ଭାରତୀୟ ଜନତା ପାର୍ଟିରେ ଯୋଗଦେଇ ସିଧା ମଧ୍ୟ ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନା ବା ବୁନୁଙ୍କୁ ନିଶାନା କରିଛନ୍ତି।
ହରିୟାଣା ବିଧାନସଭା ପାଇଁ ଗୋଟିଏ ପର୍ଯ୍ୟାୟ ଅକ୍ଟୋବର ୧ରେ ଭୋଟ୍ । ଅକ୍ଟୋବର ୪ରେ ଆସିବ ଉଭୟ ରାଜ୍ୟର ଫଳାଫଳ ।
ଆଗକୁ ବିଜେପି ଯାଇପାରନ୍ତି ଆହୁରି ବହୁ କର୍ପୋରେଟର ! ମଧ୍ୟ ଭୁବନେଶ୍ବରରେ ତେଜୁଛି ଶଙ୍ଖ ଦଳରେ ଅସନ୍ତୋଷ ।
ଶାକରୁ ରାଜନେତା ପାଲଟି ଗତ ସାଧାରଣ ନିର୍ବାଚନ ବେଳେ ଦଳକୁ ଢେର ବଳ ଦେଇଥିବା କଂଗ୍ରେସକୁ ବାୟ ବାୟ କରିଛନ୍ତି ଏକଦା ଦଳର ପ୍ରଚାର କମିଟି ଅଧ୍ୟକ୍ଷ ଥିବା ବରିଷ୍ଠ ନେତା ବିଜୟ ପଟ୍ଟନାୟକ।
କଂଗ୍ରେସରୁ ଇସ୍ତଫା ଦେବା ପରେ OTVକୁ ଏକ ସାକ୍ଷାତକାର ଦେବା ଅବସରରେ ଅନେକ ଖୁଲାସା କରିଛନ୍ତି ବିଜୟ ପଟ୍ଟନାୟକ। ଜାଣିବା ପାଇଁ ପଢ଼ନ୍ତୁ।
ମେଲ୍ ଯୋଗେ AICCକୁ ପଠାଇଲେ ଇସ୍ତଫା ପତ୍ର ।
ନୂଆ ଷ୍ଟିୟରିଂ କମିଟିରେ ନାହାନ୍ତି ତାରା, ନରସିଂହ, ନିରଞ୍ଜନ, ପ୍ରସାଦଙ୍କ ଭଳି ଅଭିଜ୍ଞ ।
ସବୁ ପ୍ରତିଶ୍ରୁତି ପାଳନ କରିବ ବିଜେପି ସରକାର କହିଲେ ମୁଖ୍ୟମନ୍ତ୍ରୀ । ବିରୋଧୀଙ୍କୁ ପରୋକ୍ଷରେ ବି ତୀର ମାରିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
ବିଧାନସଭାରେ ନୂଆ ବିଧାୟକଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମକୁ ନେଇ ତେଜିଲା ରାଜନୀତି । କେନ୍ଦ୍ରମନ୍ତ୍ରୀଙ୍କ ଦ୍ବାରା କାର୍ଯ୍ୟକ୍ରମର ଉଦଘାଟନ ଓ ଉଦଯାପନକୁ ବିଜେଡି, ଦଳୀୟ କାର୍ଯ୍ୟକ୍ରମ ବୋଲି ଅଭିଯୋଗ କରି ଏଥିରେ ସାମିଲ ହେବ ନାହିଁ ବୋଲି କହିଛି ।
ସାଧାରଣ ନିର୍ବାଚନର ଦୁଇ ମାସ ପରେ ପୁଣି ମୈଦାନରେ ମୁହାଁମହିଁ ହେବେ ବିଜେପି-ବିଜେଡି। ପଞ୍ଚାୟତ ସମିତି ଉପନିର୍ବାଚନରେ ହେବ ବଳ କଷାକଷି। ବିଜେଡି ପାଇଁ ଅଗ୍ନି ପରୀକ୍ଷା, ଶାସକ ଦଳ ବିଜେପି ପାଇଁ ସମ୍ମାନର ପ୍ରଶ୍ନ।
ବିଧାନସଭାରେ ନୂଆ ବିଧାୟକଙ୍କ ଦିଗଦର୍ଶନ କାର୍ଯ୍ୟକ୍ରମକୁ ନେଇ ତେଜିଲା ରାଜନୀତି । କେନ୍ଦ୍ରମନ୍ତ୍ରୀଙ୍କ ଦ୍ବାରା କାର୍ଯ୍ୟକ୍ରମର ଉଦଘାଟନ ଓ ଉଦଯାପନକୁ ବିଜେଡି, ଦଳୀୟ କାର୍ଯ୍ୟକ୍ରମ ବୋଲି ଅଭିଯୋଗ କରି ଏଥିରେ ସାମିଲ ହେବ ନାହିଁ ବୋଲି କହିଛି ।
ସାଧାରଣ ନିର୍ବାଚନର ଦୁଇ ମାସ ପରେ ପୁଣି ମୈଦାନରେ ମୁହାଁମହିଁ ହେବେ ବିଜେପି-ବିଜେଡି। ପଞ୍ଚାୟତ ସମିତି ଉପନିର୍ବାଚନରେ ହେବ ବଳ କଷାକଷି। ବିଜେଡି ପାଇଁ ଅଗ୍ନି ପରୀକ୍ଷା, ଶାସକ ଦଳ ବିଜେପି ପାଇଁ ସମ୍ମାନର ପ୍ରଶ୍ନ।
ଆଇନଜୀବୀ ସୁଧିର ଚରଣ ମହାନ୍ତିଙ୍କ ପକ୍ଷରୁ କ୍ୟାପିଟାଲ ଥାନାରେ ଏତଲା ଦିଆଯାଇଛି ।
ଆସନ୍ତା ୧୭ ଓ ୧୮ ତାରିଖରେ ହେବାକୁ ଥିବା ଦିଗଦର୍ଶନ କାର୍ଯ୍ୟକ୍ରମରେ ବିଜେଡି ବିଧାୟକମାନେ ଯୋଗ ଦେବେ ନାହିଁ ବୋଲି ସାମ୍ବାଦିକ ସମ୍ମିଳନୀରେ କହିଛି ଦଳ।
ଆଜି ପ୍ରକାଶ ପାଇବ ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି । ରାଜ୍ୟସଭା ସାଂସଦ ମମତା ମହାନ୍ତ ଇସ୍ତଫା ଦେବାପରେ ଖାଲି ପଡ଼ିଛି ଆସନ।
କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଏହି ଚିଠି ପରେ ଘନେଇଛି ରାଜ୍ୟ ରାଜନୀତି ।
ଖୁବଶୀଘ୍ର ସୁଭଦ୍ରା ଯୋଜନା ଆବେଦନ । ସୁଭଦ୍ରା ଯୋଜନାର ପ୍ରାଥମିକ ନିୟମ ସ୍ଥିର କଲାଣି ବିଭାଗ ।
ମନ୍ତ୍ରୀ ନବ ଦାସ, ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟାର ହେବ ପୁନଃ ତଦନ୍ତ । ଲକ୍ଷ୍ମଣାନନ୍ଦ ସରସ୍ବତୀ ହତ୍ୟାର ପୁନଃ ତଦନ୍ତ ନେଇ ଆଇନମନ୍ତ୍ରୀଙ୍କ ସୂଚନା ।
ଦଳୀୟ ଗୋଷ୍ଠୀ କନ୍ଦଳ ଯୋଗୁଁ ଆଜି ଭବାନୀପାଟଣା ମ୍ୟୁନସିପାଲିଟି ଚେୟାରପର୍ସନ ପଦ ହରାଇଥିବା ବେଳେ ପୁରୀ ନିମାପଡା ଏନଏସି ଅଧ୍ୟକ୍ଷାଙ୍କ ବିରୋଧରେ ଆସିଛି ଅନସ୍ଥା ପ୍ରସ୍ତାବ ।
ଓଡ଼ିଶାରେ ପ୍ରଥମ କରି ସରକାରକୁ ଆସିବା ପରେ ଆସନ୍ତା ୧୬ ତାରିଖରେ ବସିବାକୁ ଯାଉଛି ରାଜ୍ୟ ବିଜେପିର ପ୍ରଥମ କୋର କମିଟି ବୈଠକ ।
ନୂଆ MLAଙ୍କ କ୍ଲାସ୍ ନେବେ ନଡ୍ଡା, ଦେବେ ପଲିଟିକାଲ୍ ସକ୍ସେସ ମନ୍ତ୍ର । ଆସନ୍ତା ୧୭ ଓ ୧୮ ଦୁଇଦିନ ଧରି ଚାଲିବ ବିଧାନସଭାରେ ବିଧାୟକଙ୍କ ତାଲିମ୍ କର୍ମଶାଳା ।
ଭବାନୀପାଟଣା ପରେ ନିମାପଡ଼ା NAC ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା । ଯୁବ-ବରିଷ୍ଠଙ୍କୁ ଏକାଠି କଲାବେଳକୁ ଘାଇଲା କରୁଛି ଗୋଷ୍ଠୀ କନ୍ଦଳ ।
ରାଜ୍ୟରେ ମୋହନ ଚରଣ ମାଝିଙ୍କ ନେତୃତ୍ୱାଧୀନ ଭାରତୀୟ ଜନତା ପାର୍ଟି (ବିଜେପି) ସରକାର ଇତି ମଧ୍ୟରେ କ୍ଷମତାରେ ଦୁଇ ମାସ ପୂର୍ଣ୍ଣ କରିବା ପାଇଁ ଯାଉଛି । ଏହା ମଧ୍ୟରେ ଦଳ ନିର୍ବାଚନ ପୂର୍ବରୁ ଦେଇଥିବା କିଛି ପ୍ରମୂଖ ପ୍ରତିଶ୍ରୁତି ପାଳନ କରିସାରିଛି ଏବଂ ଆଉ କିଛି ପ୍ରତିଶ୍ରୁତି ରକ୍ଷା କରିବା ପାଇଁ ନିଷ୍ପତି ନେଇସାରିଛି ।
ମମତା ମହାନ୍ତ ଉଭୟ ଦଳ ଓ ରାଜ୍ୟସଭା ସଦସ୍ୟତାରୁ ଇସ୍ତଫା ଦେଇ ଏବଂ ବିଜେପିରେ ମିଶି ସମସ୍ତଙ୍କୁ ‘ସର୍ପ୍ରାଇଜ୍’ ଦେଇଛନ୍ତି। ସେହିଭଳି ନିର୍ବାଚନ ପରେ ଅଚାନକ ନବୀନଙ୍କ ଆକ୍ଟିଭ୍ନେସ୍ ମଧ୍ୟ ଆଣିଛି ସର୍ପ୍ରାଇଜ୍ ! ଏହା ଛଡା ଆହୁରି ନୂଆ ନୂଆ ସର୍ପ୍ରାଇଜ୍ ସାମ୍ନାକୁ ଆସୁଛି!