କାହିଁକି ଆସୁନି ସ୍ପଷ୍ଟତା ? ସମ୍ଭାବ୍ୟ ମେଣ୍ଟ ନେଇ ସପ୍ତାହେ ହେଲା ଲାଗି ରହିଛି ସସ୍ପେନ୍ସ। ନେତାଙ୍କୁ ନିଦ ନାହିଁ, କର୍ମୀ ପଚାରୁଛନ୍ତି କେବେ, କେମିତି ଆଉ କ’ଣ ପାଇଁ।
ବିଜେପି-ବିଜେଡି ମେଣ୍ଟକୁ ନେଇ ଚର୍ଚ୍ଚା ଚାଲିଥିବା ବେଳେ ବିଜେଡି ବିଧାୟକ ପର୍ଶୁରାମ ଧଡ଼ା କହିଛନ୍ତି ମେଣ୍ଟକୁ ନେଇ ଆମେ ଦ୍ୱନ୍ଦ୍ୱରେ ନାହୁଁ।
ଜୟନାରାୟଣଙ୍କୁ ମାତ୍ର ୯ ହଜାର ୯୫୮ ଭୋଟରେ ହରାଇ ଇତିହାସ ରଚିଥିଲେ ରାସେଶ୍ୱରୀ ।
ବଙ୍ଗକୁ ଲାଗିଥିବା ଓଡ଼ିଶାର ସୀମାନ୍ତ ନିର୍ବାଚନମଣ୍ଡଳୀ ଜଳେଶ୍ବର । ଏଥର କୁଆଡ଼େ ଯିବ ଜଳେଶ୍ବର ଜନମତ ? କାମ କରିବକି ସରକାର ବିରୋଧି ହାୱା ?
ଟିକେଟ୍ ନାକଚକୁ ଚାଲେଞ୍ଜ କରି ନ୍ୟାୟିକ ଲଢେଇ ଜିତିବା ପରେ ରଣେନ୍ଦ୍ର ୨୦୧୨ ଉପନିର୍ବାଚନରେ ପୁଣି ବିଧାନସଭାକୁ ନିର୍ବାଚିତ ହୋଇଥିଲେ।
ପୁରୀ ଜିଲ୍ଲାର ସବୁଠୁ ଚର୍ଚ୍ଚିତ ବିଧାନସଭା କ୍ଷେତ୍ର ନିମାପଡ଼ା । ଏଠି ଏଥର ବିଜେଡି ଟିକେଟକୁ ନେଇ ହୋଇପାରେ ଟଣାଓଟରା ।
ଚନ୍ଦ୍ରବାବୁ ନାଇଡ଼ୁଙ୍କ ଟିଡିପି ଏବଂ ଅଭିନେତା ପୱନ୍ କଲ୍ୟାଣଙ୍କ ଜନସେନା ପାର୍ଟି ଏନଡିଏରେ ସାମିଲ ହେବା ପରେ, ସିଟ୍ ବୁଝାମଣା ପାଇଁ ଦୁଇ ଦିନିଆ ବିଜୟୱାଡ଼ା ଗସ୍ତରେ ଥିଲେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଏବଂ କେନ୍ଦ୍ରମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାୱତ ।
ବିଜେପି ଓ ବିଜେଡିକୁ କଂଗ୍ରେସର ଟାର୍ଗେଟ । କିଛି ଦିନ ତଳେ ବିଜେଡି ଓ ବିଜେପିର ବାହାଘର କରାଇଥିବା କଂଗ୍ରେସ ଆଜି ଉଭୟଙ୍କଠାରୁ ଜନ୍ମ ନେଇଥିବା ଦୁର୍ନୀତି ରୂପକ ଦଶ ଶିଶୁଙ୍କର ଅନ୍ନ ପ୍ରାସନ୍ନ କରିଛି ।
ଶୀର୍ଷ ନେତୃତ୍ବଙ୍କ ଘରେ ରାଜ୍ୟ ବିଜେପି ନେତୃତ୍ବଙ୍କ ମାନସମନ୍ଥନ ଚର୍ଚ୍ଚା । ବିଜେଡି ଶିବରରେ ବି ନିରବ କସରତ୍ ।
ରାଜ୍ୟରେ ନକ୍ସଲ କାର୍ଯ୍ୟକଳାପକୁ ରୋକିବା ପାଇଁ CRPFର ସ୍ପେଶାଲ କମାଣ୍ଡୋ ୟୁନିଟ୍ 'COBRA' ମଧ୍ୟ ଏହି ଶିବିରରେ ନିୟୋଜିତ କରାଯାଇଛି |
କଂଗ୍ରେସ କେବଳ ନାଟକ କରୁଥିବା ବିଜେପି କହିଥିବା ବେଳେ ଏହା ଅପ୍ରାସଙ୍ଗିକ ବୋଲି ବିଜେଡି କହିଛି।
'ମେଣ୍ଟ'କୁ ନେଇ ଗତ କିଛିଦିନ ହେଲା ଯେଭଳି କମ୍ପନ ଦେଖାଦେଇଛି ଚିଟଫଣ୍ଡ ପ୍ରସଙ୍ଗରେ ସେଭଳି ଚର୍ଚ୍ଚା, ଆଲୋଚନା, ବିତର୍କ ଦେଖାଯାଇ ନାହିଁ। କିନ୍ତୁ ୧୦ ବର୍ଷ ତଳେ ୨୦୧୪ ନିର୍ବାଚନରେ ଏହି ଚିଟଫଣ୍ଡ ପ୍ରସଙ୍ଗ ଶାସକ ଦଳ ବିଜେଡିର ନିଦ ହଜାଇଦେଇଥିଲା।
କେବେ ହଟିବ ପରଦା ? କେବେ ଆସିବ ସ୍ପଷ୍ଟ ଚିତ୍ର ? ପ୍ରଧାନମନ୍ତ୍ରୀଙ୍କ ଚଣ୍ଡୀଖୋଲ ସଭାର ପରଦିନଠାରୁ ଅର୍ଥାତ ଗତ ୬ ତାରିଖଠାରୁ ବିଜେଡି-ବିଜେପି ମେଣ୍ଟକୁ ନେଇ ଲାଗି ରହିଛି ସସପେନ୍ସ।
କେବେ ହଟିବ ପରଦା ? କେବେ ଆସିବ ସ୍ପଷ୍ଟ ଚିତ୍ର ? ପ୍ରଧାନମନ୍ତ୍ରୀଙ୍କ ଚଣ୍ଡୀଖୋଲ ସଭାର ପରଦିନଠାରୁ ଅର୍ଥାତ ଗତ ୬ ତାରିଖଠାରୁ ବିଜେଡି-ବିଜେପି ମେଣ୍ଟକୁ ନେଇ ଲାଗି ରହିଛି ସସପେନ୍ସ।
ଡାକରା ପାଇ ଦିଲ୍ଲୀ ଯାଇଛନ୍ତି ରାଜ୍ୟ ବିଜେପି ନେତୃତ୍ୱ । ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ସମ୍ପାଦକ ମାନସ ମହାନ୍ତି ଦିଲ୍ଲୀ ଯାଇଛନ୍ତି।
ବୌଦ୍ଧ ବିଧାନସଭା ନିର୍ବାଚନ ମଣ୍ଡଳୀ। ଫୁଲବାଣୀ ଲୋକସଭା କ୍ଷେତ୍ର ଅଧୀନରେ ଥିବା ଏହି ଐତିହ୍ୟ ସଂପନ୍ନ ନିର୍ବାଚନ ମଣ୍ଡଳୀରେ ରାଜନୈତିକ ବାତାବରଣ ବେଶ୍ ଉଷ୍ଣ। ଏକଦା କଂଗ୍ରେସର ଦବଦବା ଥିବା ଏଇ ଆସନରେ ଗତ ୨୪ ବର୍ଷ ହେଲା ରାଜୁତି କରୁଛନ୍ତି ବିଜେଡିର ବରିଷ୍ଠ ନେତା ପ୍ରଦୀପ ଅମାତ୍।
ଶାସକ ଦଳର ସବୁଠୁ ପାୱାରଫୁଲ ନେତାଙ୍କ ଗଡ଼। ରାଜ୍ୟ ରାଜନୀତିର ଅନ୍ୟତମ ପ୍ରମୁଖ ଓ ଗୁରୁତ୍ୱପୂର୍ଣ୍ଣ ଆସନ, ଯାଜପୁର ବିଧାନସଭା ନିର୍ବାଚନମଣ୍ଡଳୀ। ୨୦୦୦ ମସିହାରୁ ବିଜେଡି ଆଉ ୨୦୦୯ରୁ ବିଜେଡିର ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ହାତରେ ରହିଛି ଏ ଆସନର ଶାସନ ଡୋରୀ।
ମେଣ୍ଟ ହବ ନା ହବନି ? କିଏ କହୁଛି ଆଲୋଚନା ଚାଲିଛି, ତ କାହାର ସିଧା ସିଧା ଖଣ୍ଡନ। ଦ୍ୱନ୍ଦ୍ୱ ବଢ଼ାଉଛି ନେତାଙ୍କ ବୟାନବାଜି। ଧୀରେ ଧୀରେ ଗୋଳିଆ ହେବାରେ ଲାଗିଛି ମେଣ୍ଟ ଥିଓରୀ।
ମେଣ୍ଟ ହବ ନା ହବନି ? କିଏ କହୁଛି ଆଲୋଚନା ଚାଲିଛି, ତ କାହାର ସିଧା ସିଧା ଖଣ୍ଡନ। ଦ୍ୱନ୍ଦ୍ୱ ବଢ଼ାଉଛି ନେତାଙ୍କ ବୟାନବାଜି। ଧୀରେ ଧୀରେ ଗୋଳିଆ ହେବାରେ ଲାଗିଛି ମେଣ୍ଟ ଥିଓରୀ।
ରାଜ୍ୟ ସଭାପତି ଏନେଇ ସ୍ପଷ୍ଟ କରିଛନ୍ତି। ଆମେ ତ କହୁଚୁ ଏକାକୀ ଲଢିବୁ। ବିଜେଡ଼ିର ଯଦି ଦମ୍ ଅଛି କହୁ ଯେ, ସେମାନେ ଏକାକୀ ଲଢ଼ିବେ ।
ମେଣ୍ଟ ଚର୍ଚ୍ଚାକୁ ପୁଣି ଖଣ୍ଡନ କଲେ ରାଜ୍ୟ ବିଜେପି ସଭାପତି ।
୨୦୦୦ ମସିହାର ଫର୍ମୁଲା ଦାବି କରୁଛି ବିଜେପି । ବିଜେଡି କିନ୍ତୁ ଅଧିକ MLA ସିଟ୍ ଛାଡ଼ିବାକୁ ରାଜି ନୁହେଁ ।
ମେଣ୍ଟ ନେଇ କେବେ ହେବ ବିଧିବଦ୍ଧ ଘୋଷଣା ? କଣ ହେବ ତାର ରୂପରେଖ ? ପଲ୍ଲୀରୁ ଦିଲ୍ଲୀ ଯାଏଁ, ଏବେ ସବୁଠି ଏହି ଚର୍ଚ୍ଚା। କାହିଁକି ନା ମେଣ୍ଟ ନେଇ ବିଜେଡି ଓ ବିଜେପିର ପୃଥକ ପୃଥକ ଆଲୋଚନା ତ ସରିଛି, ହେଲେ ନିଷ୍କର୍ଷ ବାହାରି ନାହିଁ ।
ମେଣ୍ଟ ଗଣିତ ଭିତରେ ସବୁଠାରୁ ବଡ଼ ଚର୍ଚ୍ଚା, ଏଥର ଆଉ କାମ ନଦେଇପାରେ ପୁରୁଣା ମେଣ୍ଟ ବେଳର ସିଟ୍ ସେୟାରିଂ ଥିଓରୀ । ବିଜେଡି ବିଧାନସଭା ଓ ବିଜେପି ଲୋକସଭାର ସିଂହଭାଗ ସିଟରେ ଲଢିବେ । ଏନେଇ ବୁଝାମଣା ହୋଇଥିବା ବେଳେ ସଂଖ୍ୟା ଗଣିତ କିନ୍ତୁ ଏଯାଏଁ ଛିଡୁନି ।
କାଲିର ଘମାସାନ ପରଠୁ ୨ ଶିବିରରେ ‘ମେଣ୍ଟ’ ସସପେନ୍ସ । ଦ୍ୱନ୍ଦ୍ୱରେ ରହିଛନ୍ତି ଉଭୟ ଦଳର ନେତା ଏବଂ କର୍ମୀ ।