ନୂଆଦିଲ୍ଲୀ: ଦେଶରେ କରୋନାର ଦ୍ଵିତୀୟ ଲହର ପ୍ରଭାବ ଆସ୍ତେ ଅସ୍ତେ କମୁ୍ଥିବା ଲକ୍ଷ୍ୟ କରାଯାଉଛି । ସଂକ୍ରମିତଙ୍କ ସଂଖ୍ୟା କମିବାରେ ଲାଗିଛି । ହେଲେ ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ଏକ ତଥ୍ୟ…
ନୂଆଦିଲ୍ଲୀ : ସ୍ୱାମୀଙ୍କ ପଥ ଅନୁସରଣ କରି ସେନାରେ ଯୋଗଦେଲେ ମେଜର ବିଭୂତି ଶଙ୍କର ଦୌଣ୍ଡିୟାଲଙ୍କ ପତ୍ନୀ ନିକିତା ଦୌଣ୍ଡିୟାଲ। ଜଣେ ଲେଫ୍ଟନାଣ୍ଟ ଭାବେ ସେ ଆଜି ଆର୍ମି ଅଫିସର ହୋଇଛନ୍ତି । ଚେନ୍ନାଇରେ OTA ର ପାସିଂ ଆଉଟ୍ ପରେଡ୍…
ମଇଁଷି ଚୋରି ଅଭିଯୋଗରେ ୬ ଜଣ ଲୋକଙ୍କୁ ନିର୍ଦ୍ଧୁମ ମାଡ଼ ମାରିଲେ ଗ୍ରାମବାସୀ । ମାଡ଼ ମାରିବା ପରେ ସେମାନଙ୍କ ମଧ୍ୟରୁ ଜଣଙ୍କର ଜୀବନ ଚାଲି ଯାଇଛି । ଛତିଶଗଡର ଗୋରେଲା-ପେଣ୍ଡ୍ରା-ମାରୱାହି ଜିଲ୍ଲାର ଏପରି ଭଆବନୀୟ ଘଟଣା ଘଟିଛି । ତେବେ…
ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲା ମାତୃ ଓ ଶିଶୁ ହସ୍ପିଟାଲରେ ଭିଆଇପି କଲ୍ଚରକୁ ନେଇ ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍ ହୋଇଛି। ଜିଲ୍ଲାପାଳଙ୍କ ପତ୍ନୀଙ୍କୁ ଭିଆଇପି ସେବା ଯୋଗାଇ ଦିଆଯାଇଥିବା ଅଭିଯୋଗ ହୋଇଛି। ଭାଇରାଲ୍ ଭିଡିଓରେ ସୁନ୍ଦରଗଡ଼ ଜିଲ୍ଲା ଖମାରୀପଡ଼ାର ଦୀପାଞ୍ଜଳି ପତି…
ନୂଆଦିଲ୍ଲୀ: ଦିଲ୍ଲୀରେ କରୋନା ସଂକ୍ରମଣକୁ ନେଇ ଏ ପର୍ଯନ୍ତ ଭୟ ଛାଡ଼ିନି, ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଲାଣି ଡେଙ୍ଗୁ, ମାଲେରିଆ, ଚିକୁନଗୁନିଆ ପରି ସଂକ୍ରାମକ ରୋଗ । ବତ୍ତମାନ ସୁଦ୍ଧା ଦିଲ୍ଲୀରେ ଡେଙ୍ଗୁରେ ୨୫ ମାମଲା ରେକର୍ଡ କରାଯାଇଛି । ସେହିପରି…
ନୂଆଦିଲ୍ଲୀ : ନୂଆ ସୋସିଆଲ ମିଡିଆ ଗାଇଡଲାଇନକୁ ନେଇ ବିବାଦ । ମିଥ୍ୟା ଓ ଆପତ୍ତିଜନକ ମେସେଜ୍କୁ ରୋକିବା ଲାଗି କେନ୍ଦ୍ର ସରକାର ଦେଶରେ ନୂଆ ନିୟମ ଲାଗୁ କରିଛନ୍ତି । ଗୁଗୁଲ ଓ ଫେସବୁକ୍ ଗାଇଡଲାଇନ୍ ମାନିବାକୁ ରାଜି ଥିବାବେଳେ…
ଭୁବନେଶ୍ୱର : ବରିଷ୍ଠ ସାମ୍ବାଦିକ ବସନ୍ତ ଦାସଙ୍କ ବିୟୋଗ। କରୋନାରେ ତାଙ୍କର ବିୟୋଗ ହୋଇଥିବା ପରିବାର ପକ୍ଷରୁ ସୂଚନା ମିଳିଛି। ପୁଅ ଚନ୍ଦନ ଦାସ କହିଛନ୍ତି, ମେ ୧୬ ତାରିଖରେ କରୋନା ପଜିଟିଭ ଚିହ୍ନଟ ହେବା ପରେ ବସନ୍ତ ଦାସ ହୋମ…
ନୂଆଦିଲ୍ଲୀ : ସ୍ୱାମୀଙ୍କ ସମ୍ପର୍କୀୟଙ୍କୁ ବିନା କାରଣରେ ଫସାଇବା ଉଚିତ ନୁହେଁ । ଯୌତୁକ ହତ୍ୟା ମାମଲାରେ ଅଭିଯୁକ୍ତଙ୍କ ବୟାନ୍ ରେକର୍ଡ କରୁଥିବାବେଳେ ଅନେକ ସମୟରେ ଟ୍ରାଏଲ କୋର୍ଟ ଦ୍ୱାରା ଗମ୍ଭୀରତା ନଦେଖାଇବା ନେଇ ଚିନ୍ତା ପ୍ରକଟ କରିଛନ୍ତି ସର୍ବୋଚ୍ଚ ନ୍ୟାୟାଳୟ…
ଭୁବନେଶ୍ୱର : ଆଜି ନବୀନ ପଟ୍ଟନାୟକ ସରକାରର ପଞ୍ଚମ ପାଳିର ଦୁଇ ବର୍ଷ ପୂରିଛି। ଦୁଇ ବର୍ଷ ତଳେ ନବୀନ ପଟ୍ଟନାୟକ ଓଡ଼ିଶାର ମୁଖ୍ୟମନ୍ତ୍ରୀଭାବେ ପଞ୍ଚମ ଥର ପାଇଁ ଶପଥ ନେଇଥିଲେ। ଏହି ଅବସରରେ ଆଜି ସଂଧ୍ୟା ସାଢ଼େ ୫ଟାରେ ମନ୍ତ୍ରୀ…
ମୁମ୍ବାଇ: ବାହାଘର ପରେ ଯୌତୁକ ନଆଣିବାରୁ ବୋହୂକୁ ଶ୍ୱଶୁର ଘର ଲୋକେ ମାରି ଦେଇଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ପରିବାର ଲୋକେ ଅଭିଯୋଗ ଆଣିଛନ୍ତି, ଯୌତୁକ ପାଇଁ ଶ୍ୱଶୁର ଘର ଲୋକେ ଝିଅ ଉପରେ ଚାପ ପକାଉଥିଲେ। ତେବେ ଯେତେବେଳେ…
ନୂଆଦିଲ୍ଲୀ: ଜୁନ ଦ୍ୱିତୀୟ ସପ୍ତାହରୁ ମିଳିବ ଋଷ ନିର୍ମିତ କରୋନା ସଞ୍ଜିବନୀ ସ୍ପୁଟନିକ- ଭି । ଆପୋଲୋ ଗ୍ରୁପ ଅଫ ହସ୍ପିଟାଲ ପକ୍ଷରୁ ଏହି ଘୋଷଣା କରାଯାଇଛି । ଦେଶରେ ଥିବା ସମସ୍ତ ଆପୋଲୋ ହସ୍ପିଟାଲରେ ଏହି ଟିକା ଉପଲବଧ ହେବ…
ନୂଆଦିଲ୍ଲୀ : ମହାରାଷ୍ଟ୍ରରେ ଆଉ ୧୫ ଦିନ ବଢ଼ିଲା ଲକଡାଉନ୍। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଉଦ୍ଧବ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। କରୋନାର ଦ୍ୱିତୀୟ ଲହରରେ ସର୍ବାଧିକ ପ୍ରଭାବିତ ରାଜ୍ୟମାନଙ୍କ ମଧ୍ୟରେ ଥିବା ମହାରାଷ୍ଟ୍ରର ଅବସ୍ଥା ବର୍ତ୍ତମାନ ସୁଧୁରିବାରେ ଲାଗିଛି।…
ଭୁବନେଶ୍ୱର: ରାଜ୍ୟରେ ଆଜି ବି ୧୦ ହଜାର ତଳକୁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯଦିଓ ଆଜିକୁ ମିଶାଇ ଗତ ୩ ଦିନ ହେବ ରାଜ୍ୟରେ ୧୦ ହଜାର ତଳକୁ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି, ହେଲେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଥିବା…
ନୂଆଦିଲ୍ଲୀ : ଅଣ ମୁସଲମାନ୍ ଶରଣାର୍ଥୀଙ୍କୁ ଭାରତର ନାଗରିକତ୍ୱ ପ୍ରଦାନ କରାଯିବ । କେନ୍ଦ୍ରରେ ନରେନ୍ଦ୍ର ମୋଦି ସରକାର ଆଫଗାନିସ୍ତାନ, ବାଂଲାଦେଶ ଏବଂ ପାକିସ୍ଥାନର ଅଣ ମୁସଲମାନ ଶରଣାର୍ଥୀଙ୍କ ଠାରୁ ଭାରତୀୟ ନାଗରିକତ୍ୱ ପାଇଁ ଆବେଦନ ମାଗିଛନ୍ତି । ଏଥିସହ ଗୁଜୁରାଟ,…
କୋଲକାତା: ବାତ୍ୟା ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀଙ୍କୁ ଅପେକ୍ଷା କରାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ସମୀକ୍ଷା ବୈଠକରେ ଅଧଘଣ୍ଟା ବିଳମ୍ବରେ ପହଞ୍ଚିଥିଲେ ମମତା। ଖାଲି ସେତିକି ନୁହେଁ ମମତା, ପ୍ରଧାନମନ୍ତ୍ରୀଙ୍କୁ ବାତ୍ୟା ୟାସ୍…
ନୂଆଦିଲ୍ଲୀ: କରୋନା ଭାଇରସ୍ର ଉତ୍ପତ୍ତିକୁ ନେଇ ପୁଣି ଏବେ ସାରା ବିଶ୍ୱରେ ଚାଲିଛି ଚର୍ଚ୍ଚା । କରୋନା ଭାଇରସର ଉତ୍ପତ୍ତି ଚୀନର ଉହାନ ଲାବ୍ରେ ହୋଇଥିଲା । ଆମେରିକାର ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଖୋଲାଖୋଲି ଏପରି ଅଭିଯୋଗ ଆଣିଥିଲେ ।…
ବେଜିଂ : ସୁଧୁରୁନି ଚୀନ । ପୁଣି ଭାରତ ବିରୋଧୀ ଷଡ଼ଯନ୍ତ୍ର କରୁଛି ପଡ଼ୋଶୀ ଦେଶ । ଚୀନ ସୀମାରେ ଭାରତ ସହ ଉତ୍ତେଜନା ବଢ଼ାଇବା ପାଇଁ ଉଦ୍ୟମ ଚାଲିଛି । ଗୋଟିଏ ପଟେ ଶାନ୍ତିପୂର୍ଣ୍ଣ ସମାଧାନ ବିଷୟରେ କହୁଛି ଅନ୍ୟପଟେ…
ଥାନେ : ମହାରାଷ୍ଟ୍ରର ଥାନେ ଜିଲ୍ଲାରେ ବଡ଼ ଧରଣର ଦୁର୍ଘଟଣା । ଉହ୍ଲାସନଗର ଅଞ୍ଚଳରେ ଏକ ଆବାସିକ ବିଲ୍ଡିଂର ସ୍କାବ ଭୁଶୁଡ଼ି ପଡ଼ିବାରୁ ୭ ଜଣ ପ୍ରାଣ ହରାଇଛନ୍ତି । ଏହି ଦୁର୍ଘଟଣାରେ ଅନେକ ଆହତ ହେବା ସହ ୩ରୁ ୪…
ଭୁବନେଶ୍ୱର: ଖୁବଶୀଘ୍ର ଖୋଲିବ କଲେଜ । ମେ’ ୩୧ରେ ଖରା ଛୁଟି ସରିବା ପରେ ଜୁନ୍ ପହିଲାରୁ ଖୋଲିବ କଲେଜ। ଉଚ୍ଚ ଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଜୁନ୍ ପହିଲାରୁ ଖୋଲିବା ନେଇ ନିଷ୍ପତ୍ତି ହୋଇଛି ।…
ନୂଆଦିଲ୍ଲୀ: ବାତ୍ୟା ସମୀକ୍ଷା ବୈଠକରେ ପ୍ରଧାନମନ୍ତ୍ରୀଙ୍କୁ ଅପେକ୍ଷା କରାଇଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସମୀକ୍ଷା ବୈଠକରେ ଅଧଘଣ୍ଟା ବିଳମ୍ବରେ ପହଞ୍ଚିଲେ ମମତା । ଖାଲି ସେତିକି ନୁହେଁ ପ୍ରଧାନମନ୍ତ୍ରୀଙ୍କୁ ବାତ୍ୟା ୟାସର…