖା ହେଉଛି ବିଜେଡି? ମାରପିଟ୍ ପାଇଁ କିଏ ଦେଉଛି ନିର୍ଦ୍ଦେଶ?

ଧୀରେ ଧୀରେ ବଢୁଛି ବିଜେଡିର ଔଦ୍ଧତ୍ୟ। ବିଜେଡିକୁ ବିରୋଧ କଲେ ଦିନ ଦିପହରେ ମାଡ଼ ମାରୁଛନ୍ତି ବିଜେଡି ସମର୍ଥକ। ତାହା ପୁଣି ପୋଲିସ୍ ଉପସ୍ଥିତିରେ। କେଉଁଠି ସାମ୍ବାଦିକଙ୍କୁ ଛଡ଼ାଯାଉ ନାହିଁ ତ, କେଉଁଠି ବିରୋଧୀ ଦଳର କର୍ମୀଙ୍କୁ ତଳେ ପକାଇ ଗୋଇଠା ମାରୁଛନ୍ତି। ବିଜେଡି କର୍ମୀଙ୍କୁ କିଏ ଏଥିପାଇଁ ଦେଇଛି ନିର୍ଦ୍ଦେଶ?

politics
କମିଲା ତୈଳ ଦର: କେନ୍ଦ୍ରକୁ ବିଜେଡିର ଚେତାବନୀ, ସନ୍ତୁଷ୍ଟ ନୁହେଁ ରାଜ୍ୟ ବିଜେପି !

ରାଜ୍ୟ ରାଜନୀତି ହାଲକା ଗରମ ହୋଇଛି । ବିଜେଡି ପକ୍ଷରୁ ପୁଣି କେନ୍ଦ୍ର ସରକାରଙ୍କୁ ଚେତାବନୀ ଦିଆଯାଇଛି । ବିଜେଡି ପକ୍ଷରୁ କୁହାଯାଇଛି ଯେ, ଖାଲି ପେଟ୍ରୋଲ-ଡିଜେଲ ଦର କମାଇଲେ ହେବନାହିଁ ।

Mamita Meher Murder Case
ଚିନ୍ତା ବଢ଼ାଇଲାଣି ମମିତା ହତ୍ୟା ମାମଲା, ଧୂଳିସାତ୍‌ ହୋଇଯିବ କି BJDର ପଶ୍ଚିମ ଓଡ଼ିଶା ଦଖଲ ସ୍ୱପ୍ନ ?

ମମିତା ମେହେର ମାମଲା, ବିଜେଡିର ପଶ୍ଚିମ ଓଡ଼ିଶା ଗଣିତକୁ ଓଲଟପାଲଟ କରିବ କି ?  ୨୦୧୭ ପଂଚାୟତ ନିର୍ବାଚନ ହେଉ କି ୧୯ ସାଧାରଣ ନିର୍ବାଚନର ଲୋକସଭା ଭୋଟ୍, ସବୁଠି ବିଜେଡିକୁ ଝଟ୍‌କା ଲାଗିଥିଲା ।

Mamita Meher
ମମିତା ହତ୍ୟା ଘଟଣା: ବିଜେଡିର ବଢ଼ୁଛି ଅଡ଼ୁଆ, ରାସ୍ତା ଘାଟରେ ମନ୍ତ୍ରୀ ହେଉଛନ୍ତି ହଟହଟା

ମହାଲିଙ୍ଗ୍ ସନ୍‌ସାଇନ୍ ସ୍କୁଲ୍ ଶିକ୍ଷୟିତ୍ରୀ ମମିତା ହତ୍ୟା ମାମଲାରେ ବଢୁଛି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଅଡୁଆ । ସାରା ରାଜ୍ୟ ସହ ମନ୍ତ୍ରୀଙ୍କ ହୋମ୍‌ଗ୍ରାଉଣ୍ଡରେ ବିରୋଧୀଙ୍କ ଜାରି ରହିଛି ଘନ ଘନ ହମ୍‌ଲା ।

Baijayanta Panda
‘ସବୁ ବିରୋଧୀ ମିଶିକି ଯେତିକି, ଏକା ବିଜେପି ସେତିକି’

ଦେଶରେ ସଦ୍ୟ ଅନୁଷ୍ଠିତ ବିଭିନ୍ନ ରାଜ୍ୟ ଉପନିର୍ବାଚନରେ ସବୁ ବିରୋଧୀ ମିଶି ଯେତିକି, ବିଜେପି ତାଠୁ ବେଶି । ଉପନିର୍ବାଚନ ଫଳାଫଳ ନେଇ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଏଭଳି ପ୍ରତିକ୍ରିୟା ।

Sanjeeb Sahoo
ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ସଂଜୀବ ସାହୁ

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ସଂଜୀବ ସାହୁ । ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ସଂଜୀବ ସାହୁ ବିଜେଡିରୁ ଇସ୍ତଫା ଦେଇଛନ୍ତି ।ନିଜ ଇସ୍ତଫା ପତ୍ର ଦଳର ସଭାପତିଙ୍କ ନିକଟକୁ ପଠାଇଛନ୍ତି ।