ଦୀର୍ଘଦିନ ପରେ ଦେଶରେ କମିଛି ସଂକ୍ରମଣ। ଆଜି ୩ ଲକ୍ଷ ତଳେ ରହିଛି ସଂକ୍ରମିତଙ୍କ ସଂଖ୍ୟା। ୨୪ ଘଂଟାରେ ଦେଶରେ ୨ ଲକ୍ଷ ୮୧ ହଜାର ୩୮୬ ସଂକ୍ରମିତ ଚିହ୍ନଟ ହୋଇଛନ୍ତି
ନୂଆଦିଲ୍ଲୀ : ତୈଳ ଦର ହୁ ହୁ ହୋଇ ବଢ଼ିଚାଲିଥିବା ବେଳେ ଦେଶରେ ଇଲେକ୍ଟ୍ରିକ୍ ବାହାନର ବ୍ୟବହାର ବଢ଼ି ବଢ଼ି ଚାଲିଛି । ଏବେ ଦେଶରେ ଅଳ୍ପ ସଂଖ୍ୟକ ଇଲେକ୍ଟ୍ରିକ୍ କାର ମହଜୁଦ ଥିବା ବେଳେ ବାହାନ ତିଆରି କମ୍ପାନୀ ଗୁଡ଼ିକ…
ଭୁବନେଶ୍ୱର: ରାଜ୍ୟରେ ଆଜି ସଂକ୍ରମିତଙ୍କ ସଂଖ୍ୟା ୧୨ ହଜାରରୁ କମି ୧୦ ହଜାରରେ ପହଞ୍ଚିଥିବାବେଳେ ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନି। ଆଜି ରାଜ୍ୟରୁ ୨୨ ଜଣ କରୋନା ରୋଗୀ ଆଖି ବୁଜିଥିବା ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ…
ସଟଡାଉନ୍ ପରେ ଆଜିଠୁ ଲକଡାଉନ୍ କଟକଣା ଆରମ୍ଭ ହୋଇଛି। ଶନି ଓ ରବିବାର ଦୁଇ ଦିନିଆ ସଟଡାଉନ୍ ପରେ ଆଜି ଖୋଲିଛି ବଜାର। ତେବେ ସକାଳ ୬ରୁ ଦିନ ୧୨ ଭିତରେ କେବଳ ଜରୁରୀ ସାମଗ୍ରୀ ଦୋକାନ ଖୋଲିବାକୁ ଅନୁମତି ରହିଛି।
କଟକର ଏସ୍ସିବି ମେଡିକାଲ କଲେଜ ପରିସରରେ ଥିବା କୋଭିଡ୍ ହସ୍ପିଟାଲ ବାହାରେ ଉତ୍ତେଜନା ଦେଖାଦେଇଛି। ହସ୍ପିଟାଲ ବାହାରେ ରୋଗୀଙ୍କ ସଂପର୍କୀୟମାନେ ହୋ ହଲ୍ଲା କରୁଥିବା ଦେଖିବାକୁ ମିଳିଛି।
ଭୁବନେଶ୍ୱର:ରାଜ୍ୟରେ ଆଜି ୧୦ ହଜାର ଉପରେ ରହିଛି କରୋନା ସଂକ୍ରମଣ। ରାଜ୍ୟରେ ୨୪ ଘଣ୍ଟାରେ ୧୦ ହଜାର ୭୫୭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ୧୦,୭୫୭ ମଧ୍ୟରୁ କ୍ୱାରେଣ୍ଟିନରୁ ୬,୦୨୪ ଏବଂ ଲୋକାଲ କେସ୍ ୪,୭୩୩ ଥିବା ଜଣାଯାଇଛି। ଆଜି କଟକରୁ ସର୍ବାଧିକ…
ଲକଡାଉନ୍ ଲାଗୁ ହେବାର ୧୨ ଦିନ ବିତି ଯାଇଥିଲେ ବି ରାଜ୍ୟରେ ତଳମୁହାଁ ହେଉନି କରୋନା ଗ୍ରାଫ୍। ମେ ଆରମ୍ଭରୁ ରାଜ୍ୟରେ ଯେଉଁ ଟ୍ରେଣ୍ଡ ଚାଲିଥିଲା ଏବେ ବି ଉଣାଅଧିକ ସେୟା ରହିଛି।
ଖୋଲିଲା କେଦାରନାଥ ଧାମ । ଶୁଭମୁହୂର୍ତ୍ତରେ କେଦାରନାଥ ମନ୍ଦିରର ଦ୍ୱାରଫିଟା ନୀତି ସମ୍ପନ୍ନ ହୋଇଛି । କରୋନା ପ୍ରୋଟୋକଲ୍ ଅଧୀନରେ ତୀର୍ଥ ପୂଜକଙ୍କ ଉପସ୍ଥିତିରେ ମେଷ ଲଗ୍ନରେ ସକାଳ ପାଞ୍ଚଟା ସମୟରେ କେଦାରନାଥ ଧାମ ଖୋଲିଛି । ତେବେ ଏହି ସମୟରେ…
ନୂଆଦିଲ୍ଲୀ: ଦେଶର ପ୍ରମୁଖ ଭାଇରୋଲଜିଷ୍ଟ (ବିଷାଣୁ ବିଜ୍ଞାନୀ) ଶାହିଦ ଜମିଲ କେରୋନା ବୈଜ୍ଞାନିକ ପରାମର୍ଶଦାତା ଫୋରମରୁ ଇସ୍ତଫା ଦେଇଛନ୍ତି। ଏହି ଫୋରମ କରୋନା ଭାଇରସର ବିଭିନ୍ନ ଭାରିଏଣ୍ଟ ବିଷୟରେ ଜାଣିବା ଓ ସେ ସମ୍ପର୍କରେ ତଥ୍ୟ ସଂଗ୍ରହ କରିବା ନେଇ ଗଠିତ…
ସୁବିଧାରେ ହେବ ସିନିଅର ସିଟିଜେନଙ୍କ କରୋନା ଟେଷ୍ଟ ଏବଂ ଟିକାକରଣ। ରାଜଧାନୀ ଭୁବନେଶ୍ୱରରେ ଏଥିଲାଗି ବିଏମସି ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି।
ରାଜ୍ୟରେ କରୋନା ସ୍ଥିତିକୁ ନେଇ ଆଜି ସର୍ବଦଳୀୟ ବୈଠକ ବସିବ। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ବସିବ ଏହି ସର୍ବଦଳୀୟ ବୈଠକ। ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ସମସ୍ତ ବିଧାୟକ ଭର୍ଚୁଆଲରେ ଯୋଗଦେବେ। ରାଜ୍ୟରେ କରୋନା ସ୍ଥିତି ଏହାର ମୁକାବିଲା ଏବଂ ପରବର୍ତ୍ତୀ ପଦକ୍ଷେପ ଆଦି ସମ୍ପର୍କରେ ସମୀକ୍ଷା ହେବ।
ଉଜ୍ଜୟନୀ : ଲକଡାଉନରେ ବିବାହ କଲେ ବିବାହ ପ୍ରମାଣପତ୍ର ମିଳିବ ନାହିଁ । ସଂକ୍ରମଣ ବଢ଼ୁଥିବା ବେଳେ ବିବାହ ଉତ୍ସବର ଆୟୋଜନ କରିବା ଅର୍ଥ କରୋନାକୁ ଖୋଲାଖୋଲି ଆମନ୍ତ୍ରଣ କରିବା । ଲକଡାଉନ ସମୟରେ ମଧ୍ୟ କଟକଣା ନମାନି ବିବାହ ଉତ୍ସବର…
ସମୁଦ୍ରରେ ବଳ ଜୁଟାଉଛି ବାତ୍ୟା ତାଉତେ। ଆରବ ସାଗରରେ ସୃଷ୍ଟ ଏହି ସାମୁଦ୍ରିକ ଝଡ଼ ଭେରି ସିଭିୟର ଷ୍ଟୋମରେ ପରିଣତ ହୋଇ ସ୍ଥଳଭାଗ ଆଡ଼କୁ ମାଡ଼ି ଆସୁଛି।
କରୋନା ରୋଗୀଙ୍କ ଚିକିତ୍ସା କ୍ଷେତ୍ରରେ ଫଳପ୍ରଦ କୁହାଯାଉଥିବା ଆଣ୍ଟି କୋଭିଡ୍ ଔଷଧ ଟୁ-ଡିଜି ବା 2-deoxy-D-glucose ଆଜିଠୁ ବଜାରରେ ଉପଲବ୍ଧ ହେବ। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଭିଡିଓ କନଫରେନ୍ସିଂରେ ଏହାର ଶୁଭାରମ୍ଭ କରିବେ।
ନୂଆଦିଲ୍ଲୀ: କରୋନା ମହାମାରୀର ୟୁକେ ଷ୍ଟ୍ରେନ୍ ଏବଂ ଭାରତରେ ଦେଖାଦେଇଥିବା ଭ୍ୟାରିଆଣ୍ଟ ବିରୋଧରେ ପ୍ରଭାବୀ ହେଉଛି କୋଭାକ୍ସିନ । ଏହି କରୋନା କବଚର ନିର୍ମାଣକାରୀ ସଂସ୍ଥା ଭାରତ ବାୟୋଟେକ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଦେଶରେ ଦେଖାଦେଇଥିବା B.1.617 ଷ୍ଟ୍ରେନ…
ଭୁବନେଶ୍ୱର: ଏଣିକି ରାଜ୍ୟର ସମସ୍ତ ଘରୋଇ ଓ ସରକାରୀ ଚିକିତ୍ସା କେନ୍ଦ୍ରରେ ହେଲ୍ପ ଡେସ୍କ ରହିବା ବାଧ୍ୟତାମୂଳକ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । ହେଲ୍ପ ଡେସ୍କଗୁଡ଼ିକ ସପ୍ତାହ ସାରା…
ହରିୟାଣା: ହରିୟାଣାରେ ପାନିପଥ ରିଫାଇନାରୀ ପକ୍ଷରୁ ଲୋକାର୍ପିତ ହୋଇଛି ବୃହତ କୋଭିଡ୍ ହସ୍ପିଟାଲ । ପାନିପଥ ରିଫାଇନାରୀର ୫ଶହ ଶଯ୍ୟା ବିଶିଷ୍ଟ ଏହି କୋଭିଡ୍ ହସ୍ପିଟାଳକୁ ମାଗଣାରେ ଅକ୍ସିଜେନ୍ ଯୋଗାଇବ ଇଣ୍ଡିଆନ ଅଏଲ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ହରିୟାଣା…
ଭୁବନେଶ୍ୱର: କୋଭିଡ୍ ଆକ୍ରାନ୍ତ ଶିଶୁଙ୍କୁ ପର୍ଯ୍ୟବେକ୍ଷଣ ଲାଗି ଗଠନ ହେଲା କମିଟି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଗଠନ କରାଯାଇଛି ଏହି କମିଟି । DMETଙ୍କ ଅଧ୍ୟକ୍ଷତାରେ ଏହି ୮ ଜଣିଆ କମିଟି ଗଠନ ହୋଇଛି…
ଭୁବନେଶ୍ୱର: ପୁଣି କରୋନା ଆରୋଗ୍ୟରେ ରେକର୍ଡ l କରୋନା ଆରୋଗ୍ୟରେ ୧୨ ହଜାର ଟପିଲା l ଆଜି ୧୨୦୭୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ୫୧୪୫୩୨ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ…
ଭୁବନେଶ୍ୱର: ପ୍ରଥମ ଅପେକ୍ଷା ଦ୍ୱିତୀୟ ଲହରରେ କାହିଁକି ଅଧିକ ଘାତକ ହେଉଛି କରୋନା ? ଗତ ଥର ଅପେକ୍ଷା ଏଥର କଣ ପାଇଁ ଅଧିକ ମୁଣ୍ଡ ନେଉଛି ମହାମାରୀ ? ଏପ୍ରିଲରେ ରାଜ୍ୟରେ ୧୨୨ ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ମେ’…
ମାନବ ସେବା ହିଁ ମାଧବ ସେବା । ଏହି ଉକ୍ତିକୁ ହୃଦବୋଧ କରି କରୋନା କଷ୍ଟବେଳେ ମଣିଷଙ୍କ ସେବା କରିଚାଲିଛନ୍ତି ଅନେକ ବ୍ୟକ୍ତି ବିଶେଷଠୁ ଆରମ୍ଭ କରି ନାନା ଅନୁଷ୍ଠାନ । ସେମାନଙ୍କ ଭିତରୁ ଆଜି ଆମେ ଦୁଇ ଦମ୍ପତିଙ୍କ ସେବା…
ପୁରୀ: ବଢ଼ିଲା ଶ୍ରୀମନ୍ଦିର କଟକଣା । ପୁଣି କାଳିଆ ଦର୍ଶନଠାରୁ ଦୂରରେ ରହିବେ ଭକ୍ତ । ଜୁନ ୧୫ ତାରିଖ ଯାଏଁ ଭକ୍ତଙ୍କୁ ଶ୍ରୀମନ୍ଦିର ପ୍ରବେଶ ମନା । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏହି କଟକଣା ଅବଧି ବୃଦ୍ଧି କରାଯାଇଛି…
ଭୁବନେଶ୍ୱର: ପୁଣି ରାଜଧାନୀରୁ ୧୩୫୩ ଜଣ କରୋନା ସଂକ୍ରମିତ ଚିହ୍ନଟ । ୧୩୫୩ ମଧ୍ୟରୁ କ୍ୱାରେଣ୍ଟାଇନରୁ ୨୧୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଞ୍ଚଳରୁ ୧୧୩୫ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । କେବଳ ପଟିଆ ଅଞ୍ଚଳରୁ ସର୍ବାଧିକ…
ଭଞ୍ଜନଗର(ରାଜେଶ କୁମାର ପଣ୍ଡା): ବୃଦ୍ଧାଙ୍କ ମୃତ୍ୟୁପରେ ଶେଷକୃତ୍ୟ କରିବାକୁ ମିଳିଲାନି ଚାରିକାନ୍ଧ । ସାହି ପଡ଼ିଶା କେହି ଶବକୁ ନ ଛୁଇଁବାରୁ ପାଞ୍ଚ ଘଣ୍ଟା ଧରି ଘରେ ମୃତଦେହ ପଡିରହିବା ପରେ ମୁଜାଗଡ଼ ସରପଞ୍ଚ ଓ ତାଙ୍କ ସହଯୋଗୀମାନେ ମିଶି କଲେ…