• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Odisha Elections Updates

Amit Shah
ବର୍ଷିଲେ ଶାହ; କହିଲେ, ଖାଲି ଅଖାରେ ପେଟ ପୁରିବନି, ୫ କେଜି ଚାଉଳ ଦିଅ

ମୋଦି ଚାଉଳ ଦେଉଛନ୍ତି, ନବୀନ ଖାଲି ଅଖା ଦେଉଛନ୍ତି। ଖାଲି ଅଖାରେ ପେଟ ପୁରିବନି, ୫ କେଜି ଚାଉଳ ଦିଅନ୍ତୁ ବୋଲି ଅମିତ ଶାହା କହିଛନ୍ତି।

Amit Shah
୪ ଜୁନ୍ ପରେ ନବୀନ ହେବେ ପୂର୍ବ ମୁଖ୍ୟମନ୍ତ୍ରୀ: ଅମିତ୍ ଶାହ

ଚାନ୍ଦବାଲିରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉଦବୋଧନ । ଆରମ୍ଭରୁ ବିଜେଡ଼ି ଉପରେ ବର୍ଷିଲେ । ୪ ଜୁନ୍‌ରେ ନବୀନ ହେବେ ‘ପୂର୍ବ ମୁଖ୍ୟମନ୍ତ୍ରୀ’ବୋଲି କହିଲେ ।

Baijayant Panda
ବିଜେଡିକୁ ନିଶାନା କଲେ ବୈଜୟନ୍ତ; କହିଲେ, ଗୁଣ୍ଡାରାଜ ବନ୍ଦ କରିବାର ସମୟ ଆସିଛି

ପଟ୍ଟା ନାଁରେ ୨୫ ବର୍ଷ ହେଲା ଠକି ଚାଲିଛି ବିଜେଡି। ଗୃହ ମନ୍ତ୍ରୀ ସିଏଏ ଆଇନ୍‌ ଲାଗୁ କରି ଲୋକଙ୍କୁ ନାଗରିକତା ଦେଇଛନ୍ତି। ସମସ୍ତଙ୍କୁ ପଟ୍ଟା ମିଳିଛି। ଏଥର ବିଜେପି ସରକାର ଆସିଲେ ପଟ୍ଟା ପ୍ରଦାନ କରାଯିବ।

Aparajita Sarangi
‘EVM ଭାଙ୍ଗିବାର ପ୍ରମାଣ ନାହିଁ, ଥାର୍ଡ ଫ୍ଲୋର୍‌ ନିର୍ଦ୍ଦେଶରେ ଜଗଦ୍ଦେବ ଗିରଫ’

ଜଗଦ୍ଦେବଙ୍କ ଗିରଫଦାରୀଙ୍କୁ ନେଇ ବର୍ଷିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। କହିଲେ, ଇଭିଏମ୍ ଭାଙ୍ଗିବାରେ ପ୍ରଶାନ୍ତ ଜଗଦ୍ଦେବଙ୍କ ଭୂମିକା ନାହିଁ।

PM Modi says
ମୋଦିଙ୍କ ଦୃଢୋକ୍ତି; ଖୁବଶୀଘ୍ର ଓଡ଼ିଶାର ଭାଗ୍ୟ ପରିବର୍ତ୍ତନ ହେବ, ବଦଳିବ ସରକାର

ଦେଶର ସମୃଦ୍ଧ ରାଜ୍ୟର ତାଲିକାରେ ଓଡ଼ିଶାର ନାଁ ରହିଛି। ମାତ୍ର ଏହି ସମୃଦ୍ଧ ରାଜ୍ୟରେ ଅଧିକ ଗରିବୀ ରହିଛି। ଖୁବଶୀଘ୍ର ଓଡ଼ିଶାର ଭାଗ୍ୟ ବଦଳିବ। ଓଡ଼ିଶାରେ ସରକାର ପରିବର୍ତ୍ତନ ହେବାକୁ ଯାଉଛି।

Amit Shah
ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ BJPର ଜୋର୍‌ଦାର୍‌ ପ୍ରଚାର; ଆଜି ପୁଣି ଆସୁଛନ୍ତି ଅମିତ ଶାହ

ମଧ୍ୟାହ୍ନ ୧୨ଟା ୩୦ ମିନିଟରେ ଶାହ ଯାଜପୁର ଲୋକସଭା କ୍ଷେତ୍ରର କୋରେଇଠାରେ ଜନସଭାକୁ ସମ୍ବୋଧନ କରିବା କାର୍ଯ୍ୟକ୍ରମ ରହିଛି। ଶେଷରେ ଅପରାହ୍ନ ୩ଟାରେ ଜଗତସିଂହପୁର ଲୋକସଭା କ୍ଷେତ୍ରର ନିମାପଡ଼ା ବାରବାଟୀ ପଡ଼ିଆରେ ବିଜେପିର ବିଜୟ ସଙ୍କଳ୍ପ ସମାବେଶରେ ସାମିଲ ହେବେ ।

Prashant Jagdev
ବିଧାୟକଙ୍କ ଗିରଫଦାରୀ ବିରୋଧରେ ତେଜିଲା ଆନ୍ଦୋଳନ

ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ନେଇ ଥମୁନି ବିରୋଧ। ଆଜି ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ ଅଫିସ ଘେରିଛି ବିଜେପି। ବିନା ସର୍ତ୍ତରେ ତୁରନ୍ତ ଜଗଦ୍ଦେବଙ୍କୁ ଛାଡିବାକୁ ଦାବି ହୋଇଛି। ସେପଟେ ପୋଲିସ ବିରୋଧରେ ସଙ୍ଗୀନ ଅଭିଯୋଗ ଆଣିଛନ୍ତି ସେଦିନ ଜଗଦ୍ଦେବଙ୍କୁ ଗାଡିରେ ନେଇଥିବା ଡ୍ରାଇଭର। ଜଗଦେବଙ୍କ ବିରୋଧରେ ବୟାନ ଦେବାକୁ ପୋଲିସ

Odisha Politics
ଉପକୂଳରେ ବଦଳୁଛି ସମୀକରଣ

ଉପକୂଳରେ ଟଳମଳ ବିଜେଡି। ବିଜେଡିର ଅଭେଦ୍ୟ ଗଡ ଯାଜପୁର ଓ ଜଗତସିଂହପୁରରେ ସ୍ଥିତି ଏବେ ଜଟିଳ ହେବାରେ ଲାଗିଛି। ଏ ଦୁଇ ଲୋକସଭା କ୍ଷେତ୍ରର ଗୋଟିଏ ଦୁଇଟି ନିର୍ବାଚନ ମଣ୍ଡଳୀ ଛାଡିଦେଲେ ବାକି ସବୁଠି କଡ଼ା ଫାଇଟ୍। ଏମିତି ହେଭିୱେଟ ନେତାଙ୍କ ସିଟ୍ ରେ ବି ଟକ୍କର ନେକ୍ ଟୁ ନେକ୍।

ADR Report
ବିଧାୟକ ଜିତିଗଲେ ଲାଗୁଛି ଲଟେରୀ, ବନୁଛନ୍ତି ମାଲାମାଲ

5 ବର୍ଷରେ 23 ଗୁଣା ବଢ଼ିଯାଇଛି ବିଜେଡି ବିଧାୟକ ସୌଭିକ୍ ସୌଭିକ୍ ବିଶ୍ବାଳଙ୍କ ସଂପତ୍ତି। ଏଡିଆର ରିପୋର୍ଟରୁ ସାମ୍ନାକୁ ଆସିଛି ଏଭଳି ତଥ୍ୟ। କେବଳ ସଂପତ୍ତି ନୁହେଁ, ବିଧାନସଭା ନିର୍ବାଚନ ରଣାଙ୍ଗନକୁ ଓହ୍ଲାଇଥିବା ମୋଟ୍ 12 ଶହ 85 ବିଧାୟକ ପ୍ରାର୍ଥୀଙ୍କ ଭିତରୁ ଶିକ୍ଷାଗତ ଯୋଗ୍ୟତା, ଅପରାଧିକ ପୃଷ୍ଠଭୂମି, ବୟସ ଆଦି ବାବଦରେ ମଧ୍ୟ ରୋଚକ ତଥ୍ୟ ସାମ୍ନାକୁ ଆଣିଛି ଏଡିଆ ଓ ଓଡ଼ିଶା ଇଲେକ୍ସନ୍ ୱାଚ୍।

Himant Biswasharma
ନବୀନ ଓ ପାଣ୍ଡିଆନଙ୍କୁ ହିମନ୍ତଙ୍କ ଅଲ୍ ଆଉଟ୍ ଆଟାକ୍

ପାଟକୁରା ନିର୍ବାଚନୀ ସଭାରେ ଆସାମ ସିଏମ୍ ହିମନ୍ତ ବିଶ୍ବଶର୍ମାଙ୍କ ଜୋରଦାର୍ ହମଲା। ପୁଣି ନିଶାନାରେ ନବୀନ ଓ ପାଣ୍ଡିଆନ୍। ପାଣ୍ଡିଆନ, ନବୀନଙ୍କୁ ମୁଣ୍ଡଜାମିନ ରଖି ନିଜ ଇସାରାରେ ନଚାଉଛନ୍ତି ବୋଲି ଅଭିଯୋଗ କରିବା ସହ, ଓଡ଼ିଶାକୁ ୧ ନମ୍ବର ରାଜ୍ୟ କରିବାକୁ ହେଲେ ଏଠି ପାଣ୍ଡିଆନ ରାଜ୍ ଖତମ୍ କରିବାର ଅଛି ବୋଲି ଆହ୍ବାନ ଦେଇଛନ୍ତି ହିମନ୍ତ।

Odisha Politics
ଉପକୂଳ ଟେନସନରେ ବିଜେଡି; ଯାଜପୁରଠୁ ଜଗତସିଂହପୁର, ସବୁଠି ଟଳମଳ ସ୍ଥିତି

ଜଗତସିଂହପୁର, ବାଲିକୁଦା-ଏରସମାରେ ବିଦ୍ରୋହୀଙ୍କ ସଂଖ୍ୟା ଅଧିକ। ଆଉ ପାରାଦୀପରେ ସୀମା ଟପିଛି ବିଜେଡି କନ୍ଦଳ। ତିର୍ତ୍ତୋଲରେ ବିଜେଡି ନେତା ସରୋଜକାନ୍ତ ସ୍ୱାଇଁ ବିଜେପିରେ ମିଶିବା ପରେ ଜଳଜଳ ହୋଇ ପଦାକୁ ଆସିଛି ଗୋଷ୍ଠୀ କନ୍ଦଳ।

ADR Report
ଲଟେରୀ ଲାଗୁଛି MLA ହେଲେ; ୫ ବର୍ଷରେ ଧୁମ ଟଙ୍କା ଆୟ, ହୋସ ଉଡାଇବ ADR ରିପୋର୍ଟ

ଚୌଦ୍ୱାର-କଟକ ବିଜେଡି ବିଧାୟକ ପ୍ରାର୍ଥୀ ସୌଭିକ ବିଶ୍ୱାଳଙ୍କ ସମ୍ପତ୍ତି ଗତ ୫ ବର୍ଷରେ ୨ ହଜାର ୩୩୮ ପ୍ରତିଶତ ଅର୍ଥାତ୍ ୨୩ ଗୁଣାରୁ ଅଧିକ ବଢ଼ିଯାଇଛି। ୨୦୧୯ରେ ସୌଭିକଙ୍କ ସମ୍ପତ୍ତି ଥିଲା ମାତ୍ର ୨୦ ଲକ୍ଷ ୬୮ ହଜାର ଟଙ୍କା। ୨୦୨୪ରେ ଏହା ୫ କୋଟି ୪ ଲକ୍ଷ ଟଙ୍କାରେ ପହଞ୍ଚିଛି।

Odisha Politics
ଏପଟେ BJP ଜିଲ୍ଲାସଭାପତିଙ୍କୁ ଆକ୍ରମଣ, ସେପଟେ ମାର୍କେଟ କମ୍ପ୍ଲେକ୍ସ ଭଙ୍ଗାରୁଜା !

ଘଣ୍ଟେଶ୍ୱର ଜୋନକୁ ଯାଉଥିବା ବେଳେ ପୋଲିସ ଉପସ୍ଥିତିରେ ଏହି ସଂଘବଦ୍ଧ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି । ତେବେ ଏନେଇ ପୋଲିସ କିମ୍ବା ବିଜେଡିର ପ୍ରତିକ୍ରିୟା ମିଳିପାରିନାହିଁ ।

Balasore Politics
ସରଗରମ ବାଲେଶ୍ୱର ରାଜନୀତି, କାହା ସପକ୍ଷରେ ଯିବ ଭୋଟ ?

ବାଲେଶ୍ୱର ସଦର ବିଧାନସଭା କ୍ଷେତ୍ର ପାଇଁ ବିଜେପିରୁ ମାନସ କୁମାର ଦତ୍ତ, ବିଜେଡିରୁ ସ୍ୱରୂପ ଦାସ ଓ କଂଗ୍ରେସରୁ ମୋନାଲିସା ଲେଙ୍କା ପ୍ରାର୍ଥୀ ହୋଇଛନ୍ତି ।

Prashant Jagdev
‘ଜଗଦ୍ଦେବଙ୍କ ବିରୋଧରେ ମିଛ କହିବାକୁ ବାଧ୍ୟ କରିଥିଲା ପୋଲିସ’

ବେଗୁନିଆ ଇଭିଏମ୍ ଭଙ୍ଗାରୁଜା ମାମଲା । ପୋଲିସ ବିରୋଧରେ ସାଙ୍ଘାତିକ ଅଭିଯୋଗ ।

Himant Biswasharma
ନବୀନ-ପାଣ୍ଡିଆନଙ୍କୁ ହିମନ୍ତଙ୍କ ଅଲ୍ ଆଉଟ୍ ଆଟାକ୍, 'ମାଇକ୍ ଧରି ତାଙ୍କୁ ନିଜ ଇସାରାରେ ନଚାଉଛନ୍ତି'

'ମନ୍ଦବୁଦ୍ଧି ପାଇଁ ପାଣ୍ଡିଆନଙ୍କୁ ମିଳୁ ନୋବେଲ୍ । 4 ତାରିଖ ପରେ ପଠାଇ ଦିଆଯିବ ତାମିଲନାଡୁ ।'

Prashant Jagadev
ବେଗୁନିଆ EVM ଭଙ୍ଗାରୁଜା ମାମଲା: ପ୍ରଶାନ୍ତ ଜଗଦ୍ଦେବଙ୍କ ବିରୋଧରେ ବୟାନ ଦେବାକୁ ପୋଲିସର ଜୁଲମ !

ବନମାଳି ଗଣମାଧ୍ୟମ ଆଗରେ ଖୋଲାଖୋଲି କହିଛନ୍ତି- ଜଗଦ୍ଦେବ ଇଭିଏମ୍ ଭାଙ୍ଗିଥିବା ବୟାନ ଦେବାକୁ ପୋଲିସ୍ ତାଙ୍କ ଉପରେ ଜୁଲମ କରିଛି ଓ ଡରରେ ସେ ଜଗଦ୍ଦେବଙ୍କ ବିରୋଧରେ ମନ୍ତବ୍ୟ ରଖିଛନ୍ତି, ଯାହାକୁ ପୋଲିସ୍ ମୋବାଇଲରେ ବି ରେକର୍ଡ କରିଛି ।

Pradeep Panigrahi
‘ବିଜେଡିର ଲେଖା ଛିଡ଼ି ଯାଇଛି, ଏଥର ନବୀନ ବାବୁ ହିଞ୍ଜିଳିରୁ ହାରୁଛନ୍ତି’

ବିଜେଡି ଯଦି ସ୍ୱଚ୍ଛ ତେବେ ଟଙ୍କା କାହିଁକି ବାଣ୍ଟୁଛି, ହିଂସା କାହିଁକି ସୃଷ୍ଟି କରୁଛି ବୋଲି ପ୍ରଶ୍ନ କରିନ୍ତି ପ୍ରଦୀପ ।

Baijayant Panda
‘ସମ୍ପତ୍ତି ହାସଲ ପାଇଁ ମୁଁ ରାଜନୀତିକୁ ଆସିନାହିଁ, ଲୋକଙ୍କ ସେବା କରିବାକୁ ଆସିଛି’

ବୈଜୟନ୍ତ କହିଛନ୍ତି, ବହୁ ଦଶନ୍ଧି ଧରି ବିଜୁ ବାବୁଙ୍କ ଅମଳରୁ ତାଙ୍କ ପରିବାର ବ୍ୟବସାୟରେ ଅଛନ୍ତି । ତାଙ୍କ ପରିବାର ପ୍ରତି କେହି କେବେ ବି ଆରୋପ ଲଗାଇ ନାହାନ୍ତି ।

Himant Biswa Sharma
‘ଓଡ଼ିଶାର ସବୁ ଚାକିରି ପାଣ୍ଡିଆନ୍‌ଙ୍କ ପାଖରେ, ରତ୍ନଭଣ୍ଡାର ଚାବି ବି ସେ ରଖିଛନ୍ତି’

‘୧ ଟଙ୍କା ଲେଖାଏଁ ଚାନ୍ଦା କରି ପାଣ୍ଡିଆନଙ୍କ ପାଇଁ ଟିକେଟ କିଣନ୍ତୁ । ପାଣ୍ଡିଆନଙ୍କ ପାଇଁ ଟିକେଟ କିଣି ତାମିଲନାଡୁ ପଠାଇ ଦିଅନ୍ତୁ । ପାଣ୍ଡିଆନ ନବୀନ ବାବୁଙ୍କୁ ହୋଷ୍ଟେଜ ରଖିଛନ୍ତି । ନବୀନ ବାବୁଙ୍କ ମାଇକ୍ କାହିଁକି ପାଣ୍ଡିଆନ ଧରୁଛନ୍ତି।

VK Pandian is the main target of BJP in this election
ଓଡ଼ିଆ ଅସ୍ମିତା ବିଜେପିର ‘ବ୍ରହ୍ମାସ୍ତ୍ର’; ଫାଇଦା ନେବାରେ କଂଗ୍ରେସ ପଛୁଆ

୨୦୧୯ ନିର୍ବାଚନ ପରଠାରୁ ପ୍ରାୟ ୫ ବର୍ଷ ଧରି ‘ବନ୍ଧୁ-ବନ୍ଧୁ’ ଏବଂ ଶେଷରେ ‘ମେଂଟ-ମେଂଟ’ର ଚର୍ଚ୍ଚାରେ ରହି ଆସିଥିବା କେନ୍ଦ୍ରୀୟ ଶାସନାଧିନ ବିଜେପି ଓ ରାଜ୍ୟ କ୍ଷମତାରେ ଥିବା ବିଜେଡି ଠିକ ନିର୍ବାଚନ ଚାଲିଥିବା ସମୟରେ ଉଭୟେ ଉଭୟଙ୍କୁ ଘୋର ବିରୋଧ ଓ କଡା ଟକ୍କର ଦେଉଥିବା ଦେଖାଯାଉଛି।

Ambulances with patients get stuck during Odisha CM
ମୁଖ୍ୟମନ୍ତ୍ରୀଙ୍କ ସଭା ଲାଗି ଟ୍ରାଫିକ୍‌ ଜାମ୍‌; ଘଣ୍ଟାଏ କାଳ ଫସିରହିଲା ଆମ୍ୱୁଲାନ୍ସ

ଦୁଇଟି ଆମ୍ବୁଲାନ୍ସରେ ୩ ଜଣ ରୋଗୀ ଗୁରୁତର ଅବସ୍ଥାରେ ଥିଲେ। ଏଥିରେ ଜଣେ ଦୁର୍ଘଟଣାର ଶିକାର ହୋଇଥିବା ବ୍ୟକ୍ତି ବି ଥିଲେ। ଆମ୍ବୁଲାନସ ଡ୍ରାଇଭର୍, ସ୍ଥାନୀୟ ବାସିନ୍ଦା ଯେତେ ଚେଷ୍ଟା କରିବା ପରେ ବି କୌଣସି ଫଳ ମିଳିନଥିଲା।

ADR report
ଆସିଲା ADR ରିପୋର୍ଟ, ୧୨୮୫ ପ୍ରାର୍ଥୀଙ୍କ ମଧ୍ୟରୁ ୪୧୨ ଜଣ କୋଟିପତି

ରାଉରକେଲା ବିଜେପି ବିଧାୟକ ପ୍ରାର୍ଥୀ ଦିଲ୍ଲୀପ ରାୟ ସବୁଠୁ ଧନୀ । ତାଙ୍କ ସମ୍ପତ୍ତିର ପରିମାଣ ୩୧୩ କୋଟି ୫୩ ଲକ୍ଷ ଟଙ୍କା । ତାଙ୍କ ପଛରେ ଅଛନ୍ତି ଚମ୍ପୁଆ ବିଜେଡି ବିଧାୟକ ପ୍ରାର୍ଥୀ ସନା ମହାକୁଡ ।

Pradip Purohit on Pandian
‘ପାଣ୍ଡିଆନ ଓଡ଼ିଶାରେ ଆତଙ୍କରାଜ ସୃଷ୍ଟି କରିବାକୁ ଚାହୁଁଛନ୍ତି'

ପାଣ୍ଡିଆନ ତାମିଲ୍ ଗୁଣ୍ଡା ଗର୍ଦ୍ଦି ଓଡ଼ିଶାରେ ଲଗେଇବାକୁ ଚେଷ୍ଟା କରୁଛନ୍ତି । ବିଜେପି କର୍ମୀଙ୍କୁ ମାଡ଼ ମାରିବା, ପୋଲିସ ଲଗେଇ ଧମକ ଦେଉଛନ୍ତି ।

Pradip Purohit targets BJD
‘ଚାଷୀଙ୍କ ପ୍ରତି ବିଜେଡି କରିଛି ବିଶ୍ୱାସଘାତ, ୧୦ ହଜାର ଦେବେ କହି ଦେଲେ ୪ ହଜାର’

୨୦୧୯ ନିର୍ବାଚନ ବେଳେ ଚାଷୀଙ୍କୁ ୧୦ ହଜାର ଦେବେ କହିଥିଲେ ରାଜ୍ୟ ସରକାର ହେଲେ ୪ ହଜାର ଟଙ୍କା ଦେଲେ ସରକାର ।