• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Politics Updates

flights
ଜୁନ ୧ରୁ ବଢ଼ିବ ବିମାନ ଭଡ଼ା : ୧୩ରୁ ୧୬ ପ୍ରତିଶତକୁ ବୃଦ୍ଧି କଲେ ସରକାର

ନୂଆଦିଲ୍ଲୀ : ଜୁନ୍ ପହିଲାରୁ ମହଙ୍ଗା ହେବ ଘରୋଇ ବିମାନ ଯାତ୍ରା । ବିମାନ ଭଡ଼ାକୁ ୧୩ ପ୍ରତିଶତରୁ ୧୬ ପ୍ରତିଶତ ପର୍ଯ୍ୟନ୍ତ ବଢ଼ାଇଛନ୍ତି ସରକାର । କରୋନାର ଦ୍ୱିତୀୟ ଲହରୀ ପାଇଁ ଯାତ୍ରୀଙ୍କ ସଂଖ୍ୟା ହ୍ରାସ ପାଇଥିବା ବେଳେ କ୍ଷତିରେ…

  • Saturday, 29 May 2021
pm modi
କରୋନା ଅନାଥଙ୍କ ପାଇଁ ବଡ଼ ଘୋଷଣା କଲେ ମୋଦି:୨୩ ବର୍ଷ ହେଲେ ମିଳିବ ୧୦ ଲକ୍ଷ ଟଙ୍କା

କରୋନା ମହାମାରୀରେ ବାପା ମାଆଙ୍କୁ ହରାଉଥିବା ଅନାଥଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ବଡ଼ ଘୋଷଣା। ଏଭଳି ପିଲାଙ୍କ ଭବିଷ୍ୟତ ସୁରକ୍ଷା ଲାଗି ପିଏମ୍ କେୟାର୍ସ ଫଣ୍ଡରୁ ସହାୟତା ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।

  • Saturday, 29 May 2021
vlcsnap-error489
ଝିଅର ଚିକିତ୍ସା ପାଇଁ ବାପା ସାଜିଲେ ଦିନ ମଜୁରିଆ, ଆପଣାଇଲେ ଭିକ୍ଷାବୃତ୍ତି

ସୁବର୍ଣ୍ଣପୁର(ଦିଲ୍ଳିପ କୁମାର ସାହୁ): ଜୀବନରେ ସବୁବେଳେ ସୁଖ ଦୁଃଖ ଲାଗି ରହିଥାଏ । ହେଲେ କଥାରେ ଅଛି ଦୁଃଖ ଯେତେବେଳେ ଆସେ ଏକା ଥରକେ ବନ୍ଧୁ ପରିଜନଙ୍କୁ ସାଙ୍ଗରେ ନେଇ ଆସେ । ଗୋଟିଏ ପରିବାର ଯଦି ଆଜି ଦୁଃଖ ଦୁର୍ଦଶାରେ…

  • Saturday, 29 May 2021
Remdesivir
ଏଣିକି ରାଜ୍ୟଗୁଡ଼ିକୁ ଆଉ ରେମଡେସିଭିର ଦେବନି କେନ୍ଦ୍ର, ସିଧାସଳଖ କମ୍ପାନୀଠାରୁ କିଣିବାକୁ ପଡ଼ିବ

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଥିବା ବେଳେ ରେମଡେସିଭିର ଇଞ୍ଜେକ୍ସନ ପାଇଁ ସବୁଆଡେ ଚହଳ ପଡ଼ିଛି। ଏମିତିକି କିଛି ରାଜ୍ୟରେ ଏହାର ବଡ଼ ପରିମାଣରେ କଳାବଜାରୀ ହେଉଥିବା ଜଣାପଡ଼ିଛି । ଖାଲି ସେତିକି ନୁହେଁ ଅନେକ ସହରରେ ନକଲି ରେମଡେସିଭିର…

  • Saturday, 29 May 2021
Water problem
ମାଦିଗୁଡାରେ ଉତ୍କଟ ଜଳ ସମସ୍ୟା, ଗ୍ରାମାଞ୍ଚଳଠାରୁ ସହରାଞ୍ଚଳରେ ପାଣି ସମସ୍ୟା ବଳି ପଡୁଛି

ସରକାର ପାନୀୟ ଜଳ ଯୋଗାଣ କରି ଲୋକଙ୍କ ନିକଟରେ ପହଞ୍ଚାଇବା କଥା କହୁଛନ୍ତି । ହେଲେ କଳାହାଣ୍ଡି ଜିଲ୍ଲାର ମୁଖ୍ୟ ଭବାନୀପାଟଣା ବ୍ଲକରେ  ଏବେ  ପାନୀୟ ଜଳର ସମସ୍ୟା ଦେଖାଦେଇଛି। ନିକଟରେ ତେଲ ନଦୀ ରହିଥିଲେ ବି ପିଇବା ପାଇଁ ଖରା ଦିନେ ଡହଳ ବିକଳ ହେଉଛନ୍ତି ଲୋକେ।

  • Saturday, 29 May 2021
ganjam lockdown
ସଂକ୍ରମଣକୁ ଦୃଷ୍ଟିରେ ରଖି ଆଉ ୨ ସପ୍ତାହ ଲକଡ଼ାଉନ୍‌ ବଢାଇବାକୁ ପରାମର୍ଶ ଦେଲେ ଡାକ୍ତର

ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ। ସଂକ୍ରମଣ ପିକ୍ ଅତିକ୍ରମ କରି ସାରିଲାଣି। ଆଜି ୧୪ ପ୍ରତିଶତ ଅଛି, ଯାହା ପିକ୍ ବେଳେ ୨୬ ପ୍ରତିଶତ ଥିଲା। ତେବେ ଯେତିକି କଟକଣା ଅଛି ତାହାକୁ ଆହୁରି କଡାକଡି କରିବାକୁ ପଡିବ ବୋଲି କହିଛନ୍ତି ବରିଷ୍ଠ ଡାକ୍ତର ନିରୋଜ ମିଶ୍ର।

  • Saturday, 29 May 2021
cold drinks
ଖୁଲମଖୁଲା ଚାଲିଛି ବିଷାକ୍ତ ନକଲି ମଦ ବେପାର

ବ୍ରହ୍ମପୁରରେ ନକଲି ମଦର ବନ୍ୟା। ଗତ କିଛି ଦିନ ମଧ୍ୟରେ ୪ଟି ନକଲି ମଦ ଫ୍ୟାକ୍ଟ୍ରି ଜବତ ପରେ ଏବେ ଚିନ୍ତାର କାରଣ ପାଲଟିଛି ଉଭୟ ଅବକାରୀ ଓ ପୋଲିସ ପାଇଁ

  • Saturday, 29 May 2021
Journalist
କରୋନା ଯୁଦ୍ଧରେ ହାରିଗଲେ ରାଜ୍ୟର ଆଉ ୩ ସାମ୍ବାଦିକ

କରୋନା ଲଢେଇରେ ହାରିଗଲେ କରୋନା ଯୋଦ୍ଧା। ମୟୂରଭଂଜ ଜିଲ୍ଲା କରଂଜିଆର କନକ ନ୍ୟୁଜ୍‌ ପ୍ରତିନିଧି ଅସିତ୍ ବେହେରାଙ୍କର କରୋନାରେ ମୃତ୍ୟୁ ହୋଇଛି। କିଛି ଦିନ ତଳେ ମାଙ୍କ ଦଶାହ କ୍ରିୟା ବେଳେ ଅସୁସ୍ଥ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ।

  • Saturday, 29 May 2021
naveen patnaik
ରାଜ୍ୟରେ ଧୀରେ ଧୀରେ କମୁଛି ସଂକ୍ରମଣ

ଭିଡିଓ କନଫେରେନ୍ସିଂ ଜରଆରେ ହୋଇଛି ରାଜ୍ୟ କୋଭିଡ୍ ପରାମର୍ଶଦାତା କମିଟିର ପ୍ରଥମ ବୈଠକ। ବୈଠକରେ ବିଶେଷଜ୍ଞଙ୍କ ପରାମର୍ଶ ଲୋଡିଛନ୍ତି ମୁଖ୍ୟମନ୍ତ୍ରୀ। କୋଭିଡ୍ ମୁକାବିଲା ଓ ମଜଭୁତ ସ୍ୱାସ୍ଥ୍ୟ ବ୍ୟବସ୍ଥା ପାଇଁ ମତାମତ ଲୋଡିବା ସହ ରାଜ୍ୟରେ କରୋନା ଦ୍ୱିତୀୟ ଲହରରେ ସଂକ୍ରମଣ କମୁଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ।

  • Saturday, 29 May 2021
1
ଜାତିବାଦ ଶବ୍ଦ ପାଇଁ ଅଡୁଆରେ ‘ବବିତା ଜୀ’

ମୁମ୍ବାଇ : ‘ତାରକ ମେହେଟ୍ଟା କା ଉଲଟା ଚସମା ଶୋ’ର ବବିତା ଜୀ ତଥା ଅଭିନେତ୍ରୀ ମୁନମୁନ ଦତ୍ତାଙ୍କ ସମସ୍ୟା କମିବାର ନାମ ଧରୁ ନାହିଁ। ଜାତିବାଦ ଶବ୍ଦ ବ୍ୟବହାର ମାମଲାରେ ତାଙ୍କ ବିରୋଧରେ ଏକ ଏଫ୍ଆଇଆର୍ ରୁଜୁ କରାଯାଇଛି। ଏହି…

  • Saturday, 29 May 2021
Untitled-1
ବୈତରଣୀ ଜଳସ୍ତର କମୁଛି : ଜ୍ୟୋତିର୍ମୟ ରଥ

ଭୁବନେଶ୍ୱର : ବାତ୍ୟା ୟାସ୍ ପରେ ହୋଇଥିବା ପ୍ରବଳ ବର୍ଷା ଫଳରେ ତଳ ଭାଗରେ ବନ୍ୟା ପରିସ୍ଥିତି ଉପୁଜିଛି । ହେଲେ ଏହାଦ୍ୱାରା ବିଶେଷ କ୍ଷୟକ୍ଷତି ହେବନି । କେନ୍ଦୁଝର, ଯାଜପୁର ଜିଲ୍ଲାରେ ନଦୀରେ ଜଳସ୍ତର କମିଛି। ବିଶେଷଭାବେ ବୈତରଣୀ ବିପଦ…

swab
ଏଣିକି ବିନା ସ୍ୱାବରେ ହୋଇପାରିବ କରୋନା ଟେଷ୍ଟ, ୩ ଘଣ୍ଟାରେ ମିଳିବ ରିପୋର୍ଟ  

ନୂଆଦିଲ୍ଲୀ: ଦେଶରେ କରୋନା ନମୂନା ପରୀକ୍ଷା ପାଇଁ ସ୍ୱାବ ନେବା ଆବଶ୍ୟକ ନାହିଁ ।  କେବଳ କୁଳି ପାଣିରେ ହିଁ ହୋଇପାରିବ କରୋନା ପରୀକ୍ଷା । ନାଗପୁରର ନାଶନାଲ ଇନଭେଷ୍ଟମେଣ୍ଟ ଇଞ୍ଜିନିୟରିଂ ରିସର୍ଚ୍ଚ ଇନ୍‌ଷ୍ଟିଚ୍ୟୁଟର ବୈଜ୍ଞାନିମାନେ କାଉନସିଲ RT-PCR  ପରୀକ୍ଷାର ନୂଆ…

  • Saturday, 29 May 2021
IPL
BCCIର ଘୋଷଣା-ୟୁଏଇରେ ଖେଳାଯିବ IPLର ଅବଶିଷ୍ଟ ମ୍ୟାଚ୍‌

ୟୁଏଇରେ ଖେଳାଯିବ IPLର ଅବଶିଷ୍ଟ ମ୍ୟାଚ୍‌ ଆସନ୍ତା ସେପ୍ଟେମ୍ବର-ଅକ୍ଟୋବର ମାସରେ ଏହି ମ୍ୟାଚ୍‌ ସବୁ ଖେଳାଯିବ ଚଳିତ ସିଜନର ଆଇପିଏଲ୍ ବେଳେ କିଛି ଖେଳାଳି ଓ ସପୋର୍ଟ ଷ୍ଟାଫ୍ କରୋନାରେ ଆକ୍ରାନ୍ତ ହେବା ପରେ ଟୁର୍ଣ୍ଣାମେଣ୍ଟକୁ ସ୍ଥଗିତ ରଖାଯାଇଥିଲା ଆଉ ୩୧ଟି…

  • Saturday, 29 May 2021
Untitled-1
'ହୀରୋପନ୍ତୀ-୨'ରେ ଟାଇଗରଙ୍କୁ ଟକ୍କର ଦେବେ ନୱାଜୁଦ୍ଦିନ

ମୁମ୍ବାଇ : ୨୦୧୪ ରେ ଆସିଥିବା ଚଳଚ୍ଚିତ୍ର ‘ହୀରୋପନ୍ତୀ’ରେ ବଲିଉଡରେ ଡେବ୍ୟୁ କରିଥିବା ଟାଇଗର ଶ୍ରଫଙ୍କ ଫିଲ୍ମ ଦୁନିଆକୁ ନେ‍ଇ ଏବେ ଏକ ନୂଆ ଅପଡେଟ୍ ସାମ୍ନାକୁ ଆସିଛି। ଡେବ୍ୟୁ କରିବା ପରେ ପ୍ରଥମ ଚଳଚ୍ଚିତ୍ରରେ ଫିଲ୍ମଫେୟାର ଜିତିଥିବା ଏହି ଚଳଚ୍ଚିତ୍ରର…

  • Saturday, 29 May 2021
Chicken Biryani
ବିରିୟାନୀରେ ଲେଗ୍‌ ପିସ୍‌ ନ ମିଳିବାରୁ ମନ୍ତ୍ରୀଙ୍କୁ ଅଭିଯୋଗ

ହାଇଦ୍ରାବାଦ: ସୋସିଆଲ ମିଡିଆରେ ଏମିତି ଅନେକ ୟୁଜର ଅଛନ୍ତି, ଯେଉଁମାନେ ଅଜବ ପ୍ରକାରର ଦାବି ରଖିଥାନ୍ତି । ଯାହା ଜାଣିଲେ ଆପଣ ମଧ୍ୟ ହସିବା ଆରମ୍ଭ କରିବେ। ଏମିତି ଏକ ଘଟଣା ସାମ୍ନାକୁ ଆସିଛି। ଚିକେନ୍‌ ବିରିୟାନୀ ଖାଇବା ବେଳେ ଲେଗ୍‌…

  • Saturday, 29 May 2021
corona -123
ଦେଶରେ କରୋନା ସଂକ୍ରମଣ କମୁଛି; ମୃତ୍ୟୁ ହାର ଏବେ ବି ୩ ହଜାର ଉପରେ

ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ଵିତୀୟ ଲହର ପ୍ରଭାବ ଆସ୍ତେ ଅସ୍ତେ କମୁ୍‌ଥିବା ଲକ୍ଷ୍ୟ କରାଯାଉଛି । ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ହେଲେ ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ଏକ ତଥ୍ୟ…

3
ସହିଦ୍ ସ୍ୱାମୀଙ୍କୁ ଦେଲେ ଉପଯୁକ୍ତ ଶ୍ରଦ୍ଧାଞ୍ଜଳି : ହେଲେ ଆର୍ମି ଅଫିସର

ନୂଆଦିଲ୍ଲୀ : ସ୍ୱାମୀଙ୍କ ପଥ ଅନୁସରଣ କରି ସେନାରେ ଯୋଗଦେଲେ ମେଜର ବିଭୂତି ଶଙ୍କର ଦୌଣ୍ଡିୟାଲଙ୍କ ପତ୍ନୀ ନିକିତା ଦୌଣ୍ଡିୟାଲ।  ଜଣେ ଲେଫ୍ଟନାଣ୍ଟ ଭାବେ ସେ ଆଜି ଆର୍ମି ଅଫିସର ହୋଇଛନ୍ତି । ଚେନ୍ନାଇରେ OTA ର ପାସିଂ ଆଉଟ୍ ପରେଡ୍…

  • Saturday, 29 May 2021
chhatisgarh
ମଇଁଷି ଚୋରି ଅଭିଯୋଗରେ ୬ ଜଣଙ୍କୁ ନିର୍ଦ୍ଧୁମ ମାଡ଼, ଜଣେ ମୃତ

ମଇଁଷି ଚୋରି ଅଭିଯୋଗରେ ୬ ଜଣ ଲୋକଙ୍କୁ ନିର୍ଦ୍ଧୁମ ମାଡ଼ ମାରିଲେ ଗ୍ରାମବାସୀ । ମାଡ଼ ମାରିବା ପରେ ସେମାନଙ୍କ ମଧ୍ୟରୁ ଜଣଙ୍କର ଜୀବନ ଚାଲି ଯାଇଛି । ଛତିଶଗଡର ଗୋରେଲା-ପେଣ୍ଡ୍ରା-ମାରୱାହି ଜିଲ୍ଲାର ଏପରି ଭଆବନୀୟ ଘଟଣା ଘଟିଛି । ତେବେ…

  • Saturday, 29 May 2021
sundergarh collector's wife
ହସ୍ପିଟାଲ୍‌ରେ VIP କଲ୍‌ଚର: ଗର୍ଭବତୀଙ୍କୁ ଅଣଦେଖା, ଜିଲ୍ଲାପାଳଙ୍କ ପତ୍ନୀଙ୍କୁ ସ୍ପେଶାଲ୍‌ ଟ୍ରିଟ୍‌ମେଣ୍ଟ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ମାତୃ ଓ ଶିଶୁ ହସ୍ପିଟାଲରେ ଭିଆଇପି କଲ୍‌ଚରକୁ ନେଇ ସୋସିଆଲ୍‌ ମିଡିଆରେ ଭିଡିଓ ଭାଇରାଲ୍‌ ହୋଇଛି। ଜିଲ୍ଲାପାଳଙ୍କ ପତ୍ନୀଙ୍କୁ ଭିଆଇପି ସେବା ଯୋଗାଇ ଦିଆଯାଇଥିବା ଅଭିଯୋଗ ହୋଇଛି। ଭାଇରାଲ୍‌ ଭିଡିଓରେ ସୁନ୍ଦରଗଡ଼ ଜିଲ୍ଲା ଖମାରୀପଡ଼ାର ଦୀପାଞ୍ଜଳି ପତି…