ଭୁବନେଶ୍ୱର: କରୋନା ବିଶ୍ୱରେ କେବଳ ଗୁରୁତର ସ୍ୱାସ୍ଥ୍ୟ ସମସ୍ୟା ସୃଷ୍ଟି କରିନି, ଭାଙ୍ଗିଦେଇଛି ଲୋକଙ୍କ ଆର୍ଥିକ ମେରୁଦଣ୍ଡ । ସଂକ୍ରମଣ ଭୟରେ ଚାଲୁନି କଳ କାରଖାନା, ଠପ୍ ପଡିଯାଇଛି ବେପାର ବଣିଜ । ଫଳରେ ଦୁର୍ଦ୍ଦଶା ମଧ୍ୟକୁ ଠେଲି ହୋଇଯାଇଛି ନିମ୍ନ…
ସିବିଏସ୍ଇ ଦ୍ୱାଦଶ ବୋର୍ଡ ପରେ ଓଡ଼ିଶାରେ ବି ବାତିଲ ହେଲା ଯୁକ୍ତ ୨ ପରୀକ୍ଷା। CHSE ଦ୍ୱାରା ପରିଚାଳିତ କଳା, ବାଣିଜ୍ୟ, ବିଜ୍ଞାନ ଓ ଧନ୍ଦାମୂଳକ ସମସ୍ତ ବିଷୟର ପରୀକ୍ଷାକୁ ରଦ୍ଦ କରିଛନ୍ତି ରାଜ୍ୟ ସରକାର।
୧୦ ତାରିଖରେ ସାବିତ୍ରୀ, ତାର ଚାରି ଦିନ ପରେ ରଜ। ପ୍ରତିଟି ଓଡ଼ିଆ ଘର ପାଇଁ ଦୁଇଟି ଯାକ ବଡ଼ ପର୍ବ। ସାବିତ୍ରୀରେ ନିହାତି ସଧବା ମହିଳାଙ୍କ ପାଇଁ ନୂଆ ଶାଢ଼ି ଟିଏ ଲୋ଼ଡ଼ା। ହେଲେ କିଣା ହେବ କେଉଁଠୁ ? କରୋନା କଟକଣା ପାଇଁ ତ ସବୁ ଦୋକାନ ବଜାର ବନ୍ଦ ରହିଛି।
ନୂଆଦିଲ୍ଲୀ: କରୋନା ଭାଇରସ୍ କାରଣରୁ ୨୯ ମ୍ୟାଚ୍ ପରେ ସ୍ଥଗିତ ରଖାଯାଇଥିବା ଆଇପିଏଲ୍ ୨୦୨୧ର ଅବଶିଷ୍ଟ ମ୍ୟାଚ ଏବେ ୟୁଏଇରେ ଖେଳାଯିବ । ସେପ୍ଟେମ୍ବର-ଅକ୍ଟୋବରରେ ଅବଶିଷ୍ଟ ୩୧ଟି ଯାକ ମ୍ୟାଚ୍ ବିସିସିଆଇ ୟୁଏଇରେ ଆୟୋଜନ କରିବାକୁ ଯାଉଛି । ତେବେ ନିର୍ଦ୍ଧିଷ୍ଟ…
ମୟୂରଭଞ୍ଜ: ମୟୂରଭଞ୍ଜ ଜିଲ୍ଲା ତିରିଂ ଥାନା ବଡ଼ଡାଳିମାରେ ସିରିଜି ଦୁର୍ଘଟଣା । ଲୁହାପଥର ବୋଝେଇ ଗୋଟିଏ ଟ୍ରକ ଭାରସାମ୍ୟ ହରାଇ ମାଡ଼ି ଯିବାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ କକା ପୁତୁରା ଅଛନ୍ତି । ମୃତକଙ୍କ ପରିବାରକୁ…
ଢ଼େଙ୍କାନାଳ(ରାଜଶ୍ରୀ ଶତପଥୀ): କୁହାଯାଏ ମଣିଷ ଆଉ କୁକୁର ଅତି ନିକତର ବନ୍ଧୁ । କୁକୁର ନିଜ ମାଲିକ ପ୍ରତି କେବେ ବି ଧୋକା ଦେଇନଥାଏ । ଆହୁରି କୁହାଯାଏ ପଶୁମାନେ ଆସୁଥିବା ବିପଦକୁ ଆଗୁଆ ବାରିପାରନ୍ତି । ଠିକ୍ ଏମିତି ଏକ…
ସୁନ୍ଦରଗଡ଼ ଜିଲ୍ଲା ଲହୁଣୀପଡ଼ା ବ୍ଲକରେ ବସବାସ କରୁଥିବା ପାଉଡ଼ି ଭୂୟାଁ ଜନଜାତିଙ୍କ ମଧ୍ୟରେ କରୋନା ନେଇ ସଚେତନତା ବଢାଇବା ଲାଗି ପ୍ରଶାସନ ଉଦ୍ୟମ ଆରମ୍ଭ କରିଛି। ସଂକ୍ରମଣ ଚେନ୍ ଭାଙ୍ଗିବା ଲାଗି ପ୍ରଶାସନ ଟ୍ରେସିଂ, ଟେଷ୍ଟିଂ ଏବଂ ଆଇସୋଲେସନକୁ ଗୁରୁତ୍ୱ ଦେଇଛି
ଲକଡାଉନ୍ରେ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି ଅଟୋଚାଳକ। ଗତ ବର୍ଷ କରୋନାର ପ୍ରଥମ ଲହରରେ ୬ମାସରୁ ଅଧିକ ସମୟ ଅଟୋ ନଚଳାଇ ବଡ଼ କଷ୍ଟରେ ପରିବାର ପ୍ରତିପୋଷଣ କରୁଥିଲେ ଏମିତିକି ଟଙ୍କା ଧାର ଉଧାର କରି, ଘରର ସୁନା ବନ୍ଧକ ରଖି ଚଳିଥିଲେ।
ଟିକା ଟେଣ୍ଡରରେ ୨ଟି ବିଡ୍ । ରାଜ୍ୟ ସରକାରଙ୍କ ଗ୍ଲୋବାଲ ଟେଣ୍ଡର ପ୍ରକ୍ରିୟାରେ ୨ଟି ଆବେଦନ ମିଳିଥିବା ସୂଚନା ମିଳିଛି । ଏନେଇ ସୂଚନା ଦେଲା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ । ଟେଣ୍ଡରରେ ୨ଟି ବିଡ୍ ମିଳିଥିବା ଏବଂ ତାହା ଉପରେ ତର୍ଜମା ଚାଲିଥିବା କହିଛି ସ୍ୱାସ୍ଥ୍ୟ ବିଭାଗ ।
ସେପଟେ, ଦେଶରେ କରୋନାର ପ୍ରଭାବ ଧୀରେ ଧୀରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି। ଆଜି ମୃତ୍ୟୁ ସଂଖ୍ୟା ୩ ହଜାର ତଳକୁ ଖସିଥିବା ଦେଖିବାକୁ ମିଳିଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ହଜାର ୭୧୩ ଜଣଙ୍କ ଜୀବନ ନେଇଛି କରୋନା । ଏହାକୁ ମିଶାଇ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩ ଲକ୍ଷ ୪୦ ହଜାର ୭୦୨କୁ ବୃଦ୍ଧି ପାଇଛି ।
ଆକାଶରେ ନୂଆ ରେକର୍ଡ଼ କଲେ ଜୋୟା ଲଗାତାର ୧୭ ଘଂଟା ଉଡ଼ାଇଲେ ବିମାନ ପୂରା ହେଲା ସ୍କୁଲ ବେଳର ସ୍ୱପ୍ନ ଚାକିରି କଲେ, ବାପାଙ୍କ ଋଣ ବି ଶୁଝିଲେ ଜୋୟା ଅଗ୍ରୱାଲଙ୍କୁ ଆପଣ ଜାଣିଛନ୍ତି କି? ଏ ହେଉଛନ୍ତି ଭାରତର ସବୁଠୁ…
ନୂଆଦିଲ୍ଲୀ: ତୈଳ ଦର ସ୍ୱାଭାବିକ ହେବା ପାଇଁ ଡିସେମ୍ବର ପର୍ଯ୍ୟନ୍ତ ସମୟ ଲାଗିପାରେ । କିନ୍ତୁ ଭଲ କଥା ହେଉଛି ଦର ଏବେଠୁ ହ୍ରାସ ପାଇବା ଆରମ୍ଭ କରିଛି । ଗତ କିଛି ଦିନ ମଧ୍ୟରେ ହୋଲସେଲ ବଜାରରେ ସୋରିଷ ତେଲର…
ମୟୂରଭଞ୍ଜ: ସାପ ଭୟରେ ଘରର ରେଲିଂ ଭାଙ୍ଗିଲେ ଦମ୍ପତି । ଘର ଭିତରେ ସାପ ଥିବାରୁ ସ୍ୱାମୀ-ସ୍ତ୍ରୀ ଦୁହେଁ ନିଜର ଛୁଆକୁ ବଞ୍ଚାଇବା ଲାଗି ଗୋଇଠା, ବିଧା ମାରି ଝରକା ରେଲିଂ ଭାଙ୍ଗିଦେଲେ । ଆଉ ମାଆ ପୁଅ ଝରକା ବାଟେ…
ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଲା ବିଶିଷ୍ଟ ଶିକ୍ଷାବିତ୍ ତଥା ସାଇ ଇଣ୍ଟରନ୍ୟାସନାଲ୍ ସ୍କୁଲ ପ୍ରତିଷ୍ଠାତା ବିଜୟ ସାହୁଙ୍କ ମର ଶରୀର । ରାଜ୍ୟ ସରକାରଙ୍କ ପକ୍ଷରୁ ଫାଇଭ ଟି ସଚିବ ଭି. କେ. ପାଣ୍ଡିଆନ, ମିଶନ ଶକ୍ତି ସଚିବ ସୁଜାତା କାର୍ତ୍ତିକେୟନ…
ଟିକାକରଣ ନେଇ ରାଜ୍ୟ ଓ କେନ୍ଦ୍ର ସରକାରଙ୍କୁ କଂଗ୍ରେସ ଟର୍ଗେଟ୍ କରିଛି। ବରିଷ୍ଠ ନେତା ପ୍ରଦୀପ ମାଝୀ, ସପ୍ତଗିରି ଉଲାକା ଓ ସୁର ରାଉତରାୟ ସାମ୍ବାଦିକ ସମ୍ମିଳନୀ
ଦେଶ ମାରାତ୍ମକ କରୋନା ଭାଇରସର ଦ୍ୱିତୀୟ ଲହରୀ ବିରୋଧରେ ଲଢ଼େଇ ଜାରି ରଖିଛି । ତେବେ ବର୍ତ୍ତମାନ ସଂକ୍ରମିତଙ୍କ ସଂଖ୍ୟା ଧୀରେ ଧୀରେ ହ୍ରାସ ପାଉଥିବା ଦେଖିବାକୁ ମିଳିଛି । ସଂକ୍ରମଣ ହ୍ରାସ ପାଉଥିଲେ ହେଁ ମୃତ୍ୟୁ ସଂଖ୍ୟାରେ ବ୍ରେକ୍ ଲାଗୁନି…
ନୂଆଦିଲ୍ଲୀ: ‘ଫର୍ମାଲ୍’ ପୋଷାକ ପିନ୍ଧିବେ ସିବିଆଇ ଅଧିକାରୀ । ଜିନ୍ସ୍, ଟିସାର୍ଟ, ସ୍ପୋର୍ଟସ୍ ସୁ ପିନ୍ଧି ଅଫିସ୍ ଆସିବା ମନା । କେନ୍ଦ୍ରୀୟ ଯାଂଚ ବ୍ୟୁରୋ ସମସ୍ତ କର୍ମଚାରୀଙ୍କ ପାଇଁ ଡ୍ରେସକୋଡ ଲାଗୁ କରିବା ପାଇଁ ନିର୍ଦ୍ଦେଶ ଜାରି କରିଛି ।…
ଆପଣ, ଏମିତି ଅନେକ ଘଟଣା ଦେଖିଥିବେ ଯେଉଁଠି ବିପଦପୂର୍ଣ୍ଣ ଷ୍ଟଣ୍ଟ୍ କରି ଲୋକମାନେ ନିଜ ପାଇଁ ନିଜେ ସମସ୍ୟା ସୃଷ୍ଟି କରିଥାନ୍ତି। ହୁଏତ ଏହା ସେମାନଙ୍କ ପାଇଁ ଏକ ସଉକ ହୋଇପାରେ, ହେଲେ ଏହି ସଉକ୍ ଦିନେ ସେମାନଙ୍କୁ ମରଣ ମୁହଁକୁ…