Advertisment

Naveen Patnaik Fires at State Government: ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିଜେଡି ସୁପ୍ରିମୋ ନବୀନ; କହିଲେ. ଚାଷୀଙ୍କ ହକ୍ ପାଇଁ ଲଢ଼େଇ ଜାରି ରହିବ

ବିଜେଡିର ଚାଷୀ ସୁରକ୍ଷା ସମାବେଶ । ଚାଷୀଙ୍କ ସମସ୍ୟା ନେଇ ଦଳ ଚଳାଇଛି ବିକ୍ଷୋଭ। ଚାଷୀ, ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଭଳି ସଙ୍ଗୀନ ସମସ୍ୟାକୁ ସରକାର ଅଣଦେଖା କରୁଥିବା ଅଭିଯୋଗ କରି ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି ।

Naveen Patnaik

Naveen Patnaik Photograph: (OTV)

Advertisment

ଭୁବନେଶ୍ବର ଲୋୟର PMGରେ ବିଜେଡିର ଚାଷୀ ସୁରକ୍ଷା ସମାବେଶ । ଚାଷୀଙ୍କ ସମସ୍ୟା ନେଇ ଦଳ ଚଳାଇଛି ବିକ୍ଷୋଭ। ଚାଷୀ, ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ଭଳି ସଙ୍ଗୀନ ସମସ୍ୟାକୁ ସରକାର ଅଣଦେଖା କରୁଥିବା ଅଭିଯୋଗ କରି ଆନ୍ଦୋଳନକୁ ଓହ୍ଲାଇଛି ବିଜେଡି । ସମାବେଶରେ ସାମିଲ ହୋଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।

Advertisment

ଏ ସରକାର ଦୁଇବର୍ଷ ପୂରଣ କରିବାକୁ ଯାଉଛି । ବହୁତ୍ ବଡ଼ ବଡ଼ କଥା କହୁଥିଲେ, କିନ୍ତୁ କିଛି ମିଳିଲା ନାହିଁ’ । ବିଜେଡି ସରକାର ଚାଷୀଙ୍କ ପାଇଁ କାଳିଆ ଯୋଜନା କରିଥିଲା, ହେଲେ ଡବଲ ଇଞ୍ଜିନ ସରକାର କିଛି କରିନି ବୋଲି କହିଛନ୍ତି ନବୀନ। ବିଜେଡି ଚାଷୀଙ୍କ ହକ୍ ପାଇଁ ଲଢ଼େଇ ଜାରି ରଖିବ ବୋଲି ସେ କହିଛନ୍ତି ।

ଏପଟେ ବିଜେପି କହିଛି, ବିଜେଡିର ଦୋଷଦୁର୍ବଳତାକୁ ଲୋକେ ଜାଣିଯିବେ ବୋଲି ମିଛିମିଛିକା ହଙ୍ଗମା କରୁଛି। 

Advertisment

 ବିଜେଡିର ଚାଷୀ ସୁରକ୍ଷା ସମାବେଶ

ଭୁବନେଶ୍ବର ଲୋୟର PMGରେ ବିଜେଡିର ଚାଷୀ ସୁରକ୍ଷା ସମାବେଶ
ସମାବେଶରେ ସାମିଲ ହେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ
‘ଏ ସରକାର ଦୁଇବର୍ଷ ପୂରଣ କରିବାକୁ ଯାଉଛି’
‘ବହୁତ ବଡ଼ ବଡ଼ କଥା କହୁଥିଲେ, କିନ୍ତୁ କିଛି ମିଳିଲା ନାହିଁ’
‘ବିଜେଡି ସରକାର ଚାଷୀଙ୍କ ପାଇଁ କାଳିଆ ଯୋଜନା କରିଥିଲା’
କିନ୍ତୁ ଡବଲ ଇଞ୍ଜିନ ସରକାର କିଛି କରିନି- ନବୀନ ପଟ୍ଟନାୟକ
‘ବିଜେଡି ଚାଷୀଙ୍କ ହକ୍ ପାଇଁ ଲଢ଼େଇ ଜାରି ରଖିବ’
ବିଜେଡିର ଦୁର୍ବଳତାକୁ ଲୋକେ ଜାଣିଯିବେ ସେଥିପାଇଁ ହଙ୍ଗାମା: ବିଜେପି

Naveen Patnaik BJD
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ