Advertisment

Nomination Withdrawal Deadline Over: ସରିଲା ରାଜ୍ୟସଭା ନିର୍ବାଚନ ନାମାଙ୍କନ ପ୍ରତ୍ୟାହାର ସମୟସୀମା, ମଇଦାନରେ ୫ ପ୍ରାର୍ଥୀ

ସରିଲା ରାଜ୍ୟସଭା ନିର୍ବାଚନ ନାମାଙ୍କନ ପ୍ରତ୍ୟାହାର ସମୟସୀମା । କୌଣସି ପ୍ରାର୍ଥୀ କଲେନି ନାମାଙ୍କନ ପ୍ରତ୍ୟାହାର । ଫଳରେ ଏବେ ମଇଦାନରେ ରହିଛନ୍ତି ମୋଟ ୫ ପ୍ରାର୍ଥୀ। ଆସନ୍ତା ୧୬ ତାରିଖରେ ହେବ ରାଜ୍ୟସଭା ପାଇଁ ଭୋଟିଂ ।

Deadline Ends

Deadline Ends Photograph: (OTV)

Advertisment

ସରିଲା ରାଜ୍ୟସଭା ନିର୍ବାଚନ ନାମାଙ୍କନ ପ୍ରତ୍ୟାହାର ସମୟସୀମା । କୌଣସି ପ୍ରାର୍ଥୀ କଲେନି ନାମାଙ୍କନ ପ୍ରତ୍ୟାହାର । ଫଳରେ ଏବେ ମଇଦାନରେ ରହିଛନ୍ତି ମୋଟ ୫ ପ୍ରାର୍ଥୀ।

Advertisment

ବିଜେପି ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର, ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର ଓ ବିଜେପି ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ ଏବଂ କଂଗ୍ରେସ-ବିଜେଡିର କମନ୍ କ୍ୟାଣ୍ଡିଡେଟ୍  ଭାବେ ଦତ୍ତ୍ବେଶ୍ବର ହୋତା ମଇଦାନରେ ରହିଛନ୍ତି । ଆସନ୍ତା ୧୬ ତାରିଖରେ ହେବ ରାଜ୍ୟସଭା ପାଇଁ ଭୋଟିଂ ।

କୌଣସି ପ୍ରାର୍ଥୀ କଲେନି ନାମାଙ୍କନ ପ୍ରତ୍ୟାହାର

ସରିଲା ରାଜ୍ୟସଭା ନିର୍ବାଚନ ନାମାଙ୍କନ ପ୍ରତ୍ୟାହାର ସମୟସୀମା
ଏବେ ମଇଦାନରେ ରହିଛନ୍ତି ମୋଟ ୫ ପ୍ରାର୍ଥୀ
ବିଜେପି ପ୍ରାର୍ଥୀ ମନମୋହନ ସାମଲ, ସୁଜିତ କୁମାର
ବିଜେଡି ପ୍ରାର୍ଥୀ ସଂତୃପ୍ତ ମିଶ୍ର ଓ ବିଜେପି ସମର୍ଥିତ ସ୍ବାଧୀନ ପ୍ରାର୍ଥୀ ଦିଲ୍ଲୀପ ରାୟ
କଂଗ୍ରେସ-ବିଜେଡିର କମନ୍ କ୍ୟାଣ୍ଡିଡେଟ୍ ଦତ୍ତ୍ବେଶ୍ବର ହୋତା 
ଆସନ୍ତା ୧୬ ତାରିଖରେ ହେବ  ଭୋଟିଂ 

Advertisment
Odisha Rajya Sabha Election
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ