ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣର ଗ୍ରାଫ୍ ଦ୍ରୁତ ଗତିରେ ହ୍ରାସ ପାଉଛି। ଦେଶରେ କରୋନା ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୬୦ ହଜାରରୁ ତଳକୁ ଖସିବାକୁ ଯାଉଛି। ଆଶ୍ଵସ୍ତିର କଥା ହେଉଛି, ପୂର୍ବ ଦିନଗୁଡିକରେ ଦେଶର ୨୨ଟି ରାଜ୍ୟ ତଥା…
ନୂଆଦିଲ୍ଲୀ : ଆଜି କଂଗ୍ରେସର ପୂର୍ବତନ ଅଧ୍ୟକ୍ଷଙ୍କର ଜନ୍ମଦିନ । ୫୧ ବର୍ଷ ବୟସରଙ୍କ ପାଦ ଥାପିଲେ ରାହୁଲ ଗାନ୍ଧୀ । ରାହୁଲଙ୍କ ଜନ୍ମଦିନକୁ ‘ସେବା ଦିବସ’ ଭାବରେ ପାଳନ କରୁଛି କଂଗ୍ରେସ । କରୋନା ମହାମାରୀ ସ୍ଥିତିକୁ ଦୃଷ୍ଟିରେ ରଖି…
ଭୁବନେଶ୍ୱର: ବରିଷ୍ଠ IPS ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଗତକାଲି ପରଲୋକ ହୋଇଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ECMO ଚିକିତ୍ସା ପାଇଁ ଏୟାର ଆମ୍ବୁଲାନ୍ସ ଯୋଗେ ଜୁନ…
ଭୁବନେଶ୍ୱର: ଗତକାଲି ତୁଳନାରେ ଆଜି ରାଜ୍ୟରେ ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା କିଛି ମାତ୍ରାରେ ହ୍ରାସ ପାଇଛି। ଗତକାଲି ୩,୮୦୬ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ଚିହ୍ନଟ ହୋଇଛନ୍ତି ୩,୪୨୭ ଜଣ। ଏମାନଙ୍କ ମଧ୍ୟରୁ ୧୯୫୪ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ…
ସିଲଂ : କୁନି ଛୁଆଙ୍କ ଉପରେ କରୋନା କହର । ମେଘାଳୟରେ ୦ ରୁ ୧୪ ବର୍ଷ ବୟସର ୫ ହଜାରରୁ ଅଧିକ ପିଲା କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୧୭ ଜଣଙ୍କର ମୃତ୍ୟୁ ହୋଇଛି । ଶୁକ୍ରବାର…
ନୂଆଦିଲ୍ଲୀ : ପ୍ରଜନନ କ୍ଷମତା ଉପରେ ପ୍ରଭାବ ପକାଏ କି ଟିକା ? କରୋନା ଟିକା ଫାଇଜର ଓ ମଡର୍ଣ୍ଣା ନେବାପରେ ପୁରୁଷଙ୍କ ପ୍ରଜନନ କ୍ଷମତାକୁ କ୍ଷତି ପହଞ୍ଚାଏ ନାହିଁ । ଏକ ଅଧ୍ୟୟନରେ କୁହାଯାଇଛି ଉଭୟ ଭ୍ୟାକ୍ସିନ ପୁରୁଷଙ୍କ ପ୍ରଜନନ…
ଭୁବନେଶ୍ୱର: ପୁଣିଥରେ ଓଡ଼ିଆ ଛାତ୍ରଛାତ୍ରୀଙ୍କ କମାଲ। ଓଡ଼ିଆ ଛାତ୍ରଛାତ୍ରୀଙ୍କ ଦ୍ୱାରା ବିକଶିତ ଫାଷ୍ଟନର୍ ବା ନଟ୍ ବୋଲ୍ଟକୁ ମହାକାଶକୁ ପଠାଯିବ। ମହାକାଶରେ ଏସବୁ ନଟ୍ ବୋଲ୍ଟ ତିଷ୍ଠି ପାରୁଛି ନା ନାହିଁ ତାର ପରୀକ୍ଷା ହେବ। ଜୁନ୍ ୨୪ରେ ନାସା ଏହାକୁ…
ପ୍ୟୋଙ୍ଗୟାଙ୍ଗ : ଏକଛତ୍ରବାଦୀ ଶାସକଙ୍କ ଶାସନରେ ଦୁର୍ଭିକ୍ଷ, ସାରା ଦେଶରେ ଅନାହାର ପରିସ୍ଥିତି । ଭୋକରେ ଛଟପଟ୍ ହେଉଛନ୍ତି ଉତ୍ତର କୋରିଆ ବାସୀ । ଖାଦ୍ୟ ଶସ୍ୟର ଅଭାବ ହେତୁ ଉତ୍ତର କୋରିଆରେ ମୁଦ୍ରାସ୍ଫିତି ଶିଖରରେ ପହଞ୍ଚିଛି । ଫଳରେ ସାଧାରଣ…
ଭୁବନେଶ୍ୱର: ଲୋକପ୍ରିୟ ଓଡ଼ିଆ କଣ୍ଠଶିଳ୍ପୀ ତପୁ ମିଶ୍ରଙ୍କର ଭୁବନେଶ୍ୱରର ସମ୍ ସ୍ପିଟାଲରେ ଦେହାନ୍ତ ଭୁବନେଶ୍ୱର: ବରିଷ୍ଠ IPS ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଗତକାଲି ପରଲୋକ ହୋଇଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ…
ଚଣ୍ଡୀଗଡ଼ : ଆରପାରିରେ କିମ୍ବଦନ୍ତୀ ଧାବକ ମିଲଖା ସିଂହ । ପ୍ରାୟ ମାସେ ଧରି କରୋନା ସହ ଯୁଦ୍ଧ କରିବା ପରେ ଫ୍ଲାଇଂ ଶିଖ୍ ମିଲଖା ସିଂହଙ୍କ ନିଧନ ହୋଇଛି । ଚଳିତ ସପ୍ତାହରେ କରୋନାରେ ଆକ୍ରାନ୍ତ ହୋଇ ତାଙ୍କ ପତ୍ନୀ…
ଭୁବନେଶ୍ୱର: ବରିଷ୍ଠ IPS ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ଗତକାଲି ପରଲୋକ ହୋଇଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି। ସେ କିଛିଦିନ ପୂର୍ବରୁ କରୋନାରେ ଆକ୍ରାନ୍ତ ହେବା ପରେ…
ଭୁବନେଶ୍ୱର: ରାଜଧାନୀରେ ସରକାରୀ କର୍ମଚାରୀଙ୍କୁ ଡବଲ ଡୋଜ ଟିକା ବାଧ୍ୟତାମୂଳକ କରାଯାଇଛି। ୨ଟି ଡୋଜ ଟିକାକରଣ ହୋଇନଥିଲେ ଅଫିସ ଆସିପାରିବେନି କର୍ମଚାରୀ। ଆଉ ସେମାନଙ୍କର ଅଫିସରେ ଅନୁପସ୍ଥିତିକୁ ଉଦ୍ଦେଶ୍ୟମୂଳକ ଛୁଟି ଭାବେ ବିବେଚନା କରାଯିବ। ଏନେଇ ସବୁ ବିଭାଗକୁ ଅତିରିକ୍ତ ମୁଖ୍ୟ…
ମାସେ ଭିତରେ ମହାରାଷ୍ଟ୍ରକୁ ଗ୍ରାସି ପାରେ କରୋନାର ତୃତୀୟ ଲହର। ଆତଙ୍କ ଖେଳାଇପାରେ ଡେଲ୍ଟା ପ୍ଲସ୍ ଭ୍ୟାରିଏଣ୍ଟ। ଦ୍ୱିତୀୟ ୱେଭରୁ ଦୁଇଗୁଣା ଅଧିକ ରହିପାରେ ତୃତୀୟର ପ୍ରଭାବ। ମହାରାଷ୍ଟ୍ରରେ ୫ ଥାକିଆ ଅନଲକ୍ ପର୍ଯ୍ୟାୟ ଆରମ୍ଭ ହେବା ପରେ ରାସ୍ତାଘାଟ, ସହର…
କେନ୍ଦ୍ରାପଡ଼ା: ଆମର ବି ହେଉ ରଥଯାତ୍ରା । ଅକ୍ଷୁର୍ଣ୍ଣ ରହୁ ପରମ୍ପରା । କେନ୍ଦ୍ରାପଡ଼ାରେ ଗଣଧାରଣା, ନୀଳଗିରିରେ ପଦଯାତ୍ରା ଓ ଗତକାଲି ବାରିପଦାରେ ମାନବଶୃଙ୍ଖଳ । କୋଭିଡ୍ ସଂକ୍ରମଣ ପାଇଁ କେବଳ ପୁରୀରେ ରଥଯାତ୍ରା ଲାଗି ରାଜ୍ୟ ସରକାରଙ୍କ ଅନୁମତି ପରେ…
ବୀରମିତ୍ରପୁର: ମୁଁ କଟକ ବୋର୍ଡ ଅଫିସରୁ କହୁଛି। ଆସନ୍ତା ଜୁନ ଶେଷ ସପ୍ତାହରେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଉଛି। ଜୋରସୋରରେ ପ୍ରସ୍ତୁତି ଚାଲିଛି। ଆପଣଙ୍କ ପିଲା ସବୁ ବିଷୟରେ ପାସ୍ କରିଛି। କେବଳ ଗଣିତ ଓ ବିଜ୍ଞାନ ଦୁଇଟି ବିଷୟରେ…
ନୂଆଦିଲ୍ଲୀ: ଭାରତ ଓ ନ୍ୟୁଜଲ୍ୟାଣ୍ଡ ମଧ୍ୟରେ ଶୁକ୍ରବାରଠାରୁ ଐତିହାସିକ ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ର ଫାଇନାଲ ମ୍ୟାଚ୍ ଆରମ୍ଭ ହୋଇଯାଇଛି । ଲଗାତାର ବର୍ଷା କାରଣରୁ ଏହି ମ୍ୟାଚ୍ ବିଳମ୍ବରେ ଆରମ୍ଭ ହୋଇଛି । ପ୍ରବଳ ବର୍ଷା କାରଣରୁ ମ୍ୟାଚ୍ ହାଫ୍ ଟାଇମ୍…
ଭୁବନେଶ୍ୱର: ଜେଲରୁ ବାହାରିଲେ IFS ଅଭୟକାନ୍ତ ପାଠକ। ଦୀର୍ଘ ୬ ମାସ ପରେ ଝାରପଡ଼ା ଜେଲରୁ ମୁକୁଳିଲେ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଗିରଫ ହୋଇଥିଲେ। ଗତ ନଭେମ୍ବର ୨୭ରେ ଭିଜିଲାନ୍ସ ଗିରଫ କରିଥିଲା। ଏହା ବ୍ୟତୀତ ତାଙ୍କ ନାଁରେ…
ଦେଶରେ ଲଗାତାର ଭାବରେ କମିଚାଲିଛି ସଂକ୍ରମଣ। ତେବେ ପୂର୍ବ ମାସରେ ଅର୍ଥାତ୍ ମେ ମାସରେ ସଂକ୍ରମଣ ଶିଖର ଛୁଇଁଥିଲା କିନ୍ତୁ ସେହିଦିନ ଠାରୁ ବର୍ତ୍ତମାନ ସମୟ ସୁଦ୍ଧା ପ୍ରାୟ ୮୫ ପ୍ରତିଶତ ସଂକ୍ରମଣ ହ୍ରାସ ପାଇଛି ବୋଲି ସୂଚନା ମିଳିଛି।
ଆମେରିକାର ସ୍ପେସ୍ ଏଜେନ୍ସି ନାସା ମହାକାଶ ସହ ଜଡିତ ଅନେକ ମିଶନରେ ନିୟୋଜିତ ଅଛି। କିନ୍ତୁ ବର୍ତ୍ତମାନ, ଚନ୍ଦ୍ର ପାଇଁ ଆର୍ଟେମିସ୍ ଅଭିଯାନ ଉପରେ ଲୋକଙ୍କ ନଜର ରହିଛି। ଚଳିତ ବର୍ଷ ଶେଷରେ, ନାସା ଏହି ମିଶନ ପାଇଁ ଏହାର ରକେଟ୍ସ୍ପେସ୍…
ଭୁବନେଶ୍ୱର: କାଲି ସକାଳ ୮ଟା ୩୦ ଯାଏଁ ୧୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା- ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ଅନୁଗୁଳ,…
ନୂଆଦିଲ୍ଲୀ: ‘ବାବା କା ଢାବା’ର ମାଲିକ କାନ୍ତା ପ୍ରସାଦ ଗୁରୁବାର ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମଦ୍ୟପାନ କରିବା ପରେ ନିଦ ବଟିକା ଖାଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିଲେ କାନ୍ତା ପ୍ରସାଦ। ବାବା କା ଢାବା ମାଲିକ ଦିଲ୍ଲୀର ମାଲବିୟ ନଗର…
ଭୁବନେଶ୍ୱର: ବଦଳିଲେ ଓଡ଼ିଶା ହକି ଆଡହକ କମିଟି ଚେୟାରମ୍ୟାନ । ଦିଲ୍ଲୀପ ତିର୍କି ହେଲେ ଆଡହକ କମିଟିର ନୂଆ ଚେୟାରମ୍ୟାନ । ସେହିଭଳି କ୍ରୀଡ଼ା ବିଭାଗ ଉପସଚିବ ଶୈଳେନ୍ଦ୍ର ଜେନା ହେଲେ ସଦସ୍ୟ ଆବାହକ । ଅନ୍ୟପଟେ ଭୋଳାନାଥ ସିଂହ, ରାଜେନ୍ଦ୍ର…
ଭୁବନେଶ୍ୱର: ହାଇକୋର୍ଟ ଗଲା କରୋନା ମୃତ୍ୟୁ ପ୍ରସଙ୍ଗ। ରାଜ୍ୟରେ କରୋନା ଜନିତ ମୃତ୍ୟୁ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଦାୟର ହୋଇଛି ଜନସ୍ୱାର୍ଥ ମାମଲା। ମୃତ୍ୟୁର ସଂଖ୍ୟାର ସ୍ୱତନ୍ତ୍ର ଭାବେ ଅଡିଟ କରିବା ପାଇଁ ଏହି ଜନସ୍ୱାର୍ଥ ମାମଲା ଦାୟର କରାଯାଇଛି। ଆଇନଜୀବୀ…
କରୋନାକୁ ନେଇ WHO ବା ହୁ ବଡ଼ ମନ୍ତବ୍ୟ ଦେଇଛି। କହିଛି, ବିଶ୍ୱର ୨୯ ଦେଶରେ ପୁଣି ଥରେ କରୋନାର ନୂଆ ଭ୍ୟାରିଆଂଟ୍ ମିଳିଛି। ଏହି ମାରାତ୍ମକ ଭୂତାଣୁ ଦକ୍ଷିଣ ଆମେରିକାରୁ ପ୍ରଥମ ଥର ଲାଗି ଚିହ୍ନଟ ହୋଇଛି। ଆଉ ଏହାର ନାମ (Lambda) ବୋଲି କୁହାଯାଇଛି