Advertisment

Mokim Shows Youth Power: ମୋକିମଙ୍କ ଶକ୍ତି ପ୍ରଦର୍ଶନ, ନୂଆ ଦଳ ଗଠନ ପାଇଁ ପଡ଼ିଲା ମୂଳଦୁଆ

ମୋକିମଙ୍କ ନୂଆ ଦଳ ଗଠନ ପୂର୍ବରୁ ଯୁବଗୋଷ୍ଠୀଙ୍କୁ ଆକୃଷ୍ଟ କରିବା ପାଇଁ ପଡ଼ିଲା ମୂଳଦୁଆ। ଜାତୀୟ ଯୁବ ଦିବସରେ ଯୁବ ଗୋଷ୍ଠୀଙ୍କୁ ନେଇ ଶକ୍ତି ପ୍ରଦର୍ଶନ କଲେ ମୋକିମ୍। ମାର୍ଚ୍ଚ ମାସରେ ନୂଆ ଦଳ ଗଠନ ହେବ।

author-image
Madhupriya Mistry
MOQUIM

MOQUIM Photograph: (OTV)

ମୋକିମଙ୍କ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ସୋଫିଆ। ମୋକିମଙ୍କ ନୂଆ ଦଳ ଗଠନ ପୂର୍ବରୁ ଯୁବଗୋଷ୍ଠୀଙ୍କୁ ଆକୃଷ୍ଟ କରିବା ପାଇଁ ପଡ଼ିଲା ମୂଳଦୁଆ। ଜାତୀୟ ଯୁବ ଦିବସରେ ଯୁବ ଗୋଷ୍ଠୀଙ୍କୁ ନେଇ ଶକ୍ତି ପ୍ରଦର୍ଶନ କଲେ ମୋକିମ୍।

Advertisment

ରୋଚକ କଥା ହେଉଛି ମୋକିମଙ୍କ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି କଂଗ୍ରେସ ବିଧାୟିକା ତଥା ଝିଅ ସୋଫିଆ ଫିର୍ଦୋଷ। ଏଆଇଏସ୍ଏଫ୍ ରାଜ୍ୟସଭାପତି ସଂଘମିତ୍ରା ଜେନା ବି ଉପସ୍ଥିତ ଅଛନ୍ତି ।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ମୋକିମ୍ କହିଛନ୍ତି ଓଡ଼ିଶାର ବିକାଶ ପାଇଁ ଯୁବ ଗୋଷ୍ଠୀର ଆବଶ୍ୟକତା ରହିଛି। ମାର୍ଚ୍ଚ ମାସରେ ନୂଆ ଦଳ ଗଠନ ହେବ। ରାଜ୍ୟର ବିକାଶ ପାଇଁ ଯୁବକ ମାନଙ୍କ ଆବଶ୍ୟକତା ଥିବାରୁ ଆଗାମୀ ଦିନରେ ନୂଆ ଦଳର ଆବଶ୍ୟକତା ରହିଛି।

Advertisment

Active Politics New Political Party Congress MLA Mohammad Moquim
Advertisment
Related Articles
Advertisment