ମଇଦାନକୁ ଓହ୍ଲାଇବା ପାଇଁ ସବୁ ଦଳ ଅଣ୍ଟା ଭିଡ଼ିସାରିଲେଣି । ତେବେ ଏହାରି ଭିତରେ ରାଜଧାନୀ ଭୁବନେଶ୍ୱରରେ ବିଜେଡି ପାଇଁ ଉପୁଜିଛି ଅଡ଼ୁଆ ପରିସ୍ଥିତି । ପୌର ନିର୍ବାଚନ ପର୍ବ ଆରମ୍ଭରୁ କେଁ ବାହାରିଲାଣି ।
ଗିରିବାଳା, ସୁବାସ, ଶ୍ରୀତମଙ୍କ ମଧ୍ୟରେ ମେୟର ପଦବୀ ପାଇଁ ଜୋରଦାର ଲଢେଇ ହେବ ।
ସହରବାସୀଙ୍କ ଅସନ୍ତୋଷ ମଧ୍ୟରେ ଅନୁଷ୍ଠିତ ହେବାକୁ ଯାଉଛି ଚଳିତବର୍ଷର ଖୋର୍ଦ୍ଧା ପୌର ପରିଷଦ ନିର୍ବାଚନ ।
ଆଜି ପ୍ରେସ୍ ମିଟ୍ କରି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ, ସୁନୀତଙ୍କ ନାଁରେ ଦଳ ମୋହର ମାରିଥିବା ଘୋଷଣା କରିଛନ୍ତି । ତାସହ କହିଛନ୍ତି- ସୁନୀତି ରାଜନୀତିରେ ନୂଆ ହୋଇଥିଲେ ବି ଜଣେ ଉଚ୍ଚ ଶିକ୍ଷିତା । ଭୁବନେଶ୍ୱରବାସୀଙ୍କ ପାଇଁ ଏଭଳି ଜଣେ ପ୍ରାର୍ଥୀନୀଙ୍କ ଆବଶ୍ୟକତା ରହିଛି ।
ବିଭିନ୍ନ କ୍ଷେତ୍ରରେ କାମ କରୁଥିବା ମହିଳାମାନେ ବିଜେପିର ମେୟର ପ୍ରାର୍ଥୀ ପାଇଁ ଆବେଦନ କରିଥିଲେ।