• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

pm-modi..
ଟଙ୍କିକିଆ ଚାଉଳର ଗୁମର ଖୋଲିଲେ ମୋଦି

ସମ୍ବଲପୁର(ସଞ୍ଜୟ ଜେନା): ନିର୍ବାଚନୀ ପ୍ରଚାର ପାଇଁ ଆଜି ଓଡ଼ିଶା ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବଲପୁରରେ ବିଜୟ ସଂକଳ୍ପ ସଭାରେ ଯୋଗଦେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ୍‌ କରିଛନ୍ତି। ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଆରମ୍ଭରୁ ହିଁ ରାଜ୍ୟ ସରକାରଙ୍କ ଉପରେ ବର୍ଷି ଥିଲେ। ଚାଷୀ, ଚିଟ୍‌ଫଣ୍ଡ, ଖଣି, ଜାତୀୟ ଖାଦ୍ୟ ଯୋଜନାରେ ଚାଉଳ ଓ ଧାନର ଏମ୍ଏସ୍‌ପି ପ୍ରସଙ୍ଗ ନେଇ ରାଜ୍ୟ ସରକାରଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଟାର୍ଗେଟ କରିଥିଲେ। ପିସି ଓ ଚିଟ୍‌ଫଣ୍ଡ ପ୍ରସଙ୍ଗ ନେଇ […]

  • Saturday, 10 July 2021
pm-modi-...
ଓଡ଼ିଶାରେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଓଡ଼ିଶା ଗସ୍ତରେ ଆସିଛନ୍ତି। ଏକ ସ୍ୱତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ମୋଦି ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହାପରେ ସମ୍ବଲପୁର ଯାଇ ସେଠାରେ ବିଜୟ ସଂକଳ୍ପ ସମାବେଶରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସମ୍ବଲପୁରରେ ସାଧାରଣ ସଭାକୁ ପ୍ରଧାନମନ୍ତ୍ରୀ ସମ୍ବୋଧିତ କରିବେ। ଅପରାହ୍ଣରେ ମୋଦି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ଏହାପରେ ସେ ରାଜଧାନୀ ଭୁବନେଶ୍ୱରରେ ଏକ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ଆହୁରି ମଧ୍ୟ ପଢ଼ନ୍ତୁ: ଆଜି ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ […]

  • Saturday, 10 July 2021
election-campaign
ପ୍ରଚାର ଅଭିଯାନରେ ସାମିଲ ହେଲେ ଅଭିନେତା ରାଇମୋହନ

ସୁନ୍ଦରଗଡ଼(ବିଜୟ ବରୁଆ):  ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର। ଆସନ୍ତା ୧୮ ତାରିଖରେ ଭୋଟ୍ ଗ୍ରହଣ ଥିବାରୁ ପ୍ରଚାରର ଶେଷ ଦିନରେ ପ୍ରାର୍ଥୀ ଓ ଷ୍ଟାର ପ୍ରଚାରକମାନେ ପ୍ରଚାରକୁ ଜୋରଦାର କରିଛନ୍ତି। ଓଲିଉଡ୍‌ ଅଭିନେତା ରାଇମୋହନ ପରିଡ଼ା ସୁନ୍ଦରଗଡ଼ ଲୋକସଭା ଆସନର ବିଜେଡି ପ୍ରାର୍ଥୀ ସୁନୀତା ବିଶ୍ୱାଳ ଓ ବିଧାନସଭା ଆସନର ବିଜେଡି ପ୍ରାର୍ଥୀ ଯୋଗେଶ ସିଂହଙ୍କ ପାଇଁ ରୋଡ୍‌ ଶୋ’ କରି ପ୍ରଚାର କରିଛନ୍ତି। ସୁନୀତା ଓ ଯୋଗେଶ ପଞ୍ଚମୁଖି ହନୁମାନ ମନ୍ଦିରରୁ […]

  • Saturday, 10 July 2021
congress
କଂଗ୍ରେସରେ ମିଶିଲେ ବିଜେଡି ନେତା ଓ କର୍ମୀ

ଭୁବନେଶ୍ୱର: କଂଗ୍ରେସରେ ମିଶିଲେ ବିଜେଡିର ନେତା ଓ କର୍ମୀ। ଭୁବନେଶ୍ୱର ସ୍ଥିତ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ବାସଭବନରେ ଏହି ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଥିଲା। ପିସିସି ସଭାପତିଙ୍କ ଉପସ୍ଥିତିରେ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଜେଡି ବ୍ଲକ୍ ଉପ-ସଭାପତି ଆନନ୍ଦ ଓଝା, ବିଜୁ ଯୁବବାହିନୀ ସଦସ୍ୟ ତଥା ଅନେକ ନେତା କଂଗ୍ରେସରେ ଯୋଗ ଦେଇଛନ୍ତି। ବର୍ତ୍ତମାନ ସମୟରେ ବିଜୁ ଜନତା ଦଳରେ ଜାରି ରହିଥିବା କାର୍ଯ୍ୟକ୍ରମରେ ଅତିଷ୍ଠ ହୋଇ ଏହି ପଦକ୍ଷେପ ନେଇଥିବା ନେତାମାନେ […]

  • Saturday, 10 July 2021
2nd-phase-election
ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରୁଛି ପ୍ରଚାର

ଭୁବନେଶ୍ୱର: ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସରିବ ପ୍ରଚାର। ଆସନ୍ତା ୧୮ ତାରିଖରେ ଭୋଟ୍ ଗ୍ରହଣ ଥିବାରୁ ପ୍ରଚାରର ଶେଷ ଦିନରେ ପ୍ରାର୍ଥୀ ଓ ଷ୍ଟାର ପ୍ରଚାରକମାନେ ପ୍ରଚାରକୁ ଜୋରଦାର କରିବେ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଭୋଟରଙ୍କୁ ହାତେଇବା ପାଇଁ ଆଜି ପ୍ରାର୍ଥୀଙ୍କ ପାଖରେ ଶେଷ ସୁଯୋଗ ରହିଛି। ଏହି ପର୍ଯ୍ୟାୟରେ ୫ଟି ଲୋକସଭା ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସିକା ଏବଂ ଏହି ଲୋକସଭା କ୍ଷେତ୍ରରେ ଥିବା ୩୫ଟି ବିଧାନସଭା ନିର୍ବାଚନ […]

  • Saturday, 10 July 2021
pm-modi.
ଆଜି ଭୁବନେଶ୍ୱରରେ ମୋଦିଙ୍କ ରୋଡ୍‌ ଶୋ’

ଭୁବନେଶ୍ୱର: ଆଜି ଦେଖିବାକୁ ମିଳିବ ହାଇଭୋଲଟେଜ୍ ପ୍ରଚାର। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୁଣି ଥରେ ଓଡ଼ିଶା ଗସ୍ତରେ ଆସୁଛନ୍ତି। ପ୍ରଧାନମନ୍ତ୍ରୀ ଅପରାହ୍ଣରେ ଭୁବନେଶ୍ୱରରେ ରୋଡ୍ ଶୋ’ କରିବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ ମୋଦି ସମ୍ବଲପୁରରେ ଏକ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ମୋଦି ସକାଳ ସାଢ଼େ ୧୦ଟାରେ ଝାରସୁଗୁଡା ବିମାନବନ୍ଦରରେ ପହଞ୍ଚିବେ। ଏହାପରେ ସେଠାରୁ ସମ୍ବଲପୁର ଯାଇ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ। ଅପରାହ୍ଣ ସାଢ଼େ ୫ଟାରେ ମୋଦି ଭୁବନେଶ୍ୱର ବିମାନ […]

  • Saturday, 10 July 2021
cm-naveen-patnaik
ବରଗଡ଼ରେ ଚାଷୀ କାର୍ଡ ଖେଳିଲେ ନବୀନ

ବରଗଡ଼: ଆସନ୍ତା ଏପ୍ରିଲ ୧୮ରେ  ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ହେବାକୁ ଥିବାବେଳେ ବରଗଡ଼ ଜିଲ୍ଲାରେ ନିର୍ବାଚନ ପ୍ରଚାର ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଧାନର ଏମ୍‌ଏସ୍‌ପି କଥା ଉଠାଇଛନ୍ତି। ଅତାବିରା ସମାବେଶରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ମୋଦି ସରକାରଙ୍କୁ ଟାର୍ଗେଟ କରି କହିଛନ୍ତି, ‘ଧାନର ଏମ୍‌ଏସ୍‌ପି ୨ ଗୁଣ କରିବେ ବୋଲି କେନ୍ଦ୍ର ସରକାର କହିଥିଲେ। ଆମେ ଅପେକ୍ଷା କଲୁ, କିନ୍ତୁ କିଛି ହେଲାନି। ବିଧାନସଭା ଗୃହ କମିଟି ଗଠନ କରି ଦାବି ଜଣାଇବାକୁ ଦିଲ୍ଲୀ ଯିବାକୁ ନିଷ୍ପତ୍ତି […]

  • Saturday, 10 July 2021
up cm
ବିଜେଡି ସରକାର ବିଭିନ୍ନ ଭ୍ରଷ୍ଟାଚାରରେ ଲିପ୍ତ ରହିଛି: ଯୋଗୀ ଆଦିତ୍ୟନାଥ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲାରେ ଆଜି ବିଜେପି ପାଇଁ ପ୍ରଚାର ବେଳେ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଡବଲ ଇଞ୍ଜିନ ମନ୍ତ୍ର ଫୁଙ୍କିଛନ୍ତି। ଏଠାରେ ଆୟୋଜିତ ସାଧାରଣ ସଭାରେ ଯୋଗୀ ଆଦିତ୍ୟନାଥ ଯୋଗଦେବା ସହ ସାଧାରଣ ଜନତାଙ୍କୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଜେଡି ସରକାରଙ୍କୁ ତୀବ୍ର ସମାଲୋଚନା ମଧ୍ୟ କରିଥିଲେ। ସେ କହିଛନ୍ତି, ଓଡ଼ିଶାରେ କ୍ଷମତାସୀନ ସରକାର ବିଭିନ୍ନ ଭ୍ରଷ୍ଟାଚାରରେ ଲିପ୍ତ ରହିଛି। ଚିଟ୍‌ଫଣ୍ଡ ଠାରୁ ଆରମ୍ଭ କରି ଟଏଲେଟ୍‌ ଦୁର୍ନୀତି ପର୍ଯ୍ୟନ୍ତ ସବୁଥିରେ […]

  • Saturday, 10 July 2021
naveen-patnaik.
ବିଜେପି ନେତାଙ୍କ ହତ୍ୟା ଘଟଣାକୁ ଦୃଢ଼ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଖୋର୍ଦ୍ଧାରେ ବିଜେପି ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରବର୍ଗଙ୍କୁ ସମବେଦନା ଜଣାଇଛନ୍ତି। ଏଭଳି ହିଂସାକୁ ମୁଖ୍ୟମନ୍ତ୍ରୀ ଦୃଢ଼ ନିନ୍ଦା କରିବା ସହ ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ ବୋଲି ଟ୍ୱିଟ୍‌ କରି କହିଛନ୍ତି। ଏଥିସହ ନିର୍ବାଚନ କମିଶନ ଏହି ଘଟଣାକୁ ଗୁରୁତ୍ୱର ସହ ନିଅନ୍ତୁ ଏବଂ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ପୁଲିସ୍‌କୁ ନିର୍ଦ୍ଦେଶ ଦିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ […]

  • Saturday, 10 July 2021
flag-march
ବଲାଙ୍ଗିରରେ ପ୍ରାକ୍ ନିର୍ବାଚନୀ ହିଂସା ପରେ ଶାନ୍ତି ପାଇଁ ଅପିଲ

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ବଲାଙ୍ଗିରରେ ପ୍ରାକ୍ ନିର୍ବାଚନୀ ହିଂସା ପରେ ଶାନ୍ତି ପାଇଁ ଅପିଲ କରାଯାଇଛି। ନିର୍ବାଚନ ସମୟରେ ସହରରେ ଶାନ୍ତିପୂର୍ଣ୍ଣ ବାତାବରଣ ବଜାୟ ରଖିବାକୁ ଅପିଲ କରି ପୁଲିସ୍‌ ପକ୍ଷରୁ ଫ୍ଲାଗମାର୍ଚ୍ଚ କରାଯାଇଛି। ଏସ୍‌ପି ଅଫିସରୁ ବାହାରିଥିବା ଏହି ଫ୍ଲାଗମାର୍ଚ୍ଚ ସହର ପରିକ୍ରମା କରିବା ପରେ ପୁଣି ଏସ୍‌ପି ଅଫିସ ନିକଟରେ ପହଞ୍ଚିଥିଲା। ସୂଚନାଯୋଗ୍ୟ, ଚନ୍ଦନଭାଟି ଗାଁର ବିଜେଡି କର୍ମୀ ପ୍ରଫୁଲ୍ଲ ମେହେରଙ୍କୁ କଂଗ୍ରେସ କର୍ମୀମାନେ ଆକ୍ରମଣ କରିଥିବା ନେଇ ସଦର ଥାନାରେ ଅଭିଯୋଗ ହୋଇଥିଲା। ଏହି […]

  • Saturday, 10 July 2021
bolangir
ବିଜେଡି କର୍ମୀଙ୍କୁ କଂଗ୍ରେସ କର୍ମୀଙ୍କ ଆକ୍ରମଣ ଅଭିଯୋଗ

କଣ୍ଟାବାଞ୍ଜି(ସୁର ଦାସ): ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜିରେ ନିର୍ବାଚନୀ ହିଂସା ଦେଖା ଦେଇଛି। ବିଜେଡି କର୍ମୀଙ୍କୁ କଂଗ୍ରେସ କର୍ମୀ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମୁରିବାହାଲ ଥାନା ଅନ୍ତର୍ଗତ ପାତଲପଡ଼ା ଗାଁରେ ନିର୍ବାଚନ ପ୍ରଚାର ବେଳେ କିଛି ବିଜେଡି କର୍ମୀଙ୍କୁ କଂଗ୍ରେସ କର୍ମୀ ନିର୍ଧୂମ ପିଟିଥିବା ଅଭିଯୋଗ ହୋଇଛି। ଏନେଇ ବିଜେଡି ନେତାଙ୍କ ପକ୍ଷରୁ ମୁରିବାହାଲ ଥାନାରେ ଏତଲା ଦିଆଯାଇଛି। କଂଗ୍ରେସ କର୍ମୀଙ୍କ ଗୁଣ୍ଡାଗର୍ଦ୍ଦିକୁ ବରଦାସ୍ତ କରାଯିବନି ବୋଲି ନାରା ଦେବା ସହ ଅଭିଯୁକ୍ତଙ୍କୁ ଗିରଫ ଦାବିରେ ମୁରିବାହାଲ […]

  • Saturday, 10 July 2021
dharmendra-pradhan.
‘ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ’

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧାରେ ବିଜେପି ନେତାଙ୍କୁ ହତ୍ୟା ଘଟଣାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ରଖିଛନ୍ତି। ଟ୍ୱିଟ୍‌ କରି ସେ କହିଛନ୍ତି, ଗଣତନ୍ତ୍ରରେ ହିଂସାର କୌଣସି ସ୍ଥାନ ନାହିଁ। ଗଣତନ୍ତ୍ର ବାଲଟ୍‌ର ଲଢେଇ ବୁଲେଟ୍‌ରେ ନୁହେଁ। ଏଥିସହ ବିଜେପିର ସମସ୍ତ କାର୍ଯ୍ୟକର୍ତ୍ତାଙ୍କୁ ଗଣତନ୍ତ୍ର ଉପରେ ଅତୁଟ ବିଶ୍ୱାସ ରଖି ଶାନ୍ତି ବଜାୟ ରଖିବା ପାଇଁ ସେ ବିନମ୍ର ନିବେଦନ କରିଛନ୍ତି। ଏହି ପ୍ରସଙ୍ଗରେ ପୁଲିସ୍‌ ମହାନିର୍ଦ୍ଦେଶକଙ୍କ ସହ କଥା ହୋଇ ଘଟଣା ସମ୍ପର୍କରେ ଅବଗତ କରାଇଥିବା ଧର୍ମେନ୍ଦ୍ର […]

  • Saturday, 10 July 2021
bjp-leader-killed-.
ବିଜେପି ନେତାଙ୍କୁ ହତ୍ୟା ପ୍ରତିବାଦରେ ଖୋର୍ଦ୍ଧାରେ ବନ୍ଦ ଡାକରା

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧାରେ ବିଜେପି ନେତା ମଙ୍ଗୁଳି ଜେନାଙ୍କୁ ଗୁଳି କରି ହତ୍ୟା ପ୍ରତିବାଦରେ ଆଜି ଖୋର୍ଦ୍ଧାରେ ବନ୍ଦ ଡାକରା ଦିଆଯାଇଛି।  ବିଜେପି ପକ୍ଷରୁ ଏହି ବନ୍ଦ ପାଳନ ହେଉଛି। ସକାଳ ୮ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଏହି ବନ୍ଦ ଡାକରା ଦିଆଯାଇଛି। ଗୁଳିକାଣ୍ଡର ପ୍ରତିବାଦ କରିବା ସହ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ଟାଉନ ଥାନା ଆଗରେ ବିଜେପି କର୍ମୀ ଧାରଣା ଦେଇଛନ୍ତି। ଗତକାଲି ରାତିରେ ଜଣେ ଦୁର୍ବୃତ୍ତ ବାଇକ୍‌ରେ ଆସି ଖୋର୍ଦ୍ଧା ନବୀନାବାଗ ସ୍ଥିତ ବିଜେପି କାର୍ଯ୍ୟାଳୟ […]

  • Saturday, 10 July 2021
bijaya-sabitri
ଜନମତ ସର୍ଭେ: ବିଜୟଙ୍କ ସପକ୍ଷରେ ଫେସ୍‌ବୁକ୍‌ ୟୁଜର୍ସ

ଭୁବନେଶ୍ୱର:ପାଟକୁରା ବିଧାନସଭା ନିର୍ବାଚନ ପାଇଁ  ମତଦାନ ଜୁଲାଇ ୨୦ ତାରିଖ ଶେଷ ହୋଇଯାଇଛି । ନିର୍ବାଚନମଣ୍ଡଳୀରେ ମୋଟ ୨.୪୪ଲକ୍ଷ ଭୋଟରଙ୍କ ମଧ୍ୟରୁ ୭୨.୭୫% ନିଜର ମତାଧିକାର ସାବ୍ୟସ୍ତ କରିଛନ୍ତି। ବିଜେପିର ବରିଷ୍ଠ ନେତା ବିଜୟ ମହାପାତ୍ର ଓ ବିଜେଡିର ସାବିତ୍ରୀ ଅଗ୍ରୱାଲଙ୍କ ସମେତ ମୋଟ୍ ୧୦ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଏବେ ଇଭିଏମ୍ ମେସିନ୍ ଭିତରେ ସିଲ୍ ହୋଇ ରହିଛି। କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ ରଖାଯାଇଛି ଇଭିଏମ୍‌।  ଆସନ୍ତା ୨୪ତାରିଖରେ କେନ୍ଦ୍ରାପଡ଼ା ସ୍ୱୟଂଶାସିତ କଲେଜ ପରିସରରେ ଭୋଟ […]

  • Saturday, 10 July 2021
neta-ji_1460043334 (1)
ସବୁଠୁ ଧନୀ ବିଧାୟକଙ୍କୁ ଚିହ୍ନନ୍ତୁ

ଭୁବନେଶ୍ୱର: ଲଗାତାର ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇ ଏକ ରେକର୍ଡ ସୃଷ୍ଟି କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏହାଛଡା ବିଧାନସଭାରେ ସେ ଆଉ ଏକ ରେକର୍ଡ ମଧ୍ୟ ସୃଷ୍ଟି କରିଛନ୍ତି। ଏଥର ବିଧାନସଭାର ସବୁଠାରୁ ଧନୀ ବିଧାୟକ ମାନ୍ୟତା ମଧ୍ୟ ମିଳିଛି ନବୀନ ପଟ୍ଟନାୟକଙ୍କୁ। ମୁଖ୍ୟମନ୍ତ୍ରୀ କେତେ ଟଙ୍କାର ମାଲିକ ଜାଣନ୍ତି ? ୨୦୧୯ ନିର୍ବାଚନରେ ନବୀନ ପଟ୍ଟନାୟକ ଏକକାଳୀନ ଦୁଇଟି ହିଞ୍ଜିଳି ଏବଂ ବିଜେପୁର ବିଧାନସଭା ଆସନରୁ ଛିଡା ହୋଇଥିଲେ। ଦୁଇଟି ଯାକ […]

  • Saturday, 10 July 2021
jo
ବଢୁଛି କୋଟିପତି ବିଧାୟକଙ୍କ ସଂଖ୍ୟା, କଂଗ୍ରେସରେ ସର୍ବାଧିକ

ଭୁବନେଶ୍ୱର:୨୦୧୯ ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇ ସାରିଛି। ରାଜ୍ୟବାସୀ କେଉଁ ଦଳକୁ କେତେ ସମର୍ଥନ କଲେ ତାହା ସ୍ପଷ୍ଟ ହୋଇଯାଇଛି। ଏବେ ନଜର କିଏ ମନ୍ତ୍ରୀ ହେବ, କାହାକୁ କେଉଁ ବିଭାଗ ମିଳିବ । ତେବେ ଏହି ବିଧାୟକ ତାଲିକାରୁ ଗୋଟଏ କଥା ସ୍ପଷ୍ଟ ହୋଇଛି ଯେ, ରାଜ୍ୟରେ କୋଟିପତି ବିଧାୟକଙ୍କ ସଂଖ୍ୟା ଦିନକୁ ଦିନ ବଢି ବଢି ଚାଲିଛି। ଏଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି ୧୪୬ଜଣ  ବିଧାୟକ। ସେମାନଙ୍କ ମଧ୍ୟରୁ ୯୫ ଜଣ ବିଧାୟକ […]

  • Saturday, 10 July 2021
bjd-bjp politics
ପିଏମ ଆବାସକୁ ନେଇ ବିଜେଡ଼ି-ବିଜେପି ମୁହାଁମୁହିଁ, ପୋଲିସ ମୁତୟନ

ଧାରଣା,ବିକ୍ଷୋଭ,ନାରାବାଜି। ବହୁ ଚର୍ଚ୍ଚିତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାଂଘାତିକ ଦୁର୍ନୀତି ବିରୋଧରେ ବିଜେପିର ଗର୍ଜନ କରିଛି। ଗ୍ରାଉଣ୍ଡ ଜିରୋରେ ହଙ୍ଗାମା ମଚାଇଛି ଦଳ। ୩ ଦିନିଆ ଆନ୍ଦୋଳନକ୍ରମରେ ଆଜି ରାଜ୍ୟର ସବୁ ବ୍ଲକ ଅଫିସ ଆଗରେ ଦୁର୍ନୀତି ଓ ଅନିୟମିତତା ବିରୋଧରେ ଗର୍ଜିଛି ବିଜେପି। ତାସହ ଚେତାଇ ଦେଇଛି ରାଜ୍ୟ ସରକାରଙ୍କୁ ମଧ୍ୟ। ଆଉ ବଡ଼ମ୍ବା ନରସିଂପୁରର ବ୍ଲକ୍‌ ଘେରାଉ ବେଳେ ମୁହାଁମୁହିଁ ହୋଇଥିଲେ ବିଜେପି-ବିଜେଡି

Congress Workers Stage Road Blockade
ବାଇକ୍‌ର ଅନ୍ତିମ ସଂସ୍କାର

ପେଟ୍ରୋଲ ଦର ୧୦୦ ଟଙ୍କା ଟପିଛି। ଖାଇବା ତେଲ ୨୦୦ ଟଙ୍କା ଅତିକ୍ରମ କରିଛି। ଏହାକୁ ବିରୋଧ କରି ଯୁବ କଂଗ୍ରେସ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି।

Odisha Bandh
୧୫ରେ ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସର ସମର୍ଥନ

ଆସନ୍ତା ୧୫ ତାରିଖରେ ବାମଦଳ ପକ୍ଷରୁ ଦିଆଯାଇଥିବା ଓଡ଼ିଶା ବନ୍ଦ ଡାକରାକୁ କଂଗ୍ରେସ ସମର୍ଥନ କରିବ, ହେଲେ ଦଳ ରାସ୍ତାକୁ ଓହ୍ଲାଇବ ନାହିଁ କି ପିକେଟିଂ କରିବ ନାହିଁ ବୋଲି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ କହିଛନ୍ତି। 

Naveen Patnaik
ଓଡ଼ିଶା ଅଲମ୍ପିଆନ୍‌ଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଜିତିଲେ ୬ କୋଟି

ଅଲିମ୍ପିକ୍ସରେ ଭାଗ ନେବାକୁ ଥିବା ଓଡ଼ିଶା ଆଥଲେଟଙ୍କ ପାଇଁ ଖୁସି ଖବର । ସେମାନଙ୍କ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ 

Prime Minister Narendra Modi
କେନ୍ଦ୍ର କ୍ୟାବିନେଟ୍‌ ମିଟିଂରେ ବଡ଼ ନିଷ୍ପତ୍ତି, ରାଜ୍ୟମାନଙ୍କୁ କୋଭିଡ୍‌ ପାଇଁ ୨୩,୧୨୩ କୋଟି

ନୂଆ ଟିମ୍ ପରେ କେନ୍ଦ୍ର କ୍ୟାବିନେଟ ମିଟିଂରେ ବଡ଼ ନିଷ୍ପତ୍ତି । ରାଜ୍ୟମାନଙ୍କ ପାଇଁ କୋଭିଡ୍‌ ପାଣ୍ଠି ଅନୁଦାନ ନେଇ ନିଷ୍ପତ୍ତି । ୨୩,୧୨୩ କୋଟିର କୋଭିଡ୍‌ ପାଣ୍ଠି ପାଇଁ ନିଷ୍ପତ୍ତି ।

Modi New Team
ସନ୍ଧ୍ୟାରେ ଶପଥ ଗ୍ରହଣ, ରାତିରେ ବିଭାଗ ବଣ୍ଟନ ଓ ସକାଳୁ ଦାୟିତ୍ୱ ଗ୍ରହଣ

ସନ୍ଧ୍ୟାରେ ଶପଥ ଗ୍ରହଣ । ରାତିରେ ବିଭାଗ ବଣ୍ଟନ ଓ ସକାଳୁ ସକାଳୁ ଦାୟିତ୍ୱ ଗ୍ରହଣ । ଆଜି ଦିନ ତମାମ ନିଜ ମନ୍ତ୍ରାଳୟର ଦାୟିତ୍ୱ ନେଇଛନ୍ତି ରେଳ ଓ ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ସମେତ ବହୁ ନବନିଯୁକ୍ତ କେନ୍ଦ୍ରମନ୍ତ୍ରୀ ।

Aparajita Sarangi
ଅଶ୍ୱିନୀ ମୋର ବ୍ୟାଚ୍‌ମେଟ୍‌ ସହ ଭଲ ସାଙ୍ଗ: ସାଂସଦ ଅପରାଜିତା

କେନ୍ଦ୍ରମନ୍ତ୍ରୀ ମଣ୍ଡଳରେ ଓଡିଶାର ସ୍ଥାନ ପାଇଥିବା ଅଶ୍ୱିନୀ ବୈଷ୍ଣବ ଓ ବିଶେଶ୍ୱର ଟୁଡୁଙ୍କୁ ଅଭିନନ୍ଦନ ଜଣାଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ।

Congress Workers Stage Protest
ପେଟ୍ରୋଲ, ଡିଜେଲ, ରନ୍ଧନ ଗ୍ୟାସ୍ ଓ ଅତ୍ୟାବଶ୍ୟକ ଜିନିଷ ଦର ବୃଦ୍ଧି : କଂଗ୍ରେସର ଅଭିନବ ପ୍ରତିବାଦ

ପେଟ୍ରୋଲ ଡିଜେଲ, ରନ୍ଧନ ଗ୍ୟାସ୍ ଏବଂ ଅତ୍ୟାବଶ୍ୟକ ଜିନିଷ ଦର ବୃଦ୍ଧି ପ୍ରତିବାଦରେ ରାସ୍ତାକୁ ଓହ୍ଲାଇଛି କଂଗ୍ରେସ । ଭୁବନେଶ୍ୱରରେ ଶତାଧିକ କଂଗ୍ରେସ ନେତା ଓ କର୍ମୀ ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି । ଖୋର୍ଦ୍ଧା ଉପ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଘଣ୍ଟ, ଗିନି, ଖଞ୍ଜଣି ବଜାଇ ପ୍ରତିବାଦ କରିଛନ୍ତି । ଉଭୟ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ଜନମାରଣ ନୀତି ବିରୋଧରେ ଏଭଳି ଭିନ୍ନ ଢଙ୍ଗରେ ପ୍ରତିବାଦ କରିଛନ୍ତି ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ଓ ଛାତ୍ର କଂଗ୍ରେସ କର୍ମକର୍ତ୍ତା ।

Bishweswar Tudu, Ashwini Vaishnaw
ମନ୍ତ୍ରୀ ରେସରେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁ, ସେପଟେ ପ୍ରଧାନମନ୍ତ୍ରୀଙ୍କ ଘରେ ଅଶ୍ୱିନୀ ବୈଷ୍ଣବ

ଆଜି ସନ୍ଧ୍ୟାରେ ମୋଦିଙ୍କ ଟିମର ନବକେଳବର । ନୂତନ କ୍ୟାବିନେଟରେ କାହାକୁ ମିଳିବ ମନ୍ତ୍ରୀପଦ ? ଏପରି କଳ୍ପନା ଜଳ୍ପନା ମଧ୍ୟରେ ମୟୂରଭଂଜ ସାଂସଦ ବିଶ୍ୱେଶ୍ୱର ଟୁଡୁଙ୍କ ନାଁ ଚର୍ଚ୍ଚାରେ ରହିଛି । କେନ୍ଦ୍ରମନ୍ତ୍ରୀ ହୋଇପାରନ୍ତି ମୟୂରଭଂଜ ସାଂସଦ । ବର୍ତ୍ତମାନ ବିଜେପି ରାଷ୍ଟ୍ରିୟ ସମ୍ପାଦକ ଭାବେ ଦାୟିତ୍ୱ ତୁଲାଉଛନ୍ତି ବିଶ୍ୱେଶ୍ୱର । ସେ ଏବେ ଦିଲ୍ଲୀରେ ଥିବାବେଳେ ତାଙ୍କର କରୋନା ଟେଷ୍ଟ ହୋଇସାରିଛି । ୨୦୧୯ ଲୋକସଭା ନିର୍ବାଚନରେ ମୟୁରଭଞ୍ଜ ନିର୍ବାଚନ ମଣ୍ଡଳୀରୁ ବିଜେପି ଦଳ ପକ୍ଷରୁ ପ୍ରତିନିଧିତ୍ୱ କରିଥିଲେ । ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଦେବାଶିଷ ମାରାଣ୍ଡିଙ୍କୁ ୨୫,୨୫୬ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।