ଭୁବନେଶ୍ୱର: ଲଗାଣ ବର୍ଷାରେ ବେହାଲ ହୋଇପଡିଥିଲା ଟ୍ୱିନ୍ ସିଟି। କଟକ ସହରର ବିଭିନ୍ନ ତଳିଆ ଅଞ୍ଚଳରେ ଘଣ୍ଟା ଘଣ୍ଟା ଧରି ଜମି ରହିଥିଲା ବର୍ଷା ଜଳ। ଏପରିକି ସହରର ପ୍ରମୁଖ ରାସ୍ତା ବାଦାମବାଡି ଏବଂ ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ ମାଲଗୋଦାମରେ କିଛି…
କଟକ : ଆସିଲେନି ବର୍ଷା, ଅନୁଭବ ନିରାଶ । ପୁଣି ତେଜିଲା ବର୍ଷା-ଅନୁଭବ ପାରିବାରିକ ବିବାଦ । ଦାଣ୍ଡରେ ପଡ଼ି ହାଟରେ ଗଡୁଥିବା ଷ୍ଟାର ଦମ୍ପତି ବର୍ଷା-ଅନୁଭବ କଳିର କୌଣସି ସମାଧାନ ହୋଇପାରୁନି । ମଧ୍ୟସ୍ଥ କେନ୍ଦ୍ରକୁ ଆସିଲେନି ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନି…
ଢ଼ାକା : ‘ହା ହା’ ଇମୋଜି ବିରୋଧରେ ବିଚିତ୍ର ଫତୱା । ବାଂଲାଦେଶର ଜଣେ ପ୍ରସିଦ୍ଧ ମୌଲାନା ଫେସବୁକର ‘ହା ହା’ ଇମୋଜି ବିରୋଧରେ ଫତୱା ଜାରି କରିଛନ୍ତି । ଲୋକଙ୍କୁ ପରିହାସ କରିବା ପାଇଁ ଫେସବୁକରେ ‘ହା ହା’ ଇମୋଜି…
ଭୁବନେଶ୍ୱର: ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ର ୪୪ତମ ବାର୍ଷିକ ସାଧାରଣ ବୈଠକରେ ଅଧ୍ୟକ୍ଷ ମୁକେଶ ଅମ୍ବାନି ରିଲାଏନ୍ସ ଜିଓ ଓ ଗୁଗୁଲ୍ର ସହଯୋଗିତାରେ ପ୍ରସ୍ତୁତ ହୋଇଥିବା ନୂଆ ସ୍ମାର୍ଟଫୋନ୍- ଜିଓଫୋନ୍ ନେକ୍ସଟ୍ ବିଷୟରେ ଘୋଷଣା କରିଛନ୍ତି। ଏହି ସ୍ମାର୍ଟଫୋନ୍ରେ ଜିଓ ଓ ଗୁଗୁଲ୍ର ବିଭିନ୍ନ…
ସୁରଟ: ରାହୁଲଙ୍କୁ ପଡ଼ିଥିଲା କୋର୍ଟରୁ ଡକରା । ଆଉ କୋର୍ଟଙ୍କ କଥା ମାନି ହାଜର ହେଲେ ରାହୁଲ ଗାନ୍ଧି । ୨୦୧୯ ଏପ୍ରିଲ ୧୩ ତାରିଖରେ ନିର୍ବାଚନ ରାଲି କରୁଥିବା ସମୟରେ ରାହୁଲ ଦେଇଥିଲେ ବିବାଦୀୟ ଭାଷଣ । ଯାହାକୁ ନେଇ…
ଆଳି (ବନମାଳି ସାହୁ ): ଅଖ୍ୟାତ ପଲ୍ଲୀରୁ ଯାଇ ବିଶ୍ୱ ଦରବାରରେ ଚମକିଲେ ଓଡ଼ିଆ ପୁଅ। ନିଜର ଶ୍ରେଷ୍ଠ କଳାକୃତି ପାଇଁ ରାଜ୍ୟ ବାହାରେ ଖାଲି ନିଜର ନୁହେଁ, ନିଜ ଗାଁ ମାଟିର ନାଁ ଉଜ୍ଜ୍ୱଳ କରିଛନ୍ତି। ନିଜ କଳାରେ ସେ…
ଅଣ୍ଡା ଓ ବ୍ରେଡ୍ ବିକ୍ରି କରିବାକୁ ସାଇକେଲରେ ବାହାରିଲେ ସୋନୁ ସୁଦ୍ ହୋମ୍ ଡେଲଭରି ପାଇଁ ଦେବାକୁ ପଡ଼ିବ ଏକ୍ସଟ୍ରା ଚାର୍ଜ ନୂଆ ଅବତାରରେ ଦେବଦୂତ । ସାଇକେଲରେ ବଲିଉଡ୍ ଅଭିନେତା ସୋନୁ ସୁଦଙ୍କ ସୁପରମାର୍କେଟ । ଅଣ୍ଡା ଓ…
ବିଶାଖାପାଟଣା: କରୋନା ମହାମାରୀ ଭିତରେ ଦ୍ୱାଦଶ ପରୀକ୍ଷା କରାଉଥିବାରୁ ଆନ୍ଧ୍ର ପ୍ରଦେଶ ସରକାରଙ୍କୁ ସୁପ୍ରିମକୋର୍ଟ କଡ଼ା ଭର୍ତ୍ସନା କରିବା ସହ ଚେତାବନୀ ଦେଇଛନ୍ତି। ଏହି ପରୀକ୍ଷା ପାଇଁ ଯଦି ଜଣକର ମଧ୍ୟ ମୃତ୍ୟୁ ହୁଏ, ସେଥିପାଇଁ ଆନ୍ଧ୍ର ସରକାର ଦାୟୀ ରହିବେ।…
ନୂଆଦିଲ୍ଲୀ : ଦେଶରେ ଦିନକୁ ଦିନ କରୋନା ଟିକାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଉଛି । ବର୍ତ୍ତମାନ ପର୍ଯ୍ୟନ୍ତ ଭାରତରେ ୩୦ କୋଟିରୁ ଅଧିକ ଲୋକଙ୍କୁ କରୋନା ଟିକା ଦିଆଯାଉଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଅନୁସାରେ ବର୍ତ୍ତମାନ ପର୍ଯ୍ୟନ୍ତ ସମୁଦାୟ ୩୦,୧୬,୨୬,୦୩୮ଙ୍କୁ…
ନୂଆଦିଲ୍ଲୀ: ୧୦ ଦିନ ଭିତରେ ଦ୍ୱାଦଶ ଶ୍ରେଣୀର ଇଣ୍ଟରନାଲ ଆସେସମେଣ୍ଟ ବ୍ୟବସ୍ଥା ପ୍ରସ୍ତୁତ କରିବାକୁ ରାଜ୍ୟଗୁଡ଼ିକର ଶିକ୍ଷା ବୋର୍ଡକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ । ଏହାକୁ ଆଧାର କରି ଜୁଲାଇ ୩୧ ସୁଦ୍ଧା ରେଜଲ୍ଟ ବାହାର କରିବାକୁ ସୁପ୍ରିମକୋର୍ଟ କହିଛନ୍ତି ।…
ହମିରପୁର: ବିବାହ ପାଇଁ ଜୋରଦାର ଚାଲିଥିଲା ପ୍ରସ୍ତୁତି। ସୁନା ଅଳଙ୍କାରଠୁ ଆରମ୍ଭ କରି ଅନ୍ୟାନ୍ୟ ଜିନିଷ ସବୁ ପ୍ରାୟତଃ କିଣା ସରିଥିଲା। ହେଲେ ଯାହା ପାଇଁ ଏତେ ଆୟୋଜନ ଚାଲିଥିଲା, ବିବାହ ପୂର୍ବରୁ ସେ ଘର ଛାଡ଼ି ଚାଲିଗଲେ। ଖାଲି ଫେରାର…
ନୂଆଦିଲ୍ଲୀ : ’ପରମ୍ପରା ଏବଂ ପ୍ରଯୁକ୍ତିବିଦ୍ୟା ଭାରତର ସବୁଠାରୁ ବଡ ଶକ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଦିନ ଟୟକାଥନ୍ -୨୦୨୧ର ପ୍ରତିଯୋଗୀଙ୍କ ସହ ଭିଡିଓ କନଫରେନ୍ସ ମାଧ୍ୟମରେ ଆଲୋଚନା କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ଏଥିରେ କହିଛନ୍ତି ଗତ…
ଭୁବନେଶ୍ୱର: ନକଲି ଔଷଧ ମାମଲାର ମୁଖ୍ୟ ଅଭିଯୁକ୍ତ କୁହାଯାଉଥିବା ଶିବ ଜେନାଙ୍କୁ ଗିରଫ କରାଯାଇଛି । ନକଲି ମେଡିସିନ କାରବାର କରୁଥିବା ସଂସ୍ଥାର MD ଥିବା ଶିବ ଜେନାଙ୍କୁ ଆଜି କ୍ରାଇମବ୍ରାଞ୍ଚ STF ଗିରଫ କରିଛି । ଗତକାଲି କ୍ରାଇମବ୍ରାଞ୍ଚ STF…
ନୂଆଦିଲ୍ଲୀ : ଟିକାକରଣ ପାଇଁ ଚିନ୍ତାରେ ସୋନିଆ ଗାନ୍ଧୀ । ଦେଶରେ ଚାଲିଥିବା ଟିକାକରଣର ଗତିକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି କଂଗ୍ରେସ ଅଧ୍ୟକ୍ଷ । ମହାମାରୀର ସମ୍ଭାବ୍ୟ ତୃତୀୟ ଲହରୀ ଆଶଙ୍କାକୁ ଦୃଷ୍ଟିରେ ରଖି ପ୍ରସ୍ତୁତି ଉପରେ ଜୋର ଦେବା…
ପାଟନା : ଟିକା ନେଇନଥିବା ବିଧାୟକଙ୍କୁ ବିଧାନସଭାରେ ନୋ ଏଣ୍ଟ୍ରି । ସଂକ୍ରମଣ ଭୟ ଭିତରେ ଭ୍ୟାକ୍ସିନ ନେବା ବାଧ୍ୟତାମୂଳକ । କରୋନା ଟିକା ନେଇଥିବା ବିଧାୟକଙ୍କୁ ହିଁ ବିହାର ବିଧାନସଭାରେ ପ୍ରବେଶ କରିବାକୁ ଅନୁମତି ମିଳିବ । ବାଚସ୍ପତି ବିଜୟ…
କୋଲକାତା: ନିଜକୁ IAS ଅଫିସର ଦର୍ଶାଇ କୋଲକାତାରେ ହଜାର ହଜାର ଟିକାକରଣର ଆୟୋଜନ କରିଥିବା ଜଣେ ବ୍ୟକ୍ତିଙ୍କୁ ପୋଲିସ୍ ଗିରଫ କରିଛି। ଗିରଫ ବ୍ୟକ୍ତିଙ୍କ ନାଁ ଦେବଞ୍ଜନ ଦେବ। ସେ ଆୟୋଜନ କରିଥିବା ଏକ କ୍ୟାମ୍ପରେ ଟିଏମ୍ସି ସାଂସଦ ମିମି ଚକ୍ରବର୍ତ୍ତୀ…
ନୂଆଦିଲ୍ଲୀ: ଭାରତରେ କରୋନାର ଡେଲଟା ପ୍ଲସ ଭାରିଆଣ୍ଟ ଭୂତାଣୁର ସଂକ୍ରମଣକୁ ରୋକାଯାଇ ପାରିବ। କୋଭିଡ୍ -୧୯ ପ୍ରୋଟୋକଲର ଉଚିତ ବ୍ୟବହାର, ଲକ୍ଡାଉନ୍ ଏବଂ ଟିକାକରଣ ଦ୍ୱାରା ଏହି ଡେଲ୍ଟା ପ୍ଲସ୍ ବିପଦକୁ ଏଡାଇ ହେବ ବୋଲି କହିଛନ୍ତି ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ…
ନୂଆଦିଲ୍ଲୀ : କରୋନାର ଦ୍ୱିତୀୟ ଲହରୀ ସାମାନ୍ୟା ଥମିଥିବା ବେଳେ ବିପଦ ଏପର୍ଯ୍ୟନ୍ତ ଟଳିନାହିଁ । କରୋନାର ଡେଲଟା ଭାରିଏଣ୍ଟ ପୂରା ବିଶ୍ୱ ପାଇଁ ଆତଙ୍କ ସୃଷ୍ଟି କରିଛି । ଏପରିସ୍ଥଳେ ବିଶେଷଜ୍ଞ ମାନେ ତୃତୀୟ ଲହରୀ ବିଷୟରେ ବାରମ୍ବାର ଚେତାବନୀ…
ଆଜି ଦେଶରେ ୫୪ ହଜାର ୬୯ ପଜିଟିଭ ଚିହ୍ନଟ ମୋଟ୍ ଆକ୍ରାନ୍ତ ସଂଖ୍ୟା ୩ କୋଟି ୮୨ ହଜାର ୭୭୮କୁ ବୃଦ୍ଧି ସେପଟେ ଦେଶରେ ଆଜି ୧୩୨୧ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୯୧ ହଜାର…
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ପ୍ରଭାବ ଧୀରେ ଧୀରେ କମୁଥିଲେ ହେଁ ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୪ ଜଣ କରୋନା ରୋଗୀ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ କରୋନା ମୃତ୍ୟୁ ସଂଖ୍ୟା ୩, ୭୬୧ରେ…
କେନ୍ଦ୍ରାପଡ଼ା: ଆଜି ପବିତ୍ର ସ୍ନାନ ପୂର୍ଣ୍ଣମୀ। ୧୦୮ ଗରା ଜଳରେ ସ୍ନାନ କରିବେ ଶ୍ରୀଜୀଉ। ରଥଯାତ୍ରା ପରମ୍ପରାର ଏହା ଏକ ପର୍ବ। ହେଲେ ଆଜି ପରି ପବିତ୍ର ଦିନରେ କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଲାଗିଛି ୧୪୪ ଧାରା। ଜିଲ୍ଲା ପ୍ରଶାସନ…
ଭୁବନେଶ୍ୱର: ଆଜି ବି ରାଜ୍ୟରେ ୩ ହଜାର ଉପରକୁ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଗତକାଲି ୩,୪୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ୩,୬୫୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ରୁ ୨,୦୯୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ସ…
ପୁରୀ: ଆଜି ହେଉଛି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀକୁ ବିଜେ କରିଛନ୍ତି ଚତୁର୍ଦ୍ଧାମୂରତି। ଶ୍ରୀମନ୍ଦିରରୁ ବାହାରି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ। କରୋନା କଟକଣାରେ ଚାଲିଛି ଶ୍ରୀଜିଉଙ୍କ ନୀତିକାନ୍ତି। ମଙ୍ଗଳ ଆଳତି, ମଇଲମ, ତଡ଼ପଲାଗି, ଅଧର ପୋଛା…
ପୁରୀ: ରାତି ପାହିଲେ ସ୍ନାନପୂର୍ଣ୍ଣମୀ । ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବେ ଶ୍ରୀଜୀଉ, ହାତୀବେଶରେ ବି ସଜେଇ ହେବେ । ରାତି ଗୋଟାଏରେ ଠାକୁରଙ୍କ ସ୍ନାନପହଣ୍ଡି ସହ ସକାଳ ସାଢ଼େ ୭ଟାରୁ ସାଢ଼େ ୯ଟା ଭିତରେ ସ୍ନାନ ବିଧି…