ମହାମାରୀ କରୋନା ସହ ମୁକାବିଲା ପାଇଁ ଟିକାକରଣ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରୁଛନ୍ତି ସରକାର । ଟିକା ପାଇଁ ଉଦ୍ଧିଷ୍ଟ ବୟସ ବର୍ଗର ସବୁ ବ୍ୟକ୍ତି କେମିତି ଟିକା ନେଇପାରିବ ସେଥିପାଇଁ ଅନଲାଇନ ପଞ୍ଜିକରଣର ବ୍ୟବସ୍ଥା କରାଯାଇଛି । ହେଲେ ରାଜ୍ୟର ଅନେକ…
ନୂଆଦିଲ୍ଲୀ:କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭେଦକର କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧିଙ୍କୁ ଭାକ୍ସନେସନ ନେଇ ଜବାବ ଦେଇଛନ୍ତି । ସେ କହିଛନ୍ତି,ଡିସେମ୍ବର ସୁଦ୍ଧା ଦେଶରେ କରୋନା ଭାକ୍ସନେସନ କାମ ଶେଷ କରାଯିବ । ସେ କହିଛନ୍ତି, ଭାକ୍ସିନ ଉପରେ ଗତ ସପ୍ତାହରେ…
ବାତ୍ୟା ୟାସର ତାଣ୍ଡବ ପରେ ସବୁଠି ଶ୍ରୀହୀନ ଅବସ୍ଥା। ଗାଁ ଦାଣ୍ଡ, ଧାନବିଲ, ରାସ୍ତାଘାଟ, ଘରଦ୍ୱାର ଯୁଆଡ଼େ ଚାହିଁବେ କେବଳ ଧ୍ୱଂସ୍ତ ବିଧ୍ୱସ୍ତର ଚିତ୍ର। ୩ ଦିନ ପରେ ବି ଉତ୍ତର ଓ ପୂର୍ବ ଉପକୂଳ ଓଡ଼ିଶାରେ ସ୍ପଷ୍ଟ ବାରି ହେଉଛି ସାମୁୂଦ୍ରିକ ଝଡ଼ର ପଦଚିହ୍ନ। ଅନେକ ଲୋକଙ୍କର ଦୁଃଖ ଅଛି, କୋହ ବି ଅଛି
ୟାସ ବାତ୍ୟା କ୍ଷୟକ୍ଷତି ବାବଦକୁ ଓଡ଼ିଶାକୁ ମିଳିବ ୫ଶହ କୋଟିର କେନ୍ଦ୍ରୀୟ ସହାୟତା। ଏହି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେହିପରି କେନ୍ଦ୍ରୀୟ ଆନ୍ତଃ ମନ୍ତ୍ରଣାଳୟ ଟିମ୍ ଆସି ସ୍ଥିତି ଅନୁଧ୍ୟାନ କରିବ
ବାଲେଶ୍ୱର: ବାତ୍ୟା ୟାସ ଯିବାର ୨ ଦିନ ପରେ ସୁବର୍ଣ୍ଣରେଖା ନଦୀରେ ଆସିଛି ମଧ୍ୟମ ଧରଣର ବନ୍ୟା । ଉପରମୁଣ୍ଡରେ ଅବିଶ୍ରାନ୍ତ ବର୍ଷା ଫଳରେ ସୁବର୍ଣ୍ଣରେଖାର ଗର୍ଭ ଫୁଲୁଥିବାରୁ ବାଲେଶ୍ୱର ଜିଲ୍ଲାର ୩ ବ୍ଲକରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ଆଶଙ୍କା…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ୟାସ୍ ବାତ୍ୟା କ୍ଷୟକ୍ଷତିର ରିପୋର୍ଟ ଦେଇ ଚାଲିଗଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। କଲେଇକୁଣ୍ଡା ଏୟାର ବେସ୍ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ମମତା ବାନାର୍ଜୀଙ୍କ ମଧ୍ୟରେ ମାତ୍ର ୧୫ ମିନିଟ ପାଇଁ ବାତ୍ୟା କ୍ଷୟକ୍ଷତି ନେଇ ସମୀକ୍ଷା ବୈଠକ ଥିଲା।
ଲଣ୍ଡନ: ବ୍ରିଟେନ ସରକାର ଶୁକ୍ରବାର ଫାର୍ମା କମ୍ପାନୀ ଜନସନ୍ ଆଣ୍ଡ ଜନସନର ସିଙ୍ଗିଲ୍ ସଟ ଟିକାକୁ ବ୍ୟବହାର ପାଇଁ ମଞ୍ଜୁରୀ ପ୍ରଦାନ କରିଛନ୍ତି। ସ୍ୱାସ୍ଥ୍ୟମନ୍ତ୍ରୀ ମ୍ୟାଟ ହାନକକ୍ କହିଛନ୍ତି, ଏହି ନିଷ୍ପତ୍ତି ଦ୍ୱାରା ବ୍ରିଟେନରେ କରୋନା ଟିକାକରଣ କାର୍ଯ୍ୟକ୍ରମ ଆହୁରି ଅଧିକ…
ନୂଆଦିଲ୍ଲୀ: ସାରା ବିଶ୍ୱରେ ଏବେ କରେନା ମହାମାରୀ କାୟା ବିସ୍ତାର କରି ରଖିଛି। କରେନା ବିରୋଧ ଲଢ଼େଇରେ କେବଳ ଭ୍ୟାକ୍ସିନ ହିଁ ଏକମାତ୍ର ଅସ୍ତ୍ର ରହିଛି। ଆମେରିକା ଓ ୟୁରୋପ ଭଳି ଭାରତରେ ମଧ୍ୟ ବିସ୍ତାର ଭାବେ ଟିକାକରଣ ପ୍ରକ୍ରିୟା ଜାରି…
ନୂଆଦିଲ୍ଲୀ: ଆଇପିଏଲ୍ ୨୦୨୧ର ଅବଶିଷ୍ଟ ମ୍ୟାଚଗୁଡ଼ିକୁ ୟୁଏଇରେ ଆୟୋଜନ କରିବା ପାଇଁ ବିସିସିଆଇ ଜୋରଦାର ପ୍ରସ୍ତୁତି ଚଳାଇଛି। ସେପ୍ଟେମ୍ବର ୧୯ କିମ୍ବା ୨୦ରୁ ଆଇପିଏଲ୍ ୨୦୨୧ ପୁଣି ଥରେ ଆରମ୍ଭ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ଏହାସହ ଆଇପିଏଲର ଫାଇନାଲ୍…
ନୂଆଦିଲ୍ଲୀ: ଭାରତୀୟ ପ୍ରତିରକ୍ଷା ଗବେଷଣା ସଂସ୍ଥା DRDO ଏବଂ ଅନ୍ୟତମ ସର୍ବବୃହତ ଫାର୍ମା କଂପାନି ଡକ୍ଟର ରେଡିସ୍ ମିଳିତ ସହଯୋଗରେ ପ୍ରସ୍ତୁତ କରୋନା ଔଷଧ ଟୁ-ଡିଜି (2DG)ର ମୂଲ୍ୟ ନିର୍ଦ୍ଧାରଣ କରାଯାଇଛି। ଗୋଟିଏ ସକେଟ୍ ଟୁ-ଡିଜି ଔଷଧର ଦାମ୍ ୯୯୦ ଟଙ୍କା…
ଓଡ଼ିଶାକୁ ୫୦୦ କୋଟି ଟଙ୍କାର ବାତ୍ୟା ସହାୟତା ଘୋଷଣା। ବାତ୍ୟା ପାଇଁ ମୋଟ ହଜାରେ କୋଟିର ସହାୟତା ଘୋଷଣା କଲା କେନ୍ଦ୍ର। ବାକି ୫୦୦ କୋଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ପାଇଁ ଘୋଷଣା ହୋଇଛି। ଏହାସହ ବାତ୍ୟାରେ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କାର ସହାୟତା ମିଳିବା ସହ ଗୁରୁତର ଆହତଙ୍କୁ ୫୦ ହଜାର ଟଙ୍କା ଘୋଷଣା ହୋଇଛି
ନୂଆଦିଲ୍ଲୀ : ନିରୀହ ପଶୁକୁ ପିଟି ପିଟି ମାରିଦେଲା ମଣିଷ । ଦିଲ୍ଲୀର ଓଖଲା ଇଣ୍ଡଷ୍ଟ୍ରିଆଲ ଅଞ୍ଚଳରେ ଏପରି ଅମାନୁଷିକ ଘଟଣା ଘଟିଛି । ଗୋଟିଏ ବୁଲା କୁକରକୁ ଲାଠିରେ ପିଟି ପିଟି କିଛି ଦୁଇ ଜଣ ପିଲା ମାରି ଦେଇଛନ୍ତି…
ବାତ୍ୟା ୟାସ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ପାଇଁ ତତ୍କାଳ ସହାୟତା ମାଗିଲାନି ଓଡ଼ିଶା। ଦେଶ କରୋନା ମହାମାରୀରେ ଯୁଝି ହେଉଥିବାରୁ ବର୍ତ୍ତମାନ ପାଇଁ ପ୍ରଧାନମନ୍ତ୍ରୀଙ୍କୁ କୌଣସି ସହାୟତା ମଗା ଯାଇନି ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଜଣାଇଛନ୍ତି।
ନୂଆଦିଲ୍ଲୀ: ସାଧାରଣତଃ ବଡ଼ ବଡ଼ କ୍ରିକେଟର ହୁଅନ୍ତୁ କିମ୍ବା କୌଣସି ବଲିଉଡ୍ ଷ୍ଟାର, ସମସ୍ତଙ୍କର କିଛି ନା କିଛି ସୌକ ରହିଥାଏ । ସୌକିନ୍ ଜିନିଷ ପ୍ରତି ସେମାନଙ୍କର ଆଗ୍ରହ ରହିଥିବା ଦେଖାଯାଇଛି । କିଛି ସେଲିବ୍ରିଟି ମାନଙ୍କୁ ବଡ଼ ବଡ଼…
ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀରେ ଧୀରେ ଧୀରେ କୋହଳ ହେବ କଟକଣା । ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଦିଲ୍ଲୀକୁ ଧୀରେ ଧୀରେ ଅନଲକ୍ କରିବାକୁ ଆଜି ଘୋଷଣା କରିଛନ୍ତି। ଜନସାଧାରଣଙ୍କ ପରାମର୍ଶ ତଥା ବିଶେଷଜ୍ଞଙ୍କ ମତାମତକୁ ଆଧାର କରି ସପ୍ତାହେରୁ ଦେଢ଼…
ପାଟନା: ବିବାହ ପରେ ପରକୀୟା ପ୍ରୀତିକୁ ନେଇ ଅନେକ ଦମ୍ପତିଙ୍କ ଦାମ୍ପତ୍ୟ ଜୀବନରେ ଫାଟ ସୃଷ୍ଟି ହୋଇଥାଏ।ଏପରିକି ଛାଡ଼ପତ୍ର ପର୍ଯ୍ୟନ୍ତ ମଧ୍ୟ କଥା ଯାଇଥାଏ। ହେଲେ ଆପଣ କେବେ ଶୁଣିଛନ୍ତି କି, କେହି କେବେ ନିଜ ସ୍ତ୍ରୀକୁ ପ୍ରେମିକ ସହ ବିବାହ…
ଫେସବୁକରେ ନକଲି ଆଇଡି, କିନ୍ତୁ ଫଟୋ ଅସଲି । ପୁଣି ଫେକ ଆଇଡି ଖୋଲିଲା ଜିଲ୍ଲାପାଳଙ୍କ ନାମରେ । ଲୋକଙ୍କୁ ବନ୍ଧୁ ହେବା ପାଇଁ ଫ୍ରେଣ୍ଡସ Request ପଠାଉଛି ପୁଣି ଆବଶ୍ୟକ ଅଛି କହି ଟଙ୍କା ମାଗୁଛି । ଏମିତି ଘଟଣା ଘଟିଛି ଭଦ୍ରକ ଜିଲ୍ଲାରେ।
କରୋନା ଉତ୍ପତ୍ତି ପ୍ରସଙ୍ଗକୁ ନେଇ ପୁଣି ବଢିଲା ଚୀନର ଅଡୁଆ। ଭୂତାଣୁ ପଶୁଙ୍କ ଦେହରୁ ମଣିଷକୁ ଆସିଛି ନା ଚୀନ୍ ପ୍ରୟୋଗଶାଳାରୁ ଲିକ୍ ହୋଇଛି?
ନୂଆଦିଲ୍ଲୀ: କରୋନା ଭାଇରାସର ଉପତ୍ତି ସ୍ଥଳକୁ ନେଇ ପୁଣି ଥରେ ମୁହାଁମୁହିିଁ ହୋଇଛନ୍ତି ଚୀନ ଓ ଆମେରିକା। ଉହାନ୍ ଲ୍ୟାବରୁ ମହାମାରୀର ଉତ୍ପତ୍ତି ହୋଇଛି କି ନା ନାହିଁ ସେ ନେଇ ତଦନ୍ତ ଆରମ୍ଭ କରିଛି ଆମେରିକା। ତେବେ ଆମେରିକାର ଏହି…
ଘୁଞ୍ଚିଲା କରୋନା ଟିକା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତାବିତ ଗ୍ଲୋବାଲ୍ ଟେଣ୍ଡର ପ୍ରକ୍ରିୟା ଏହି ପ୍ରକ୍ରିୟାକୁ ଆସନ୍ତା ଜୁନ୍ ୪ ତାରିଖକୁ ଘୁଞ୍ଚାଇ ଦିଆଯାଇଛି ଆଜି ଦିନ ୧୧ଟାରେ ଟେକ୍ନିକାଲ୍ ବିଡ୍ ଖୋଲାଯିବାର ଥିଲା ଭୁବନେଶ୍ୱର: ଘୁଞ୍ଚିଲା କରୋନା ଟିକା ପାଇଁ…
ନୂଆଦିଲ୍ଲୀ : ଆଜିକାଲି ବଜାରରେ ଆଉ ୨୦୦୦ ଟଙ୍କିଆ ନୋଟ୍ ଦେଖିବାକୁ ମିଳୁନି କହିଲେ ଚଳେ । ଏହା ପଛରେ ରହିଛି ବଡ଼ କାରଣ, ଯାହାର ଖୁଲାସା କରିଛି ଆରବିଆଇ । ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଆରବିଆଇ) ଧୀରେ ଧୀରେ…
ଅକ୍ଟୋବରରେ ଆସିଥିବା ୧୯୯୯ ମହାବାତ୍ୟା, ଫାଇଲିନ୍ ଓ ହୁଡହୁଡ୍ ହେଉ, କି ମେ ମାସରେ ଆସିଥିବା ଫନି, ଅଂପନ୍ ଓ ୟାସ୍ ।ଓଡ଼ିଶାକୁ ପ୍ରାୟ ପ୍ରତ୍ୟେକ ବର୍ଷ କାହିଁକି ପ୍ରଭାବିତ କରୁଛି ବଡ଼ ବଡ଼ ବାତ୍ୟା?
ବୈତରଣୀ ନଦୀର ଜଳସ୍ତର ବିପଦ ସଂକେତ ଉପରେ ପ୍ରବାହିତ ହେବା ପରେ ଦେଖାଦେଇଛି ବନ୍ୟା ସ୍ଥିତି। ବୈତରଣୀ ଏବଂ ଶାଖା ନଦୀର ଜଳସ୍ତର ବଢ଼ିବା ଫଳରେ କୋରେଇ, ଯାଜପୁର, ଦଶରଥପୁର ସମେତ ୩ ଟି ବ୍ଲକରେ ବନ୍ୟା ଜଳ ପ୍ରବେଶ କରିଛି
ନୂଆଦିଲ୍ଲୀ:ଇଣ୍ଡିଆନ ମେଡିକାଲ ଆସୋସିଏସନ ପକ୍ଷରୁ ଯୋଗଗୁରୁ ବାବା ରାମଦେବଙ୍କ ବିରୁଦ୍ଧରେ ହଜାରେ କୋଟି ଟଙ୍କାର ମାନହାନି ମାମଲାା ନୋଟିସ ଜାରି କରାଯାଇଛି । ଆଇଏମଏ କହିଛି, ରାମଦେବ ଏଲୋପାଥି ଚିକିତ୍ସା ସମ୍ପର୍କରେ ଲୋକଙ୍କୁ ଭ୍ରମିତ କରିବା ସହ ଟିକା ବିରୋଧରେ କହିଛନ୍ତି…
ଭୁବନେଶ୍ୱରରେ ବାତ୍ୟା ସମୀକ୍ଷା ବୈଠକ ପରେ ଏରିଏଲ ସର୍ଭେରେ ଗଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ତେବେ ବୈଠକକୁ ନେଇ ବଡ଼ ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ