ନିର୍ବାଚନ ପୂର୍ବରୁ ବିଜେଡି ସରକାରଙ୍କ ପ୍ରତିଶ୍ରୁତିର ମହାପର୍ବ ଆରମ୍ଭ ହୋଇଛି। ପିଲାଠୁ ବୟସ୍କ ଓ ମହିଳା, ଗାଁରୁ ସହର, ଚାଷୀ ଶ୍ରମିକଙ୍କଠାରୁ ଆରମ୍ଭ କରି ବିଭିନ୍ନ କର୍ମଚାରୀ, ସବୁ ଶ୍ରେଣୀ ଓ ବର୍ଗଙ୍କ ପାଇଁ ସରକାର ଯେମିତି ଭଣ୍ଡାର ଘର ଖୋଲିଦେଇଛନ୍ତି। ଯାହାକୁ ନେଇ ଅନେକ ତାଜୁବ!
ନୟାଗଡ ଜିଲ୍ଲା ଓ କଟକ ଲୋକସଭା କ୍ଷେତ୍ର ଅଧୀନରେ ଆସୁଥିବା ଖଣ୍ଡପଡା ନିର୍ବାଚନମଣ୍ଡଳୀକୁ ନେଇ ୨୦୨୪ରେ ଜୋରଦାର ଚର୍ଚ୍ଚା। ଏଥର ଖଣ୍ଡପଡ଼ାରେ ଖୋଲିବ କାହା ଭାଗ୍ୟ। ଆଗରୁ କଂଗ୍ରେସ ଆଉ ସ୍ୱାଧୀନ ପ୍ରାର୍ଥୀଙ୍କୁ ସର୍ବଦା ଗୁରୁତ୍ୱ ଦେଇଥିବା ଖଣ୍ଡପଡ଼ାରେ ଏବେବି ରହିଛି ବିଜେଡିର ଶାସନ।
ଗତ କିଛି ଦିନ ଧରି ରାଜୁ ବିଜେପିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିଲା। ତେବେ ଏଥିରେ ସେ ବିରାମ୍ ଲଗାଇ ବିଜେପିରେ ସାମିଲ ହେବା ନେଇ ସ୍ପଷ୍ଟ କରିଛନ୍ତି।
ଜୟଦେବ ବିଧାୟକ ଅରବିନ୍ଦ ଢାଲି ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ନିଜ ଇସ୍ତଫାପତ୍ର ପଠାଇଛନ୍ତି ।
ଓଡ଼ିଶାରେ ମେଣ୍ଟ ହେବନି କହିଲେ ମନମୋହନ ସାମଲ । ଲୋକସଭାରେ ୨୧ ଓ ବିଧାନସଭାରେ ୧୪୭ ଆସନରେ ଲଢ଼ିବୁ ।
ଗୋଟିକ ପରେ ଗୋଟିଏ ନିର୍ବାଚନ ମଣ୍ଡଳିରେ ସମାନ୍ତରାଳ ସଂଗଠନ କରି ବିଦ୍ରୋହୀ ଶୀର୍ଷ ନେତୃତ୍ବଙ୍କୁ ଚାଲେଞ୍ଜ ଦେଉଥିବାବେଳେ ଆଗକୁ ଯେ ଟିକେଟ ଗଣିତ ଦଳପତିଙ୍କ ପାଇଁ ମୁଣ୍ଡ ବିନ୍ଧାର କାରଣ ପାଲଟିବ ସେଥିରେ ସନ୍ଦେହ ନାହିଁ। କାରଣ ବିଦ୍ରୋହୀ ବି ଚାହିଁ ବସିଛନ୍ତି ଦଳରୁ ଟିକେଟ ନମିଳିଲେ ନିର୍ବାଚନ ଲଢିବା ପାଇଁ ଅନ୍ୟ ଦଳକୁ ଡିଆଁ ମାରିବେ...
ଶହେରୁ ଦେଢ଼ଶହ ପ୍ରାର୍ଥୀ ଘୋଷଣା ହେବା ଚର୍ଚ୍ଚା । ଦକ୍ଷ ପ୍ରାର୍ଥୀ ବାଛିବାକୁ କି ଷ୍ଟ୍ରାଟେଜି କରିଛି ଦଳ ?
ଶକ୍ତି ପ୍ରଦର୍ଶନ ସହ ଶୀର୍ଷ ନେତୃତ୍ବଙ୍କୁ ଦେଉଛନ୍ତି ଚ୍ୟାଲେଞ୍ଜ୍ । କିଏ, କେମିତି ହେବେ ମ୍ୟାନେଜ୍, ଚାଲିଛି କସରତ୍ ।
ମୁଖ୍ୟମନ୍ତ୍ରୀଙ୍କ ନିଷ୍ପତ୍ତି ଶିରୋଧାର୍ଯ୍ୟ କହିଲେ ବିଧାୟକ ରାଜେନ୍ଦ୍ର । ସେପଟେ ଅମରେଶ ଜେନା କହିଛନ୍ତି ମୁଖ୍ୟମନ୍ତ୍ରୀ ଠିକ୍ ସମୟରେ ଠିକ ନିଷ୍ପତ୍ତି ନେବେ ।
ହାତ ଛାଡିବା ପରେ ରଜତ ଚୌଧୁରୀ ବିଜେପିରେ ମିଶିବା ନେଇ ଚର୍ଚ୍ଚା ଜୋର ଧରିଛି। ପୂର୍ବରୁ ନିକଟରେ ଅଂଶୁମାନ ମହାନ୍ତି, ନିହାର ମହାନନ୍ଦ ଏବଂ ବିପ୍ଲବ ଜେନା ବି କଂଗ୍ରେସ ଛାଡ଼ିଥିଲେ।
ମାତ୍ର ୩ ସପ୍ତାହ ବ୍ୟବଧାନରେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମାର୍ଚ୍ଚ ୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ନିର୍ବାଚନ ସହ-ପ୍ରଭାରୀ ଲତା ଉସେଣ୍ଡି।
ବିଜେଡିକୁ ନିର୍ବାଚନ କମିଶନଙ୍କ ନୋଟିସକୁ ନେଇ ବିଜେପିର ସାମ୍ବାଦିକ ସମ୍ମିଳନୀ । ବିଜେପିର ଅଭିଯୋଗକୁ ସିକୃତି ଦେଇଛନ୍ତି ନିର୍ବାଚନ କମିଶନ ବୋଲି କହିଛି ବିଜେପି ।
ମାତ୍ର ୩ ସପ୍ତାହ ବ୍ୟବଧାନରେ ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମାର୍ଚ୍ଚ ୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଓଡ଼ିଶା ଗସ୍ତ ନେଇ ସୂଚନା ଦେଇଛନ୍ତି ରାଜ୍ୟ ବିଜେପି ନିର୍ବାଚନ ସହ-ପ୍ରଭାରୀ ଲତା ଉସେଣ୍ଡି।
ସରକାରୀ ଯୋଜନା, ବିଜେଡିର ପ୍ରଚାର। ଅଭିଯୋଗ ଆସିଲା ଆଉ ନିର୍ବାଚନ ପୂର୍ବରୁ ଧରିଲେ ନିର୍ବାଚନ କମିଶନ।
ବଢୁଛି ବିଜେପି, ଛିଡୁଛି ବିଜେଡି । ଜଣଙ୍କ ପରେ ଜଣେ ବିଜେଡିର ହେଭିୱେଟ ଦଳକୁ ବାଏ ବାଏ କରି ପଦ୍ମ ଶିବିରରେ ସାମିଲ ହେଉଛନ୍ତି।
ପ୍ରଶାନ୍ତ ଆହୁରି କହିଛନ୍ତି, ଏବେ ରାଜନୈତିକ ବ୍ୟବସ୍ଥାରୁ ନବୀନ ବାବୁ ନିବୃତ୍ତ ରହିବା ଦରକାର । ମୋତେ ବାସ୍ନା ହେଉଛି, ଓଡ଼ିଶାରେ ଡବଲ ଇଂଜିନ ସରକାର ହେବ । ଏବେ ମୁଁ ପୂରା ଆକ୍ସନ ମୁଡ୍ରେ ରହିଛି ।
ପୂର୍ବତନ ବ୍ଲକ୍ ଅଧ୍ୟକ୍ଷ ବିପିନ ପ୍ରଧାନଙ୍କର ଦିଗପହଣ୍ଡି ରାଜନୀତିରେ ବେଶ୍ ଦବଦବା ରହିଛି।
ବିଜେପିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ବିଜେପିରେ ସାମିଲ ହୋଇଛନ୍ତି ପ୍ରଶାନ୍ତ ଜଗଦ୍ଦେବ।
ପଞ୍ଚାୟତ ନିର୍ବାଚନରେ କଣାସ ବ୍ଲକକୁ ଛଡାଇ ନେଇଛି BJP । ଆଉ ପୂର୍ବରୁ କଣାସ, ବ୍ରହ୍ମଗିରିରେ ରହିଥିବା ବେଳେ ସେଠାରେ ସଞ୍ଜୟଙ୍କ ପୁରୁଣା ସଙ୍ଗଠନ ରହିଛି । ତେଣୁ ଯଦି ଦଳ ସଞ୍ଜୟଙ୍କୁ ସତ୍ୟବାଦୀରେ ଟିକେଟ ଦିଏ ତାହେଲେ କଣାସ କ୍ରାଇସିସ ମ୍ୟାନେଜ କରିବାରେ ସକ୍ଷମ ହୋଇପାରନ୍ତି ସଞ୍ଜୟ ।
ଯଦି ମହିଳାଙ୍କ ପ୍ରତି ଏତେ ଦରଦ ତେବେ ଜଣିକିଆ ୧୫ ଲକ୍ଷ ଦିଅନ୍ତୁ ବୋଲି ଅପରାଜିତା କହିବା ସହ ସରକାରଙ୍କୁ ଟାର୍ଗେଟ୍ କରିଛନ୍ତି । ଖାଲି ଏତିକି ନୁହେଁ, ଅପରାଜିତା ତାଙ୍କ ପ୍ରତିକ୍ରିୟାରେ ଆହୁରି କହିଛନ୍ତି ଯେ, ଯଦି ପ୍ରତି ମହିଳାଙ୍କୁ ୧୫ ଲକ୍ଷ ଦିଅନ୍ତି ତେବେ ମୁଁ କହିବି ତାଙ୍କୁ ଭୋଟ ଦିଅ ।
୪ ବିଜେପି କର୍ପୋରେଟରଙ୍କ ଦଳ ଡିଆଁ ଘଟଣା । ବ୍ରହ୍ମପୁର ମହାନଗର ନିଗମରେ ରାଜନୈତିକ ହଟଚମଟ । ଘଟଣାକୁ ଶୁଭଙ୍କର ନୁହେଁ କହିଲେ ରାଜନୈତିକ ସମୀକ୍ଷକ ।
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କହିଛନ୍ତିଯେ, ଏହି ବୈଠକରେ ଆଗାମୀ ସାଧାରଣ ନିର୍ବାଚନ ପାଇଁ ସଟ୍ ଲିଷ୍ଟ୍ ହୋଇଥିବା ପ୍ରାର୍ଥୀଙ୍କ ସମ୍ପର୍କରେ ଚୂଡ଼ାନ୍ତ ଆଲୋଚନା ହୋଇପାରେ ।
ପ୍ରଥମେ ସତ୍ୟବାଦୀର ପୂର୍ବତନ ବିଧାୟକ ଉମା ସାମନ୍ତରାୟ ଏକ ରାଜନୈତିକ ସଭା ମଞ୍ଚରେ ଭାଷଣ ଦେଉଥିବା ବେଳେ କାନ୍ଦି ପକାଇଥିଲେ । ଏବେ ରାଜା ସ୍ୱାଇଁ କାନ୍ଦିଲେ ।
ନିର୍ବାଚନକୁ ହାତ ଗଣତି ଆଉ କିଛି ଦିନ । ଖୁବ ଶୀଘ୍ର ଲାଗିପାରେ ନିର୍ବାଚନ ଆଚରଣ ବିଧି । ତା ପୂର୍ବରୁ ବଦଳୁଛି ନେତାଙ୍କ ଆଚରଣ ଓ ଉଚ୍ଚାରଣ । ଆରମ୍ଭ ହେଲାଣି ଦଳ ଡିଆଁ ପର୍ବ । ସୁବିଧା ସୁଯୋଗ ଦେଖି, ଦଳ ଡେଉଁଛନ୍ତି ନେତା । ବାସ୍, ନୂଆପଡା ଜିଲ୍ଳା ଖଡିଆଲ ରାଜନୀତିରେ ବି ସେମିତି ଏବେ ଘଡିକେ ଘୋଡା ଛୁଟୁଛି...
ବିଦ୍ରୋହର ବାରୁଦ ଗଦାରେ ଛିଡ଼ା ହୋଇଛି କି ବିଜେଡି ? ୧୪୭ MLA ଓ ୨୧ MP ଆସନ ପାଇଁ ଆଶାୟୀଙ୍କ ସଂଖ୍ୟା ୧୦ ହଜାର । କେତେ ଜଣଙ୍କୁ ମ୍ୟାନେଜ କରିବ ଦଳ, କେତେ ଜଣ ସାଜିବେ ରାଜୁ ଦାସ ? ବିଜେଡି ଡଙ୍ଗାରେ ଅସମ୍ଭାଳ ଭିଡ଼କୁ ନେଇ ବିରୋଧୀଙ୍କ ତେରଛା ବାଣ