ଲୋକସଭାରେ 13:8 ଓ ବିଧାନସଭାରେ 47:100 ଥିଓରୀ ଚର୍ଚ୍ଚା ।
ଚର୍ଚ୍ଚାରେ ପଡ଼ିଛି ପୂର୍ଣ୍ଣଚ୍ଛେଦ। ବିଜେଡିରେ ମିଶିଛନ୍ତି ବିଜୟ ମହାପାତ୍ରଙ୍କ ପୁଅ ଅରବିନ୍ଦ ମହାପାତ୍ର। ନବୀନ ନିବାସରେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ଅରବିନ୍ଦ ଆଜି ବିଜେଡିରେ ଯୋଗ ଦେଇଛନ୍ତି।
ପ୍ରଧାନମନ୍ତ୍ରୀ ଓଡ଼ିଶା ଛାଡିବାର ପରଦିନ ହିଁ, ଆଜି ନବୀନ ନିବାସରେ ବିଜେଡିର ରୁଦ୍ଧଦ୍ବାର ବୈଠକ. ଆଉ ସେପଟେ ବିଜେପି ରାଜ୍ୟ ନେତୃତ୍ବଙ୍କୁ ଦିଲ୍ଲୀ ଡାକରା। ବଢିଲା ଚର୍ଚ୍ଚା। ଏକାଠି ହେଉଛନ୍ତି କି ବିଜେପି- ବିଜେଡି।
୧୯୯୮ରୁ ୨୦୦୯। ବିଜେପି- ବିଜେଡି ମେଣ୍ଟ କରି ଲଢ଼ିଛନ୍ତି ୩ଟି ଲୋକସଭା ଓ ୨ ଟି ବିଧାନସଭା ନିର୍ବାଚନ। ୪:୩ ଅନୁପାତରେ ଆସନ ବୁଝାମଣା କରି ଉଭୟ ଦଳ କେନ୍ଦ୍ର ଓ ରାଜ୍ୟରେ କ୍ଷମତାର ସ୍ବାଦ ବି ଚାଖିଛନ୍ତି। ତେବେ ୨୦୦୮ ମସିହାରେ ଦୁଇ ଦଳଙ୍କ ମଧ୍ୟରେ କାହିଁକି ସଂପର୍କ ତିକ୍ତ ହେଲା ଏବଂ ୧୫ ବର୍ଷର ବ୍ୟବଧାନ ପରେ ପୁଣି ଏକାଠି
ବିଜେପି- ବିଜେଡି ଭିତରେ ମେଣ୍ଟ ନୂଆ ନୁହେଁ କି ଅସମ୍ଭବ ବି ନୁହେଁ। ୧୯୯୮ରୁ ୨୦୦୯ ଦୁଇ ଦଳ ଏକାଠି ଥିଲେ, ମିଳିମିଶି କ୍ଷମତା ମହୁକୁ ବି ଚାଖୁଥିଲେ।
୧୫ ବର୍ଷ ପରେ ପୁଣି ଏକ୍ ହେବାକୁ ଯାଉଛନ୍ତି କି ବିଜେଡି-ବିଜେପି ? ଏନଡିଏକୁ ଫେରିବ କି ବିଜେଡି? ଦୁଇ ରାଜଧାନୀ ଭୁବନେଶ୍ୱର ଓ ଦିଲ୍ଲୀରେ ଦୁଇ ଦଳର ଗୁରୁତ୍ୱପୂର୍ଣ୍ଣ ବୈଠକକୁ ନେଇ ବଢିଲା ଚର୍ଚ୍ଚା।
ଏକାଠି ହେଉଛନ୍ତି କି ବିଜେପି- ବିଜେଡି। କଣ NDAକୁ ବାହୁଡିବେ କି ନବୀନ?
୧୫ ବର୍ଷ ତଳେ BJD ସହ ମେଣ୍ଟ ଭାଙ୍ଗିଥିଲା ବିଜୁ ଜନତା ଦଳ । ୨୦୦୯ ମସିହା ମାର୍ଚ୍ଚ ୯ ତାରିଖରେ ମେଣ୍ଟ ଭାଙ୍ଗିଯାଇଥିବାବେଳେ ପୂର୍ବରୁ ଉଭୟ ଦଳ ୨ଥର ମିଳିତ ସରକାର ଗଢ଼ିଥିଲେ । ୨୦୦୦ ଓ ୨୦୦୪ରେ ମିଳିତ ଭାବେ ସରକାର କରିଥିଲେ BJD-BJP ।
ହେଇଯିବ କି ମେଣ୍ଟ ? ବିଜେପି ବିଜେଡି ଭିତରେ ପୁଣି ଥରେ ମେଣ୍ଟ ହେବ କି ? ୧୫ ବର୍ଷ ପରେ ପୁଣି ଏକାଠି ହେବେ କି ବିଜେପି-ବିଜେଡି ?
ନିର୍ବାଚନ ଯେତିକି ପାଖଉଛି, ବିଜେଡି ଟିକେଟ୍ କଳି ସେତିକି ବଢୁଛି। ଶୀର୍ଷ ନେତୃତ୍ୱଙ୍କୁ ଚାଲେଞ୍ଜ ଦେଉଛନ୍ତି ଆଶାୟୀ। ରାଜଧାନୀରେ ତ ଟିକେଟ କଳି ତୀବ୍ର ରୂପ ଧାରଣ କଲାଣି।
ଅଭୂତପୂର୍ବ ଜନ ସମାବେଶ..ଅଭିଭୂତ ମୋଦି। ସମୟ ପାଖାପାଖି ୩ଟା ୫୦। ଏକ ସୁସଜ୍ଜିତ ଖୋଲା ଜିପରେ ଚଣ୍ଡିଖୋଲର ବିଶାଳ ଗ୍ୟାରେଣ୍ଟି ସମାବେଶକୁ ଆସିଲେ ପ୍ରଧାନମନ୍ତ୍ରୀ ମୋଦି।
ନିର୍ବାଚନ ଯେତିକି ପାଖଉଛି, ବିଜେଡି ଟିକେଟ୍ କଳି ସେତିକି ବଢୁଛି। ଶୀର୍ଷ ନେତୃତ୍ୱଙ୍କୁ ଚାଲେଞ୍ଜ ଦେଉଛନ୍ତି ଆଶାୟୀ। ରାଜଧାନୀରେ ତ ଟିକେଟ କଳି ତୀବ୍ର ରୂପ ଧାରଣ କଲାଣି।
ଅଭୂତପୂର୍ବ ଜନ ସମାବେଶ..ଅଭିଭୂତ ମୋଦି। ସମୟ ପାଖାପାଖି ୩ଟା ୫୦। ଏକ ସୁସଜ୍ଜିତ ଖୋଲା ଜିପରେ ଚଣ୍ଡିଖୋଲର ବିଶାଳ ଗ୍ୟାରେଣ୍ଟି ସମାବେଶକୁ ଆସିଲେ ପ୍ରଧାନମନ୍ତ୍ରୀ ମୋଦି।
ଦିନିକିଆ ଓଡ଼ିଶା ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମାସକ ପରେ ପୁଣି ଥରେ ଓଡ଼ିଶା ଆସିଛନ୍ତି ପ୍ରଧାନମନ୍ତ୍ରୀ। ଗତମାସ ୩ ତାରିଖରେ ସମ୍ବଲପୁର ଆସିଥିଲେ ମୋଦି। ରାଜ୍ୟବାସୀଙ୍କୁ ୨୦ ହଜାର କୋଟିର ବିକାଶମୂଳକ ପ୍ରକଳ୍ପ ଭେଟି ଦେଇଛନ୍ତି।
ଉନ୍ନୟନ ମୂଳକ ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କାର୍ଯ୍ୟକ୍ରମ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଉପସ୍ଥିତ ରହିବେ ବୋଲି ସୂଚନା ମିଳିଛି।
ସମ୍ବିତ କହିଛନ୍ତି, ନିର୍ବାଚନ ଆସିଲେ କିଛି ଲୋକେ ଏପରି ଅସନ୍ତୋଷ ପ୍ରକାଶ କରନ୍ତି। କିଛି ଅସୁବିଧା ନାହିଁ। ବିଜେଡିରେ ନିଜ ମନକଥା କହିବାର ସ୍ୱାଧୀନତା ଅଛି ।
୪୦ ବର୍ଷ ଦେଶ ସେବା କରିଛି । ଏବେ ଲୋକଙ୍କ ସେବା କରିବାକୁ ବିଜେପିରେ ଯୋଗଦେଇଛି । ପଦ୍ମ ଧରିବା ପରେ ଏହା କହିଛନ୍ତି ପୂର୍ବତନ ଓଡ଼ିଆ ବାୟୁସେନା ଅଧିକାରୀ ତଥା କାର୍ଗିଲ ଯୁଦ୍ଧ ହିରୋ ଏୟାର ମାର୍ଶଲ ଦିଲୀପ କୁମାର ପଟ୍ଟନାୟକ ।
ମୋକିମଙ୍କ ନିର୍ବାଚନ ଅସିଦ୍ଧ । କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲାରେ ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ । ଅପରାଧିକ ମାମଲାର ସବିଶେଷ ତଥ୍ୟ ଦେଇ ନଥିବାରୁ ଅସିଦ୍ଧ ଘୋଷଣା ।
ଆଜି ବିଜେପିରେ ମିଶିବେ ଭଦ୍ରକର ପୂର୍ବତନ ବିଧାୟକ ନରେନ ପଲେଇ।ବ୍ୟକ୍ତିଗତ କାରଣ ଦର୍ଶାଇ ଗତକାଲି କଂଗ୍ରେସର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି।
୨୪ ଲଢ଼େଇ ପାଇଁ BJPର ବଡ଼ ଗୋଟି ଚାଳନା । ପ୍ରାୟ ୩୫% ଲୋକସଭା ସିଟରେ ଆଗୁଆ ପ୍ରାର୍ଥୀ ଘୋଷଣା । ୫୦ ପ୍ରତିଶତ ଯୁବ ଓ ମହିଳା ପ୍ରାର୍ଥୀଙ୍କୁ ମିଳିଛି ଟିକେଟ୍ ।
ଫାଳ ଫାଳ ବିଜେଡି କ୍ୟାମ୍ପ। ରାଜଧାନୀରୁ ପାରାଦୀପ। ସବୁଠି ବିଧାୟକଙ୍କ ବିରୋଧରେ ଆଶାୟୀଙ୍କ ବିଦ୍ରୋହ। ବିଜେଡି ଅସନ୍ତୁଷ୍ଟ ଏବେ ବିଜେପି ମୁହାଁ।
ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗଂଜାମରେ ଶକ୍ତିହୀନ ହେଉଛି କି ବିଜେଡି ? ଗୋଟିଏ ପଟେ ଅଧିକାଂଶ ନିର୍ବାଚନ ମଣ୍ଡଳୀରେ ଛାମୁଆ ନେତା ଓ କର୍ମୀଙ୍କ ଅସନ୍ତୋଷ ଓ ଗୋଷ୍ଠୀ କନ୍ଦଳ ସୀମା ଡେଇଁଲାଣି।
ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗଂଜାମରେ ଶକ୍ତିହୀନ ହେଉଛି କି ବିଜେଡି ? ଗୋଟିଏ ପଟେ ଅଧିକାଂଶ ନିର୍ବାଚନ ମଣ୍ଡଳୀରେ ଛାମୁଆ ନେତା ଓ କର୍ମୀଙ୍କ ଅସନ୍ତୋଷ ଓ ଗୋଷ୍ଠୀ କନ୍ଦଳ ସୀମା ଡେଇଁଲାଣି ତ ଅନ୍ୟପଟେ ଜାରି ରହିଛି ଟାଣୁଆ ଚେହେରାଙ୍କ ଦଳତ୍ୟାଗ । ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପରେ ଆଜି ଦିଗପହଣ୍ଡି ଅଂଚଳରେ ଦବଦବା ରଖୁଥିବା ଟାଣୁଆ ନେତା ତଥା ପୂର୍ବତନ ବିଜେଡି ନେତା ବିପିନ୍ ପ୍ରଧାନ ବି ଧରିଛନ୍ତି ପଦ୍ମ ।
ଫାଳ ଫାଳ ବିଜେଡି କ୍ୟାମ୍ପ। ରାଜଧାନୀରୁ ପାରାଦୀପ। ସବୁଠି ବିଧାୟକଙ୍କ ବିରୋଧରେ ଆଶାୟୀଙ୍କ ବିଦ୍ରୋହ। ବିଜେଡି ଅସନ୍ତୁଷ୍ଟ ଏବେ ବିଜେପି ମୁହାଁ।
ଖୋଦ୍ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗଂଜାମରେ ଶକ୍ତିହୀନ ହେଉଛି କି ବିଜେଡି ? ଗୋଟିଏ ପଟେ ଅଧିକାଂଶ ନିର୍ବାଚନ ମଣ୍ଡଳୀରେ ଛାମୁଆ ନେତା ଓ କର୍ମୀଙ୍କ ଅସନ୍ତୋଷ ଓ ଗୋଷ୍ଠୀ କନ୍ଦଳ ସୀମା ଡେଇଁଲାଣି।