BJD NUAPADA Photograph: (OTV)
ନୂଆପଡ଼ା ଉପନିର୍ବାଚନ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକାଘୋଷଣା କଲା ବିଜେଡି । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସମେତ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହୋଇଛି । ତାଲିକାରେ ରହିଛନ୍ତି ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର, ରଣେନ୍ଦ୍ର ପ୍ରତାପ ସ୍ବାଇଁ, ନିରଞ୍ଜନ ପୂଜାରୀ, ଅରୁଣ ସାହୁ । ସେହିଭଳି ପ୍ରତାପ ଦେବ, ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚୀ ନାୟକ, ପ୍ରତାପ ଜେନା, ସଞ୍ଜୟ ଦାସବର୍ମା, ଦିବ୍ୟଶଙ୍କର ମିଶ୍ର, କଳିକେଶ ନାରାୟଣ ସିଂଦେଓ ,ପ୍ରୀତିରଞ୍ଜନ ଘଡ଼ାଇ, ଟୁକୁନି ସାହୁ, ସୁଲତା ଦେଓ, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଡି ବି ସ୍ଥାନ ପାଇଛନ୍ତି । ଏହି ତାଲିକାରେ ଦେବେଶ ଆଚାର୍ଯ୍ୟ, ପ୍ରଦୀପ ଦିଶାରୀ, ସରୋଜ ମେହେର, ରୋହିତ ପୂଜାରୀ, ମୁଜିବୁଲ୍ଲା ଖାନ୍
ବିକ୍ରମ ପଣ୍ଡା, ଭୃଗୁ ବକ୍ସିପାତ୍ର, ଯୋଗେଶ ସିଂ, ନିରଞ୍ଜନ ବିଶି, ମନୋହର ରାନ୍ଧାରୀ, ରମେଶ ମାଝୀଙ୍କ ନାଁ ବି ରହିଛି । ୪୦ ଜଣିଆ ତାଲିକାରେ ପ୍ରଦୀପ ମାଝୀ, ଅଧିରାଜ ପାଣିଗ୍ରାହୀ, ରୋମାଞ୍ଚ ରଞ୍ଜନ ବିଶ୍ବାଳ, ସୁବାସିନୀ ଜେନା, ବର୍ଷା ସିଂ ବରିହା, ଦୀପାଳି ଦାସ, ମନୋରମା ମହାନ୍ତି, ଚିନ୍ମୟୀ ସାହୁ, ଇପ୍ସିତା ସାହୁ ମଧ୍ୟ ରହିଛନ୍ତି ।
ନୂଆପଡ଼ା ଉପନିର୍ବାଚନ
ବିଜେଡି ଘୋଷଣା କଲା ଷ୍ଟାର ପ୍ରଚାରକ ତାଲିକା
୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଘୋଷଣା ହେଲା
ତାଲିକାର ଶୀର୍ଷରେ ରହିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
ତାଲିକାରେ ରହିଛନ୍ତି ପ୍ରସନ୍ନ ଆଚାର୍ଯ୍ୟ, ଦେବୀ ପ୍ରସାଦ ମିଶ୍ର
ରଣେନ୍ଦ୍ର ପ୍ରତାପ ସ୍ବାଇଁ, ନିରଞ୍ଜନ ପୂଜାରୀ, ଅରୁଣ ସାହୁ
ପ୍ରତାପ ଦେବ, ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚୀ ନାୟକ
ପ୍ରତାପ ଜେନା, ସଞ୍ଜୟ ଦାସବର୍ମା, ଦିବ୍ୟଶଙ୍କର ମିଶ୍ର, କଳିକେଶ ନାରାୟଣ ସିଂଦେଓ
ପ୍ରୀତିରଞ୍ଜନ ଘଡ଼ାଇ, ଟୁକୁନି ସାହୁ, ସୁଲତା ଦେଓ, ଲେଖାଶ୍ରୀ ସାମନ୍ତସିଂହାର, ସୁଦାମ ମାର୍ଣ୍ଡି
ଦେବେଶ ଆଚାର୍ଯ୍ୟ, ପ୍ରଦୀପ ଦିଶାରୀ, ସରୋଜ ମେହେର, ରୋହିତ ପୂଜାରୀ, ମୁଜିବୁଲ୍ଲା ଖାନ୍
ବିକ୍ରମ ପଣ୍ଡା, ଭୃଗୁ ବକ୍ସିପାତ୍ର, ଯୋଗେଶ ସିଂ, ନିରଞ୍ଜନ ବିଶି, ମନୋହର ରାନ୍ଧାରୀ, ରମେଶ ମାଝୀ
ପ୍ରଦୀପ ମାଝୀ, ଅଧିରାଜ ପାଣିଗ୍ରାହୀ, ରୋମାଞ୍ଚ ରଞ୍ଜନ ବିଶ୍ବାଳ, ସୁବାସିନୀ ଜେନା, ବର୍ଷା ସିଂ ବରିହା
ଦୀପାଳି ଦାସ, ମନୋରମା ମହାନ୍ତି, ଚିନ୍ମୟୀ ସାହୁ, ଇପ୍ସିତା ସାହୁ
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2025/10/17/bjd-nuapada-2025-10-17-17-00-34.jpg)