Advertisment

Key Political Meet: ନିତିନ ନବୀନଙ୍କୁ ଭେଟିଲେ ସିଏମ ମୋହନ, ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି ।

BJP

BJP Photograph: (OTV)

Advertisment

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟି ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା କରିଛନ୍ତି ।

Advertisment

ରାଜ୍ୟରେ ଦଳକୁ ଆହୁରି ମଜବୁତ କରିବା ଏବଂ ବିକାଶ କାର୍ଯ୍ୟକ୍ରମଗୁଡ଼ିକୁ ତ୍ୱରାନ୍ୱିତ କରିବା ଉପରେ ଉଭୟଙ୍କ ମଧ୍ୟରେ ଗୁରୁତ୍ବପୂର୍ଣ୍ଣ ଆଲୋଚନା ହୋଇଥିବା ସୂଚନା ମିଳିଛି । 

ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନିତିନ ନବୀନଙ୍କୁ ଭେଟିଲେ ସିଏମ ମୋହନ ମାଝୀ
ନୂଆଦିଲ୍ଲୀ ବିଜେପି ମୁଖ୍ୟାଳୟରେ ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ଭେଟିଲେ
ଓଡ଼ିଶାର ଦଳର ସାଂଗଠନିକ ସ୍ଥିତି ଓ ସମନ୍ବୟ ଉପରେ ଆଲୋଚନା
ରାଜ୍ୟରେ ଦଳକୁ ଆହୁରି ମଜବୁତ କରିବାକୁ ଆଲୋଚନା
ବିକାଶ କାର୍ଯ୍ୟକ୍ରମଗୁଡ଼ିକୁ ତ୍ୱରାନ୍ୱିତ କରିବା ଉପରେ ଆଲୋଚନା ସୂଚନା

Advertisment
Nitin Nabin cm mohan majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ