• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Odisha Elections Updates

Odisha Politics
ରାଜ୍ୟରେ ସରିଲା ପ୍ରଥମ ପର୍ଯ୍ୟାୟ ମତଦାନ

ବ୍ରହ୍ମପୁର, ନବରଙ୍ଗପୁର, କଳାହାଣ୍ଡି ଓ କୋରାପୁଟ। ୪ ସଂସଦୀୟ କ୍ଷେତ୍ରର ୨୮ ବିଧାନସଭା ନିର୍ବାଚନ ମଣ୍ଡଳୀରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ହୋଇଛି ।

Odisha Politics
ବିଜେଡିର ମାଗଣାରେ ବିଜୁଳି ଘୋଷଣା, କେତେ ସତ ?

ଗଣମାଧ୍ୟମରେ ଘନ ଘନ ବିଜ୍ଞାପନ ସହ ନିର୍ବାଚନୀ ସଭାରେ ସମାନ କଥା କହି ବୁଲୁଛନ୍ତି ବିଜେଡି ନେତା।

Odisha Politics
କେତେ ପରିବାରକୁ ମାଗଣା ବିଜୁଳି ? ଏଇ ଘୋଷଣାରେ ସତ କେତେ ମିଛ କେତେ ?

ରାଜ୍ୟର ୯୦ ପ୍ରତିଶତ ଉପଭୋକ୍ତଙ୍କୁ ମାଗଣା ବିଜୁଳି ନେଇ ବିଜେଡି ଘୋଷଣାରେ ସତ୍ୟତା କେତେ ?

Odisha Politics
ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପରେ ଜୋର୍ ଧରିଲା ସିଟ୍ ଅଙ୍କକଷା

ନିଜ ସପକ୍ଷରେ ଅଧିକ ସିଟ୍ ଯିବା ନେଇ ସବୁ ଦଳର ଦାବି ।

Ankit Jena
ରହସ୍ୟରୁ ପରଦା ହଟାଇଲେ ମାହାଙ୍ଗା ବିଜେଡି ପ୍ରାର୍ଥୀ ଅଙ୍କିତ

ଗତକାଲି ପାଟ ପଟୁଆର ସହ ଆସି ମଧ୍ୟ ନାମାଙ୍କନ ନକରି ଫେରିଯାଇଥିବା ରହସ୍ୟରୁ ପରଦା ହଟାଇଲେ ମାହାଙ୍ଗାର ବିଜେଡି ପ୍ରାର୍ଥୀ ତଥା ବିଧାୟକ ପ୍ରତାପ ଜେନା ଙ୍କ ପୁଅ ଅଙ୍କିତ ପ୍ରତାପ ଜେନା ।

Dillip Ray
ଆସିଲା ADR ରିପୋର୍ଟ; ଦିଲୀପ ରାୟ ସବୁଠୁ ଧନୀ, ତୃତୀୟରେ ନବୀନ

ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନର ୩୫ ଆସନରେ ଏଥର ଲଢୁଛନ୍ତି ୨୬୫ ପ୍ରାର୍ଥୀ। ଏହି ପର୍ଯ୍ୟାୟରେ ବିଜେପିର ୧୭ ଜଣ ପ୍ରାର୍ଥୀଙ୍କ ନାମରେ ଅପରାଧିକ ମାମଲା ରହିଥିବା ବେଳେ କଂଗ୍ରେସର ୯ ଜଣ ଓ ବିଜେଡ଼ିର ଏହି ୪ ଜଣଙ୍କ ନାଁରେ ରହିଛି କ୍ରିମିନାଲ କେସ୍।

Baijayant Jay Panda
ବୈଜୟନ୍ତଙ୍କ ମନ୍ତବ୍ୟକୁ କଦର୍ଥ କରିଥିଲା ବିଜେଡି, ଅଫିସ୍ ଦେଲା ଉତ୍ତର

ମୁଖ୍ୟମନ୍ତ୍ରୀଙ୍କ ଭିଡିଓ ସଂପର୍କରେ ବୈଜୟନ୍ତଙ୍କ ମନ୍ତବ୍ୟକୁ ବିଜେଡିର କଦର୍ଥ ପ୍ରସଙ୍ଗ । ଏନେଇ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କ ଅଫିସ ପକ୍ଷରୁ ପ୍ରତିକ୍ରିୟା ମିଳିଲା ।

parshuram dhada
ସୋର ବିଧାନସଭା ପ୍ରାର୍ଥୀ ବଦଳାଇଲା ବିଜେପି; ରାଜୁ ଦାସଙ୍କ ସ୍ଥାନରେ ପର୍ଶୁରାମ ଧଡ଼ା

ପର୍ଶୁରାମ ଧଡ଼ା ହେଲେ ବିଜେପିର ନୂଆ ପ୍ରାର୍ଥୀ। ଏନେଇ ସୂଚନା ଦେଲେ ନିର୍ବାଚନ ପ୍ରଭାରୀ ବିଜୟପାଲ ସିଂ ତୋମାର।

Odisha Election
ଦାମଙ୍କୁ ହଟାଇ ଲଗାଇଥିଲେ ପାଣ୍ତିଆନଙ୍କ ଫଟୋ, ଫେକ୍ ବୋଲି ଦର୍ଶାଇଲେ ରାଜା ସ୍ୱାଇଁ

ବିଜେଡି ବିଧାୟକ ପ୍ରାର୍ଥୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ଭାଇରାଲ ଫଟୋକୁ ନେଇ ଆଠଗଡ଼ ଅଞ୍ଚଳରେ ଚର୍ଚ୍ଚା । ଯେଉଁ ଫଟୋରେ ବିଜେଡି ନେତା ଭିକେ ପାଣ୍ଡିଆନ୍ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ମୁଣ୍ଡ ଉପରେ ହାତ ରଖି ଆଶୀର୍ବାଦ କରୁଥିବା ଦେଖିବାକୁ ମିଳିଛି ।

Pradeep Panigrahi
ପ୍ରଦୀପଙ୍କୁ ମାଡ଼ମାରି ଗିରଫ ହେଲେ ଶିବଶଙ୍କର; ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କଲେ ପତ୍ନୀ ସୁଜାତା

ଆକ୍ରମଣ ଘଟଣା ପରେ ମୁଖ୍ୟମନ୍ତ୍ରୀଙ୍କୁ ଟାର୍ଗେଟ୍ କରିଛନ୍ତି ପ୍ରଦୀପ ପାଣିଗ୍ରାହୀଙ୍କ ପତ୍ନୀ। ସେ କହିଛନ୍ତି, ମୁଖ୍ୟମନ୍ତ୍ରୀ କେବେଳ ଅହିଂସା କଥା କହୁଛନ୍ତି, ମାତ୍ର ହିଂସା ଏବେ ଚରମ ସୀମାରେ ପହଞ୍ଚିଛି।

Amit Shah
କାଲି କଟକରେ ଶାହଙ୍କ ପାୱାର ସୋ'

ଚଳିତ ନିର୍ବାଚନ ଅଭିଯାନ ପରିପ୍ରେକ୍ଷୀରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ କଟକରେ ଏକ ଭବ୍ୟ ରୋଡ଼ ଶୋ ରେ ଯୋଗ ଦେବେ।

Pradeep Panigrahi
ପ୍ରଦୀପ-ଶିବଶଙ୍କର ହାତାହାତି; ଆହତ ପ୍ରଦୀପଙ୍କୁ ଏମସ୍‌ ସ୍ଥାନାନ୍ତର

ବ୍ରହ୍ମପୁର ସଂସଦୀୟ କ୍ଷେତ୍ରର ଭୋଟିଂ ବେଳେ କିଛି କିଛି ସ୍ଥାନରେ ହିଂସା କାଣ୍ଡ ଦେଖିବାକୁ ମିଳିଥିଲା। ବ୍ରହ୍ମପୁର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଅଭିଯୋଗ ହୋଇଛି। ଆହତ ପ୍ରଦୀପଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ୱର ଏମସ୍‌ ସ୍ଥାନାନ୍ତର କରାଯାଇଛି।

Himanta Biswa Sarma
ବିଜେପି ନେତାଙ୍କ ଘନଘନ ଓଡ଼ିଶାଗସ୍ତ; ଆଜି ପୁଣି ଆସୁଛନ୍ତି ହିମନ୍ତ ବିଶ୍ୱଶର୍ମା

ଅପରାହ୍ନ ୨ଟା ୩୦ ମିନିଟରେ ଭୁବନେଶ୍ବର ସ୍ବସ୍ତି ପ୍ରିମିୟମ ହୋଟେଲରେ 'ବିଶେଷ ସମ୍ପର୍କ ଅଭିଯାନ'ରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ଏହାପରେ ସେ ଓଡ଼ିଶାରୁ ପ୍ରତ୍ୟାବର୍ତ୍ତନ କରିଯିବେ ।

BJD
DJ ସାଉଣ୍ଡରେ ହୁଡ଼ିଲେ ମହୁମାଛି, BJD ନେତାଙ୍କୁ ଗୋଡ଼ାଇ ଗୋଡ଼ାଇ ମାରିଲେ !

ସାଂସଦ ପ୍ରାର୍ଥୀ ସୁରେନ୍ଦ୍ର ସିଂ ଭୋଇ ଓ ପଦ୍ମନାଭ ବେହେରାଙ୍କୁ ମଧ୍ୟ ମହୁମାଛି ଆକ୍ରମଣ କରିଥିଲେ। କଇନ୍ତରା ଗାଁରୁ ପ୍ରଚାର ଆରମ୍ଭ ହେବାର ମାତ୍ର କିଛି ସମୟ ପରେ ମହୁମାଛିମାନେ ଆକ୍ରମଣ କରିଥିଲେ।

first-phase-lok-sabha-and-assembly-election-completed-in-odisha
ସରିଲା ପ୍ରଥମ ଦଫା ଲଢ଼େଇ; ପ୍ରଥମ ପର୍ଯ୍ୟାୟରେ ୭୩.୯୭% ମତଦାନ

ଓଡିଶାରେ ପ୍ରଥମ ପ୍ରର୍ଯ୍ୟାୟରେ ୭୩.୯୭% ମତଦାନ ହୋଇଛି। ସେହିପରି ଚତୁର୍ଥ ପର୍ଯ୍ୟାୟରେ ୧୦ ରାଜ୍ୟ ଓ କେନ୍ଦ୍ର ଶାସିତ ଅଂଚଳର ୯୬ଟି ଲୋକସଭା ଆସନ ପାଇଁ ହୋଇଛି ମତଦାନ। ପଶ୍ଚିମବଙ୍ଗରେ ସର୍ବାଧିକ ୭୮.୩୭% ଭୋଟ୍ ରହିଛି।

Baijayant Panda
‘ନବୀନଙ୍କ ଇମେଜ୍ ଆଉ ସ୍ୱରକୁ ବ୍ୟବହାର କରି ଡିପଫେକ ଭିଡିଓ କରି ଛଡ଼ାଯାଉଛି’

ଏମିତି ସାଂଘାତିକ ଅଭିଯୋଗ ଆଣିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା।

Odisha Politics
ଖରାକୁ ଖାତିର ନାହିଁ, ବାଧକ ସାଜିନି ବୟସ, ଅଟକାଇ ପାରିନି ଅକ୍ଷମତା

ମତାଧିକାର ସାବ୍ୟସ୍ତ ଲାଗି ଯୁବାବର୍ଗଙ୍କ ମଧ୍ୟରେ ଯେତିକି ଉତ୍ସାହ ଥିଲା, ଉପାନ୍ତ ଆଦିବାସୀ ଇଲାକାର ଆଦିମ ଜନଜାତି ଭୋଟରଙ୍କ ଭିତରେ ଥିଲା ତାଠୁ ଅଧିକ ଆକର୍ଷଣ।

Odisha Elections 2024
ଭୋଟ୍ ମାଗିବା ପରେ ସମୟ ନିଜ ଭୋଟ୍ ଦେବାର

ଭୋଟ୍ ଭିଡ ଭିତରେ ପ୍ରାୟ ଘଂଟାଏ ଲମ୍ବା ଲାଇନରେ ଲାଗି ମତଦାନ କରିଥିଲେ ପାରଳାଖେମୁଣ୍ଡିର କଂଗ୍ରେସ ପ୍ରାର୍ଥୀ ବିଜୟ ପଟ୍ଟନାୟକ।

Odisha Politics
ଭୋଟ୍ ବେଳେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଗଣ୍ଡଗୋଳ

ପାତ୍ରପୁର ବ୍ଲକ ପଦାଦିଗି ଓ କନିରିଡ଼ାରେ ବିଜେପି ଓ ବିଜେଡି କର୍ମୀ ମୁହାଁମୁହିଁ ହୋଇଥିବା ବେଳେ, କେ.ନୂଆଗାଁର ୫୪ ନମ୍ବର ବୁଥରେ ନିର୍ଦ୍ଦିଷ୍ଟ ଦଳ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଅଭିଯୋଗରେ ପୋଲିସ ଓ ସ୍ଥାନୀୟ ଲୋକଙ୍କ ପାଟିତୁଣ୍ଡ ହୋଇଥିଲା ।

odisha Politics
ବିଜେଡି ନେତ୍ରୀ ଯାଉଥିବା କାରରୁ ୧୦ ଲକ୍ଷରୁ ଅଧିକ ଟଙ୍କା ଜବତ

ବିଜେଡି ନେତ୍ରୀଙ୍କ ନାଁ ଅପୂର୍ବ ଅପରୂପା ଏବଂ ସେ ଜଣେ ବିଜେଡି ପ୍ୟାନେଲିଷ୍ଟ ବୋଲି ଜଣାପଡ଼ିଛି ।

Ganjam Politics
ନିର୍ବାଚନୀ ହିଂସା ! ବ୍ରହ୍ମପୁର ଗୋଷାଣୀ ନୂଆଗାଁରେ ପ୍ରଦୀପ-ଶିବଶଙ୍କର ହାତାହାତି

ଶିବଶଙ୍କର ଦାସଙ୍କ ସମର୍ଥକ ମାନେ ବୁଥ ରିଗିଂ ଅଭିଯୋଗ କରୁଥିବା ବେଳେ ପ୍ରଦୀପଙ୍କ ସମର୍ଥକ ମାନେ ଇ ଭି ଏମ ସିଲ କୁ ନେଇ ପାଟିତୁଣ୍ଡ କରିବାରୁ ଏଭଳି ଘଟଣା ଘଟିଥିବା ଅଭିଯୋଗ ହୋଇଛି।

Odisha Elections 2024
ଭୋଟ ସରିଲା, ନେତାଙ୍କ ଟେନସନ୍‌ ବଢିଲା; ଜୁନ-୪ରେ ଭାଗ୍ୟ ପରୀକ୍ଷା

ସରିଛି ପ୍ରଥମ ପର୍ଯ୍ୟାୟ ମତଦାନ। ନେତାଙ୍କ ଭାଗ୍ୟ ସ୍ଥିର କରିଛନ୍ତି ଭୋଟର। ଯାହାର ରେଜଲ୍ଟ ପ୍ରକାଶ ପାଇବ ଆସନ୍ତା ଜୁନ୍ ୪ ତାରିଖରେ।

Baijayant Panda
‘ନବୀନ ବାବୁ ଗୃହବନ୍ଦୀ, କଣ୍ଢେଇ ପରି ନଚାଉଛନ୍ତି ପାଣ୍ଡିଆନ’

ପ୍ରଧାନମନ୍ତ୍ରୀଙ୍କୁ ବିଜେଡିର ସମାଲୋଚନା ପରେ ଆଟାକିଂ ମୋଡରେ ବିଜେପି। ରାଜ୍ୟ ବିଜେପିର ଟପ୍ ଫାଇଭ୍ ଲିଡରଙ୍କ ଟାର୍ଗେଟରେ ବିଜେଡି। ସାମ୍ବାଦିକ ସମ୍ମିଳନୀ କରି ଏକାସାଙ୍ଗରେ ଭିନ୍ନ ଭିନ୍ନ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ନବୀନ ଓ ପାଣ୍ଡିଆନଙ୍କୁ ଟାର୍ଗେଟ୍।

Odisha Politics
ଭୋଟ୍ ଆରମ୍ଭରୁ ହଙ୍ଗାମା ! ଚିକିଟି-ବ୍ରହ୍ମପୁର-ନବରଙ୍ଗପୁର ଝରିଗାଁରେ ଉତ୍ତେଜନା...

ବିଭିନ୍ନ ବୁଥରେ ମୁହାଁମୁହିଁ ବିଜେଡି-ବିଜେପି କର୍ମୀ । ପରିସ୍ଥିତି ସମ୍ଭାଳିବାକୁ ପୋଲିସର ଲାଠି ଚାଳନା ।

Odisha Politics
EVMରେ ସିଲ୍ ହେଲା ୩୭ ସାଂସଦ-୨୪୩ ବିଧାୟକ ପ୍ରାର୍ଥୀଙ୍କ ଭାଗ୍ୟ

ଓଡ଼ିଶାରେ ସରିଲା ୨୪ ମହାସଂଗ୍ରାମର ପ୍ରଥମ ଦଫା ଲଢ଼େଇ, ସନ୍ଦ୍ୟା ୫ଟା ସୁଦ୍ଧା ୬୨.୯୬ % ଭୋଟ