Advertisment

State BJP Meeting Today: ଆଜି ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ, ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା

ଆଜି ବସିବ ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ। ରାଜ୍ୟ ସଭାପତିଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ଯ୍ୟାଳୟରେ ବୈଠକ। ବୈଠକରେ ମୁଖ୍ୟମନ୍ତ୍ରୀ, ରାଜ୍ୟ ବିଜେପି ପ୍ରଭାରୀ ଉପସ୍ଥିତ ରହିବେ।

BJP Party Meeting

BJP Party Meeting Photograph: (OTV)

Advertisment

ଆଜି ବସିବ ରାଜ୍ୟ ବିଜେପିର ଗୁରୁତ୍ୱପୂର୍ଣ୍ଣ ବୈଠକ। ରାଜ୍ୟ କାର୍ଯ୍ୟାଳୟରେ ସଭାପତି ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ବସିବ ଏହି ବୈଠକ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ପ୍ରଭାରୀଙ୍କ ଉପସ୍ଥିତିରେ ହେବ ଆଲୋଚନା। 

Advertisment

ଏଥିରେ ସମସ୍ତ ବିଧାୟକ ଏବଂ ବିଧାୟକ ପ୍ରାର୍ଥୀଙ୍କ ସହ ରାଜ୍ୟ ପଦାଧିକାରୀ ଏବଂ ଜିଲ୍ଲା ସଭାପତିଙ୍କ ସହ ଚାଲିବ ମାନସ ମନ୍ଥନ। ପଞ୍ଚାୟତ ନିର୍ବାଚନ ପ୍ରସ୍ତୁତି ନେଇ ହେବା। ଏହା ସହ କେନ୍ଦ୍ର ଏବଂ ରାଜ୍ୟ ବଜେଟକୁ ନେଇ ଲୋକଙ୍କ ପାଖକୁ ଯିବାକୁ ପ୍ରସ୍ତୁତ ହେବ ବ୍ଲୁ ପ୍ରିଣ୍ଟ। ଏସ.ଆଇ. ଆର ଏବଂ ବିଭି ଜି ରାମ ଜି କାର୍ଯ୍ୟକ୍ରମ ନେଇ ମଧ୍ୟ ହେବ ଆଲୋଚନା।

BJP
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ