MOKIM Photograph: (OTV)
Advertisment
ଏପ୍ରିଲ୍ ୮ରେ ମହମ୍ମଦ ମୋକିମଙ୍କ ନୂଆ ଦଳ ଲଞ୍ଚ୍ । ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ନୂଆ ଦଳ ଘୋଷଣା କରିବେ ମୋକିମ୍। ନୂଆ ଦଳର ନାଁ ରହିବ ‘ଓଡ଼ିଶା ଜନତା କଂଗ୍ରେସ’।
Advertisment
‘ନୂଆ ଦଳ ଲଞ୍ଚ୍ କାର୍ଯ୍ୟକ୍ରମରେ ବିଭିନ୍ନ ରାଜନୈତିକ ପ୍ରତିନିଧି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ସେପଟେ ଆସନ୍ତା ରାଜ୍ୟସଭା ନିର୍ବାଚନ ନେଇ ମଧ୍ୟ ରଖିଲେ ପ୍ରତିକ୍ରିୟା ମୋକିମ। ମୋକିମ କହିଛନ୍ତି ‘ବିଜେଡି ୨୫ ବର୍ଷ ଧରି କଂଗ୍ରେସକୁ ତଳି ତଳାନ୍ତ କରିଛି’।
‘ସେହି ଦଳ ସହ ହାତ ମିଳାଇବା ଅନହୋଲି ଆଲାଏନ୍ସ’। ଏହା କଂଗ୍ରେସ ପାଇଁ କ୍ଷତି ପହଞ୍ଚାଇବ ବୋଲି ମୋକିମ କହିଛନ୍ତି। କଂଗ୍ରେସ ଦଳର ଅନେକ ବିଧାୟକ ଏନେଇ ଅସନ୍ତୁଷ୍ଟ ଅଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/media_files/2026/03/08/mokim-2026-03-08-16-18-48.jpg)